ଗଞ୍ଜାମ

ମହିଳାଙ୍କୁ ଫସାଇ ଏକାଧିକ ଥର ବଳାତ୍କାର, ଅନ୍ତରଙ୍ଗ ମୁହୁର୍ତ୍ତ ଫଟୋ ଭିଡିଓ ଭାଇରାଲ: ଅବସରପ୍ରାପ୍ତ ସାମରିକ କର୍ମଚାରୀ ଗିରଫ

ଦିଗପହଣ୍ଡି,୧|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁର ଜଣେ ବିବାହିତା ମହିଳାଙ୍କୁ ପ୍ରେମଜାଲରେ ଫସାଇ ଏକାଧିକ ଥର ବଳାତ୍କାର କରିବା ସହ ତାଙ୍କ ଅନ୍ତରଙ୍ଗ ମୁହୁର୍ତ୍ତର ଫଟୋ ଭିଡିଓ ଭାଇରାଲ କରିଥିବା ଅଭିଯୋଗରେ ପୋଲିସ ଜଣେ…

ଘୁମୁସର ବନଖଣ୍ଡରେ ୯୪ ହାତୀ: ଧାନ ଫସଲ ନଷ୍ଟ କରୁଛନ୍ତି ହାତୀପଲ, ଚିନ୍ତାରେ ଚାଷୀ

ଭଞ୍ଜନଗର,୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ଘୁମୁସର ଉତ୍ତର ଓ ଘୁମୁସର ଦକ୍ଷିଣ ବନଖଣ୍ଡରେ ହାତୀ ଉପଦ୍ରବ ବଢ଼ିବାରେ ଲାଗିଛି। ସୋମବାର ସୁଦ୍ଧା ଦୁଇ ବନଖଣ୍ଡର ବିଭିନ୍ନ ଅଞ୍ଚଳରେ ପ୍ରାୟ ୯୪ରୁ ଊଦ୍ଧର୍‌ବ ହାତୀ ଥିବା ଜଣାପଡ଼ିଛି। ସନ୍ଧ୍ୟା ହେଲେ ହାତୀପଲ…

ଭଞ୍ଜନଗର ସ୍ବତନ୍ତ୍ର କାରାଗାରରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ: କର୍ମଚାରୀ ଅଭାବ

ଭଞ୍ଜନଗର,୧।୯(ବାବୁଲା ପ୍ରଧାନ): ବେସରକାରୀ ପରିଦର୍ଶକମାନେ ଗଞ୍ଜାମ ଜିଲା ଭଞ୍ଜନଗର ସ୍ବତନ୍ତ୍ର କାରାଗାରକୁ ଯାଇ ସେମାନଙ୍କ ଖାଦ୍ୟ, ସ୍ବାସ୍ଥ୍ୟସେବା, ସର୍ବୋପରି ଜେଲ ପରିସର ପରିଷ୍କାର ଓ ପରିଚ୍ଛନ୍ନତା ଉପରେ ବିଚରାଧୀନବନ୍ଦୀମାନଙ୍କୁ ମଙ୍ଗଳବାର ପଚାରି ବୁଝିଥିଲେ l ଖାଦ୍ୟ ସମ୍ବନ୍ଧରେ କୌଣସି ଆପତ୍ତି ଅଭିଯୋଗ…

ରାଷ୍ଟ୍ରପତିଙ୍କୁ ସାକ୍ଷାତ କରିବେ ଗଞ୍ଜାମ ଜିଲା କଳାକାର, ଦ୍ରୌପଦୀ ମୁର୍ମୁଙ୍କ ମନ ମୋହିଥିଲା ସାଂସ୍କୃତିକ କଳା

ଛତ୍ରପୁର,୧।୯(ଦିଲ୍ଲୀପ ସାମଲ) : ଜିଲା ଏବଂ ସମଗ୍ର ରାଜ୍ୟର ଗୌରବମୟ ଇତିହାସର ଆଦିବାସୀ ଏବଂ ଲୋକନୃତ୍ୟ ଉପସ୍ଥାପନାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ମନ ମୋହିଥିଲେ ଗଞ୍ଜାମ ଜିଲାର ସାଂସ୍କୃତିକ କଳା। ଅଗଷ୍ଟ ୪ ଓ ୫ ତାରିଖରେ ଗଞ୍ଜାମ ଜିଲା ଗସ୍ତରେ…

ମିଳିମିଶି କାମ କରିବାରୁ ସଫଳତା: ରାଜ୍ୟସ୍ତରରେ ଗଞ୍ଜାମ ପୁରସ୍କୃତ

ଗଞ୍ଜାମ,୩୧।୮(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସ୍ବାୟତ୍ତ ଶାସନ ଦିବସ ମହା ସମାରୋହରେ ସୋମବାର ପାଳିତ ହୋଇଯାଇଛି l ମୁଖ୍ୟ ଅତିଥି ବ୍ରହ୍ମପୁର ଲୋକସଭା ସାଂସଦ ଡ଼ଃ ପ୍ରଦୀପ କୁମାର ପାଣିଗ୍ରାହୀ, ମୁଖ୍ୟ ବକ୍ତା ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର…

ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣା: ମନ୍ଥର ଗତିରେ ଚାଲିଛି କାର୍ଯ୍ୟ, ତାଗିଦ କଲେ ଉପଜିଲାପାଳ

ଛତ୍ରପୁର, ୩୧।୮ (ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣାର ସୋମବାର ସମୀକ୍ଷା କରିଛନ୍ତି ଛତ୍ରପୁର ଉପଜିଲାପାଳ ଶିବାଶିଷ ବରାଳ। ଛତ୍ରପୁରସ୍ଥିତ ଉପଜିଲାପାଳଙ୍କ କାର୍‌ୟଯାଳୟର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏକ ବୈଠକରେ…

ମାସେ ବ୍ୟାପୀ ଚାଲିବ ‘ସେବା ସଂକଳ୍ପ ଅଭିଯାନ’: ମୁଖ୍ୟ ଲକ୍ଷ୍ୟ ବିକଶିତ ଭାରତ

ଭଞ୍ଜନଗର,୩୧/୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଭାରତୀୟ ଜନତା ପାର୍ଟି ତରଫରୁ ଭଞ୍ଜନଗର ଜିଲା କାର୍ଯ୍ୟାଳୟଠାରେ ‘ସେବା ସଂକଳ୍ପ ଅଭିଯାନ’ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଭଞ୍ଜନଗର ସାଙ୍ଗଠନିକ ଜିଲା ସଭାପତି ତଥା ଗଞ୍ଜାମ ଜିଲା ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧକ୍ଷ ନୀଳମାଧବ…

ଶେଷ ହେଲା ୩୨ ବର୍ଷର ଚାକିରି ଜୀବନ: ଅଧ୍ୟାପିକାଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ପ୍ରାଣୀବିଜ୍ଞାନ ଅଧ୍ୟାପିକା ଆରତୀ ପାତ୍ରଙ୍କୁ ସୋମବାର କଲେଜ ପରିସରରେ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଛି। କଲେଜ ଅଧ୍ୟକ୍ଷ ଡ. ଅସିତ କୁମାର ଷଡ଼ଙ୍ଗୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସମ୍ବର୍ଦ୍ଧନା ସଭାରେ ସମସ୍ତ…

ବିଧାୟକ ସିଦ୍ଧାନ୍ତ ମହାପାତ୍ର ଦେଲେ ବଡ଼ ପ୍ରତିଶ୍ରୁତି: ଦିଗପହଣ୍ଡିକୁ ମ୍ୟୁନିସିପାଲଟିର ମାନ୍ୟତା ପାଇଁ…

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନଏସି ପକ୍ଷରୁ ୫୩ତମ ପବିତ୍ର ନିଖିଳ ଭାରତ ସ୍ବାୟତ୍ତ ଶାସନ ସପ୍ତାହ ପାଳନ ସମାରୋହ ସୋମବାର ବିଳମ୍ବିତ ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି। ବଜାର ଗାନ୍ଧୀ ଛକଠାରେ ଏନଏସି କାର୍ଯ୍ୟ ର୍ନିବାହୀ ଅଧିକାରୀ ଅବିନାଶ ମିଶ୍ର ସ୍ବାଗତ…

ପୁଷ୍ଟିହୀନ ଶିଶୁଙ୍କ ସନ୍ଧାନରେ ଯିବେ ୬୦୦୦ ଏନଏସଏସ ଛାତ୍ରୀ: ଦୁଇଜଣିଆ ଟିମ କରିବେ ସର୍ଭେ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ଅଧୀନରେ ପୁଷ୍ଟିହୀନ ଶିଶୁଙ୍କ ସର୍ଭେ କାର୍ଯ୍ୟରେ ସାମିଲ ହେବାକୁ ଥିବା ଜାତୀୟ ସେବା ଯୋଜନା (ଏନଏସଏସ) ସ୍ବେଚ୍ଛାସେବୀଙ୍କୁ ନେଇ ସୋମବାର ଗଞ୍ଜାମ ଜିଲା କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ତାଲିମ ଶିବିର ଅନୁଷ୍ଠିତ…

୧୩୭ ଅଭିଯୋଗ ଶୁଣିଲେ ଅଧିକାରୀ: ଖୁବଶୀଘ୍ର ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସଭାଗୃହ ପରିସରରେ ସୋମବାର ଜିଲା ପୋଲିସ ପ୍ରଶାସନ ପକ୍ଷରୁ ମିଳିତ ଜନଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ବିଡ଼ିଓ ଅନାମିକା ପାଣ୍ଡେଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଜନଶୁଣାଣିରେ ଗଞ୍ଜାମ ଅତିରିକ୍ତ ଜିଲାପାଳ ସଚ୍ଚିଦାନନ୍ଦ…

ଭଞ୍ଜନଗର ସହରର ବିକାଶ ଉପରେ ଗୁରୁତ୍ୱ: ବିଧାୟକ କହିଲେ, ମିଳିତ ପ୍ରୟାସ ଆବଶ୍ୟକ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ଭଞ୍ଜନଗର ମ୍ୟୁନିସିପାଲିଟି ପକ୍ଷରୁ ସୋମବାର ସ୍ବାୟତ୍ତ ଶାସନ ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି ଅବସରରେ ମ୍ୟୁନିସିପାଲିଟି କାର୍ଯ୍ୟାଳୟ ପରିସରରେ ଅତିଥିମାନେ ପତାକା ଉତ୍ତୋଳନ କରିଥିଲେ। ପରେ ଭଞ୍ଜନଗର ମେଡିକାଲରେ ରୋଗୀମାନଙ୍କୁ ଫଳ ବଣ୍ଟନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?