କଳା ଓ ସଙ୍ଗୀତରେ ଚମକିଲେ ଭାଇ-ଭଉଣୀ: ପ୍ରାଚୀଙ୍କ ସଙ୍ଗୀତରେ ଝୁମିଲେ ଦର୍ଶକ
ଗଞ୍ଜାମ, ୩୧/୮ (ବିଦ୍ୟାଧର ସାହୁ): ବିବିଧ ଫାଉଣ୍ଡେଶନ୍ କଳା ଓ ସଂସ୍କୃତି ପକ୍ଷରୁ ଆୟୋଜିତ ପ୍ରତିଯୋଗିତାରେ ପାରଦର୍ଶିତା ଦେଖାଇଛନ୍ତି ଗଞ୍ଜାମ ସହରର ଭାଇ-ଭଉଣୀ। ପ୍ରାଚୀଙ୍କ ସଙ୍ଗୀତର ମୂର୍ଚ୍ଛନାରେ ଝୁମିଥିଲେ ଉପସ୍ଥିତ ଦର୍ଶକ। ପ୍ରାୟ ୫୦ରୁ ଊର୍ଦ୍ଧ୍ୱ ପ୍ରତିଯୋଗୀଙ୍କୁ ପଛରେ ପକାଇ ନିଭିଶା…
ସଫଳତା ପାଇଁ ଗଞ୍ଜାମ ଏନ୍ଏସି ପୁରସ୍କୃତ: ମିଳିଲା ୨ କୋଟି ଟଙ୍କାର ଚେକ୍, ମୁଖ୍ୟମନ୍ତ୍ରୀଙ୍କଠାରୁ ପୁରସ୍କାର ଗ୍ରହଣ କଲେ…
ଗଞ୍ଜାମ, ୩୧/୮ (ବିଦ୍ୟାଧର ସାହୁ): ୨୦୨୫-୨୬ ଆର୍ଥିକ ବର୍ଷରେ ରାଜସ୍ୱ ଆଦାୟ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ତଥା ଉଲ୍ଲେଖନୀୟ ସଫଳତା ପାଇଁ ଗଞ୍ଜାମ ଏନ୍ଏସି ପୁରସ୍କୃତ ହୋଇଛି। ସ୍ୱାୟତ୍ତ ଶାସନ ଦିବସ ଅବସରରେ କୃଷି ଓ ପ୍ରଯୁକ୍ତି ବିଦ୍ୟା ବିଶ୍ୱବିଦ୍ୟାଳୟର କୃଷି…
ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟ ପରିସରରୁ ଦିବ୍ୟାଙ୍ଗ ନାବାଳିକା ଅପହରଣ: ଯୁବକ ଗିରଫ, ବଳାତ୍କାର ମାମଲାରେ…
ଛତ୍ରପୁର, ୩୧।୮ (ଦିଲ୍ଲୀପ ସାମଲ): ଛତ୍ରପୁର ସରକାରୀ ଉପଖଣ୍ଡ ଚିକିତ୍ସାଳୟ ପରିସରରୁ ଜଣେ ୫ ବର୍ଷୀୟା ଦିବ୍ୟାଙ୍ଗ ନାବାଳିକାଙ୍କୁ ଅପହରଣ ଘଟଣାରେ ଛତ୍ରପୁର ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ରାଜପୁର ଗ୍ରାମର ଧ୍ରୁବ ଗୌଡ଼ ବୋଲି…
ସ୍ତ୍ରୀଙ୍କୁ ଶାବଳରେ ପିଟି ହତ୍ୟା, ସ୍ୱାମୀଙ୍କୁ ଆଜୀବନ
ଵ୍ରହ୍ମପୁର,୩୧।୮(ସୁବାସ ଚନ୍ଦ୍ର ପାଢ଼ୀ): ୨୦୨୪ ମସିହାରେ ସଦର ଥାନା ଅନ୍ତର୍ଗତ ରୋହିଗାଁ’ରେ ନିଜ ସ୍ତ୍ରୀ’ଙ୍କୁ ତାଙ୍କ ସ୍ୱାମୀ ହତ୍ୟା କରିଥିଲେ । ଜିଲା ଦୌରା ଜଜ ଅଶାନ୍ତ କୁମାର ଦାସ ଆଜି ଉକ୍ତ ମାମଲାର ଶୁଣାଣି କରିଛନ୍ତି । ଜଜ ଅଭିଯୁକ୍ତଙ୍କୁ…
ପୁରୁଷୋତ୍ତମପୁରରେ ସ୍ୱାୟତ୍ତଶାସନ ଦିବସ, ଏନଏସିରେ ରାସ୍ତା ସ୍ବଚ୍ଛତାର ମୁଖା….
ପୁରୁଷୋତ୍ତମପୁର,୩୧।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସିରେ ସ୍ୱାୟତ୍ତଶାସନ ଦିବସ ପାଳିତ ହୋଇଛି । ମଞ୍ଚରେ ଉତ୍ସବ, ଭାଷଣରେ ବିକାଶ, ସଂକଳ୍ପରେ ସ୍ବଛତା ଓ ସୁନ୍ଦର ସହର। କିନ୍ତୁ ମଞ୍ଚରୁ ତଳକୁ ଓହ୍ଲାଇ ସହରର ଗଳିକନ୍ଦିକୁ ଗଲେ ଦେଖାଯାଉଛି ଏକ ସମ୍ପୂ୍ଣ୍ଣ…
ବହୁଚର୍ଚ୍ଚିତ ପୀତବାସ ପଣ୍ଡା ହତ୍ୟା ମାମଲା; ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ସର୍ତ୍ତମୂଳକ ଜାମିନ
କଟକ,୩୧।୮(ପ୍ରଭୁକଲ୍ୟାଣ ପାଲ୍): ବହୁ ଚର୍ଚ୍ଚିତ ଆଇନଜୀବୀ ପୀତବାସ ପଣ୍ଡା ହତ୍ୟାକାଣ୍ଡରେ ଫସିଥିବା ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଅଶ୍ଵସ୍ତି ମିଳିଛି । ଆଜି ବିକ୍ରମ ପଣ୍ଡାଙ୍କ ଜାମିନ ମଞ୍ଜୁର କରିଛନ୍ତି ହାଇକୋର୍ଟ । ଜାମିନ ଦେବା ସମୟରେ ନିମ୍ନ ଅଦାଲତ ଆବଶ୍ୟକ…
ଶିକ୍ଷିତ ବେକାରୀ ଯୁବକଙ୍କୁ ନିଯୁକ୍ତି ଦେଉନି କମ୍ପାନୀ, ଆନ୍ଦୋଳନ ପାଇଁ ସଜବାଜ ଯୁବ ଗୋଷ୍ଠୀ
ଗଞ୍ଜାମ,୩୧।୮,(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ଠାରେ ଅବସ୍ଥିତ ଗ୍ରାସୀମ କମ୍ପାନୀ ସ୍ଥାନୀୟ ଅଞ୍ଚଳ ଶିକ୍ଷିତ ବେକାରୀ ଯୁବକଙ୍କୁ ନିଯୁକ୍ତି ଦେଉ ନଥିବା ଅଭିଯୋଗ ହୋଇଛି। ରାଜ୍ୟ ଓ ଜିଲା ବାହାର ଯୁବକଙ୍କୁ କମ୍ପାନୀ ନିଯୁକ୍ତି ଦେଉଥିବା ବେଳେ ସ୍ଥାନୀୟ ଅଞ୍ଚଳ…
ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରୁ ଦିବ୍ୟାଙ୍ଗ ନାବାଳିକାଙ୍କୁ ଉଠାଇ ନେବା ଘଟଣା ୧୦ କିମି ଦୂର ଗାଁରୁ ଉଦ୍ଧାର
ଛତ୍ରପୁର,୩୧।୮,(ଦିଲ୍ଲୀପି ସାମଲ): ଛତ୍ରପୁର ସରକାରୀ ଉପଖଣ୍ଡ ଚିକିତ୍ସାଳୟ ପରିସରରୁ ଜଣେ ୫ ବର୍ଷର ଦିବ୍ୟାଙ୍ଗ ନାବାଳିକାକୁ ସମ୍ପର୍କୀୟ ପରିଚୟ ଦେଇ ଜଣେ ବ୍ୟକ୍ତି ଉଠାଇ ନେବା ଘଟଣାରେ ନାଟକୀୟ ମୋଡ଼ ଆସିଛି। ଘଟଣାର କିଛି ଘଣ୍ଟା ପରେ ଚିକିତ୍ସାଳୟଠାରୁ ପ୍ରାୟ ୧୦…
ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ
ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି କରି ନେଇଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାକୁ ନେଇ ଚିକିତ୍ସାଳୟ ପରିସରରେ ଚାଞ୍ଚଲ୍ୟ…
ଘରେ ପଶି ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍ ଗଲେ ଯୁବକ
ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀ(୨୧)ଙ୍କୁ ବଳପୂର୍ବକ ଭାବେ ବଳାତ୍କାର ଉଦ୍ୟମ କରାଯାଇଥିଲା। ଏହି ଘଟଣାରେ ଗିରଫ ଅଭିଯୁକ୍ତ ଯୁବକଙ୍କୁ…
ଶାଳକଙ୍କୁ ଏସିଡ୍ ଫିଙ୍ଗି ବନ୍ଧା ହେଲେ ଭିଣୋଇ
ବ୍ରହ୍ମପୁର,୩୦ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଟାଉନ ଥାନା ପୋଲିସ ଏସିଡ ମାଡ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କରିଛି l ସେ ହେଲେ ପାଟପୁର ଥାନା ପୋଡାମାରି ବଜାର ସାହିର କେ.ଉଦୟନାଥ ଆଚାରୀ (୪୭) । ଉଦୟନାଥ ତାଙ୍କ ଶାଳକଙ୍କୁ ଏସିଡ ଫିଙ୍ଗିଥିଲେ।…
୩୨ କେଭି ବିଦ୍ୟୁତ୍ ତାରରେ ବାଜିଗଲା ଛାତ୍ରଙ୍କ ହାତ, ଚାଲିଗଲା ଜୀବନ
ପାତ୍ରପୁର,୩୦ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ତହସିଲ ଜରଡ଼ା ଥାନା ଅନ୍ତର୍ଗତ ଭୈରପୁର ଗ୍ରାମର ସୁଶାନ୍ତ ପ୍ରଧାନଙ୍କ ପୁଅ ଚନ୍ଦନ( ୧୬)ଙ୍କ ବିଦ୍ୟୁତ୍ ଆଘାତରେ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଘଟଣାରୁ ପ୍ରକାଶ ଯେ, ଚନ୍ଦନ କେଲୁଆ ନିକଟସ୍ଥ ନରଣପୁର ମାମୁ…

