ଗଞ୍ଜାମ

ଶିକ୍ଷକଙ୍କୁ ରାସ୍ତାରୁ ଉଠାଇ ନେଇ ମରଣାନ୍ତକ ଆକ୍ରମଣ

ଚିକିଟି,୯।୭(ପ୍ରକାଶ ଚନ୍ଦ୍ର ସାହୁ): ବ୍ରହ୍ମପୁର ପୋଲିସ ଜିଲ୍ଲା କେ.ନୂଆଗାଁ ଥାନା ଇଲାକାରେ ଏବେ ଆଇନାଶୃଙ୍ଖଳା ବ୍ୟବସ୍ଥା ବିଗିଡିବାରେ ଲାଗିଛି। ବୁଧବାର ଜଣେ ଶିକ୍ଷକ ରାଜେଶ କୁମାର ପାତ୍ରଙ୍କୁ ରାସ୍ତାରୁ ୪ ଜଣ ଯୁବକ ଉଠାଇ ଏକ ନିର୍ଜନ ସ୍ଥାନରେ ତାଙ୍କୁ ମାଡ଼…

୧୪ରୁ କାର୍ଯ୍ୟବନ୍ଦ ଆନ୍ଦୋଳନ: କଳାବ୍ୟାଚ୍‌ ପିନ୍ଧି ରାଜସ୍ବ ଅମଲା ସଂଘର ବିକ୍ଷୋଭ

ଭଞ୍ଜନଗର,୯।୭(ବାବୁଲା ପ୍ରଧାନ)-ବିଭିନ୍ନ ଦାବି ନେଇ ଓଡ଼ିଶା ରାଜସ୍ବ ଅମଲା ସଂଘ ଗତ ୭ ତାରିଖରୁ କଳାବ୍ୟାଚ ପିନ୍ଧି ଆନ୍ଦୋଳନ ଚଳାଇଛି। ଏହି ଆନ୍ଦୋଳନ ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ। ୧୩ ତାରିଖ ସୁଦ୍ଧା ସରକାର ଦାବିଗୁଡ଼ିକ ପୂରଣ ନ କଲେ…

ବେନିୟମ ବାଲିଗଦା ହେଲା କାଳ: ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ୪ ଆହତ

ଭଞ୍ଜନଗର,୮।୭(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ସମ୍ମୁଖରେ ମଙ୍ଗଳବାର ଅପରାହ୍ନରେ ଦୁଇଟି ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୪ ଜଣ ଆହତ ହୋଇଛନ୍ତି। ଆହତ ମାନେ ହେଲେ ଆଦିତ୍ୟ ପ୍ରଧାନ, ସଂଗ୍ରାମ ମଲ୍ଲିକ, ବିକାଶ ମଲ୍ଲିକ, ଅନିତା…

ନିଳାଦ୍ରୀ ବିଜେ ଶେଷ: ରସଗୋଲାରେ ଲକ୍ଷ୍ମୀଙ୍କ ମାନଭଞ୍ଜନ କଲେ କାଳିଆ ସାଆନ୍ତ

ପୁରୁଷୋତ୍ତମପୁର,୮। ୭( ସିମାଞ୍ଚଳ ମିଶ୍ର) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ରଥସାହି ଜଗନ୍ନାଥ ମନ୍ଦିରରେ ଶ୍ରୀଜଗନ୍ନାଥଙ୍କ ନିଳାଦ୍ରୀ ବିଜେ ଅନୁଷ୍ଟିତ ହୋଇଯାଇଛି। ଶହଶହ ଭକ୍ତଙ୍କ ହରିବୋଲ ହୁଳାହୁଳି ଶବ୍ଦ ସାଙ୍ଗକୁ ବାଣ ବାଜଣାରେ ମନ୍ଦିର ପରିସର ପ୍ରକମ୍ପିତ ହୋଇପଡିଥିଲା। କାଳିଆ ଠାକୁରଙ୍କୁ ରଥରୁ…

ଯୁକ୍ତ ୨ ନାମଲେଖା ଆରମ୍ଭ:ଆନ୍ଦୋଳନ ଯୋଗୁ ମିଡ ସେମିଷ୍ଟାର ପରୀକ୍ଷା ସ୍ଥଗିତ

ଭଞ୍ଜନଗର,୮।୭(ବାବୁଲା ପ୍ରଧାନ)- ମଙ୍ଗଳବାରଠାରୁ ରାଜ୍ୟରେ ଯୁକ୍ତ ୨ ପ୍ରଥମ ପର୍ଯ୍ୟାୟ ନାମ।ଲେଖା ଆରମ୍ଭ ହୋଇଛି। ଏହା ୧୪ ତାରିଖ ପର୍ଯ୍ୟନ୍ତ ଚାଲିବ। କିନ୍ତୁ ଆଜି ରାଜ୍ୟରେ ଡ୍ରାଇଭର ସଂଘ କାର୍ଯ୍ୟବନ୍ଦ ଆନ୍ଦୋଳନ ଚଳାଇଥିବା ଯୋଗୁ ଦୂର ଦୁରାନ୍ତରୁ ଆସିବାକୁ ଥିବା ଛାତ୍ରୀଛାତ୍ରମାନେ…

ଘୁମୁସର କରାଟେ ଏକାଡେମୀର ବଡ଼ ସଫଳତା

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ): ୧୧ତମ ରାଜ୍ୟସ୍ତରୀୟ ସୋଟୋକନ କରାଟେ ପ୍ରତିଯୋଗିତା ଭୁବନେଶ୍ବରରେ ଅନୁଷ୍ଟିତ ହୋଇଯାଇଛି । ଏଥିରେ ଘୁମୁସର କରାଟେ ଏକାଡେମୀକୁ ବଡ ସଫଳତା ମିଳିଛି। ଏକାଡେମୀର ହିମାଂଶୁ ଲାଲ ସାହୁ ପ୍ରଥମ ସ୍ଥାନ ଅଧିକାର କରିଥିବା ବେଳେ ବି. ଭିଜନ ପାତ୍ର…

ଆନ୍ଦୋଳନକୁ ଓହ୍ଲାଇବ ଡ୍ରାଇଭର ସଂଘ

ଭଞ୍ଜନଗର,୭ା୭(ବାବୁଲା ପ୍ରଧାନ): ୬ ଦଫା ଦାବି ନେଇ ଓଡ଼ିଶା ଡ୍ରାଇଭର ମହାସଂଘ ମଙ୍ଗଳବାରଠାରୁ ଆନ୍ଦୋଳନକୁ ଓହ୍ଲାଇବ। ଭଞ୍ଜନଗର ଶାଖା କର୍ମକର୍ତ୍ତାମାନେ ମଧ୍ୟ ଆନ୍ଦୋଳନରେ ସାମିଲ ହେବେ। ଏନେଇ ସୋମବାର ଭଞ୍ଜନଗର ଶାଖା କର୍ମକର୍ତ୍ତାମାନେ ଏନ୍‌ଏସି ଅଧିକାରୀଙ୍କୁ ଲିଖିତ ଭାବେ ଜଣାଇଛନ୍ତି। କର୍ମକର୍ତ୍ତାମାନେ…

ଦିଗପହଣ୍ଡି ବ୍ୟାପୁଛି ଝାଡାବାନ୍ତି: ୧୧ ଅସୁସ୍ଥ, ମୃତ୍ୟୁ ସଂଖ୍ୟା ୨କୁ ବୃଦ୍ଧି

ଦିଗପହଣ୍ଡି,୭।୬(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସହଦେବ ଟିକରପଡା ପଞ୍ଚାୟତ ଜନଜାତି ବହୁଳ ଦୁର୍ଗମ ଉସ୍ତପଲ୍ଲୀ ଗ୍ରାମରେ ଗତ ପ୍ରାୟ ୫ ଦିନ ହେଲା ଝାଡାବାନ୍ତି ଲାଗିରହିଛି। ୯ ଜଣ ଆକ୍ରାନ୍ତ ହୋଇଥିବା ୨ ମହିଳା ଗୁରୁତର ହୋଇ ବ୍ରହ୍ମପୁର…

ଘର ସମ୍ମୁଖରେ ବ୍ୟକ୍ତିଙ୍କୁ ହାଣି ଗଣ୍ଡିମୁଣ୍ଡ ଅଲଗା କରିଦେଲେ ଦୁର୍ବୃତ୍ତ

ଗୋପାଳପୁର,୭ା୭(ନବୀନ ରାଜ ଆଚାରୀ): ଗତ କିଛି ମାସ ହେଲା ଗଞ୍ଜାମ ଜିଲା ଅଶାନ୍ତ ହୋଇପଡ଼ିଛି। କେତେବେଳେ ହତ୍ୟା ଆଉ କେତେବେଳେ ଗଣବଳାତ୍କାର ଘଟଣା ସାରା ରାଜ୍ୟକୁ ଦୋହଲାଇ ଦେଇଛି। କିଛି ଦିନର ନୀରବତା ପରେ ପୁଣି ରବିବାର ରାତି ଗୋଳନ୍ଥରା ଥାନା…

୩୩ ବର୍ଷ ହେଲା ମିଳୁନି କୁଲାଡ଼ ଠାକୁରଙ୍କ ଅଳଙ୍କାର, ଭଣ୍ଡାର ଶୂନ୍ୟ

ଭଞ୍ଜନଗର,୭ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ କୁଲାଡ଼ରେ ଆଜକୁ ୩୩ ବର୍ଷ ହେବ ଠାକୁରଙ୍କ ସୁନାବେଶ କିଛି ଅଲଗା ଦେଖିବାକୁ ମିଳୁଛି। ସରକାରଙ୍କ ପକ୍ଷରୁ କୁଲାଡ଼ ଜଗନ୍ନାଥ ମନ୍ଦିର ପରିଚାଳନା ହେଉଥିବା ବେଳେ ରବିବାର ଠାକୁରଙ୍କ ସୁନାବେଶ ପାଇଁ ଅଳଙ୍କାର…

ସରିଲା ବାସି ବାହୁଡ଼ା ଯାତ୍ରା

ଦିଗପହଣ୍ଡି,୬।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ରବିବାର ଶ୍ରୀଜିଉଙ୍କ ପବିତ୍ର ବାହୁଡାଯାତ୍ରା ସମ୍ପନ୍ନ ହୋଇଛି। ଶନିବାର ଅପରାହ୍ନରେ ଧାଡି ପହଣ୍ଡିରେ ଶ୍ରୀ ଜଗନ୍ନାଥ, ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କ ସମେତ ଚକ୍ରରାଜ ସୁଦର୍ଶନଙ୍କୁ ରଥାରୂଢ କରାଯାଇଥିଲା। ପରେ ରଥ ଉପରେ…

୯ରେ ସର୍ବ ଭାରତୀୟ ଧର୍ମଘଟ, ପ୍ରସ୍ତୁତି ଜୋରଦାର

ଗଞ୍ଜାମ,୬।୭(ଦିଲ୍ଲୀପ ସାମଲ): କେନ୍ଦ୍ର ସରକାରଙ୍କ ଶ୍ରମିକ ଓ କୃଷକ ବିରୋଧୀ ନୀତି ପ୍ରତ୍ୟାହାର ଦାବି ନେଇ ଜୁଲାଇ ୯ ତାରିଖରେ ସର୍ବ ଭାରତୀୟ ଧର୍ମଘଟ ଡାକରା ଦିଆଯାଇଛି। ଧର୍ମଘଟକୁ ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରରେ ସଫଳ କରିବା ନିମନ୍ତେ ଏଆଇଟିୟୁସି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?