ଗଞ୍ଜାମ

ଭଲିବଲ୍‌ରେ ଡିଏଭି ଚାମ୍ପିଅନ୍‌

ଭଞ୍ଜନଗର, ୩୦।୮ (ବାବୁଲା ପ୍ରଧାନ): ଜାତୀୟ କ୍ରୀଡ଼ା ଦିବସ ଅବସରରେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଏଥିସହ କିଛି ଯୁବଗୋଷ୍ଠୀଙ୍କ ମିଳିତ ଉଦ୍ୟମରେ ଭଞ୍ଜନଗର କଲେଜ ପଡ଼ିଆରେ ଭଲିବଲ୍‌ ପ୍ରତିଯୋଗିତା ଆୟୋଜିତ ହୋଇଥିଲା।…

କୁଲାଡ ରାଧା ଗିରିଧାରୀ ଆଶ୍ରମରେ ଝୁଲଣ ଯାତ୍ରା, ଜାରି ରହିଛି ୨୩ବର୍ଷର ପରମ୍ପରା

ଭଞ୍ଜନଗର,୩୦ା୮(ବାବୁଲା ପ୍ରଧାନ): ଶ୍ରାବଣ ଶୁକ୍ଲପକ୍ଷ ଏକାଦଶୀ ଠାରୁ ଶ୍ରାବଣ ପୂର୍ଣ୍ଣିମା ପର୍ଯ୍ୟନ୍ତ କୁଲାଡ଼ ରାଧା ଗିରିଧାରୀ ଆଶ୍ରମ ଠାରେ ମହା ଆଡମ୍ବର ସହକାରେ ପବିତ୍ର ଝୁଲଣ ଯାତ୍ରା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଦିନ ମାନଙ୍କରେ ଶ୍ରୀ ଗିରି ମହାରାଜଙ୍କୁ…

ଘୁମୁସର ପୁରୋହିତ ବ୍ରାହ୍ମଣ ସମିତି ସଭାଗୃହର ଶିଳାନ୍ୟାସ: ଜମିଦାତା ବିଷ୍ଣୁ ପ୍ରସାଦ ପ୍ରଧାନଙ୍କୁ ସମ୍ବର୍ଦ୍ଧନା

ଭଞ୍ଜନଗର,୩୦ା୮(ବାବୁଲା ପ୍ରଧାନ): ଜମି ଚାଖଣ୍ଡେ ପାଇଁ ବିଭିନ୍ନ ସମୟରେ ଲୋକଙ୍କ ମଧ୍ୟରେ ବିବାଦ ଓ ହିଂସା ହେଉଛି । କିନ୍ତୁ ଏବେବି ଲୋକଙ୍କ ଉନ୍ନତି ପାଇଁ ନିଜ ଜମି ଦାନ କରି ଉଦାହରଣ ସୃଷ୍ଟି କରିବା ଲୋକ ଅଛନ୍ତି । ଭଞ୍ଜନଗର…

ଯୌତୁକ ନିର୍ଯାତନା: ଥାନାରେ ଏତଲା, ଅଭିଯୋଗକୁ ଶ୍ବଶୁର ଘର ଲୋକଙ୍କ ….

ଦିଗପହଣ୍ଡି,୩୦|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ନିରଞ୍ଜନ ପାଣିଗ୍ରାହୀଙ୍କ ଝିଅ ଅଂଶିତାଙ୍କୁ ତାଙ୍କ ସ୍ଵାମୀ,ଶାଶୁ,ଶ୍ବଶୁର ଯୌତୁକ ପାଇଁ ଶାରିରୀକ ଓ ମାନସିକ ନିର୍ଯାତନା ଦେବାସହ ଦିଅର ତାଙ୍କୁ ଅସଦାଚରଣ କରିଥିବା ନେଇ ଅଭିଯୋଗ…

ଖେମୁଣ୍ଡି କଲେଜରେ ମହିଳାଙ୍କ ଆର୍ଥିକ ଅଭିବୃଦ୍ଧି …

ଦିଗପହଣ୍ଡି,୩୦|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଶକ୍ତିଶ୍ରୀ ମହିଳା ସଶକ୍ତିକରଣ ସେଲ୍ ପକ୍ଷରୁ ମହିଳାଙ୍କ ଆର୍ଥିକ ଅଭିବୃଦ୍ଧି ଓ ବ୍ୟାଙ୍କ ସମ୍ପର୍କିତ ସାକ୍ଷରତା ଶିବିର ଅନୁଷ୍ଠିତ ହୋଇଯାଇଛି। ଶକ୍ତିଶ୍ରୀ ମହିଳା ସଶକ୍ତିକରଣ ସେଲ୍ ର ସଂଯୋଯିକା…

ନବାଗତ ଛାତ୍ରୀଛାତ୍ରଙ୍କୁ ସ୍ୱାଗତ: ସାମ୍ବାଦିକତା କେବଳ ଏକ ବିଷୟ ନୁହେଁ, ଏହା ସମାଜ ପ୍ରତି ଦାୟିତ୍ୱବୋଧ ସହ…

ଭଞ୍ଜନଗର, ୩୦/୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗ ପକ୍ଷରୁ ଯୁକ୍ତ ୩ର ନବାଗତ ଛାତ୍ରୀଛାତ୍ରଙ୍କୁ ଶନିବାର ସ୍ୱାଗତ କରାଯାଇଛି।ମହାବିଦ୍ୟାଳୟର ଅଧ୍ୟକ୍ଷ ଡ. ଗଗନ ବିହାରୀ ପୁରୋହିତ ସଭାରେ ଅଧ୍ୟକ୍ଷତା…

ଧରିତ୍ରୀ ପ୍ରଭାବ: ଲକ୍ଷ୍ମୀପୁର ଗ୍ରାମରେ ଜଳିଲା ଷ୍ଟ୍ରିଟ୍ ଲାଇଟ୍

ଗଞ୍ଜାମ, ୩୦।୮ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ ଅନ୍ତର୍ଗତ ଲକ୍ଷ୍ମୀପୁର ଗ୍ରାମରେ ଦୀର୍ଘଦିନ ଧରି ଷ୍ଟ୍ରିଟ୍ ଲାଇଟ୍ ଜଳୁ ନ ଥିବା ନେଇ ଦୁଇଦିନ ତଳେ ‘ଧରିତ୍ରୀ’ରେ ଖବର ପ୍ରକାଶ ପାଇଥିଲା। ଖବର ପ୍ରକାଶ ପାଇବାର ମାତ୍ର ଗୋଟିଏ…

ଘରେ ଏକାକୀ ଥିବାବେଳେ ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ! ଗୋଡ଼ାଇ ଗୋଡ଼ାଇ ନିର୍ଦ୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସକୁ…

ଦିଗପହଣ୍ଡି,୨୯।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀଙ୍କୁ ଘରେ ପଶି ବଳାତ୍କାର ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଗ୍ରାମବାସୀମାନେ ଅଭିଯୁକ୍ତଙ୍କୁ ଧରି ନିର୍ଦ୍ଧୁମ ମାଡ଼ ମାରିବା…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତାରେ ନିର୍ମିତ ଡିଭାଇଡରରେ ଅନ୍ଧାର ଯୋଗୁଁ ଏକ କାର୍ (OR 02 BX…

ବହୁ ଚର୍ଚ୍ଚିତ ସୁଧୀର ପାତ୍ର ଅପହରଣ, ହତ୍ୟା ମାମଲା: ଅଭିଯୁକ୍ତ ତୁଷାରଙ୍କ ଜାମିନ ଖାରଜ

ବ୍ରହ୍ମପୁର,୨୯୮(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋପାଳପୁର ଥାନା ଅନ୍ତର୍ଗତ ସତ୍ୟ ନାରାୟଣପୁର ମୁଖ୍ୟ ରାସ୍ତାରେ ପ୍ଲଟ ବ୍ୟବସାୟୀ ସୁଧୀର କୁମାର୍‌ ପାତ୍ରଙ୍କୁ ଗତ ଏପ୍ରିଲ ୧୫ ତାରିଖରେ ଅପହରଣ କରାଯାଇଥିଲା। ଏକ ସପ୍ତାହ ପରେ ତାଙ୍କ ଗଳିତ ମୃତଦେହ ସୋରଡ଼ାର…

ଗଣତନ୍ତ୍ରକୁ ସଶକ୍ତ କରିବା ପାଇଁ ଯୁବପିଢ଼ିଙ୍କୁ ଆହ୍ବାନ: ସଚେତନ ନାଗରିକ ହେବାକୁ ଛାତ୍ରୀଛାତ୍ରଙ୍କ ଶପଥ

ଭଞ୍ଜନଗର,୨୯ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଅନ୍ତର୍ଗତ ପିଏମ ସରକାରୀ ଉଚ୍ଚ ବିଦ୍ୟାଳୟ, ମୁଜାଗଡ଼ ଏବଂ କବିସମ୍ରାଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, କୁଲାଡ଼ରେ ନିର୍ବାଚନ ସାକ୍ଷରତା କ୍ଲବ ପକ୍ଷରୁ ନିର୍ବାଚନୀ ସଚେତନତାମୂଳକ ଶନିବାର ଅନୁଷ୍ଠିତ ହୋଇଯାଇଛି। ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର…

ଚାଷୀ ପଞ୍ଜୀକରଣ ଅବଧି ବୃଦ୍ଧି ଦାବି, ଅତିରିକ୍ତ ଜିଲାପାଳଙ୍କୁ ଚାଷୀ ସଂଗଠନ ଭେଟି…

ଛତ୍ରପୁର,୨୯ା୮(ଦିଲ୍ଲୀପ ସାମଲ): ଖରିଫ ଋତୁରେ ଧାନ ମଣ୍ଡିରେ ଧାନ ବିକ୍ରି ପାଇଁ ଚାଷୀଙ୍କ ଅନଲାଇନ ପଞ୍ଜୀକରଣ ଅବଧି ଆସନ୍ତା ୩୧ରେ ଶେଷ ହେବାକୁ ଯାଉଛି। ତେବେ ଏପର୍ଯ୍ୟନ୍ତ ବହୁ ଚାଷୀ ପଞ୍ଜୀକରଣ କରିପାରି ନ ଥିବାରୁ ଏହାର ଅବଧି ସେପ୍ଟେମ୍ବର ୧୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?