ଦଶମ ଶ୍ରେଣୀ ଦିବ୍ୟାଙ୍ଗ ଛାତ୍ରଙ୍କ ବୋର୍ଡ ପରୀକ୍ଷାକୁ ନେଇ ଅନିଶ୍ଚିତତା, କର୍ତ୍ତୃପକ୍ଷଙ୍କୁ ଦୃଷ୍ଟି ଦେବାକୁ ଦାବୀ
ଦିଗପହଣ୍ଡି,୧୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ସରକାରୀ ହାଇସ୍କୁଲର ୧୦ମ ଶ୍ରେଣୀ ଛାତ୍ର ଗୌତମ ମହାନ୍ତିଙ୍କ ମାଟ୍ରିକ ପରୀକ୍ଷାକୁ ନେଇ ଅନିଶ୍ଚିତତା ଦେଖାଦେଇଛି । ଗୁରୁବାର ଠାରୁ ରାଜ୍ୟ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ମାଟ୍ରିକ…
କବିତା ପାଠୋତ୍ସବ, ବରିଷ୍ଠ ନାଗରିକଙ୍କ ସମ୍ମାନ-ସୁରକ୍ଷା ସୁନିଶ୍ଚିତ ଲକ୍ଷ୍ୟ
ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ପ୍ରଶାସନ ବରିଷ୍ଠ ନାଗରିକଙ୍କ ସମ୍ମାନ, ସୁରକ୍ଷା ସୁନିଶ୍ଚିତ କରିବା ଲକ୍ଷ୍ୟ ନେଇ ଏକ ଅଭିନବ ପ୍ରୟାସ ଇତିମଧ୍ୟରେ ଆରମ୍ଭ କରିଛି । ବରିଷ୍ଠ ନାଗରିକମାନଙ୍କ ବିଭିନ୍ନ ଅବଦାନ, ଅଭିଜ୍ଞତା ଓ ଜ୍ଞାନକୁ ସାକାର କରିବା ପାଇଁ…
ଧରିତ୍ରୀର ପ୍ରଭାବ, ଅଚଳ ପାନୀୟଜଳ ପ୍ରକଳ୍ପ କାର୍ଯ୍ୟକ୍ଷମ ପାଇଁ ପ୍ରଶାସନିକ ତତ୍ପରତା
ଦିଗପହଣ୍ଡି,୧୭ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗ୍ରାମରେ ଗତ ୨୦୧୯-୨୦ ଆର୍ଥିକ ବର୍ଷରେ ବସୁଧା ଯୋଜନାରେ ପ୍ରାୟ ୮୦ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ପାନୀୟଜଳ ପ୍ରକଳ୍ପ ଅଚଳ ହୋଇପଡିଛି । ଏନେଇ…
ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ
ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ବଟେଶ୍ୱର ବାଲିଯାତ୍ରା ପରିଚାଳନା କମିଟି ସଭାପତି ରଙ୍କନିଧି ସ୍ୱାଇଁ ଏହାର ଶୁଭାରମ୍ଭ କରିଥିଲେ।…
ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ
ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି। ସୋମବାର ଅପରାହ୍ନରେ ପାର୍ୱତୀ ତାଙ୍କ ଜମି ନିକଟକୁ ଯାଇଥିବା ବେଳେ ବିଲୁଆ ତାଙ୍କୁ…
ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର
ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ ଜାତୀୟ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ଡ଼. ସନ୍ତୋଷ କୁମାର…
ଆଗକୁ ବାର୍ଷିକ ପରୀକ୍ଷା: ଭଞ୍ଜନଗରରେ ବଢୁଛି ଶବ୍ଦ ପ୍ରଦୂଷଣ, ରୋକିବା ପାଇଁ…
ଭଞ୍ଜନଗର,୧୬ା୨(ବାବୁଲା ପ୍ରଧାନ): ଆସନ୍ତା ୧୮ରୁ ରାଜ୍ୟରେ ଯୁକ୍ତ ୨ ବାର୍ଷିକ ପରୀକ୍ଷା ହେବ। ତାହା ମାର୍ଚ୍ଚ ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଚାଲିବ। ଏଥିସହ ମାଟ୍ରିକ୍ ପରୀକ୍ଷା ଆସନ୍ତା ୧୯ରୁ ଆରମ୍ଭ ହେଉଛି। ତାହା ମାର୍ଚ୍ଚ ୨ରେ ସରିବ। ଏଥିସହ ବ୍ରହ୍ମପୁର…
ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…
ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ ରବିବାର ରାତିରେ ଉଦଯାପିତ ହୋଇଯାଇଛି । ପରମାତ୍ମା ଶିବଙ୍କ ଦିବ୍ୟ ଅବତରଣ, ଦୈନନ୍ଦିନ…
ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ
ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି କହିଛନ୍ତି। ଆସନ୍ତା ଗୁରୁବାରଠାରୁ ୨ ଦିନ ବ୍ୟାପୀ ଚେନ୍ନାଇଠାରେ ଅନୁଷ୍ଠିତ ହେବାକୁ ଥିବା…
ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର
ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର ମିହିର ପ୍ରଧାନ । ସେ ଶିକ୍ଷାକେନ୍ଦ୍ରର ହଷ୍ଟେଲରେ ରହି ପଢ଼ୁଥିବା ବେଳେ ଆଉ…
ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ ହେଉଛି । ଶୈବପୀଠ ମଧ୍ୟରୁ ପାଳିବନ୍ଧ ପଞ୍ଚାୟତ କଣ୍ଟିଆଗଡ଼ ନିକଟରେ ଅବସ୍ଥିତ ବଟେଶ୍ୱର,…
ଗଞ୍ଜାମ ଉତ୍ସବମୁଖର: ଶିବାଳୟରେ ଭକ୍ତଙ୍କ ପ୍ରବଳ ଭିଡ଼
ଗଞ୍ଜାମ,୧୫ା୨(ଅନାଥ ତରାଇ): ପବିତ୍ର ମହାଶିବରାତ୍ରି ଅବସରରେ ରବିବାର ଗଞ୍ଜାମ ସହର ଉତ୍ସବମୁଖର ହୋଇଉଠିଛି। ସ୍ଥାନୀୟ ପ୍ରସିଦ୍ଧ ଖଣ୍ଡେଶ୍ୱର ମନ୍ଦିରରେ ଭୋର୍ ସମୟରୁ ଶତାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ ମିଳିଛି। ‘ହର ହର ମହାଦେବ‘ ଓ ଓଁ ନମଃ ଶିବାୟ ଧ୍ୱନିରେ ସାରା…
Archives


