ଅଧ୍ୟାପକ, କର୍ମଚାରୀଙ୍କ ଦରମା ବଢିଲା
ଭଞ୍ଜନଗର,୭ା୨(ବାବୁଲା ପ୍ରଧାନ): ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ପରିଚାଳନା କମିଟି ଅଧୀନରେ କାର୍ଯ୍ୟରତ ଅଧ୍ୟାପିକା, ଅଧ୍ୟାପକ ଏବଂ କର୍ମଚାରୀମାନଙ୍କ ଦରମା ବଢ଼ିଛି। ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକଙ୍କ ନିର୍ଦ୍ଦେଶକ୍ରମେ ଏହା କାର୍ଯ୍ୟକାରୀ ହୋଇଛି। ଶୁକ୍ରବାର କାର୍ଯ୍ୟରତ ଅଧ୍ୟାପକ, କର୍ମଚାରୀମାନେ…
ଜନ୍ମମାଟିରେ ବିଏସ୍ଏଫ ଯବାନଙ୍କ ଶେଷକୃତ୍ୟ ସମ୍ପନ୍ନ
ଛତ୍ରପୁର,୬।୨(ଦିଲୀପ ସାମଲ): ବିଏସ୍ଏଫ ଯବାନ କେ.ସୋମନାଥଙ୍କ ଗୁରୁବାର ଜନ୍ମମାଟି ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ବାଳକୃଷ୍ଣପୁର ଗ୍ରାମରେ ଶେଷକୃତ୍ୟ ସମ୍ପନ୍ନ ହୋଇଯାଇଛି। ଏହି ଅବସରରେ ବାଟାଲିଅନ ୟୁନିଟ୍ ପକ୍ଷରୁ ଗାର୍ଡ ଅଫ୍ ଅନ୍ର ଦିଆଯାଇ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରାଯାଇଥିଲା। ଉପସ୍ଥିତ ଗ୍ରାମବାସୀ…
ଭିନ୍ନ ପ୍ରଜାତିର ଉଡ଼ନ୍ତା ମାଛ ଚିହ୍ନଟ
ବ୍ରହ୍ମପୁର,୬ା୨(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋପାଳପୁରସ୍ଥିତ ଭାରତୀୟ ପ୍ରାଣୀ ସର୍ବେକ୍ଷଣ କେନ୍ଦ୍ର ଦ୍ୱାରା ଭାରତ ମହାସାଗରରୁ ପ୍ରଥମ ଥର ପାଇଁ ଏକ ଭିନ୍ନ ପ୍ରଜାତିର ଉଡ଼ନ୍ତା ମାଛ ‘ଚେଲିଓପୋଗୋନ୍ ଆକ୍ଟିସେପ୍ସ’ ଚିହ୍ନଟ କରାଯାଇଛି। ବୈଜ୍ଞାନିକ ଡ. ଅନିଲ ମହାପାତ୍ରଙ୍କ ମତରେ…
ପ୍ରେମ ବିବାହ ପରେ ସ୍ତ୍ରୀଙ୍କୁ ନିର୍ଯାତନା ଦେଲେ ସ୍ବାମୀ, ଥାନାର ଦ୍ୱାରସ୍ଥ ହୋଇ ସ୍ତ୍ରୀ କହିଲେ…
ଦିଗପହଣ୍ଡି,୫ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କରପଡ଼ା ଗ୍ରାମ କୁମ୍ଭାର ସାହିର ଜ୍ୟୋତ୍ସ୍ନାରାଣୀ ପ୍ରଧାନଙ୍କୁ ତାଙ୍କ ସ୍ବାମୀ କିଶୋର ପ୍ରଧାନ ଅଧିକ ଯୌତୁକ ପାଇଁ ଶାରିରୀକ ଓ ମାନସିକ ନିର୍ଯାତନା ଦେଉଥିବା ଅଭିଯୋଗ ହୋଇଛି। ଏପରିକି ତାଙ୍କ ବିରୋଧରେ…
ମନ୍ଦିର ଯାଇଥିବାବେଳେ ମହିଳାଙ୍କୁ ହତ୍ୟା ଧମକ, ଅଭିଯୁକ୍ତଙ୍କ ନାଁରେ ମାମଲା
ଦିଗପହଣ୍ଡି,୫ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମର ଜଣେ ମହିଳାଙ୍କୁ ତାଙ୍କ ଗ୍ରାମର ପିଣ୍ଟୁ ପ୍ରଧାନ ହତ୍ୟା ଧମକ ଦେଇଥିବା ଅଭିଯୋଗ ହୋଇଛି। ମହିଳା ଜଣକ ଏନେଇ ଦିଗପହଣ୍ଡି ଥାନାରେ ଏତଲା ଦେବା ପରେ କେସ୍ ନଂ…
ବିକଶିତ ଗାଁ ବିକଶିତ ଓଡିଶା କାର୍ଯ୍ୟକ୍ରମ: ପୁରୁଷୋତ୍ତମପୁରକୁ ରାଜ୍ୟର ଶ୍ରେଷ୍ଠ ବ୍ଲକ ଭାବେ ଗଢିତୋଳିବାକୁ ବିଧାୟକଙ୍କୁ ଆହ୍ବାନ
ପୁରୁଷୋତ୍ତମପୁର,୫/୨( ସିମାଞ୍ଚଳ ମିଶ୍ର) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବିଜୁପଟ୍ଟନାୟକ ଇନଡୋର ଷ୍ଟାଡିୟମ ପରିଷରରେ ବିକଶିତ ଗାଁ ବିକଶିତ ଓଡିଶା କାର୍ଯ୍ୟକ୍ରମ ବିଡିଓ ନିରାକାର ଜେନାଙ୍କ ସଂଯୋଜନାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ଭର୍ଚୁଆଲ ମାଧ୍ୟମରେ ପଞ୍ଚାୟତିରାଜ ଓ ପାନିୟ…
ବିଜେଡିରେ ହଲଚଲ: ଘନଘନ ବୈଠକପରେ କଳି ତୁଟାଇ ପାରିବେ ତ ସଞ୍ଜୟ…
ଗଞ୍ଜାମ ଜିଲାର ବ୍ରହ୍ମପୁର, ସାନଖେମୁଣ୍ଡି, ଛତ୍ରପୁର ଓ ଗୋପାଳପୁରର ପର୍ଯ୍ୟବେକ୍ଷକ ଭାବେ ସଞ୍ଜୟ ଦାସବର୍ମା ଦାୟିତ୍ୱ ନେବାପରେ ଏବେ ନବୀନଙ୍କ ଗଡ଼କୁ ବଞ୍ଚାଇବାକୁ ଆପ୍ରାଣ ଉଦ୍ୟମ ଚଳାଇଛନ୍ତି। ଗଞ୍ଜାମରେ ସ୍ଥିତିକୁ ନେଇ ରାଜ୍ୟ ବିଜେଡିକୁ ଚିନ୍ତା ଘାରିଛି। ଘର ସଜାଡିବାକୁ ବ୍ରହ୍ମପୁର…
ଚିହ୍ନଟ ହେଲେ ଦିବ୍ୟାଙ୍ଗ: ପାଇଲେ ସହାୟତା
ଦିଗପହଣ୍ଡି,୫।୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ପକ୍ଷରୁ ମଙ୍ଗଳବାର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବ୍ଲକସ୍ତରୀୟ ଦିବ୍ୟାଙ୍ଗ ଚିହ୍ନଟ ଶିବିର ଅନୁଷ୍ଠିତ ହୋଇଛି। ଶିବିରରେ ଦିଗପହଣ୍ଡି ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ମୁଖ୍ୟ…
ମହିଳା କଳାକାରଙ୍କୁ ସମ୍ମାନିତ: କଳାକୁ ବଞ୍ଚାଇ ରଖିବା ପାଇଁ….
ଦିଗପହଣ୍ଡି,୫।୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ କୋଟିନଡା ଗ୍ରାମର ରାଧାକୃଷ୍ଣ ମହିଳା ସଙ୍କୀର୍ତ୍ତନ ସଂଘର କଳାକାରମାନଙ୍କୁ ସ୍ଥାନୀୟ ସ୍ମୃତି କମିଟି ପକ୍ଷରୁ ସମ୍ମାନିତ କରାଯାଇଛି। କାର୍ଯ୍ୟକ୍ରମ ପୂର୍ବରୁ ସଂଘ ଆଖଡ଼ା ଘରେ ଏକ ସଭା ହୋଇଥିଲା। ଏଥିରେ ଉପଦେଷ୍ଟା ସରୋଜ ବିଷୋୟୀ…
ଏକମାତ୍ର ୮ ବର୍ଷର ପୁଅକୁ ପୋଖରୀରେ ପକାଇ ମାରିଥିଲେ ମା’: ଏହି ରାୟ ଶୁୁଣାଇଦେଲେ କୋର୍ଟ
ବ୍ରହ୍ମପୁର,୪।୨(ସୁବାସ ଚନ୍ଦ୍ର ପାଢ଼ୀ): ୨୦୨୩ ଅକ୍ଟୋବର ମାସରେ ଟାଉନ ଥାନା ଅନ୍ତର୍ଗତ ବିଜିପୁର ପୋଖରୀରେ ପକାଇ ନିଜର ଏକମାତ୍ରା ଶିଶୁପୁତ୍ର ଏସ.ରୋହିତ କୁମାର(୮)ଙ୍କୁ ହତ୍ୟା କରିଥିଲେ। ଗଞ୍ଜାମ ଜିଲା ଦୌରା ଜଜ ରୂପଶ୍ରୀ ଚୌଧୁରୀ ମଙ୍ଗଳବାର ଉକ୍ତ ମାମଲାର ଚୂଡାନ୍ତ ରାୟ…
ନାବାଳିକା ଛାତ୍ରୀଙ୍କ ଉଲଗ୍ନ ଫଟୋ ଭାଇରାଲ ଘଟଣା: ଜେଲ ଗଲେ ୨ ଅଭିଯୁକ୍ତ, ଜଣେ ଫେରାର
ଦିଗପହଣ୍ଡି,୩।୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ୭ମ ଶ୍ରେଣୀରେ ପଢୁଥିବା ନାବାଳିକା ଛାତ୍ରୀଙ୍କୁ ଉଲଗ୍ନ କରି ଭିଡ଼ିଓ ଫଟୋ ଉତ୍ତୋଳନ କରି ପରେ ଭାଇରାଲ କରିଥିବା ପଦ୍ମନ ନାଇକ ଏବଂ ଜି.ଜଗନ୍ନାଥ…
ବିଶ୍ଵଶାନ୍ତି ରାମ ତାରକ ମହାଯଜ୍ଞ: ଚଳଚଞ୍ଚଳ ନୀଳକଣ୍ଠେଶର ଶୈବପୀଠ
ଦିଗପହଣ୍ଡି,୩।୧(ଅଶେଷ ନାଥ ମିଶ୍ର):ଗଞ୍ଜା ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ କେଦାରପୁର ଗ୍ରାମ ଶ୍ରୀ ନୀଳକଣ୍ଠେଶର ଶୈବପୀଠରେ ମାଘ ଶୁକ୍ଳ ଷଷ୍ଠୀ ସୋମବାର ଠାରୁ ବିଶଶାନ୍ତି ରାମ ତାରକ ମହାଯଜ୍ଞ ଶୁଭାରମ୍ଭ ହୋଇଛି। ଶୁକ୍ରବାର ଏହି ମହାଯଜ୍ଞର ପୂର୍ଣ୍ଣାହୁତି କରାଯିବ। ସୋମବାର…
Archives


