ଗଞ୍ଜାମ

ରେଞ୍ଜ କାର୍ଯ୍ୟାଳୟକୁ ବୋମାମାଡ଼, ଭାଙ୍ଗିଲା ଗୋଦାମ ଗୃହ

ଭଞ୍ଜନଗର,୧୬ା୬(ବାବୁଲା ପ୍ରଧାନ): ଢେଙ୍କାନାଳ ବନଖଣ୍ଡର ବନରକ୍ଷୀ ପ୍ରହଲ୍ଲାଦ ପ୍ରଧାନଙ୍କୁ ଗୁଳିକରି ହତ୍ୟା ଘଟଣାର ଆତଙ୍କ ଥମି ନ ଥିବା ବେଳେ ରବିବାର ବିଳମ୍ବିତ ରାତିରେ ଗଞ୍ଜାମ ଜିଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ଅଧିନସ୍ଥ ଜଗନ୍ନାଥପ୍ରସାଦ ରେଞ୍ଜ କାର୍ଯ୍ୟାଳୟ ଉପରକୁ ବୋମାମାଡ଼…

ପଡ଼ିଆରେ ଚରୁଥିବା ବେଳେ ହେଲା ବଜ୍ରପାତ

ଛତ୍ରପୁର,୧୮।୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଚିକଲଖଣ୍ଡି ଗାଁ ନିକଟ ରାସ୍ତାରେ ଛେଳି ଚାଷୀମାନେ ଛେଳି ଚରାଇବା ବେଳେ ବଜ୍ରପାତ ଘଟି ୪୩ ଛେଳିଙ୍କ ମୃତ୍ୟୁ ଘଟିଛି। ଏକା ଥରକେ ଏତେ ସଂଖ୍ୟକ ଛେଳିଙ୍କ ଜୀବନ ଚାଲିଯାଇଥିବାରୁ ଚାଷୀ ଦୁଃଖରେ…

ପିତୃ ଦିବସରେ ଲଜ୍ଜା: ନାବାଳିକା ଝିଅକୁ ବଳାତ୍କାର ଅଭିଯୋଗରେ ବାପା ଗଲେ ଜେଲ

ଦିଗପହଣ୍ଡି,୧୫।୬(ଅଶେଷ ନାଥ ମିଶ୍ର): ଆଜି ପିତୃ ଦିବସ। ହେଲେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ୧୬ ବର୍ଷୀୟା ଝିଅଙ୍କୁ ବଳାତ୍କାର ମାମଲାରେ ଅଭିଯୁକ୍ତ ବାପାଙ୍କୁ ପୋଲିସ ଗିରଫ କରି ବ୍ରହ୍ମପୁର ପୋକ୍ସୋ କୋର୍ଟ…

୧୩ ଜଣଙ୍କୁ ମିଳିଲା ବର୍ଦ୍ଧିତ ଭତ୍ତା, ରାଜିଆମ୍ମାଙ୍କ ଖୁସି କହିଲେ ନ ସରେ…

ଗଞ୍ଜାମ,୧୫ା୬(ବିଦ୍ୟାଧର ସାହୁ): ମଲାଡ଼ ପଞ୍ଚାୟତର ପ୍ରାୟ ୧୦ଟି ଗ୍ରାମରେ ସରପଞ୍ଚ ମମତା ବେହେରା ରାଜ୍ୟ ସରକାରଙ୍କ ୮୦ ବର୍ଷରୁ ଅଧିକ ୧୩ ଜଣଙ୍କୁ ବର୍ଦ୍ଧିତ ଭତ୍ତା ପ୍ରଦାନ କରିଛନ୍ତି l ଚଳିତ ରଜ ପର୍ବକୁ ଦୃଷ୍ଟିରେ ରଖି ସରପଞ୍ଚଙ୍କ ଆଗୁଆ ପଦକ୍ଷେପକୁ…

କଳାବ୍ୟାଜ୍‌ ପିନ୍ଧି ଆନ୍ଦୋଳନକୁ ଓହ୍ଲାଇଲେ ବନ କର୍ମଚାରୀ

ଭଞ୍ଜନଗର,୧୫ା୬(ବାବୁଲା ପ୍ରଧାନ): ଓଡ଼ିଶା ଅଣ ଗେଜେଟେଡ୍‌ ବନ ସେବା ସଂଘ ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ଶାଖା ପକ୍ଷରୁ ୩ ଦଫା ଦାବି ପୂରଣ ନେଇ ରବିବାର ସମସ୍ତ ରେଞ୍ଜ କାର୍ଯ୍ୟାଳୟ ସମ୍ମୁଖରେ ସଙ୍ଘର ସମସ୍ତ ସଭ୍ୟାସଭ୍ୟ କଳାବ୍ୟାଜ୍‌ ପରିଧାନ କରି…

ନଦୀ-ନାଳର ଠିକଣା ଖୋଜୁଛନ୍ତି ଭଞ୍ଜନଗର ଚାଷୀ: ମୌସୁମୀ ଆସିଲାଣି ହେଲେ ମରାମତି ହୋଇନି ଆଡ଼ିବନ୍ଧ

ଭଞ୍ଜନଗର,୧୫ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳସେଚନ ବିଭାଗ ଅଧିକ୍ଷଣଯନ୍ତ୍ରୀ କାର୍ଯ୍ୟାଳୟ ଅଧୀନରେ ଥିବା ଅନେକ ନଦୀ, କେନାଲ ଲଟା ବୁଦାରେ ଭରି ରହିଛି। ଆଉ କେତକ ସ୍ଥାନରେ ମାଟିରେ ମଧ୍ୟ ନଦୀ, ନାଳ ପୋତି ହୋଇଗଲାଣି। ଚଳିତ ବର୍ଷ ମୌସୁମୀ…

ଡିଏଫଓଙ୍କ ଘରେ ଫୁଟିଲା ବ୍ରହ୍ମକମଳ ଫୁଲ

ଭଞ୍ଜନଗର,୧୪।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଦକ୍ଷିଣ ଘୁମୁସର ବନଖଣ୍ଡ ଅଧିକାରୀ ବିନୋଦ ଆଚାର୍ଯ୍ୟଙ୍କ ଭଞ୍ଜନଗରସ୍ଥିତ ସରକାରୀ ବାସଭବନରେ ଶନିବାର ରାତିରେ ଗୋଟିଏ ଗଛରେ ୪ଟି ବ୍ରହ୍ମ କମଳ ଫୁଲ ଫୁଟିଥିଲା। ଡିଏଫଓ ଆଚାର୍ଯ୍ୟ ଫୁଲ ତୋଳି ମନ୍ଦିରରେ ଦେଇଛନ୍ତି। ସେହିଭଳି ବାହାଡ଼ାପଦରର…

କ୍ରୀଡ଼ା ଭିତ୍ତିଭୂମି ସୁଦୃଢ଼ ଯୋଜନା: ୩ ଷ୍ଟାଡିୟମର ପୁନରୁଦ୍ଧାର ପାଇଁ ଖର୍ଚ୍ଚ ହେବ ୪୦ କୋଟି

ଭଞ୍ଜନଗର,୧୪।୬(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ନିର୍ବାଚନମଣ୍ଡଳୀର କ୍ରୀଡ଼ା ଭିତ୍ତିଭୂମି ସୁଦୃଢ଼ ପାଇଁ ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ବଡ଼ ପଦକ୍ଷେପ ନେଇଛନ୍ତି । ସହରର ସର୍ବପୁରାତନ ଜେଲ ପଡିଆ ସମେତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଖେଳ ପଡିଆ ଏବଂ…

ଭଞ୍ଜନଗର-ଆସିକାରେ ମେଡିକାଲ କଲେଜ ପାଇଁ ଦାବି: ଏକାଠି ହେଲେ…

ଭଞ୍ଜନଗର,୧୩।୬(ବାବୁଲା ପ୍ରଧାନ)-ଗଞ୍ଜାମ ଏବଂ କନ୍ଧମାଳ ଜିଲାର ଅନେକ ଉନ୍ନତି ସହ ରେଳ ଲାଇନ କ୍ଷେତ୍ରରେ ଦକ୍ଷୀଣ ଓଡ଼ିଶାରେ ବିକାଶ ପାଇଁ ଆଜକୁ ବହୁବର୍ଷ ହେବ ଦାବି ହେଉଛି। କିନ୍ତୁ ବିକାଶ ହେବାକୁ ନାହିଁ। ଇତିମଧ୍ୟରେ ଦକ୍ଷିଣ ଓଡ଼ିଶା ରେଳପଥ ଓ ସାମୁହିକ…

ନୀଳକଣ୍ଠେଶ୍ୱର ଶୈବପୀଠକୁ ସଫେଇ କଲା ଗୃରୁକୃପା ସେବା ସମିତି

ଦିଗପହଣ୍ଡି,୧୩।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଗୁରୁକୃପା ସେବା ସମିତି ପକ୍ଷରୁ ସ୍ଥାନୀୟ କମା ପଡ଼ିଆ ସ୍ଥିତ ଶ୍ରୀ ନୀଳକଣ୍ଠେଶର ଶୈବପୀଠକୁ ସଫେଇ କରାଯାଇଛି। ଶୈବପୀଠ ପରିସରରେ ଥିବା ଅଳିଆ ଆବର୍ଜ୍ଜନା ଏବଂ ମନ୍ଦିର ଗର୍ଭ ଗୃହ ସଫେଇ କରାଯାଇଛି।…

ନାବାଳିକା ଛାତ୍ରୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ପ୍ରେମ ସମ୍ପର୍କ ରଖିଥିଲେ ୨ ଟ୍ୟୁସନ ସାର: ପରେ ବ୍ଲାକ ମେଲିଂ କରି…

ଦିଗପହଣ୍ଡି,୧୩।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଜୁନିୟର କଲେଜରେଯୁକ୍ତ ୨ ପ୍ରଥମ ବର୍ଷରେ ପାଠ ପଢୁଥିବା ଜଣେ ନାବାଳିକା ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣାରେ ସମ୍ପୃକ୍ତ ଟ୍ୟୁସନ ଶିକ୍ଷକ ଏସ.ସନାତନ ରେଡ୍ଡୀଙ୍କୁ ଶୁକ୍ରବାର ଦିଗପହଣ୍ଡି ଥାନା ଏସ.ଆଇ…

ପୁଅକୁ ନେଇ ଯାଇଥିଲେ କୁକୁଡ଼ା ଫାର୍ମ: ଘଟିଲା ଅଘଟଣ, କାନ୍ଦବୋବାଳିରେ ଫାଟି ପଡ଼ୁଛି ଗାଁ ଦାଣ୍ଡ

ଦିଗପହଣ୍ଡି,୧୩।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ବଡ଼ଦାଣ୍ଡ ସାହିର ରଞ୍ଜନ ବିଷୋୟୀଙ୍କ ବଡ଼ ପୁଅ ଚନ୍ଦନ(୭) ଶୁକ୍ରବାର ପୂର୍ବାହ୍ନ ପ୍ରାୟ ସାଢ଼େ ୧୦ ଟାରେ ପାଣିରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ସକାଳେ ରଞ୍ଜନ ପୁଅକୁ ସାଙ୍ଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?