୧୪ରୁ ପୁଣି ହାତୀ ଗଣନା
ଭଞ୍ଜନଗର,୭ା୧୧(ବାବୁଲା ପ୍ରଧାନ)- ରାଜ୍ୟ ସରକାର ପ୍ରଥମ ଥର ପାଇଁ ବର୍ଷକୁ ଦୁଇଥର ହାତୀ, ବାଘ ଓ ଅନ୍ୟ ବନ୍ୟପ୍ରାଣୀ ଗଣନା କରିବାକୁ ଯାଉଛନ୍ତି। ଆସନ୍ତା ୧୪ ତାରିଖରୁ ୧୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର ୫୧ଟି ବନଖଣ୍ଡରେ ହାତୀ ଗଣନା ହେବ। ଗୁରୁବାର…
ବସ୍ଷ୍ଟାଣ୍ଡରୁ ବସ୍ ଚୋରି: ସିସିଟିଭିରୁ ଜଣାପଡିଲା ସତ
ଛତ୍ରପୁର,୭।୧୧(ଦିଲ୍ଲୀପ ସାମଲ): ପ୍ରତିଦିନ ଭଳି ଭଞ୍ଜନଗର ବସଷ୍ଟାଣ୍ଡରେ ରାତିରେ ବହୁ ବସ ରହିଥାଏ। ବୁଧବାର ରାତିରେ ମା’ ଦୁର୍ଗା ନାମକ ଏକ ଘରୋଇ ବସ ରହିଥିଲା। କିନ୍ତୁ ସେହି ବସ୍କୁ କିଏ ଚୋରି କରି ନେଇଯାଇଥିବା ଜଣାପଡିଛି। ଏନେଇ ମାଲିକ ଏ.…
ଶାନ୍ତି ମିଶ୍ର ହତ୍ୟା ମାମଲା: ୧୧ ଅଭିଯୁକ୍ତଙ୍କୁ ଆଜୀବନ ଜେଲ୍ଦଣ୍ଡ
ବ୍ରହ୍ମପୁର,୭ା୧୧(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ସହରର ବହୁଚର୍ଚ୍ଚିତ ଶାନ୍ତି ମିଶ୍ର ହତ୍ୟା ମାମଲା ଦୀର୍ଘ ୧୧ ବର୍ଷ ହେଲା କୋର୍ଟରେ ବିଚାରଣା ଚାଲିଥିବା ବେଳେ ଗୁରୁବାର ତାର ଚୂଡ଼ାନ୍ତ ରାୟ ପ୍ରକାଶ ପାଇଛି। ଏଥିରେ ସମ୍ପୃକ୍ତ ଥିବା ସମସ୍ତ ୧୧ ଜଣ…
ପନାଡାରେ ମହାବଳ ଆତଙ୍କ: ୪ ଛେଳିକୁ ମାରି ଖାଇସାରିଲାଣି, କ୍ୟାମେରାରେ ହେଲା କଏଦ
ଗୋପାଳପୁର,୭ା୧୧(ନବୀନ ରାଜ ଆଚାରୀ): ଗଞ୍ଜାମ ଓ ଗଜପତି ଜିଲାର ସୀମାରେ ମହାରାଷ୍ଟ୍ର ରାଜ୍ୟ ଅଞ୍ଚଳରୁ ଆସିଥିବା ମହାବଳ ବାଘ ଖାଦ୍ୟ ଅନ୍ବେଷଣ ପାଇଁ ବୁଲୁଥିବା ନେଇ ବନ ବିଭାଗ ସୂଚନା ପାଇଛି। ଗତ ୩ ତାରିଖ ରାତିରେ ଗୋଳନ୍ଥରା ଥାନା ଅଧିନସ୍ଥ…
ଲଜ୍ରେ ଅତର୍କିତ ଚଢ଼ାଉ, କାଗଜପତ୍ର ଯାଞ୍ଚ କରୁଛି ପୋଲିସ
ଗଞ୍ଜାମ,୭।୧୧(ବିଦ୍ୟାଧର ସାହୁ): ଗଞ୍ଜାମ ସହର ଓ ଆଖପାଖ ଅଞ୍ଚଳରେ ଥିବା ଲଜ୍ ଓ ରେସିଡେନ୍ସିଗୁଡିକରେ ଗଞ୍ଜାମ ପୋଲିସର ଚଢ଼ାଉ ଜାରି ରହିଛି l ପୋଲିସର ଅଚାନକ ଚଢ଼ାଉକୁ ବିଭିନ୍ନ ମହଲରୁ ସ୍ବାଗତ କରାଯାଇଥିଲେ ମଧ୍ୟ ଲଜ୍ମାଲିକଙ୍କ ମଧ୍ୟରେ ଛନକା ପଶି ଯାଇଛି।…
୨ ହତ୍ୟା ଅଭିଯୁକ୍ତଙ୍କୁ ୭ ବର୍ଷ ଲେଖାଏ ଜେଲ୍
ବ୍ରହ୍ମପୁର,୬ା୧୧(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଦୌରା ଜଜ୍ ରୂପଶ୍ରୀ ଚୌଧୁରୀ ଏକ ହତ୍ୟା ମାମଲାର ରାୟ ପ୍ରକାଶ କରିଛନ୍ତି। ସମସ୍ତ ପ୍ରମାଣକୁ ଆଧାର କରି ଦୁଇ ଜଣଙ୍କୁ ସେ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେମାନେ ହେଲେ ବାଇଗଣବାଢ଼ି ଗ୍ରାମର ବସନ୍ତ…
ଏନ୍ଏସି ଉପାଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ
ଛତ୍ରପୁର,୬ା୧୧(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲା ବେଲଗୁଣ୍ଠା ଏନ୍ଏସିର ଉପାଧ୍ୟକ୍ଷା ଟି.ବବିତା କୁମାରୀଙ୍କ ବିରୋଧରେ ଉକ୍ତ ଏନ୍ଏସିର ୧୧ ଜଣ କାଉନସିଲର ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି। ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ାଙ୍କୁ ଭେଟି ଉପାଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଗତ କରିବାକୁ ଏମାନେ…
୩୦ ବର୍ଷ ପରେ ତାରାତାରିଣୀ ମନ୍ଦିରରୁ ଚୋରି: ସେବେ ନେଇଥିଲେ ଚଳନ୍ତି ପ୍ରତିମା ଏବେ ନେଇଗଲେ ଅଳଙ୍କାର
ପୁରୁଷୋତ୍ତମପୁର,୬।୧୧ (ସିମାଞ୍ଚଳ ମିଶ୍ର): ଭଗବାନଙ୍କଠାରୁ ମଧ୍ୟ ଲୁଟିନେବାକୁ ଚୋରମାନେ ପଛାଉ ନାହାନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ। ଏହି ଚୋରି ଯୋଗୁ ମା’ଙ୍କ ନିତିକାନ୍ତିରେ ଦୁଇ ଘଣ୍ଟାରୁ ଉର୍ଦ୍ଧ୍ୱ ସମୟ ବିଳମ୍ବ…
ଗାଁ ଦାଣ୍ଡରେ ଯୁବକଙ୍କୁ କରିଥିଲେ ବିଭତ୍ସ ହତ୍ୟା: ମିଳିଲା ଆଜୀବନ ଜେଲ୍ ଦଣ୍ଡ
ବ୍ରହ୍ମପୁର, ୬।୧୧(ସୁବାସ ଚନ୍ଦ୍ର ପାଢ଼ୀ): ୨୦୨୧ରେ ସନ୍ତୋଷ ସେଠୀ ନାମକ ଜଣେ ଯୁବକଙ୍କୁ ଗାଁ ଦାଣ୍ଡରେ ହତ୍ୟା କରାଯାଇଥିଲା। ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ (ଏଡିଜେ)ବ-୧ ଡ. ଇନ୍ଦୁ ଶର୍ମା ଉକ୍ତ ମାମଲାର ଚୂଡାନ୍ତ ରାୟ ପ୍ରକାଶ କରିଛନ୍ତି। ଉପଯୁକ୍ତ…
ମା’ ତାରାତାରିଣୀଙ୍କୁ ବି ଛାଡ଼ିଲେନି ଚୋର: କବାଟ ଭାଙ୍ଗି ଟଙ୍କା-ଅଳଙ୍କାର ଲୁଟିନେଲେ
ପୁରୁଷୋତ୍ତମପୁର,୬।୧୧(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିରରୁ ମଙ୍ଗଳବାର ବିଳମ୍ବିତ ରାତିରେ ଚୋରି ହୋଇଛି। ମୁଖ୍ୟ ଗେଟର କବାଟକୁ କେହି ଦୁର୍ବୃତ୍ତ କାଟି ଭାଙ୍ଗି ମନ୍ଦିର ଭିତରେ ପଶି ମା’ଙ୍କ ରୁପାର କିରଟି, ମୂଖା, ଛତ୍ରୀ ଚୋରାଇ…
ନବୀନଙ୍କ ଗଡ଼ରେ ଚିରିଲେ ବିଜେଡି ପତାକା,ଥାନାରେ ଏତଲା
ହିଞ୍ଜିଳିକାଟୁ, ୫।୧୧(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ବିଜେଡି ପକ୍ଷରୁ ମଙ୍ଗଳବାର ଅପରାହ୍ନରେ ଏକ ପଦଯାତ୍ରା ଅନୁଷ୍ଠିତ ହେବାକୁ ସ୍ଥିର କରାଯାଇଥିଲା। ଏଥିନିମନ୍ତେ ଦଳ ପକ୍ଷରୁ ସୋମବାର ରାତିରେ ଦଳୀୟ କର୍ମୀମାନେ ପୌରାଞ୍ଚଳର ବିଭିନ୍ନ ସ୍ଥାନରେ ଏବଂ ୫୯ ନଂ ଜାତୀୟ ରାଜପଥ ମେଡିୟାନରେ…
ଗାଁ ଦାଣ୍ଡରେ ଯୁବକଙ୍କୁ ଖଣ୍ଡାରେ ହାଣିଲେ: ସରପଞ୍ଚଙ୍କ ସ୍ବାମୀଙ୍କ ନାମରେ ମାମଲା
ପୁରୁଷୋତ୍ତମପୁର,୫।୧୧(ସିମାଞ୍ଚଳ ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ସୋମବାର ରାତିରେ ଗାଁ ଦାଣ୍ଡରେ ଜଣେ ଯୁବକଙ୍କୁ ସଂଘବଦ୍ଧ ଭାବେ ଖଣ୍ଡାରେ ଆକ୍ରମଣ କରାଯାଇଛି। ଏହି ଘଟଣାରେ କେସ ନଂ ୭୩୮/ ୨୪ରେ ସରପଞ୍ଚଙ୍କ ସ୍ବାମୀ ଦିବାକର ବେହେରାଙ୍କ ସମେତ କିଛି…
Archives


