ଗଞ୍ଜାମ

ବ୍ରହ୍ମପୁର-ଫୁଲବାଣୀ ମଧ୍ୟରେ ରେଳ ଲାଇନ୍‌ ଦାବି: ଆଜି ପ୍ରସ୍ତୁତି ବୈଠକ, ୧୩ରେ ଭଞ୍ଜନଗରରେ ଶୋଭାଯାତ୍ରା

ଭଞ୍ଜନଗର,୧୦।୬(ବାବୁଲା ପ୍ରଧାନ)- ଦକ୍ଷିଣ ଓଡ଼ିଶା ରେଳ ଏବଂ ଉନ୍ନୟନ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ବ୍ରହ୍ମପୁର ଫୁଲବାଣୀ ରେଳ ଲାଇନ ଦାବି ନେଇ ଗଞ୍ଜାମ ଓ କନ୍ଧମାଳ ଜିଲାର ବିଭିନ୍ନ ସ୍ଥାନରେ ପଥପ୍ରାନ୍ତ ସଭା ଏବଂ ଶୋଭାଯାତ୍ରା କରାଯାଉଛି। ଏନେଇ ଏକ…

ମା’, ପୁଅଙ୍କୁ ହତ୍ୟା ଉଦ୍ୟମ ମାମଲା: ଅଭିଯୁକ୍ତଙ୍କୁ ୭ ବର୍ଷ ସଶ୍ରମ କାରାଦଣ୍ଡ

ଭଞ୍ଜନଗର,୧୦।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ଅନ୍ତର୍ଗତ ଝୋଲାରୀ ଗ୍ରାମର ମା’, ପୁଅ ହତ୍ୟା ଉଦ୍ୟମ ମାମଲାର ରାୟ ମଙ୍ଗଳବାର ପ୍ରକାଶ ପାଇଛି। ଭଞ୍ଜନଗର ଆସିଷ୍ଟାଣ୍ଡ ସେସନସ ଜଜ ଦେବାଶିଷ ବିଷୋୟୀ ମାମଲାର ବିଚାରଣ କରି ଅଭିଯୁକ୍ତ ରୂପ ନାରାୟଣ…

ପ୍ରାଣୀଙ୍କ ଆଶୁ ଚିକିତ୍ସାରେ ପ୍ରାଣୀମିତ୍ରଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ଭଞ୍ଜନଗର,୧୦।୬(ବାବୁଲା ପ୍ରଧାନ): ଗଞ୍ଜାମ ଜଲା ଭଞ୍ଜନଗର ପ୍ରାଣୀ ସମ୍ପଦ ବିକାଶ ବିଭାଗ କର୍ମଚାରୀ ପ୍ରଶିକ୍ଷଣ ପ୍ରତିଷ୍ଠାନ ଓ ସମ୍ପ୍ରସାରଣ ତାଲିମ କେନ୍ଦ୍ରରେ ମଙ୍ଗଳବାର ଠାରୁ ୧୭ ଦିନିଆ ପ୍ରାଣୀମିତ୍ର ତାଲିମ ଶିବିର ଉଦ୍‌ଘାଟିତ ହୋଇଯାଇଛି। ଗଞ୍ଜାମ ଜିଲା ପ୍ରାଣୀ ଚିକିତ୍ସା ଅଧିକାରୀ…

ଋଷିକୁଲ୍ୟା ନଦୀ ସୁରକ୍ଷା ପାଇଁ କ୍ଷେତ ମଜଦୁର କିଷାନ ସଭାର ବିକ୍ଷୋଭ

ଭଞ୍ଜନଗର,୯ା୬(ବାବୁଲା ପ୍ରଧାନ): ଅଲ ଇଣ୍ଡିଆ କ୍ଷେତ ମଜଦୁର କିଷାନ ସଭା ଗଞ୍ଜାମ ଜିଲା ପକ୍ଷରୁ ସୋମବାର ଋଷିକୁଲ୍ୟା ନଦୀ ସୁରକ୍ଷା ପାଇଁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଆବାହକ ନିରାକାର ନାୟକଙ୍କ ତତ୍ତ୍ୱାବଧାନରେ ଏହି କାର୍ଯ୍ୟକ୍ରମ ଭଞ୍ଜନଗର ଉପ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ…

ଉଦ୍ଧାରହେଲେ ଷଷ୍ଠଶ୍ରେଣୀ ଛାତ୍ରୀ: ଉଠାଇ ନେଇଥିବା ଦୀପକ ଏବେ ପୋଲିସ ହାତରେ …

ଦିଗପହଣ୍ଡି,୯।୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଜଣେ ୬ଷ୍ଠ ଶ୍ରେଣୀରେ ପଢୁଥିବା ଛାତ୍ରୀଙ୍କୁ ଦୀପକ କୁମାର ନାୟକ ନାମକ ଜଣେ ଯୁବକ ଅପହରଣ କରି କେଉଁଆଡ଼େ ନେଇଯାଇଥିବା ଅଭିଯୋଗ ହୋଇଥିଲା। ଏନେଇ ଛାତ୍ରୀଙ୍କ ମା’ ଦିଗପହଣ୍ଡି ଥାନାରେ ଏତଲା…

ଅଭିଯୋଗ ଶୁଣିବାକୁ ପହଞ୍ଚିଲା ପ୍ରଶାସନ , ଦୁଃଖ ଜଣାଇଲେ…

ଦିଗପହଣ୍ଡି,୯ା୬(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ୍‌ ସମ୍ମିଳନୀ କକ୍ଷରେ ସୋମବାର ଜିଲା ପୋଲିସ ପ୍ରଶାସନ ପକ୍ଷରୁ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଛି। ବିଡିଓ ଅନାମିକା ପାଣ୍ଡେଙ୍କ ସଂଯୋଜନାରେ ଆୟୋଜିତ କାର୍ଯ୍ୟକ୍ରମରେ ସିଡିଓ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ମଧୁମିତା, ଅତିରିକ୍ତ ଜିଲାପାଳ ପ୍ରମୋଦ…

ସାଙ୍ଗଙ୍କ ଜନ୍ମଦିନ ପାଇଁ ତାଙ୍କ ଘରକୁ ଯାଇଥିଲେ ୬ଷ୍ଠ ଶ୍ରେଣୀରେ ପଢ଼ୁଥିବା ଝିଅ, ହେଲେ ଉଠାଇନେଲେ…

ଦିଗପହଣ୍ଡି,୯ା୬(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଅଞ୍ଚଳର ଜଣେ ୬ଷ୍ଠ ଶ୍ରେଣୀରେ ପଢୁଥିବା ଜଣେ ନାବାଳିକାଙ୍କୁ ଜଣେ ଯୁବକ ଅପହରଣ କରି କେଉଁଆଡ଼େ ନେଇ ଯାଇଥିବା ଅଭିଯୋଗ ହୋଇଛି। ଏ ନେଇ ଛାତ୍ରୀଙ୍କ ମା’ ଥାନାରେ ଏତଲା ଦେଇଛନ୍ତି। ଏତଲାକୁ ଭିତ୍ତିକରି ଭାରପ୍ରାପ୍ତ…

କମ୍ୟୁନିଷ୍ଟ ପାର୍ଟି (ସିପିଆଇ)ଜୋନ୍‌ସ୍ତରୀୟ ବୈଠକ: ସଦସ୍ୟ ସଂଖ୍ୟା ବୃଦ୍ଧି କରାଇ ପାର୍ଟିକୁ ମଜବୁତ କରି ବିରୋଧୀ ଦଳକୁ …

ପୁରୁଷୋତ୍ତମପୁର,୯ା୬(ସୀମାଞ୍ଚଳ ମିଶ୍ର): ପୁରୁଷୋତ୍ତମପୁର ଜଗନ୍ନାଥ ମନ୍ଦିର ପରିସରରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ସିିପିଆଇ) ପକ୍ଷରୁ ଜୋନସ୍ତରୀୟ କମିଟି ବୈଠକ ସୋମବାର ବ୍ଲକ୍‌ ସମ୍ପାଦକ ସତ୍ୟନାରାୟଣ ମହାପାତ୍ରଙ୍କ ସଂଯୋଜନାରେ ଅନୁଷ୍ଠିତ ହୋଇଛି। ଏଥିରେ ଛତ୍ରପୁର ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଏନ୍‌.ନାରାୟଣ ରେଡ଼ି ମୁଖ୍ୟଅତିଥି…

୧୦ ଜଣ ମହିଳାଙ୍କୁ ଭୟ ଦେଖାଇ ଅନୈତିକ  ସମ୍ପର୍କ ରଖୁଥିଲେ ୬୦ ବର୍ଷର ବୃଦ୍ଧ, ସମସ୍ତେ ମିଶିଯାଇ ସିଧା  ଜାଳିଦେଲେ, ପରେ…  

ମୋହନା,୯।୬(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା କୁଇହୁରୁ ଗାଁରେ ୬୦ ବର୍ଷର ବୃଦ୍ଧ କାମ୍ବି ମଳିକଙ୍କୁ ହତ୍ୟା ଘଟଣାରେ ପୋଲିସ ସୋମବାର ୧୦ ଜଣଙ୍କୁ ଗିରଫକରି କୋର୍ଟଚାଲାଣ କରିଛି। ସେମାନଙ୍କ ମଧ୍ୟରୁ ୮ ଜଣ ମହିଳାଥିବା ବେଳେ ଦୁଇଜଣ ପୁରୁଷ…

‘ନନ୍ଦିନୀ ଦେବୀ ଥିଲେ ଜଣେ ସାଲିସବିହୀନ ବ୍ୟକ୍ତିତ୍ୱ’

ଭଞ୍ଜନଗର,୯।୬(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଶ୍ରୀଅରବିନ୍ଦ ଶକ୍ତିପୀଠ ପରିସରରେ ସୋମବାର ପୂର୍ବତନ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ୯୪ ତମ ଜୟନ୍ତୀ ପାଳିତ ହୋଇଯାଇଛି। ନନ୍ଦିନୀ ଶତପଥୀ ସ୍ମୃତି ସଂସଦ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ସଂସଦର ସଭାପତି କୃତିବାସ ବିଶ୍ବାଳ ଅଧ୍ୟକ୍ଷତା କରିଥିଲେ।…

ଠାକୁରାଣୀ ଯାତ୍ରାରେ ଅଲୌକିକ ଘଟଣା: ଲୋକେ ହେଲେ ଭାବବିହ୍ବଳ

ପୁରୁଷୋତ୍ତମପୁର,୯।୬(ସିମାଞ୍ଚଳ ମିଶ୍ର):ଗଞ୍ଜାମ ଜିଲା ପରୁଷୋତ୍ତମପୁର ଠାକୁରାଣୀଯାତ୍ରାରେ ଏକ ଅଲୌକିକ ଘଟଣା ଦେଖିବାକୁ ମିଳିଛି। ଏହା ଉପସ୍ଥିତ ହଜାର ହଜାର ଲୋକଙ୍କୁ ଚକିତ କରିଥିଲା। ଏହାକୁ ନେଇ କିଛି ସମୟପାଇଁ ଏକ ଭକ୍ତି ଓ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି କରିଥିଲା। ରାତ୍ରରେ ମା’…

ସରିଲା ପୁରୁଷୋତ୍ତମପୁର ଠାକୁରାଣୀ ଯାତ୍ରା, ହଜାର ହଜାର ଭକ୍ତଙ୍କ ଗହଣରେ ନିଜସ୍ବ ମନ୍ଦିରରେ ପହଞ୍ଚିଲେ…

ପୁରୁଷୋତ୍ତମପୁର,୯ା୬(ସୀମାଞ୍ଚଳ ମିଶ୍ର): ଶେଷ ହୋଇଛି ଗଞ୍ଜାମ ଜିଲା ପୁରୁଷୋତ୍ତମପୁରର ଐତିହାସିକ ପଞ୍ଚ ଠାକୁରାଣୀ ଯାତ୍ରା। ରବିବାର ବିଳମ୍ବିତ ରାତ୍ରରେ ଭାବ ବିହ୍ବଳହୋଇ ମା’ଙ୍କୁ ବିଦାୟ ଦେଇ ପୁଣି ଦୁଇବର୍ଷ ପରେ ମା’ଙ୍କ ଫେରିବା ବାଟକୁ ଚାହିଁ ବସିଛନ୍ତି ସହରବାସୀ। ବାଦ୍ୟବାଜଣା ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?