ଗଞ୍ଜାମ

ଡାକ୍ତରଖାନାରେ ଆଟେଣ୍ଡାଣ୍ଟଙ୍କ ଦୁର୍ବ୍ୟବହାର: ସ୍ବାସ୍ଥ୍ୟକର୍ମୀଙ୍କୁ ତାଗିଦ କଲେ ଅଧୀକ୍ଷକ

ହିଞ୍ଜିଳିକାଟୁ,୩୦ା୫(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ଡାକ୍ତରଖାନାରେ ଜଣେ ସ୍ବାସ୍ଥ୍ୟକର୍ମୀ ବୁଧବାର ରାତିରେ ଜଣେ ଗୁରୁତର ଆହତ ନାବାଳକଙ୍କୁ ଚିକିତ୍ସା ବଦଳରେ ତାଙ୍କ ସମ୍ପର୍କୀୟଙ୍କୁ ଦୁର୍ହବ୍ୟବହାର କରିଥିବା ଅଭିଯୋଗ ହୋଇଛି । ବୁଧବାର ରାତିରେ ଘଟିଥିବା ଏହି ଘଟଣା ନେଇ ଗୁରୁବାର…

ରାତି ୯ରେ ମଦ ଦୋକାନ, ୧୦ଟାରେ ବଜାର ବନ୍ଦ

ବ୍ରହ୍ମପୁର,୩୦ା୫(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲାରେ ନିର୍ବାଚନ ପୂର୍ବରୁ ଓ ପରେ କେତେକ ହିଂସା ଘଟିଛି। ଆସନ୍ତା ୪ ତାରିଖରେ ଭୋଟ ଗଣତି ହେବ। ଆଗକୁ ଯେପରି ଆଉ ହିଂସାକାଣ୍ଡ ନ ଘଟିବ ସେଥିପ୍ରତି ବ୍ରହ୍ମପୁର ପୋଲିସ ପକ୍ଷରୁ ବ୍ୟାପକ ପଦକ୍ଷେପ…

ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେଇ ଚାଲିଛି ମଦ ବେପାର

ପୁରୁଷୋତ୍ତମପୁର,୩୦ା୫(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ସହରରେ ମଦଦୋକାନ ବନ୍ଦ କରିବାକୁ ନେଇ ବୁଧବାର ରାତିରେ ମଦବେପାରୀ ଓ ପୋଲିସ ମଧ୍ୟରେ  ଲୁଚକାଳି ଚାଲିଛି। ମଦଦୋକାନୀ ଜଣକ ପୋଲିସକୁ ଏକ ପ୍ରକାର ଚ୍ୟାଲେଞ୍ଜ ଦେଇ ମଦ ବିକିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ…

ସପ୍ତାହକରେ ବନ୍ଧାହେଲେଣି ଶହେରୁ ଅଧିକ ଅସାମାଜିକ

ଛତ୍ରପୁର,୨୯ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ପୋଲିସ ଜିଲା ପକ୍ଷରୁ ଏକ ସ୍ବତନ୍ତ୍ର ଡ୍ରାଇଭ ଜାରି ରହିଛି। ଗଞ୍ଜାମ ଏସ୍‌ପି ଜଗମୋହନ ମୀନାଙ୍କ ନିର୍ଦ୍ଦେଶ କ୍ରମେ ବିଭିନ୍ନ ଥାନାରେ ପେସାଦାର ଅପରାଧୀମାନେ ବିଭିନ୍ନ ଅପରାଧିକ ମାମଲାରେ ଜଡ଼ିତ ହୋଇ ଫେରାର ଘଟଣାରେ ସେମାନଙ୍କୁ ଗିରଫ…

ଗ୍ୟାସ୍‌ ଚୁଲାରୁ ନିଆଁ ଲାଗି ମହିଳାଙ୍କ ଜୀବନ ଗଲା, ବଞ୍ଚାଇବାକୁ ଯାଇ ସ୍ବାମୀ-ପୁଅ ଆହତ

ଖଲ୍ଲିକୋଟ,୨୯ା୫(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ସିକୁଳା ଗ୍ରାମର ଜଣେ ମହିଳା ଗ୍ୟାସ୍‌ଚୁଲାରୁ ନିଆଁ ଲାଗି ଗୁରୁତର ଅବସ୍ଥାରେ ଖଲ୍ଲିକୋଟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଚିକିତ୍ସା ପାଇଁ ଆସିଥିବା ବେଳେ ଏଠାରେ ତାଙ୍କର ବୁଧବାର ମୃତ୍ୟୁ ହୋଇଛି। ମିଳିଥିବା ସୂଚନାନୁଯାୟୀ,…

ପୋଲିସର ଅଜବ ନୀତି: ଚା’ ବିକିବାକୁ ନା, ମଦ ବିକିବାକୁ ହଁ

ପୁରୁଷୋତ୍ତମପୁର,୨୯।୫(ସିମାଞ୍ଚଳ ମିଶ୍ର): ଗଞ୍ଜାମ ପୋଲିସ ଜିଲାରେ ସମ୍ପୂର୍ଣ୍ଣ ଶାନ୍ତି ବଜାୟ ରଖିବା ସହ ନିର୍ବାଚନୀ ପରବର୍ତ୍ତୀ ହିଂସାକୁ ରୋକିବା ଲାଗି ଗଞ୍ଜାମ ଏସପି ଜଗମୋହନ ମିନା କଡା ପଦକ୍ଷେପ ନେଉଛନ୍ତି। ରାତି ୮ଟା ପରେ ଜିଲାର ସମସ୍ତ ଥାନା ଅଞ୍ଚଳରେ ଥିବା…

ଦାଣ୍ଡେ ଦାଣ୍ଡେ ପୂଜାପାଉଛନ୍ତି ମା’ ଫୁଲସୁନ୍ଦରୀ

ପୁରୁଷୋତ୍ତମପୁର,୨୯।୫(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ମା’ ଫୁଲସୁନ୍ଦରୀଙ୍କ ଦ୍ବିବାର୍ଷିକ ଯାତ୍ରା ଆରମ୍ଭ ହୋଇଛି। ପରମ୍ପରା ଅନୁସାରେ ଦୁଇଜଣ ଗୋପାଳ ସମ୍ପ୍ରଦାୟର ବ୍ୟକ୍ତି ମା’ ଫୁଲସୁନ୍ଦରୀ ଓ ମା’ ବରାହୀ ଠାକୁରାଣୀଙ୍କ ଘଟ ମୁଣ୍ଡାଇ ପ୍ରତ୍ୟହ ସନ୍ଧ୍ୟାରେ ସହର ପରିକ୍ରମା କରିବାରେ…

ରାଜନୈତିକ ହିଂସା ରୋକିବାକୁ ପୋଲିସର ବଡ଼ ପଦକ୍ଷେପ, ରାତି ସାଢ଼େ ୮ଟା ପରେ ଦୋକାନ ବଜାର ବନ୍ଦ

ଗଞ୍ଜାମ,୨୮।୫: ରାଜନୈତିକ ହିଂସା ରୋକିବାକୁ ପୋଲିସର ବଡ଼ ପଦକ୍ଷେପ । ଜୁନ ୪ ତାରିଖ ପର୍ଯ୍ୟନ୍ତ ରାତି ସାଢ଼େ ୮ଟା ପରେ ସବୁ ଦୋକାନ ବଜାର ବନ୍ଦ ରହିବ ବୋଲି ପୋଲିସ କହିଛି। ରାତି ସାଢ଼େ ୮ଟା ପରେ ଗଞ୍ଜାମ ଜିଲାରେ…

ମା’ଙ୍କ ମଥାରୁ ଖସିଲା ପୁଷ୍ପ: ରାମାୟାଣାମ୍ମା ଠାକୁରାଣୀ ଯାତ୍ରା ଶୁଭାରମ୍ଭ

ଛତ୍ରପୁର,୨୮।୫(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜ଼ିଲାରେ ପ୍ରତି ୨ବର୍ଷକୁ ଥରେ ହେଉଥିବା ଛତ୍ରପୁରର ଅଧିଷ୍ଠାତ୍ରୀ ଦେବୀ ମା’ ରାମାୟାଣାମ୍ମା ଠାକୁରାଣୀଙ୍କ ଯାତ୍ରା ଆରମ୍ଭ ହୋଇଛି। ଏହା ଜୁନ ୩୦ରେ ପର୍ଯ୍ୟନ୍ତ ଚାଲିବ। ଏନେଇ ଛତ୍ରପୁର ଅଞ୍ଚଳ ଉତ୍ସବ ମୁଖରିତ ହୋଇଛି। ମା’ଙ୍କ ଯାତ୍ରା…

ନାବାଳିକାଙ୍କୁ ବଳାତ୍କାର ପରେ ଫଟୋ ଭାଇରାଲ

ବ୍ରହ୍ମପୁର,୨୭ା୫(ସୁବାସ ଚନ୍ଦ୍ର ପାଢ଼ୀ): ଜଣେ ନାବାଳିକାଙ୍କୁ ବଳାତ୍କାର କରିବା ଓ ଫଟୋଗୁଡିକୁ ସୋସିଆଲ ମିଡ଼ିଆରେ ଭାଇରାଲ କରିଥିବା ଅଭିଯୋଗରେ ବଡ଼ବଜାର ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ଉକ୍ତ ଥାନା ଅଞ୍ଚଳର ରୋଶନ ମୁଦଙ୍ଗିଆ ଓରଫ ତ୍ରିନାଥ(୨୦)।…

ମହିଳାଙ୍କୁ ପ୍ରେମ ପ୍ରତାରଣା ପଡ଼ିଲା ମହଙ୍ଗା

ବ୍ରହ୍ମପୁର,୨୭ା୫(ସୁବାସ ଚନ୍ଦ୍ର ପାଢ଼ୀ): ଇନଷ୍ଟାଗ୍ରାମ୍‌ରେ ଜଣେ ମହିଳାଙ୍କୁ ପ୍ରେମ କରି ପରେ ପ୍ରତାରିତ କରିଥିବା ଯୁବକଙ୍କୁ ପୋଲିସ ସୋମବାର ଗିରଫ କରିଛି। ସେ ହେଲେ ଗୋସାଣୀନୂଆଗାଁର ଜଗଦୀଶ ପାଣିଗ୍ରାହୀ(୨୭)। ଉଭୟ ପୀଡିତା ଓ ଅଭିଯୁକ୍ତ ଜଗଦୀଶଙ୍କ ଡାକ୍ତରୀମାଇନା କରାଯାଇଛି। ପରେ ଅଭିଯୁକ୍ତଙ୍କୁ…

ଛୁରା ମାଡ଼ରେ ବ୍ୟବସାୟୀ ଗୁରୁତର, ଫାଣ୍ଡି ଘେରିଲେ ଗ୍ରାମବାସୀ

ଗଞ୍ଜାମ,୨୭।୫(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ଅନ୍ତର୍ଗତ ହୁମ୍ମା ଫାଣ୍ଡି ଅଧୀନ ପାଲୁର ଜଙ୍କଶନରେ ଚିକେନ୍‌ ବ୍ୟବସାୟୀଙ୍କୁ ଛୁରା ମାଡ଼ ହୋଇଛି। ଆକ୍ରମଣରେ ବ୍ୟବସାୟୀ ଜଣକ ଗୁରୁତର ହୋଇଥିବା ଜଣାପଡିଛି। ସେ ହେଲେ ବେଲପଡ଼ା ଗ୍ରାମର ଦୀପକ ନାୟକ। ଅନ୍ୟପକ୍ଷେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri