ସ୍ତ୍ରୀ ହତ୍ୟାକାରୀଙ୍କୁ ଆଜୀବନ ଜେଲ୍
ବ୍ରହ୍ମପୁର,୨୨ା୩(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଦୌରାଜଜ୍ ରୂପଶ୍ରୀ ଚୌଧୁରୀ ଏକ ହତ୍ୟା ମାମଲାର ଶୁଣାଣି କରି ଆବଶ୍ୟକ ସାକ୍ଷ୍ୟ ପ୍ରମାଣ ଥିବାରୁ ସ୍ତ୍ରୀ’ ହତ୍ୟାକାରୀ ସ୍ବାମୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଦୋଷୀ ସାବ୍ୟସ୍ତ ହୋଇଥିବା ସ୍ବାମୀ ନାରାୟଣ ସାହୁ(୪୫)ଙ୍କୁ ଆଜୀବନ…
ଉଠା ପରିବା ବେପାରୀ ପାଇଲେ ନୂଆ ଠିକଣା
ଗଞ୍ଜାମ,୨୨ା୩(ବିଦ୍ୟାଧର ସାହୁ): ଦୀର୍ଘବର୍ଷ ପରେ ଉଠା ପନିପରିବା ବେପାରୀଙ୍କ ସମସ୍ୟା ସମାଧାନ ହୋଇଛି। ଶୁକ୍ରବାର ସେମାନେ ନୂଆ ଠିକଣା ପାଇଛନ୍ତି l ସ୍ଥାୟୀ ସମାଧାନ ଉଠା ଦୋକାନୀଙ୍କୁ ଥଇଥାନ ନିମନ୍ତେ ଦୀର୍ଘଦିନ ହେବ ସାନ ବଜାର ସଂଘ ସଭାପତି ସୁଧୀର କୁମାର…
ଛତ୍ରପୁର ସହରାଞ୍ଚଳର ପରିମଳ ବିପର୍ଯ୍ୟସ୍ତ
ଛତ୍ରପୁର,୨୨ା୩ (ସନ୍ତୋଷ ପାଢ଼ୀ):ଗଞ୍ଜାମ ଜିଲା ହେଡକ୍ୱାର୍ଟର ଛତ୍ରପୁର ଏନଏସି ଏବେ ମୁନିସିପାଲିଟି ଘୋଷଣା ହୋଇଛି। ମାତ୍ର କିଛି ଦିନ ହେଲା ଏଠାରେ ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ ଅବସ୍ଥାରେ ଅଛି। ଏନଏସି କର୍ତ୍ତୃପକ୍ଷଙ୍କ ଅବହେଳା ମନୋଭାବ ନେଇ ସହରାଞ୍ଚଳରେ ବିଭିନ୍ନ ସ୍ଥାନରେ ଅଳିଆ…
କୋର୍ଟ ଭିତରେ କରିଥିଲେ କମ୍ପ୍ୟୁଟର ଭଙ୍ଗାରୁଜା: ଅଭିଯୁକ୍ତଙ୍କୁ ମିଳିଲା ଦଣ୍ଡ
ଛତ୍ରପୁର,୨୧ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଏସ୍ଡିଜେଏମ୍ କୋର୍ଟ ଭିତରେ କମ୍ପ୍ୟୁଟର ଭଙ୍ଗାରୁଜା ମାମଲାର ଗୁରୁବାର ଚୂଡାନ୍ତ ରାୟ ପ୍ରକାଶ ପାଇଛି। ଛତ୍ରପୁର ଜେଏମଏଫ୍ସି ସ୍ବୟଂଶିକ୍ତା ପତି ମାମଲାର ବିଚାର କରି ଅଭିଯୁକ୍ତ ସୁବାସ ସାହୁଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି ।…
ଏଏସ୍ଓ ଚାକିରି କରାଇ ଦେବାକୁ କହି ଯୁବତୀଙ୍କଠାରୁ ଲୁଟିଥିଲେ ଲକ୍ଷାଧିକ ଟଙ୍କା: ଗିରଫ ହେଲେ ଅବସରପ୍ରାପ୍ତ କର୍ମଚାରୀ
ଗୋପାଳପୁର,୨୧ା୩(ନବୀନ ରାଜ ଆଚାରୀ): ଚାକିରି କରାଇ ଦେବାକୁ କହି ଯୁବତୀଙ୍କଠାରୁ ଲକ୍ଷାଧିକ ଟଙ୍କା ଠକେଇ କରିବା ଅଭିଯୋଗରେ ଗୁରୁବାର ଗୋପାଳପୁର ଥାନା ପୋଲିସ ଅବସରପ୍ରାପ୍ତ କର୍ମଚାରୀ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ କଟକ ସିଡିଏ-୭…
ଛତ୍ରପୁରରେ ଜଳକଷ୍ଟ: ପାଇପ୍ରେ ଆସୁଛି ଗୋଳିଆ ପାଣି
ଛତ୍ରପୁର,୨୦ା୩(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲା ହେଡ୍କ୍ୱାର୍ଟର ଛତ୍ରପୁର ସହରରେ ଘରଗୁଡ଼ିକୁ ପାଇପ୍ ଯୋଗେ ଯୋଗାଣ ହେଉଥିବା ପାନୀୟ ଜଳ ଗୋଳିଆ ଆସୁଥିବା ନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଏସମ୍ପର୍କରେ ଲୋକମାନଙ୍କ ପକ୍ଷରୁ ଜନସ୍ବାସ୍ଥ୍ୟ ବିଭାଗୀୟ ଯନ୍ତ୍ରୀଙ୍କୁ ଅବଗତ କରାଯାଇଛି।…
ମଦ ବିକ୍ରି ଅଭିଯୋଗରେ ପୋଲିସ ଉଠାଇ ନେଇଥିବା ମହିଳାଙ୍କୁ ଛାଡ଼ିବା ଦାବି ନେଇ ରାସ୍ତାରୋକୋ
ଖଲ୍ଲିକୋଟ,୨୦ା୩(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଆଦିବାସୀ ବହୁଳ ଗୁହାରିଆପାଟ ଗ୍ରାମରେ ଦୀର୍ଘଦିନ ଧରି ମଦ ବିକ୍ରି କରୁଥିବା ଅଭିଯୋଗରେ ଗ୍ରାମର ଜଣେ ୬୦ ବର୍ଷୀୟ ବୃଦ୍ଧା ଲକ୍ଷ୍ମୀ ଜାନିଙ୍କୁ ବ୍ରହ୍ମପୁରସ୍ଥିତ ଅବକାରୀ ଗୋଇନ୍ଦା ବିଭାଗ ବୁଧବାର…
ଓଡ଼ିଆଙ୍କ ପାଇଁ ପଖାଳ ଅମୃତ ସଦୃଶ
ବ୍ରହ୍ମପୁର,୨୦।୩(ତନୁଶ୍ରୀ ନାହାକ) : ବୁଧବାର ବିଶ୍ୱ ପଖାଳ ଦିବସ। ଏହି ଦିବସ ଆସିଲେ ଓଡ଼ିଆଙ୍କ ପଖାଳ କଂସାର କଥା ମନକୁ ଆସେ। ବିଶେଷ କରି ଖରାଦିନେ ପଖାଳ ଓଡ଼ିଆଙ୍କ ଅତି ଆବଶ୍ୟକ ହେଉଥିବାରୁ ସମସ୍ତେ ଏହି ଦିବସକୁ ସ୍ବାଗତ କରିଥାନ୍ତି। ସାଧାରଣତଃ…
ରାସ୍ତା ଉପରେ ମୃତ୍ୟୁର କୂଅ
ବୁଗୁଡ଼ା,୨୦।୩(କାଳିଚରଣ ଦାଶ): ରାସ୍ତା ଉପରେ ମୃତ୍ୟୁର କୂଅ। ଠିକାଦାରଙ୍କ ବେପରୁଆ ରାସ୍ତା କାମ ଯାତ୍ରୀଙ୍କ ଜୀବନ ପ୍ରତି ସୃଷ୍ଟି କରିଛି ବିପଦ। ଏମିତି ଦୃଶ୍ୟ ଦେଖିବାକୁ ମିଳିଛି ବୁଗୁଡ଼ା-ନୟାଗଡ ରାଜ୍ୟ ରାଜପଥର କରସିଙ୍ଗି ଛକରେ। ଏହି ଛକରେ ସିମେଣ୍ଟ କଙ୍କ୍ରିଟ୍ ରାସ୍ତା…
ଥାନାରେ ପହଞ୍ଚିଲା ରାସ୍ତା ସମସ୍ୟା
ଗୋଷାଣି, ୨୦।୩ (ପ୍ରଶାନ୍ତ କୁମାର ରାଉତ): ଗଜପତି ଜିଲା ଗୋଷାଣି ବ୍ଲକ ଗୁରାଣ୍ଡି ଗ୍ରାମବାସୀ ରାସ୍ତାଘାଟ ସମସ୍ୟାକୁ ନେଇ ଥାନାର ଦ୍ବାରସ୍ଥ ହୋଇଛନ୍ତି। ପୂର୍ତ୍ତବିଭାଗ ମୁଖ୍ୟ ରାସ୍ତାରେ ଦୀର୍ଘ ଦିନ ହେଲା ଖାଲଖମା ଓ କର୍ଦ୍ଦମାକ୍ତ ଯୋଗୁଁ ଲୋକେ ଯାତାୟାତରେ ନାନାଦି…
ନାବାଳିକାଙ୍କୁ ବଳାତ୍କାର କରି ନାଟକ ମାଷ୍ଟର ଗଲେ ୨୦ ବର୍ଷ ଜେଲ
ବ୍ରହ୍ମପୁର,୨୦।୩ (ସୁବାସ ଚନ୍ଦ୍ର ପାଢ଼ୀ): ଫାଷ୍ଟଟ୍ରାକ ପୋକ୍ସୋ ଜଜ୍ ଗଣେଶ୍ୱର ପତି ମଙ୍ଗଳବାର ଏକ ବଳାତ୍କାର ମାମଲାରେ ଦୋଷୀଙ୍କୁ ୨୦ବର୍ଷ ଜେଲଦଣ୍ଡ ସହିତ ୧ଲକ୍ଷ ଟଙ୍କା ଜରିମାନା କରିଛନ୍ତି। ଜରିମାନା ଅନାଦାୟ ଅଧିକ ୮ ମାସ କାରାଦଣ୍ଡ ଭୋଗିବାକୁ ଜଜ୍ ରାୟରେ…
୯ ଜଣଙ୍କୁ ଗୁ୍ଡ୍ ସ୍ମାରିଟାନ୍ରେ ସମ୍ମାନିତ କଲେ ଗଞ୍ଜାମ ଏସ୍ପି
ଛତ୍ରପୁର,୧୯ା୩(ସନ୍ତୋଷ ପାଢୀ/ଦିଲ୍ଲୀପ ସାମଲ ): ସଡ଼କ ଦୁର୍ଘଟଣାରେ ଆହତ ବ୍ୟକ୍ତିମାନଙ୍କୁ ଉଦ୍ଧାର କରି ସ୍ଥାନୀୟ ହସ୍ପିଟାଲ ପଠାଇଥିବା ନେଇ ଭୂମିକା ଗ୍ରହଣ କରିଥିବା ବ୍ୟକ୍ତିଙ୍କୁ ପ୍ରଶାସନ ପକ୍ଷରୁ ଗୁଡ୍ ସ୍ମାରିଟାନ୍ ଭାବେ ସମ୍ମାନିତ କରାଯାଇଥାଏ। ଏହି ପରିପ୍ରେକ୍ଷୀରେ ୯ ଜଣ ବ୍ୟକ୍ତି…
Archives


