ବ୍ରିଜ ଉପରେ ସ୍କୁଟିରଖି ନଦୀକୁ ଯୁବକ ଡେଇଁବା ଘଟଣା: ହାଇଦ୍ରାବାଦରେ ଥାଇ ବାପାଙ୍କ ସହ ହେଲେ କଥା
ଗଞ୍ଜାମ,୨୬।୧୦(ବିଦ୍ୟାଧର ସାହୁ ): ଗତ ୨୩ ତାରିଖରେ ଜଣେ ଯୁବକ ନିଜ ସ୍କୁଟି ଓ ଚପଲ ବ୍ରିଜ ଉପରେ ରଖି ନଦୀକୁ ଡେଇଁ ପଡ଼ିଥିବା ଖବର ଗଞ୍ଜାମ ଥାନାକୁ ମିଳିଥିଲା। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲା। ଏଥିସହ ଗାଡି…
ସାନଖେମୁଣ୍ଡିରେ ବାଘ ଆତଙ୍କ, ଟ୍ରାପ୍ କ୍ୟାମେରା ଖଞ୍ଜିଲା ବନ ବିଭାଗ
ଦିଗପହଣ୍ଡି/ପାଟପୁର,୨୬ା୧୦(ଅଶେଷ ନାଥ ମିଶ୍ର/ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ନରସିଂହ ଗଡ଼ ଗ୍ରାମ ନିକଟ ରତନେଇ ସଂରକ୍ଷିତ ଜଙ୍ଗଲରେ ଶନିବାର ସକାଳେ ବାଘର ପାଦ ଚିହ୍ନ ଦେଖିବାକୁ ମିଳିଛି। ନରସିଂହଗଡ଼ ଗ୍ରାମର କିଛି ବ୍ୟକ୍ତି ଜଙ୍ଗଲକୁ ଜାଳ…
ତ୍ରିପାକ୍ଷିକ ବୈଠକ: ଆନ୍ଦୋଳନ ଡାକରାକୁ ସ୍ଥଗିତ ରଖିଲା ଫେଡେରେସନ
ଛତ୍ରପୁର,୨୬।୧୦(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠ ଗୋପାଳପୁର ବନ୍ଦରରେ ମାଲ ପରିବହନ କାର୍ଯ୍ୟରେ ନିୟୋଜିତ କରିବା ଓ ସଠିକ ଦର ପ୍ରଦାନ କରିବା ଦାବି ନେଇ ଗଞ୍ଜାମ ମାଲ ବୋଝେଇ ଟ୍ରକ ମାଲିକ ଫେଡେରେସନ ପକ୍ଷରୁ ଏକ ଦାବିପତ୍ର ଗତ ୭ ଦିନ…
ଆପଣଙ୍କ ବିଧାୟକଙ୍କୁ ଜାଣନ୍ତୁ
ବ୍ରହ୍ମପୁର ଲୋକ ସଭା କ୍ଷେତ୍ର ଅଧୀନ ବ୍ରହ୍ମପୁର ବିଧାନସଭା ନିର୍ବାଚନମଣ୍ଡଳୀରୁ ୨୦୨୪ ନିର୍ବାଚନରେ ଭାଜପା ଟିକେଟରେ କେ. ଅନିଲ କୁମାର ବିଜୟୀ ହୋଇ ପ୍ରଥମ ଥର ପାଇଁ ବିଧାୟକ ହୋଇଛନ୍ତି। ସେ ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ରମେଶ…
ମହିଳାଙ୍କୁ ଆକ୍ରମଣ-ଅସଦାଚରଣ ଅଭିଯୋଗ: ଥାନାରେ ପହଞ୍ଚିଲା ମାମଲା
ଦିଗପହଣ୍ଡି,୨୪।୧୦(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ଗ୍ରାମର ଜଣେ ମହିଳାଙ୍କୁ ସେହି ଗ୍ରାମର ପିଙ୍କୁ ଓରଫ ଏସ.ବିଘ୍ନରାଜ ଦୋରା ଷ୍ଟିଲ ଛଡ଼ରେ ଆକ୍ରମଣ କରିବା ସହ ଗାଁ ରାସ୍ତାରେ ଅସଦାଚରଣ କରିଥିବା ଦିଗପହଣ୍ଡି ଥାନାରେ ଅଭିଯୋଗ ହୋଇଛି। ଗୁରୁବାର ମହିଳାଙ୍କ…
ଯୁବକଙ୍କୁ ହତ୍ୟା ମାମଲା: ତିନି ଭାଇଙ୍କୁ ଆଜୀବନ ଜେଲ୍
ବ୍ରହ୍ମପୁର, ୨୪।୧୦(ସୁବାସ ଚନ୍ଦ୍ର ପାଢ଼ୀ): ପୁଞ୍ଜିଭୂତ ଅଶାନ୍ତରୁ ପାଟପୁର ଥାନା ଅନ୍ତର୍ଗତ ବାସୁଦେବପୁର ଗ୍ରାମର କୁଲୁ ପ୍ରଧାନଙ୍କୁ ହତ୍ୟା କରାଯାଇଥିଲା। ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ (ଏଡିଜେ)-୧ ଡା. ଇନ୍ଦୁ ଶର୍ମା ଗୁରୁବାର ଉକ୍ତ ହତ୍ୟା ମାମଲାର ଚୂଡାନ୍ତ ରାୟ…
ପରିବା ବଜାରରେ ପ୍ରଶାସନିକ ଚଢାଉ, କଳାବଜାରୀଙ୍କୁ ତାଗିଦ
ବୁଗୁଡା,୨୪।୧୦(କାଳିଚରଣ ଦାଶ): ବଙ୍ଗୋପସାଗରରେ ସୃଷ୍ଟି ସମ୍ଭାବ୍ୟ ବାତ୍ୟା ‘ଦାନା’ ସମ୍ପର୍କେ ପାଣିପାଗ ବିଭାଗର ସୂଚନା ପରଠୁ ବୁଗୁଡା ବଜାରରେ ପରିବା ଦର ହୁ ହୁ ହୋଇ ବଢି ଚାଲିଥିଲା। ପରିସ୍ଥିତିର ଫାଇଦା ଉଠାଇବାକୁ ଯାଇ କିଛି ବ୍ୟବସାୟୀ ବିଭିନ୍ନ ପରିବା ଦରରେ…
ପାଖେଇ ଆସିଲାଣି ‘ଦାନା’: ଗଞ୍ଜାମରେ ବଦଳିଲା ପାଗ, ସମୁଦ୍ର ଅଶାନ୍ତ
ଛତ୍ରପୁର, ୨୪।୧୦(ଦିଲୀପ ସାମଲ): ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ନେଇ ଗଞ୍ଜାମ ଜିଲା ପ୍ରଶାସନ ଜୋରଦାର ପ୍ରସ୍ତୁତି ଆରମ୍ଭ କରିଛି । ବିଭିନ୍ନ ବାତ୍ୟା ଆଶ୍ରୟସ୍ଥଳୀକୁ ଲୋକଙ୍କୁ ସ୍ଥାନାନ୍ତରିତ କରାଯାଉଛି ବୋଲି ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡା କହିଛନ୍ତି। ଅଧିକାରୀମାନେ ବିଭିନ୍ନ ଅଞ୍ଚଳ…
ବାତ୍ୟା ‘ଦାନା’କୁ ନେଇ ଗ୍ରୋସରୀ କଳାବଜାରୀ, ଚଢ଼ାଉ କରୁଛି ଯୋଗାଣ ବିଭାଗ
ଗଞ୍ଜାମ,୨୪।୧୦(ବିଦ୍ୟାଧର ସାହୁ): ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ନେଇ ଗଞ୍ଜାମ ସହରବାସୀ ଚିନ୍ତାରେ ଥିବା ବେଳେ ବିଭିନ୍ନ ସାମଗ୍ରୀର ଦରଦାମ୍ ବୃଦ୍ଧି ମୁଣ୍ଡବିନ୍ଧାର କାରଣ ପାଲଟିଛି। ନିତ୍ୟ ଅପରିହାର୍ଯ୍ୟ ଆଳୁ, ପିଆଜ ବଜାରରୁ ଏକପ୍ରକାର ଗାଏବ ହୋଇଯାଇଛି। ଏହାର ସୁଯୋଗ ନେଇ କିଛି…
ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର ଅଭିଯୋଗ, କେରଳରୁ ଗିରଫ ହେଲେ ଅଭିଯୁକ୍ତ
ବୁଗୁଡ଼ା,୨୩ା୧୦(କାଳୀଚରଣ ଦାଶ): ୧୦ମ ଶ୍ରେଣୀ ପରୀକ୍ଷା ଦେଇଥିବା ଜଣେ ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ ବଳାତ୍କାର ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ସୁଦୂର କେରଳରୁ ଗିରଫ କରିଥିବା ବେଳେ ଅପହୃତ ନାବାଳିକାଙ୍କୁ ଉଦ୍ଧାର କରିଛି l ଗିରଫ ଅଭିଯୁକ୍ତ ହେଲେ ବୁଗୁଡ଼ା…
ଏଟିଏମ୍ କାର୍ଡ ବଦଳାଇ ଦୁର୍ବୃତ୍ତ ଲୁଟିନେଲେ ଏତିକି ଟଙ୍କା, ପଛରେ ରହି ପିନ୍…
ହିଞ୍ଜିଳିକାଟୁ,୨୩ା୧୦(ଦ୍ୱିତୀକୃଷ୍ଣ ପଣ୍ଡା): ଏଟିଏମ୍ରେ ଚତୁରତାର ସହ କାର୍ଡ ବଦଳାଇ ଟଙ୍କା ଲୁଟ୍ ହୋଇଥିବା ହିଞ୍ଜିଳି ଥାନାରେ ଅଭିଯୋଗ ହୋଇଛି। ପ୍ରକାଶ ଯେ, ହିଞ୍ଜିଳି ବଡ଼ସାହିର ଉଦୟନାଥ ଗୌଡ଼ ଗତ ୧୮ ତାରିଖରେ ହିଞ୍ଜିଳିକାଟୁ ଏସ୍ବିଆଇ ଶାଖା ଏଟିଏମ୍ରୁ ୨ ହଜାର ଟଙ୍କା…
ଘରେ ପଶି ସୁନାଗହଣା ଲୁଟି ନେଇଥିଲେ ୩ ନାବାଳକ, ଚୋରିର ଏମିତି ପର୍ଦ୍ଦାଫାଶ କଲା ପୋଲିସ
ଦିଗପହଣ୍ଡି/ପାଟପୁର,୨୩ା୧୦(ଅଶେଷ ନାଥ ମିଶ୍ର/ସୀମାଞ୍ଚଳ ସାହୁ): ଗଞ୍ଜାମ ଜିଲା ପାଟପୁର ଥାନା ନୂଆଗଡ଼ ଗ୍ରାମରେ ଗତ ୯ ତାରିଖ ସାରେ ଘରେ ପଶି ସୁନାଗହଣା ଲୁଟ୍ ଘଟଣାର ପୋଲିସ ବୁଧବାର ପର୍ଦ୍ଦାଫାଶ କରିଛି। ଏହି ମାମଲାରେ ସମ୍ପୃକ୍ତ ୩ ଜଣ ନାବାଳକଙ୍କୁ ପୋଲିସ…
Archives


