ଗଞ୍ଜାମ

କାର୍‌ ଧକ୍କାରେ ଦଣ୍ଡନାଚ ପାର୍ଟିର ପାଟଭୁକ୍ତାଙ୍କ ଜୀବନ ଗଲା

ଛତ୍ରପୁର,୬ା୪(ଦିଲ୍ଲୀପ ସାମଲ): କାର୍‌ ଧକ୍କାରେ ବରଦା ଦଣ୍ଡନାଚ ପାର୍ଟିର ପାଟଭୁକ୍ତାଙ୍କ ମୃତ୍ୟୁ ଘଟିଛି। ମୃତ ପାଟଭୁକ୍ତା ଜଣକ ହେଲେ ଗଞ୍ଜାମ ବ୍ଲକ ବରଦା ଗ୍ରାମର କୃଷ୍ଣ ମହାପାତ୍ର। ପୋଲିସ ସୂଚନାନୁସାରେ, ଚମାଖଣ୍ଡି ଥାନା ଅଧୀନ ଜଗନ୍ନାଥପୁର ଛକ ଜାତୀୟ ରାଜପଥଠାରେ ଶୁକ୍ରବାର…

ଗଡୁଛି ମୁଣ୍ଡ ଉପରେ ମୁଣ୍ଡ : ସପ୍ତାହକରେ ୨ ହତ୍ୟା

ପୁରୁଷୋତ୍ତମପୁର,୬।୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳ ଦିନକୁ ଦିନ ଅଶାନ୍ତ ହେବାରେ ଲାଗିଥିବା ବେଳେ ମୁଣ୍ଡ ପରେ ମୁଣ୍ଡ ଗଡ଼ି ଚାଲିଛି। ଶିକୁଳା ଗ୍ରାମରେ ପୂର୍ବତନ ସରପଞ୍ଚଙ୍କ ଦେଢ଼ଶୁରଙ୍କୁ ହତ୍ୟା କରାଯିବାର ସପ୍ତାହେ ନ ପୂରୁଣୁ ପୁଣି ଶୁକ୍ରବାର…

ପିକ୍‌ଅପ୍‌ ଭ୍ୟାନ ଓଲଟିଲା: ୨ମୃତ, ୭ ଗୁରୁତର

ହିଞ୍ଜିଳିକାଟୁ,୬।୪(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ସୋମପୁର ଛକରେ ଶନିବାର ଭୋରରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦଣ୍ଡୁଆଙ୍କୁ ଧରି ଯାଉଥିବା ଏକ ପିକ୍‌ଅପ୍‌ ଭ୍ୟାନ୍‌ ୫୯ ନମ୍ବର ଜାତୀୟ ରାଜପଥରେ ଓଲଟି ପଡିଛି। ଫଳରେ ୨ଜଣ ଦଣ୍ଡୁଆଙ୍କ…

ଅସହ୍ୟ ତାତିରେ ଜୀବନ ଅସ୍ତବ୍ୟସ୍ତ

ଧରାକୋଟ/ସୋରଡ଼ା,୫ା୪(ବିଷ୍ଣୁକେଶରୀ ଆଚାର୍ଯ୍ୟ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲାରେ ଶୁକ୍ରବାର ପ୍ରବଳ ଗ୍ରୀଷ୍ମ ପ୍ରବାହ ହୋଇଛି। ପୂର୍ବାହ୍ନ ୧୦ଟାରୁ ତାତି ଅସହ୍ୟ ହୋଇଥିଲା। ଫଳରେ ବିଭିନ୍ନ ଅଞ୍ଚଳରେ ରାସ୍ତାଘାଟ ଶୂନଶାନ ହୋଇ ପଡିଥିବା ଦେଖାଯାଇଥିଲା। ଧରାକୋଟ ଅଞ୍ଚଳରେ ବ୍ଲକ, ତହସିଲ, ବ୍ୟାଙ୍କ ସମେତ ଅନ୍ୟାନ୍ୟ…

ଭିଣୋଇଙ୍କୁ କରିଥିଲେ ହତ୍ୟା, ବର୍ଷକ ପରେ ଧରାପଡ଼ିଲେ ୨ ଶାଳକ

ଛତ୍ରପୁର,୪ା୪(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧୀନ ଆର୍ଯ୍ୟପଲ୍ଲୀ ନିକଟ ଚାରିଛକ କୁଆବୁଦା ନିକଟରୁ ଏକ ମୃତଦେହ ୨୦୨୩ ମାର୍ଚ୍ଚ ୨୩ ତାରିଖରେ ଆର୍ଯ୍ୟପଲି ଗ୍ରାମର ଏ. ଚେନ୍ଦ୍ରେୟାଙ୍କ ମୃତଦେହ ମିଳିଥିଲା। କୌଣସି ଏକ ଗାଡି ଧକ୍କାରେ ତାଙ୍କର ମୃତ୍ୟୁ…

ହତ୍ୟାକାଣ୍ଡରେ ପୁଅ ସମ୍ପୃକ୍ତ ଜାଣି ବିଷ ପିଇଦେଲେ ମା’, ବାପା

ପୁରୁଷୋତ୍ତମପୁର,୪।୪(ସୀମାଞ୍ଚଳ ମିଶ୍ର)- ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଧୀନ ଶିକୁଳା ଗ୍ରାମରେ ପୂର୍ବତନ ସରପଞ୍ଚ ନନ୍ଦିନୀ ବେହେରାଙ୍କ ଦେଡ଼ଶୁର କାହ୍ନୁଚରଣ ବେହେରା (୫୫)ଙ୍କୁ ଗତ ଶୁକ୍ରବାର ଛୁରି ଭୁସି ନିର୍ମମ ଭାବେ ହତ୍ୟା କରାଯାଇଥିଲା। ଏହି ଘଟଣାରେ ମୁଖ୍ୟ ଅଭିଯୁକ୍ତ ଶିକୁଳା…

ମୋ ବସ୍‌ ସେବା: ମାସେ ପରେ ଲୋକେ ଜାଣିଲେ

ବ୍ରହ୍ମପୁର,୪ା୪(ଅଶୋକ କୁମାର ସାହୁ):ଗଞ୍ଜାମ ଜିଲାର ବ୍ୟବସାୟିକ ସହର ବ୍ରହ୍ମପୁରରେ ମୋ ବସ୍‌ ସେବା ଆରମ୍ଭ ହେବାର ମାସେ ପୁରିବାକୁ ଯାଉଛି। ସଚେତନତା ଅଭାବରୁ ପ୍ରଥମେ ଏହି ବସ୍‌ ସଂକ୍ରାନ୍ତରେ ଲୋକେ ଜାଣିପାରୁ ନ ଥିଲେ। ଯାତ୍ରୀଙ୍କ ସଂଖ୍ୟା ବହୁତ କମ୍‌ ରହୁଥିଲା।…

ଓଭର ବ୍ରିଜ୍‌ରେ ଦୁର୍ଘଟଣା: ସ୍କୁଟିକୁ ଧକ୍କାଦେଲା ଅଜଣା ଗାଡ଼ି, ଗୁରୁତର ବ୍ୟକ୍ତିଙ୍କ ପରିଚୟ ମିଳିନି

ଗଞ୍ଜାମ,୩ା୪(ବିଦ୍ୟାଧର ସାହୁ): ୧୬ ନମ୍ବର ଜାତୀୟ ରାଜପଥ ଝlଡ଼କୁଦl ନିକଟସ୍ଥ ଶଙ୍ଖ ନୂଆଗାଁ ଓଭର ବ୍ରିଜ୍‌ ଉପରେ ସଡ଼କ ଦୁର୍ଘଟଣାରେ ଜଣେ ସ୍କୁଟି ଚାଳକ ଗୁରୁତର ହୋଇଥିବା ଜଣାପଡ଼ିଛି। ବ୍ରହ୍ମପୁରରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ଏକ ସ୍କୁଟିକୁ(ଓ ୦୭ ଏକେ ୮୬୨୨…

ପାଳଙ୍ଗରୁ ଆରମ୍ଭ ହେଲା ବିଜେଡିର ନିର୍ବାଚନୀ ସଭା

ଗଞ୍ଜାମ,୩ା୪(ବିଦ୍ୟାଧର ସାହୁ): ଆସନ୍ତା ମେ’ ୧୩ରେ ସାଧାରଣ ନିର୍ବାଚନ। ଏଥିପାଇଁ ବିଭିନ୍ନ ରାଜନୈତିକ ଦଳର ରଣନୀତି ଆରମ୍ଭ ହେଲାଣି। ବିଭିନ୍ନ ରାଜନୈତିକ ଦଳଠାରୁ ଶାସକ ଦଳ ଆଗୁଆ ଥିବା ଜଣାପଡ଼ିଛି। ବିଜେଡି ପ୍ରଥମ ଦଳ ଭାବେ ଛତ୍ରପୁର ନିର୍ବାଚନ ମଣ୍ଡଳୀର ଗଞ୍ଜାମ…

ବ୍ରହ୍ମପୁରରେ ପ୍ରଦୀପଙ୍କୁ ଟକ୍କର ଦେବେ ଭୃଗୁ ବକ୍ସି ପାତ୍ର

ଭୁବନେଶ୍ୱର,୩।୪: ବୁଧବାର ବିଜେଡିର ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ଓ ତୃତୀୟ ପର୍ଯ୍ୟାୟ ପ୍ରାର୍ଥୀ ଘୋଷଣା କରିଛି। ୨୭ ବିଧାନସଭା ଏବଂ ୫ ଲୋକସଭା ଆସନରେ ଆସନରେ ପ୍ରାର୍ଥୀ ଘୋଷଣା କରିଛି ଦଳ। ଏଥିରେ ସବୁଠୁ ଚର୍ଚ୍ଚିତ ନାଁ ରହିଛି ଭୃଗୁ ବକ୍ସି…

ସୋରଡ଼ାରୁ କଂଗ୍ରେସ ବିଧାୟକ ପ୍ରାର୍ଥୀ ଭାବେ ଲଢ଼ିବେ ହରିକୃଷ୍ଣ ରଥ

ସୋରଡ଼ା,୩ା୪(ଲମ୍ବୋଦର ପାଣିଗ୍ରାହୀ): କଂଗ୍ରେସର ସୋରଡ଼ାରୁ ବିଧାୟକ ପ୍ରାର୍ଥୀ ଭାବେ ଦଳର ବ୍ଲକ ସଭାପତି ହରିକୃଷ୍ଣ ରଥଙ୍କୁ ମଙ୍ଗଳବାର ବିଧାୟକ ପ୍ରାର୍ଥୀ ଭାବେ ଦଳ ତରଫରୁ ଘୋଷଣା କରିବା ପରେ କଂଗ୍ରେସ ମହଲ ଉଲ୍ଲସିତ ହୋଇଉଠିଛି। ଘୋଷଣା ପରେ ସମର୍ଥକମାନେ ରଥଙ୍କ ବଡ଼ଗଡ଼…

ସୋରଡାରୁ ହରି କୃଷ୍ଣ ରଥଙ୍କୁ ପ୍ରାର୍ଥୀ କଲା କଂଗ୍ରେସ, ଖୁସିରେ ମିଠା ବାଣ୍ଟିଲେ ସମର୍ଥକ

ସୋରଡା,୩। ୪( ଲମ୍ବୋଦର ପାଣିଗ୍ରାହୀ): କଂଗ୍ରେସ ବ୍ଲକ ସଭାପତି ହରି କୃଷ୍ଣ ରଥଙ୍କୁ ମଙ୍ଗଳବାର ସୋରଡା ବିଧାୟକ ପ୍ରାର୍ଥୀ ଭାବେ ଘୋଷଣା କରିଛି। ଏନେଇ କଂଗ୍ରେସ ମହଲ ଉଲ୍ଲାସିତ ହୋଇ ଉଠିଛି । ଘୋଷଣା ପରେ ସମର୍ଥକମାନେ କୃଷ୍ଣ ରଥଙ୍କ ବଡଗଡ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri