ରେଳ ଧାରଣାରୁ ମହିଳା ମେଡିକାଲ ଆଟେଣ୍ଡାଣ୍ଟ୍ଙ୍କ ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ପରିବାର
ବ୍ରହ୍ମପୁର,୧୮/୨(ସୁବାସ ଚନ୍ଦ୍ର ପାଢ଼ୀ): ସରକାରୀ ରେଳବାଇ ପୋଲିସ (ଜିଆରପି) ବୁଧବାର ବଢି ଭୋର ଜଣେ ମହିଳାଙ୍କ ମୃତଦେହ ରେଳଧାରଣା କରୁ ଜବତ କରିଛି। ମୃତକଙ୍କ ପରିଚୟ ପ୍ରଥମେ ମିଳିପାରି ନ ଥିଲା। ପରେ ତାଙ୍କ ପୁଅ ଓ ଅନ୍ୟାନ୍ୟ ଲୋକମାନେ ସେଠାରେ…
ଠାକୁରାଣୀ ଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି: ବିଧାୟକ,ଉପଜିଲାପାଳଙ୍କ ନୂଆ ହେବ ଅନୁଭୂତି
ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ପ୍ରସ୍ତୁତି ବୈଠକ ଆଜି ସନ୍ଧ୍ୟାରେ ସ୍ଥାନୀୟ ରଘୁନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହେବ। ଏନେଇ ସମସ୍ତ ବିଭାଗ ଏବଂ କର୍ମକର୍ତ୍ତାଙ୍କୁ ଯାତ୍ରା କମିଟି ପକ୍ଷରୁ ଚିଠି ହୋଇଛି। ଏଥିସହ ଭଞ୍ଜନଗର ବିଧାୟକ…
ବରିଷ୍ଠ ନାଗରିକଙ୍କ ସ୍ବାସ୍ଥ୍ୟ ପରୀକ୍ଷା: ଯୋଗାଇ ଦିଆଯାଉଛି ଔଷଧ
ଭଞ୍ଜନଗର,୧୮/୨(ବାବୁଲା ପ୍ରଧାନ): ବର୍ତ୍ତମାନ ବରିଷ୍ଠ ନାଗରିକ ସପ୍ତାହ ଚାଲିଛି। ଏଥିପାଇଁ ବରିଷ୍ଠ ନାଗରିକମାନଙ୍କୁ ନେଇ ବିଭିନ୍ନ କାର୍ଯ୍ୟକ୍ରମ ହେଉଛି। ପୂର୍ବରୁ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ କବିତା ପାଠୋତ୍ସବ ହୋଇଥିଲା। ଏହିଭଳି ବୁଧବାର ଭଞ୍ଜନଗର ମେଡିକାଲରେ ଏକ ମାଗଣା ସ୍ବାସ୍ଥ୍ୟ ଶିବିର…
କଡ଼ା ସୁରକ୍ଷା ମଧ୍ୟରେ ଆରମ୍ଭ ହେଲା ଯୁକ୍ତ ୨ ପରୀକ୍ଷା
ଭଞ୍ଜନଗର,୧୮ା୨(ବାବୁଲା ପ୍ରଧାନ): ବୁଧବାରଠାରୁ ରାଜ୍ୟରେ +୨ କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ବାର୍ଷିକ ପରୀକ୍ଷା ଆରମ୍ଭ ହୋଇଛି। ପ୍ରଥମ ଦିନ ମାତୃଭାଷା ଓଡ଼ିଆ ପରୀକ୍ଷା ଦେଉଛନ୍ତି ଛାତ୍ରୀଛାତ୍ର। ତ୍ରିସ୍ତରୀୟ ସୁରକ୍ଷା ମଧ୍ୟରେ ଛାତ୍ରୀଛାତ୍ରଙ୍କୁ ଯାଞ୍ଚ କରି ପରୀକ୍ଷା ହଲ୍କୁ ଛଡ଼ାଯାଇଥିବା…
ହବ୍ରୁ ପରୀକ୍ଷା କେନ୍ଦ୍ରକୁ ଗଲା ପ୍ରଶ୍ନପତ୍ର, କଡ଼ା ସୁରକ୍ଷା ମଧ୍ୟରେ ଆରମ୍ଭ ହେବ ପରୀକ୍ଷା
ଭଞ୍ଜନଗର,୧୮ା୨((ବାବୁଲା ପ୍ରଧାନ): ବୁଧବାରଠାରୁ ରାଜ୍ୟରେ +୨ କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ବାର୍ଷିକ ପରୀକ୍ଷା ଆରମ୍ଭ ହୋଇଛି। ପ୍ରଥମ ଦିନ ବିଜ୍ଞାନ ଛାତ୍ରୀଛାତ୍ରଙ୍କ ମାତୃଭାଷା ଓଡ଼ିଆ ପରୀକ୍ଷା ଅଛି। ତ୍ରିସ୍ତରୀୟ ସୁରକ୍ଷା ମଧ୍ୟରେ ଛାତ୍ରୀଛାତ୍ରଙ୍କୁ ଯାଞ୍ଚ କରି ପରୀକ୍ଷା ହଲ୍କୁ…
ଲାଭ ନେଇଗଲା କଂଗ୍ରେସ
ଭୁବନେଶ୍ୱର,୧୮।୨(ସୁନିତ୍ ମିଶ୍ର): ୧୭ଶ ବିଧାନସଭାର ୬ଷ୍ଠ ଅଧିବେଶନ ମଙ୍ଗଳବାର ଆରମ୍ଭ ହୋଇଛି। ରାଜ୍ୟପାଳ ହରିବାବୁ କମ୍ଭମପାଟିଙ୍କ ଅଭିଭାଷଣରୁ ଗୃହକାର୍ଯ୍ୟ ଆରମ୍ଭ ହୋଇଛି। ପ୍ରଥମ ଦିନ ଥିବାରୁ ଗୃହରେ ସବୁ ଦଳର ପ୍ରାୟ ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ। ବିରୋଧୀ ସଦସ୍ୟମାନଙ୍କ ଭିତରେ…
ଝିଅ ବାହାଘର ପାଇଁ ଗୁଆ ନିମନ୍ତ୍ରଣ ଦେବାକୁ ଯାଉଥିଲେ, ସାମ୍ନାରୁ ପିଟିଲା ବାଇକ୍; ଚାଲିଗଲା…
ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ସମବାୟ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ ଟାରେ ରେ ୨ ଟି ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ସାନଖେମୁଣ୍ଡି ବ୍ଲକ ଧରମପୁର ଗ୍ରାମର…
ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…
ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି ସନ୍ଧ୍ୟାରେ କୋର୍ଟ ଚାଲାଣ କରିଛନ୍ତି। ଥାନା ମାମଲା ନଂ.୫୮/୨୬ ଅନୁଯାୟୀ ଜାମିନ ଆବେଦନ…
ଭଞ୍ଜନଗରରେ ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ: ବୈଜ୍ଞାନିକ ଓ କୃଷକ ସମନ୍ବୟ ରହିଲେ…
ଭଞ୍ଜନଗର,୧୭ା୨(ବାବୁଲା ପ୍ରଧାନ): ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରର ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବୈଜ୍ଞାନିକ ଏବଂ ଚାଷୀମାନେ ଯୋଗଦେଇଥିଲେ। କୃଷି କ୍ଷେତ୍ରରେ କିଭଳି ଉତ୍ପାଦନ ବୃଦ୍ଧି ପାଇବ ସେ ଉପରେ ଆଲୋଚନା ହୋଇଥିଲା। ବୈଜ୍ଞାନିକ…
ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍, ଅର୍ଥ ଅନୁମୋଦନ କେବେ…?
ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ ସେବା ଏବେବି ସ୍ବପ୍ନରେ ରହିଯାଇଛି । ଅନ୍ୟପଟେ ୧୩୦ ବର୍ଷ ବିତି ଯାଇଥିଲେ…
କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …
ଦିଗପହଣ୍ଡି,୧୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ ଓ ବଳାତ୍କାର ଘଟଣାରେ ସମ୍ପୃକ୍ତ ପଦ୍ମ ନାୟକଙ୍କୁ ତଦନ୍ତକାରୀ ଅଧିକାରୀ ଦିଗପହଣ୍ଡି ଥାନା…
ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ
ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଦୀର୍ଘ ୧୩ ଦିନ ଧରି ବ୍ରହ୍ମପୁର MKCG ମେଡିକାଲରେ…
Archives


