କେଦାରେଶ୍ୱର ମନ୍ଦିରରୁ ଚୋରି
ପୁରୁଷୋତ୍ତମପୁର,୧୪ା୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଚୋରମାନେ ମହାଦେବଙ୍କୁ ମଧ୍ୟ ଛାଡ଼ି ନାହାନ୍ତି। କୁସୁପୁର ଗ୍ରାମରେ ଥିବା କେଦାରେଶ୍ବର ମହାଦେବ ମନ୍ଦିରରେ ଶନିବାର ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ପଶି ଘଣ୍ଟ,ଘଣ୍ଟି ଆଦି ସାମଗ୍ରୀ ଚୋରି କରି ନେଇଯାଇଛନ୍ତି। ରବିବାର…
ମା’ ଦଣ୍ଡକାଳୀଙ୍କ ଯାତ୍ରାରେ ଅଧିଆ ପଡ଼ିଲେ ଶତାଧିକ ମହିଳା, ପାଣି ନ ଥିବାରୁ ହଟହଟା
ପୁରୁଷୋତ୍ତମପୁର,୧୪ା୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ଦଣ୍ଡ କାଳୀଙ୍କ ଯାତ୍ରା ରବିବାର ମେଷ ସଂକ୍ରାନ୍ତି ବା ମେରୁ ଯାତ୍ରାରେ ଉଦ୍ଯାପିତ ହୋଇଛି। ଏନେଇ ପୁରୁଷୋତ୍ତମପୁର ସହରରେ ଏକ ଆଧାତ୍ମିକ ପରିବେଶ ସୃଷ୍ଟି ହୋଇଥିଲା। ଏହି ଅବସରରେ ଢୋଲ, ଝାଞ୍ଜ ସାଙ୍ଗକୁ…
ଜଳଛତ୍ର ଅଛି, ପାଣି ଦେବାକୁ ଲୋକ ନାହାନ୍ତି
ବ୍ରହ୍ମପୁର,୧୪ା୪(ସ୍ମୃତି ରଞ୍ଜନ ମହାଲିକ): ଖରାକୁ ଦୃଷ୍ଟିରେ ରଖି ବ୍ରହ୍ମପୁର ମହାନଗର ନିଗମ ପକ୍ଷରୁ ସହରର ବିଭିନ୍ନ ସ୍ଥାନରେ ଜଳଛତ୍ର ଖୋଲିବା ନେଇ ପଦକ୍ଷେପ ନିଆଯାଇଛି। ସେହି ଅନୁସାରେ କେତେକ ସ୍ଥାନରେ ଜଳଛତ୍ର ବି ଖୋଲିଛି। କିନ୍ତୁ ଜଳଛତ୍ର ଥିଲେ ବି ପାଣି…
ଚିକିତ୍ସକ ରହୁ ନ ଥିବାରୁ ଡାକ୍ତରଖାନାରେ ଝୁଲୁଛି ତାଲା
ବ୍ରହ୍ମପୁର,୧୪ା୪(ସୁବାସ ଚନ୍ଦ୍ର ପାଢ଼ୀ): ରାଜ୍ୟ ସରକାର ସମସ୍ତ ଅଞ୍ଚଳରେ ସ୍ବାସ୍ଥ୍ୟ ସେବା ଯୋଗାଇଦେବାକୁ ଗୁରୁତ୍ୱ ଦେଉଛନ୍ତି। ହାତପାଆନ୍ତରେ ସ୍ବାସ୍ଥ୍ୟସେବା ପାଇବା ଏହାର ଉଦ୍ଦେଶ୍ୟ ଥିବାବେଳେ ଗଞ୍ଜାମ ଜିଲାର ଗ୍ରାମାଞ୍ଚଳରେ ଏହାର ବାସ୍ତବତା ଭିନ୍ନ। କୁକୁଡାଖଣ୍ଡି ବ୍ଲକ ବାଲିପଡା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ବିକଳଚିତ୍ର…
ପ୍ରଚାରବେଳେ ଚ୍ୟାଉ-ପ୍ରଦୀପ ଭେଟ
ବ୍ରହ୍ମପୁର,୧୩ା୪(ଅଶୋକ କୁମାର ସାହୁ): ବ୍ରହ୍ମପୁରରେ ବିଜେଡି ଓ ଭାଜପା ପକ୍ଷରୁ ପ୍ରଚାର ଆରମ୍ଭ ହୋଇଛି। ଶୁକ୍ରବାର ମେଡିକାଲ ଛକରେ ପ୍ରଚାର ବେଳେ ଭାଜପାର ବ୍ରହ୍ମପୁର ଲୋକ ସଭା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ ଓ ବିଧାନସଭା ପ୍ରାର୍ଥୀ କେ. ଅନିଲ ବିଜେଡିର ବ୍ରହ୍ମପୁର…
ଲଜ୍ରେ ଚାଲିଥିଲା ଗଞ୍ଜେଇ ବେପାର: ମାଡ଼ି ବସିଲା ପୋଲିସ
ବ୍ରହ୍ମପୁର.୧୨ା୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରର ଏକ ଲଜ୍ରେ ଗଞ୍ଜେଇ ବ୍ୟବସାୟ ଚାଲିଥିବା ଖବରପାଇ ଗୋଷାଣିନୂଆଗାଁ ପୋଲିସ ୩ ଜଣଙ୍କୁ ଧରିଥିଲା। ସେଠାରୁ ୨୧ କେଜି ୪୫୦ ଗ୍ରାମ ଗଞ୍ଜେଇ, ଗୋଟିଏ ଦେଶୀ ବନ୍ଧୁକ, ଗୁଳି, ୨ଟି ମୋବାଇଲ ଫୋନ୍ ଓ ଗୋଟିଏ…
ଜେଲ ଗଲେ ପୂର୍ବତନ ସରପଞ୍ଚ
ବ୍ରହ୍ମପୁର,୧୨ା୪(ସୁବାସ ଚନ୍ଦ୍ର ପାଢ଼ୀ) ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍ ଡ. ଅରୁଣ କୁମାର ସାହୁ ଶୁକ୍ରବାର ଏକ ସରକାରୀ ଅର୍ଥ ଆତ୍ମସାତ ମାମଲାର ବିଚାର କରି ଜଣେ ପୂର୍ବତନ ସରପଞ୍ଚଙ୍କୁ ୨ ବର୍ଷ ଜେଲ୍ ଦଣ୍ଡାଦେଶ ଦେଇଛନ୍ତି। ଏଥିସହ ୫ ହଜାର ଟଙ୍କା…
ଆବର୍ଜନା ମଧ୍ୟରେ ମୁକ୍ତାକାଶ ଜିମ୍
ବ୍ରହ୍ମପୁର,୧୨ା୪(ସ୍ମୃତି ରଞ୍ଜନ ମହାଲିକ): ବ୍ରହ୍ମପୁର ମହାନଗର ନିଗମ (ବିଇଏମ୍ସି) ପକ୍ଷରୁ ମୁକ୍ତା ଯୋଜନାରେ ସହରର ବିକାଶ ଚାଲିଛି। ୨୦୨୨-୨୩ ଆର୍ଥିକ ବର୍ଷରେ ୨୨.୭୪କୋଟି ଟଙ୍କା ବ୍ୟୟରେ ଏହି ଯୋଜନାରେ ୧୬୩ ପ୍ରକଳ୍ପ କରାଯାଇଛି। ୨୦୨୩-୨୪ ଆର୍ଥିକ ବର୍ଷରେ ୩୪.୭୪ କୋଟି ଟଙ୍କା…
ସୂର୍ଯ୍ୟମଣି-ପୂର୍ଣ୍ଣଚନ୍ଦ୍ରଙ୍କ ମଧ୍ୟରେ ହେବ କଡ଼ା ଟକ୍କର
ପୁରୁଷୋତ୍ତମପୁର, ୧୨ା୪(ସୀମାଞ୍ଚଳ ମିଶ୍ର): ଖଲ୍ଲିକୋଟ ବିଧାନସଭା ନିର୍ବାଚନ ମଣ୍ଡଳୀ ୧୯୮୫ରୁ ଜନତା ଦଳ ଓ ବିଜେଡି କବଜାରେ ରହିଛି। ଏଠାରୁ କ୍ରମାଗତ ଭାବରେ ଖଲ୍ଲିକୋଟ ରାଣୀ ଭି.ସୁଜ୍ଞାନ କୁମାରୀ ଦେଓ ବିଧାୟିକା ନିର୍ବାଚିତ ହୋଇ ଆସୁଥିଲେ। ମାତ୍ର ୨୦୦୮ ସୀମା ନିର୍ଦ୍ଧାରଣ…
ମୋପେଡକୁ ଧକ୍କା ଦେଇ ଓଲଟିଲା ଆମ୍ବୁଲାନ୍ସ
ଖଲ୍ଲିକୋଟ,୧୧।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅଧୀନ ୧୬ ନମ୍ବର ଜାତୀୟ ରାଜପଥ ଚଣ୍ଡୀ ଢ଼ାବା ନିକଟରେ ଗୁରୁବାର ଏକ ଆମ୍ବୁଲାନ୍ସ ଓଲଟି ପଡ଼ିବାରୁ ୭ଜଣ ଆହତ ହୋଇଛନ୍ତି । ମିଳିଥିବା ସୂଚନା ମୁତାବକ, ଗୁରୁବାର ଏକ ଆମ୍ବୁଲାନ୍ସ…
ଭାଜପାରେ ସାମିଲ ହେଲେ ଶତାଧିକ ଲୋକ
ଗୋପାଳପୁର,୧୧ା୪(ନବୀନ ରାଜ ଆଚାରୀ): ସାଧାରଣ ନିର୍ବାଚନ ତାରିଖ ଯେତେ ପାଖେଇ ଆସୁଛି ନିର୍ବାଚନୀ ତାତି ସେତେ ବଢ଼ୁଛି। ଗୁରୁବାର ଗୋପାଳପୁର ନିର୍ବାଚନ ମଣ୍ଡଳୀରେ ଭାଜପା ପକ୍ଷରୁ ଖଜୁରିଆ ବାଇପାସଠାରେ ବୁଥ୍ସ୍ତରୀୟ ଅଭିଯାନ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ସଭାରେ ବ୍ରହ୍ମପୁର ଏମ୍ପି…
ପରସ୍ପରକୁ ଆଲିଙ୍ଗନ କରି ଇଦ୍ ମୁବାରକ ଜଣାଇଲେ ମୁସଲମାନ ଭଉଣୀଭାଇ
ଛତ୍ରପୁର,୧୧ା୪(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ବୁଧବାର ମୁସଲମାନ ଭାଇମାନଙ୍କ ପବିତ୍ର ରମଜାନ ମାସ ଶେଷରେ ବଡ଼ ଧୂମ୍ଧାମରେ ଗଞ୍ଜାମ ଜିଲା ଛତ୍ରପୁର ପୁତିଗୋପାଳପୁର ମସ୍ଜିଦ୍ରେ ଧର୍ମଗୁରୁ ହାଫିସ ମହମ୍ମଦ ଜମିରଉଦ୍ଦିନଙ୍କ ତତ୍ତ୍ୱାବଧାନରେ ସମୂହ ନମାଜପାଠ କରି ଇଦ୍ ପାଳନ ହୋଇଯାଇଛି। ଏହି ଅବସରରେ…
Archives


