ଗଞ୍ଜାମ

ଗ୍ୟାସ୍‌ ଲିକ୍‌ରୁ ଅଗ୍ନିକାଣ୍ଡ ଘଟଣା ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ

ଦିଗପହଣ୍ଡି,୨୨ା୧୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ନରେନ୍ଦ୍ରପୁର ଗ୍ରାମରେ ଗତ ଶନିବାର ସନ୍ଧ୍ୟାରେ ଗ୍ୟାସ୍‌ ସିଲିଣ୍ଡର ପାଇପ ଲିକରୁ ଅଗ୍ନିକାଣ୍ଡ ଘଟଣାରେ ଗୋଟିଏ ପରିବାରର ସ୍ବାମୀ, ସ୍ତ୍ରୀ ଓ ପୁଅ ଅର୍ଦ୍ଧଦଗ୍ଧ ହୋଇ ଗୁରୁତର ହୋଇଥିଲେ। ଗୁରୁବାର ବିଳମ୍ବିତ ରାତିରେ ଚିକିତ୍ସାଧୀନ…

ଘରୁ ବୋମା ଜବତ: ପୁଅଙ୍କ ପରେ ବାପା ଗଲେ ଜେଲ

ଦିଗପହଣ୍ଡି,୨୨ା୧୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନ୍‌ଏସି ୧ ନଂ ୱାର୍ଡ ମୁକ୍ତେଶ୍ୱର ଶୈବପୀଠ ସଂଲଗ୍ନ କେନାଲ ସାହିର ଏକ ଭଡ଼ା ଘରେ ରହୁଥିବା ପଦ୍ମନାଭପୁର ଗ୍ରାମର ରାଜି ଓରଫ ରାଜେନ୍ଦ୍ର ସେଠୀଙ୍କ ଠାରୁ ଶୁକ୍ରବାର ଏସ୍‌ଆଇ ଜ୍ୟୋତି ରଞ୍ଜନ ବେହେରା ୨ଟି…

ବିଇଏମ୍‌ସି ବୈଠକରେ ପ୍ରବଳ ହଟ୍ଟଗୋଳ: ରାସନ କାର୍ଡ ମହିଳା କର୍ମଚାରୀଙ୍କୁ ଘେରିଲେ କର୍ପୋରେଟର

ବ୍ରହ୍ମପୁର,୨୨ା୧୧(ସ୍ମୃତି ରଂଜନ ମହାଲିକ): ବ୍ରହ୍ମପୁର ମହାନଗର ନିଗମ (ବିଇଏମ୍‌ସି)ର ଶୁକ୍ରବାର ସାଧାରଣ ବୈଠକରେ କର୍ପୋରେଟରଙ୍କ ପ୍ରବଳ ହଟ୍ଟଗୋଳ ହୋଇଛି। ବୈଠକରେ ନିଗମର ରାସନ କାର୍ଡ ଓ ଜନ୍ମ ମୃତ୍ୟୁ ପଞ୍ଜିକରଣ ଦାୟିତ୍ୱରେ ଥିବା କର୍ମଚାରୀ କର୍ପୋରେଟରଙ୍କୁ ଗୁରୁତ୍ୱ ଦେଉ ନ ଥିବା…

ସିରିଜ୍‌ ଚୋରି: ମାର୍କେଟ୍‌ କମ୍ପ୍ଲେକ୍ସର ସିସିଟିଭି ଭାଙ୍ଗି ୪ ଦୋକାନରୁ ଲୁଟିନେଲେ ଦୁର୍ବୃତ୍ତ

ଦିଗପହଣ୍ଡି,୨୨ା୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ସାମ୍ନା ଅଶୋକ ସ୍ବାଇଁଙ୍କ ମାର୍କେଟ କମ୍ପ୍ଲେକ୍ସରେ ଥିବା ୪ ଦୋକାନର ତାଲା ଭାଙ୍ଗି ଦୁର୍ବୃତ୍ତମାନେ ଲକ୍ଷାଧିକ ଟଙ୍କା ମୂଲ୍ୟର ବିଭିନ୍ନ ସାମଗ୍ରୀ ଲାପଟପ୍‌ ଏବଂ ପ୍ରାୟ ୨୦ ହଜାର ଟଙ୍କା…

ବୁଗୁଡ଼ା ଥାନାରେ ଯୋଗଦେଲେ ନୂତନ ଆଇଆଇସି

ବୁଗୁଡ଼ା, ୨୧।୧୧(କାଳିଚରଣଦାଶ):ବୁଗୁଡ଼ା ଥାନାରେ ନୂତନ ଆଇଆଇସି ଭାବେ ସୀତାଂଶୁ ଶେଖର ମାନ୍ଧାତା ଗୁରୁବାର ଯୋଗ ଦେଇଛନ୍ତି l ପୂର୍ବରୁ ୨୦୧୯ରେ ମାନ୍ଧାତା ବୁଗୁଡ଼ା ଥାନା ଅଧିକାରୀ ଭାବେ ୯ ମାସ ପାଇଁ ଦାୟିତ୍ୱ ତୁଲାଇ ଥିବାବେଳେ ଦିତୀୟ ଥର ପୁଣି ଆଇଆଇସି…

ଘରେ ପଶି ଭାଉଜଙ୍କୁ ହତ୍ୟା ଉଦ୍ୟମ କଲେ ଦିଅର: ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୧।୧୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ପୋଲିସ ସାନଖେମୁଣ୍ଡି ବ୍ଲକ ତିଳେଶ୍ୱର ଗ୍ରାମର ଶିବା ଓରଫ ଶିବାନନ୍ଦ ବିଷୋୟୀଙ୍କୁ ଗୁରୁବାର ଗିରଫ କରି କୋର୍ଟଚାଲାଣ କରିଛନ୍ତି। ଗ୍ରାମର ସମ୍ପର୍କୀୟ ଭାଉଜ ଇନ୍ଦିରା ବିଷୋୟୀଙ୍କୁ ହତ୍ୟା ଉଦ୍ୟମ ମାମଲାରେ ତାଙ୍କୁ ଗିରଫ କରାଯାଇଛି। ଥାନା…

କମେଣ୍ଟ ମରାକୁ କେନ୍ଦ୍ରକରି ତୁମୁଳକାଣ୍ଡ: ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ

ହିଞ୍ଜିଳିକାଟୁ,୨୧।୧୧(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ପୌରାଞ୍ଚଳରେ ଦିନକୁ ଦିନ ଅସାମାଜିକ କାର୍ଯ୍ୟକଳାପ ବୃଦ୍ଧି ପାଇବାରେ ଲାଗିଛି। ଗୁରୁବାର ହିଞ୍ଜିଳିକାଟୁ ପୌରାଞ୍ଚଳ ପାଟଣାସାହିରେ ଥିବା ଏକ କୋଚିଂ ସେଣ୍ଟର ସମ୍ମୁଖରେ ଜଣେ ଛାତ୍ରୀଙ୍କୁ କେତେଜଣ ଯୁବ କମେଣ୍ଟ ମାରିଥିଲେ। ଏହାକୁ କେନ୍ଦ୍ର…

ପିଇବା ପାଣିକୁ ନେଇ ମହାଭାରତ: ୨ ମାମଲା ରୁଜୁ

ଧରାକୋଟ,୨୧।୧୧: ଗଞ୍ଜାମ ଜିଲା ଧରାକୋଟ ଥାନ ଅନ୍ତର୍ଗତ ନନ୍ଦିଗୋର ଗ୍ରାମରେ ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ଆସୁଥିବା ପାଣି ଓ ଭଙ୍ଗା ଟେପ୍‌କୁ ନେଇ ଉଭୟ ପଡୋଶୀଙ୍କ ମଧ୍ୟରେ ବଚସାରୁ ଗଣ୍ଡଗୋଳକୁ ନେଇ ଉଭୟଙ୍କ ପକ୍ଷରୁ ଥାନାରେ ୨ଟି ପୃଥକ ପୃଥକ ଭାବେ…

ଚାଷଜମିରେ ପାଣି ମଡ଼ାଇବାକୁ ନେଇ ହତ୍ୟା: ୨ ଗିରଫ

ଧରାକୋଟ,୨୧ା୧୧: ଗାଁ କୋଠ ଜମିରେ ପାଣି ମଡ଼ାଇବାକୁ କେନ୍ଦ୍ର କରି ଗତ ନଭେମ୍ବର ଦୁଇ ତାରିଖରେ ଧରାକୋଟ ଥାନା ଅନ୍ତର୍ଗତ କୁସରାବ ଗ୍ରାମରେ ଯୁଧିଷ୍ଠିର ଗୌଡ଼ଙ୍କ ପୁଅ ପଞ୍ଚାନନ ଓରଫ ପଞ୍ଚୁ (୫୨)କୁ ଗ୍ରାମ ନିକଟ କାନ୍ଦୁଲ ଘାଇ ନିକଟରେ ଥିବା…

ମନ୍ଦିର ହୁଣ୍ଡିରୁ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ଗଞ୍ଜାମ,୨୧ା୧୧(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ଅନ୍ତର୍ଗତ ପ୍ରୟାଗି ଗ୍ରାମ ନିକଟସ୍ଥ ବାବା ଅଳେଶ୍ୱର ଶୈବ ପୀଠର ଦାନ ହୁଣ୍ଡିରୁ ଲକ୍ଷାଧିକ ଟଙ୍କା ଚୋରି ହୋଇଥିବା ଜଣାପଡ଼ିଛି। ଏନେଇ ରମ୍ଭା ଥାନାରେ ମନ୍ଦିର ପରିଚାଳନା କମିଟି ପକ୍ଷରୁ ଲିଖିତ ଅଭିଯୋଗ…

ସୁପରଭାଇଜରଙ୍କୁ ଆକ୍ରମଣ କରି ଶିକାରୀ କୋର୍ଟ ଚାଲାଣ

ଗୋପାଳପୁର,୨୦ା୧୧(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅନ୍ତର୍ଗତ କୁସୁମି ଅଞ୍ଚଳରେ କାର୍ଯ୍ୟରତ ବିଦ୍ୟୁତ ବିଭାଗ ସୁପରଭାଇଜରଙ୍କୁ କାତିରେ ଆକ୍ରମଣ ମାମଲାରେ ସମ୍ପୃକ୍ତ ଯୁବକଙ୍କୁ ବୁଧବାର ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ଜଣଙ୍କ ଜଣେ…

ନାବାଳିକାଙ୍କୁ ବଳାତ୍କାର କରି ୨ ବର୍ଷ ପରେ ଜେଲ୍‌ ଗଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୨୦ା୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ବଳାତ୍କାର ଘଟଣାରେ ଗତ ୨ ବର୍ଷରୁ ଊର୍ଦ୍ଧ୍ୱ ହେଲା ଫେରାର ଥିବା ଅଭିଯୁକ୍ତ ଶିବ ଗୌଡ଼ଙ୍କୁ ଦିଗପହଣ୍ଡି ପୋଲିସ ଗିରଫ କରି ବୁଧବାର ବ୍ରହ୍ମପୁର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri