ଗଞ୍ଜାମ

ସ୍ତ୍ରୀଙ୍କୁ ପ୍ରତାରଣା କରି ସ୍ବାମୀଙ୍କ ଅନ୍ୟତ୍ର ବିବାହ ଉଦ୍ୟମ: ସ୍ଵାମୀଙ୍କ ନାଁ ରେ ଏତଲା

ଦିଗପହଣ୍ଡି,୨୬।୧୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଳକ ବାସୁଦେବପୁର ଗ୍ରାମର ପି.ଶ୍ରୀୟା ରେଡ୍ଡୀଙ୍କୁ ତାଙ୍କ ସ୍ଵାମୀ ପି.ଶିବରାମ ପାତ୍ର ବିବାହର ୭ ବର୍ଷ ପରେ ପ୍ରତାରଣା କରି ଦ୍ୱିତୀୟ ବିବାହ କରିବାକୁ ଉଦ୍ୟମ କରୁଥିବା ଅଭିଯୋଗ ହୋଇଛି। ଶ୍ରୀୟାଙ୍କ ଏତଲା କ୍ରମେ ଦିଗପହଣ୍ଡି…

ଶ୍ରମିକ-କୃଷକ ବିରୋଧୀ ନୀତି ପ୍ରତିବାଦରେ ବିକ୍ଷୋଭ

ଛତ୍ରପୁର,୨୬।୧୧(ଦିଲ୍ଲୀପ ସାମଲ): ମୋଦି ସରକାରଙ୍କ କୃଷକ ଓ ଶ୍ରମିକ ନୀତି ବିରୋଧରେ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବା ନିମନ୍ତେ ସଂଯୁକ୍ତ କିଷାନ ମୋର୍ଚ୍ଚା ଓ କେନ୍ଦ୍ରୀୟ ଶ୍ରମିକ ସଂଗଠନମାନଙ୍କ ପକ୍ଷରୁ ଡାକରା ଦିଆଯାଇଛି। ଏହି ପରିପ୍ରେକ୍ଷୀରେ ସଂଯୁକ୍ତ କିଷାନ…

ବିଜେଡି ଛାଡ଼ି ଭାଜପାରେ ମିଶିଲେ ୨୫ ପରିବାର

ଭଞ୍ଜନଗର,୨୬ା୧୧(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଦୋମୁହାଣି ପଞ୍ଚାୟତ ବଞ୍ଜରଗାଁର ରବୀନ୍ଦ୍ରନାଥ ମୁଦୁଲି, ବୁଲୁ ଗୌଡ,ବାଳକୃଷ୍ଣ ଗୌଡ, ସୁଶାନ୍ତ ଗୌଡ, ଲିଟୁ ପ୍ରଧାନଙ୍କ ତତ୍ତ୍ୱାବଧାନରେ ୨୫ ପରିବାର ସୋମବାର ବିଜେଡି ଛାଡ଼ି ଭାଜପାରେ ଯୋଗ ଦେଇଛନ୍ତି। ଗ୍ରାମରେ ଦୀର୍ଘଦିନ ଧରି ବିକାଶ…

ଦୁର୍ଗମ ଜଙ୍ଗଲରେ ହେଉଥିଲା ଗଞ୍ଜେଇ ଚାଷ, ନଷ୍ଟ କଲା ପୋଲିସ, ଅବକାରୀ ଟିମ

ଦିଗପହଣ୍ଡି/ପାଟପୁର,୨୫।୧୧(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ଦାମପୁର,କନ୍ଧ ଜକର ଏବଂ ବୋରେଇ ପାହାଡ ଗ୍ରାମ ସଂଲଗ୍ନ ଦୁର୍ଗମ ଜଙ୍ଗଲରେ ପୋଲିସ ଓ ଅବକାରୀ ବିଭାଗ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛି। ସୋମବାର ପୋଲିସ ଓ ଅବକାରୀ…

ବିବାହର ପ୍ରଲୋଭନ ଦେଖାଇ ନାବାଳିକାଙ୍କୁ କରିଥିଲେ ଅପହରଣ, ତା’ପରେ…

ହିଞ୍ଜିଳିକାଟୁ, ୨୫।୧୧(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବିବାହର ପ୍ରଲୋଭନ ଦେଖାଇ ଅପହରଣ କରିବା ଅଭିଯୋଗରେ ସାଢ଼େ ୪ମାସ ପରେ ଅଭିଯୁକ୍ତଙ୍କୁ ଆନ୍ଦ୍ରପ୍ରଦେଶଠାରୁ ପୋଲିସ ଗିରଫ କରିଛି। ଗିରଫ ଜଣଙ୍କ ହେଲେ ବ୍ରହ୍ମପୁର ସଦର ଥାନା ଅଲାରିଗଡ ଗ୍ରାମର…

ବହୁଚର୍ଚ୍ଚିତ ଅଭିମନ୍ୟୁ ପଣ୍ଡା ହତ୍ୟା ମାମଲା: ୬ ଅଭିଯୁକ୍ତଙ୍କୁ ଆଜୀବନ

ଵ୍ରହ୍ମପୁର, ୨୫।୧୧(ସୁବାସ ଚନ୍ଦ୍ର ପାଢ଼ୀ): ବହୁଚର୍ଚ୍ଚିତ କନ୍ଧମାଳ ଜିଲା ବାଲିଗୁଡା ଥାନା ଅନ୍ତର୍ଗତ ଅଭିମନ୍ୟୁ ପଣ୍ଡା ହତ୍ୟା ମାମଲାର ଚୂଡାନ୍ତ ରାୟ ସୋମବାର ପ୍ରକାଶ ପାଇଛି। ଜିଲା ଓ ଦୌରା ଜଜ ୬ଜଣ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଅଭିଯୁକ୍ତମାନେ…

ବେଳାଭୂମିରେ ବିରାଟକାୟ ବିରାଟକାୟ ସାର୍କ: ଦଖିବାକୁ ଲୋକଙ୍କ….

ଚିକିଟି,୨୫।୧୧: ଗଞ୍ଜାମ ଜିଲା ଚିକିଟି ସୋନପୁର ବେଳାଭୂମିରେ ବିରାଟକାୟ ସାର୍କ ଦେଖିବାକୁ ମିଳିଛି। ଆହତ ଅବସ୍ଥାରେ ସମୁଦ୍ର ବେଳାଭୂମିରେ ଏହି ସାର୍କ ଲାଗିଛି। ଖବରପାଇ ବନ ବିଭାଗ ଟିମ୍‌ ଘଟଣାସ୍ଥଳରେ ପହଞ୍ଚିଛି। ଆହତ ସାର୍କକୁ ଉଦ୍ଧାର ପାଇଁ ବନ ବିଭାଗ ଟିମ୍‌…

ଘରେ ପଶି ଦେଇଥିଲେ ହତ୍ୟା ଧମକ: ପଡ଼ିଲା ମହଙ୍ଗା

ଆସିକା,୨୪ା୧୧(ସୁରେନ୍ଦ୍ର ନାଥ ସାହୁ): ଆସିକା ଏନଏସିର ଗଣ୍ଡପୋଲି ଗ୍ରାମରେ ଶନିବାର ରାତିରେ ତାଲା ଭାଙ୍ଗି କୋଠ ଘରେ ପଶିବା ଓ ହତ୍ୟା ଧମକ ଦେଇଥିବା ଅଭିଯୋଗରେ ପୋଲିସ ୨ଜଣଙ୍କୁ ଗିରଫ କରିଛି l ସେମାନେ ହେଲେ ଗଣ୍ଡପୋଲି ଗ୍ରାମର ଗୌତମ ଦାସ…

ଗୋପାଳପୁର ବନ୍ଦରରେ ଲାଗିଛି ନୌସେନା ଜାହାଜ ‘କୁଠାର’, ଦେଖିବାକୁ ପ୍ରବଳ ଭିଡ଼

ଛତ୍ରପୁର,୨୪ା୧୧(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଗୋପାଳପୁର ବନ୍ଦର ନିକଟ ବର୍ଥ ନଂ ୧ରେ ଭାରତୀୟ ନୌସେନାର ଯୁଦ୍ଧ ଜାହାଜ ‘କୁଠାର’ ରବିବାର ଲଙ୍ଗର ପକାଇଛି। ଏହି ଜାହାଜ ଦେଖିବାକୁ ସକାଳ ୯ଟାରୁ ଅପରାହ୍ନ ୪.୩୦ ମିନଟ୍‌ ପର୍ଯ୍ୟନ୍ତ ପର୍ଯ୍ୟଟକ, ସ୍ଥାନୀୟ ବାସିନ୍ଦା…

ଧାର ଟଙ୍କା ମାଗିବାରୁ ନାବାଳକ ଛାତ୍ରଙ୍କୁ ଆକ୍ରମଣ

ଗୋପାଳପୁର,୨୩ା୧୧(ନବୀନ ରାଜ ଆଚାରୀ): ଧାର ଟଙ୍କା ମାଗିବାରୁ ନାବାଳକ ଛାତ୍ରଙ୍କୁ ଲୁହା ରୋଡ୍‌ରେ ଆକ୍ରମଣ କରିଥିବା ନେଇ ଶୁକ୍ରବାର ରାତିରେ ଗୋଳନ୍ଥରା ଥାନାରେ ଅଭିଯୋଗ ହୋଇଛି। ଏ ନେଇ ପୋଲିସ ହତ୍ୟା ଉଦ୍ୟମ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।…

କାର୍‌ ଡିକିରେ ନେଉଥିଲେ ଗଞ୍ଜେଇ, ଗୋଡ଼ାଇ ଗୋଡ଼ାଇ ଧରିଲେ ଅବକାରୀ ଅଧିକାରୀ

ଗୋପାଳପୁର,୨୩ା୧୧(ନବୀନ ରାଜ ଆଚାରୀ): ଶନିବାର ଅପରାହ୍ନରେ ଅବକାରୀ ଗୋଇନ୍ଦା ଅଧିକାରୀମାନେ ଗଞ୍ଜେଇ ଚାଲାଣକାରୀକୁ ଗୋଡ଼ାଇ ଗୋଡ଼ାଇ ଗଞ୍ଜାମ ଜିଲା ୧୬ ନଂ ଜାତୀୟ ରାଜପଥ ଗୋଳନ୍ଥରା ଥାନା ଅନ୍ତର୍ଗତ ମେରାଇନ ଏକାଡେମୀ ନିକଟରେ ଜଣେ ଯୁବକ କାବୁ କରିବାରେ ସକ୍ଷମ ହୋଇଥିବାବେଳେ…

ବିଭିନ୍ନ ବ୍ରାଣ୍ଡର ୧୮୦ରୁ ଊର୍ଦ୍ଧ୍ୱ ବୋତଲ ବିଦେଶୀ ମଦ ଜବତ: ଜେଲ୍‌ ଗଲେ ଅଭିଯୁକ୍ତ

ଦିଗପହଣ୍ଡି/ପାଟପୁର,୨୩।୧୧(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ପାଟପୁର ପୋଲିସ ପୋଡ଼ାମାରି ଗ୍ରାମର ଅଜୟ ଗୌଡ଼ଙ୍କୁ ଶନିବାର କୋର୍ଟ ଚାଲାଣ କରିଛନ୍ତି। ଜାମିନ ଆବେଦନ ନାମଞ୍ଜୁର ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବ ଜେଲ ହାଜତକୁ ପଠାଇ ଦିଆଯାଇଛି।ଶୁକ୍ରବାର ରାତି ପ୍ରାୟ ସାଢେ ୮…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri