ଲକ୍ଷ୍ମୀ ନୃସିଂହ ଯାତ୍ରାରେ ଅଘଟଣ
ହିଞ୍ଜିଳିକାଟୁ ୨୪!୫( ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ଶ୍ରୀ ଲକ୍ଷ୍ମୀ ନୃସିଂହ ଯାତ୍ରାରେ ବାଣ ଫୁଟାଇବା ବେଳେ ନିଆଁ ଲାଗି ୭ଜଣ ଆହତ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ଗୁରୁତର ଜଣକ ହେଲେ ଖଡ଼ଭାଗ ଗ୍ରାମର ରାମଚନ୍ଦ୍ର ବେହେରା…
ପୁରୀ ଯାଇ ଫେରିଲେନି ଘରକୁ: ଟ୍ରେନ୍ ଲାଇନରୁ ମିଳିଲା ମୃତଦେହ
ବ୍ରହ୍ମପୁର,୨୪।୫(ସୁବାସ ଚନ୍ଦ୍ର ପାଢ଼ୀ): ସରକାରୀ ରେଳବାଇ ପୋଲିସ (ଜିଆର୍ପି) ଶୁକ୍ରବାର ବ୍ରହ୍ମପୁର ରେଳଷ୍ଟେଶନ ନିକଟରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ ହେଲେ ଟାଉନ ଥାନା ବିଜିପୁର କାଳୁଆ ସାହିର ଜୟ ସାହୁଙ୍କ ପୁଅ ରାମଚନ୍ଦ୍ର ସାହୁ(୪୨)। ପୋଲିସ ମୃତଦେହ…
ନାବାଳିକାଙ୍କୁ ବଳାତ୍କାର: ସରପଞ୍ଚଙ୍କ ସ୍ବାମୀ ଥାନାରେ ଅଟକ
ପୁରୁଷୋତ୍ତମପୁର,୨୪।୫(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଏକ ପଞ୍ଚାୟତର ସରପଞ୍ଚଙ୍କ ସ୍ବାମୀ ଜଣେ ନାବାଳିକାଙ୍କୁ ବଳାତ୍କାର କରିଥିବା ନେଇ ପୁରୁଷୋତ୍ତମପୁର ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ପୋଲିସ ଏକ ମାମଲା(ନଂ.୩୫୦/୨୪) ରୁଜୁ କରିଛି। ଅଭିଯୋଗ ପରେ ପୋଲିସ…
ଗ୍ରାସୀମ କମ୍ପାନୀରେ ଅଘଟଣ: ଗ୍ୟାସ ପାଇପ୍ ଫାଟି ଚାରି ଆହତ
ଗଞ୍ଜାମ,୨୪।୫(ବିଦ୍ୟାଧର ସାହୁ):ଗଞ୍ଜାମ ସହର ସ୍ଥିତ ଗ୍ରାସୀମ ଇଣ୍ଡଷ୍ଟ୍ରିଜରେ ଶୁକ୍ରବାର ଅଘଟଣ ଘଟିଛି। କମ୍ପାନୀର ଗ୍ୟାସ ପାଇପ ଫାଟି ଚାରି ଶ୍ରମିକ ଆହତ ହୋଇଥିବା ବେଳେ ଜଣେ ଗୁରୁତର ହୋଇଥିବା ଆଶଙ୍କା କରାଯାଉଛି। ମିଳିଥିବା ସୂଚନା ଅନୁସାରେ, ଶୁକ୍ରବାର କମ୍ପାନୀ ପକ୍ଷରୁ ବିଦ୍ୟୁତ…
ମହିଳାଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିବା ସନ୍ଦେହ
ଦିଗପହଣ୍ଡି,୨୩।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା- ପତାଣ୍ଡ ରାସ୍ତା ଛକ ନିକଟରେ ଥିବା ଏକ ସିମେଣ୍ଟ ଇଟା ଫ୍ୟାକ୍ଟ୍ରି ପଛପଟ ଏକ କୋଠରୀରୁ ଗୁରୁବାର ଦିଗପହଣ୍ଡି ପୋଲିସ ଜଣେ ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର କରିଛି। ଘଟଣାସ୍ଥଳରେ…
କୂଅ ସଫା ବେଳେ ଶ୍ୱାସରୁଦ୍ଧ ହୋଇ ଶ୍ରମିକଙ୍କ ଜୀବନ ଗଲା
ଦିଗପହଣ୍ଡି,୨୩ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ପଞ୍ଚାୟତ ଗଣିଆନାଳ ଗଣେଶ୍ୱରପୁର ଗ୍ରାମର ନାରାୟଣ ସାହୁଙ୍କ ଘର ବାଡ଼ିରେ ଥିବା କୂଅ ସଫା କରୁଥିବା ବେଳେ ଶ୍ୱାସରୁଦ୍ଧ ହୋଇ ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ…
ଡିଭାଇଡରରେ ଚଢ଼ି ଓଲଟି ପଡ଼ିଲା କାର୍
ଛତ୍ରପୁର,୨୨ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅନ୍ତର୍ଗତ ପୋକିଡ଼ିବନ୍ଧ ଛକଠାରେ ବୁଧବାର ଏକ କାର୍ ଓଲଟି ପଡ଼ିଛି। ଅଳ୍ପକେ ରକ୍ଷା ପାଇଯାଇଛନ୍ତି ଡ୍ରାଇଭର। ମିଳିଥିବା ସୂଚନା ମୁତାବକ ଖଲ୍ଲିକୋଟରୁ ବ୍ରହ୍ମପୁର ଅଭିମୁଖେ ଯାଉଥିବା ଏକ କାର୍ ଭାରସାମ୍ୟ ହରାଇ ଡାଭାଇଡର…
ଇଲେକ୍ସନ ଡ୍ୟୁଟି ସାରି ଫେରୁଥିବା ପୋଲିସ କର୍ମଚାରୀ ଗାଡି ଦୁର୍ଘଟଣାଗ୍ରସ୍ତ
ଛତ୍ରପୁର,୨୧।୫ (ଦିଲ୍ଲୀପ ସାମଲ): ଇଲେକ୍ସନ ଡ୍ୟୁଟି ସାରି ଭଞ୍ଜନଗରରୁ ଏକ ବସ ପୋଲିସ କର୍ମଚାରୀଙ୍କୁ ଧରି ଛତ୍ରପୁର ଫେରୁଥିବାବେଳେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଛତ୍ରପୁର ଡିଆରଡିଏ ଛକ ନିକଟରେ ବସ୍ଟି ଦୁର୍ଘଟଣାର ସମ୍ମୁଖୀନ ହୋଇଛି। ଫଳରେ ୨୦ ପୋଲିସ କର୍ମଚାରୀ ଅଳ୍ପକେ ବର୍ତ୍ତି…
ମତଦାନ କଲେ ମୃତ ଦିଲୀପଙ୍କ ସ୍ତ୍ରୀ
ଖଲ୍ଲିକୋଟ,୨୧ା୫(ପ୍ରଶାନ୍ତ କୁମାର ମିଶ୍ର):ନିର୍ବାଚନ ପାଇଁ ଦିଲୀପ ବହୁତ ଉତ୍ସାହିତ ଥିଲା। ଭୋଟ ଦେବା ପାଇଁ ସେ ଉତ୍କଣ୍ଠାର ସହ ୨୦ ତାରିଖକୁ ଅପେକ୍ଷା କରିଥିଲା। ହେଲେ ଭୋଟ ଗ୍ରହଣର ୬ ଦିନ ପୂର୍ବରୁ ବିଜେଡି କର୍ମୀମାନେ ମୋ ପୁଅକୁ ହାଣି ହତ୍ୟା…
ଜୀବନ ହାରିଦେଲେ ମହିଳା: କାରଣ ଖୋଜୁଛି ପୋଲିସ
ଗଞ୍ଜାମ,୨୦ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଥାନା ଅଧୀନ ପାଳିବନ୍ଧ ପଞ୍ଚାୟତର ପୁରୁଣାବନ୍ଧ ଗ୍ରାମର ଜଣେ ମହିଳା ସୋମବାର ଆତ୍ମହତ୍ୟା କରିଛନ୍ତି। ସେ ହେଲେ ପିଙ୍କି ବେହେରା (୨୮)। ତାଙ୍କ ସ୍ବାମୀ ପୁରୁଷୋତ୍ତମ ବେହେରା ଦୁବାଇରେ ରହୁଛନ୍ତି। ସେମାନଙ୍କର ଗୋଟିଏ ଝିଅ ଅଛି। କୌଣସି…
ଟ୍ରକ ଧକ୍କାରେ ଶଳା, ଭିଣୋଇ ମୃତ
ଛତ୍ରପୁର,୨୦।୫(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ଛତ୍ରପୁର ବ୍ଲକ ଚମାଖଣ୍ଡି ଥାନା ଅନ୍ତର୍ଗତ ଟାଟା ପ୍ଲାଣ୍ଟ ସମ୍ମୁଖ ଜାତୀୟ ରାଜପଥରେ ଏକ ଦୁଃଖଦ ଘଟଣା ସୋମବାର ଦେଖିବାକୁ ମିଳିଛି। ଏକ ଟ୍ରକ ଧକ୍କାରେ ବାଇକରେ ଥିବା ଶଳା ଓ ଭିଣୋଇଙ୍କ ମୃତ୍ୟୁ ଘଟିଛି। ସୂଚନାଯୋଗ୍ୟ,…
ପୂର୍ବାହ୍ନ ୧୧ଟା ସୁଦ୍ଧା ୨୧% ମତଦାନ
ଛତ୍ରପୁର,୨୦ା୫(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲା ଆସିକା ଲୋକ ସଭା ଓ ଏହା ଅଧୀନ ୭ ବିଧାନସଭା ଆସନ ଏବଂ କନ୍ଧମାଳ ଲୋକ ସଭା ଅଧୀନ ତଥା ଗଞ୍ଜାମ ଜିଲାର ଭଞ୍ଜନଗର ବିଧାନସଭା ଆସନ ପାଇଁ ସୋମବାର ଭୋଟ୍ ଗ୍ରହଣ ହେଉଛି। ତେବେ…
Archives


