ଗଞ୍ଜାମ

 ପୁଣି ବିଜେଡିକୁ  ଆଉ ଏକ ଶକ୍ତଧକ୍କା: କଂଗ୍ରେସରେ ମିଶିଲେ ଦୁଇ ବ୍ଲକ ଯୁବ ବିଜେଡ଼ି ସଭାପତି

ଭଞ୍ଜନଗର,୬।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଜେଡିକୁ ଶୁକ୍ରବାର ପୁଣି ଆଉ ଏକ ଶକ୍ତଧକ୍କା ଲାଗିଛି। ପୂର୍ବତନ ଭଞ୍ଜନଗର ବ୍ଲକ ଯୁବ ବିଜେଡ଼ି ସଭାପତି ତଥା ପୂର୍ବତନ ସରପଞ୍ଚ କୁଲୁ ଭୂୟାଁ ଏବଂ ଦଳର ବର୍ତ୍ତମାନର ବ୍ଲକ ଯୁବ ବିଜେଡ଼ି ସଭାପତି…

୧୨ ବର୍ଷ ବୈବାହିକ ଜୀବନକୁ ଭୁଲି ଗଲେ; ଦ୍ୱିତୀୟ ସ୍ତ୍ରୀଙ୍କ ଲାଗି ପ୍ରଥମ ସ୍ତ୍ରୀଙ୍କୁ ମାଡ଼, ଛଡ଼ାଇନେଲେ…

ଦିଗପହଣ୍ଡି,୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ମହୁଡ଼ା ଚାଞ୍ଚଡାପଲ୍ଲୀ ଗ୍ରାମର ଉପେନ୍ଦ୍ର ଗୌଡ଼ ତାଙ୍କ ସ୍ତ୍ରୀ ଦ୍ରୌପଦୀ ଗୌଡ଼ଙ୍କୁ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଉପେନ୍ଦ୍ର ଗତ ପ୍ରାୟ ୧୨ ବର୍ଷ ପୂର୍ବେ ଦ୍ରୌପଦୀଙ୍କୁ ବିବାହ କରିଥିଲେ। ଉଭୟଙ୍କର ଗୋଟିଏ ପୁଅ…

ବିଜେଡିରୁ ବିଦା ହୋଇଥିଲେ ଗଞ୍ଜାମ ବ୍ଲକ ଅଧ୍ୟକ୍ଷା ଶର୍ମିଷ୍ଠା: ଏବେ ଯୋଗଦେଲେ  ଭାଜପାରେ  

ଗଞ୍ଜାମ,୬ା୬(ବିଦ୍ୟାଧର ସାହୁ): ବିଜେଡିରୁ ବିଦାହେଲେ ଭାଜପାରେ ଯୋଗଦେଲେ। ଦଳ ବିରୋଧୀ କାର୍ଯ୍ୟ ଯୋଗୁ ଗଞ୍ଜାମ ବ୍ଲକ ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନ ଓ ତାଙ୍କ ସ୍ବାମୀ ତଥା ପୂର୍ବତନ ବ୍ଲକ ଅଧ୍ୟକ୍ଷ ସୁରଥ ପାହାନଙ୍କୁ ବିଜେଡିରୁ ବହିଷ୍କାର କରାଯାଇଥିଲା। ଶୁକ୍ରବାର ଉଭୟ ଭାଜପାରେ…

୨ ଭାଣିଜୀଙ୍କୁ ବୁଲେଟରେ ବସାଇ ଡ୍ରେସ୍ କିଣିବାକୁ ଯାଉଥିଲେ ମାମୁଁ: ଧକ୍କା ଦେଲା ଟ୍ୟାଙ୍କର୍: ଆଉ ତା’ପରେ…

ଦିଗପହଣ୍ଡି,୬/୬(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ଦିଗପହଣ୍ଡି – ବ୍ରହ୍ମପୁର ୧୭ନଂ ରାଜ୍ୟ ରାଜପଥର ବଜାଜ ଶୋ-ରୁମ ନିକଟରେ ଶୁକ୍ରବାର ଅପରାହ୍ନ ପ୍ରାୟ ୪ଟାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।ଗଜପତି ଜିଲା ମୋହନାରୁ ବ୍ରହ୍ମପୁର ଅଭିମୁଖେ ଯାଉଥିବା ଏକ ତେଲ ବୋଝେଇ ଟ୍ୟାଙ୍କର…

ଦାମୋଦରପୁର ମୁଖ୍ୟ ରାସ୍ତାରେ ଆବର୍ଜନା ଜଳ

ଗଞ୍ଜାମ,୬ା୬(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଗ୍ରାମ ୧୨ ନମ୍ବର ଓ୍ବାର୍ଡର ମୁଖ୍ୟ ରାସ୍ତାରେ ଆବର୍ଜନା ଜଳ ଜମିରହିଥିବା ଦେଖିବାକୁ ମିଳିଛି। ଯାହା ଓ୍ବାର୍ଡବାସୀଙ୍କ ପାଇଁ ନାହିଁ ନ ଥିବା ସମସ୍ୟା ସୃଷ୍ଟି କରୁଛି। ପ୍ରତ୍ୟହ ଓ୍ବାର୍ଡର ଘରୁ ଡ୍ରେନ୍‌ରେ…

ଦୁଇ ଭଉଣୀଙ୍କୁ ଉଠାଇ ନେଇ ବିଭିନ୍ନ ସ୍ଥାନରେ ରଖି ଗଣବଳାତ୍କାର, ଘଟଣା ଚପାଇ ଦେବାକୁ ଉଦ୍ୟମ

ଗୋପାଳପୁର,୬ା୬(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ଗୋଳନ୍ଥରା ଥାନା ଅଞ୍ଚଳର ଏକ ଗ୍ରାମର ଦୁଇ ସମ୍ପର୍କୀୟ ନାବାଳିକା ଭଉଣୀଙ୍କୁ ଉଠାଇ ନେଇ ଦୁଇଦିନ ବିଭିନ୍ନ ସ୍ଥାନରେ ରଖି ବାରମ୍ବାର ଗଣବଳାତ୍କାର କରିଥିବା ନେଇ ଗୁରୁବାର ରାତିରେ…

‘ପ୍ଲାଷ୍ଟିକ ବ୍ୟବହାର ମାନବ ସମାଜ ପାଇଁ ବିପଦ’

ଭଞ୍ଜନଗର,୫।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ଏବଂ ଦକ୍ଷିଣ ଘୁମୁସର ବନଖଣ୍ଡର ବିଭିନ୍ନ ସେକସନରେ ଗୁରୁବାର ବିଶ୍ବ ପରିବେଶ ଦିବସ ପାଳନ ସହ ପ୍ଲାଷ୍ଟିକ ବର୍ଜନ ଉପରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏନେଇ ଆୟୋଜିତ ସଚେତନତା…

ପାରିବାରିକ କଳହର କରୁଣ ପରିଣତି: ଜେଜେ ମା’ଙ୍କୁ ପିଟିପିଟି ହତ୍ୟା

କବିସୂର୍ଯ୍ୟନଗର/ଖଲ୍ଲିକୋଟ,୫ା୬(କୃପାସିନ୍ଧୁ ସ୍ବାଇଁ/ପ୍ରଶାନ୍ତ କୁମାର ମିଶ୍ର)): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ କୋଦଳା ଥାନା ଅନ୍ତର୍ଗତ ନାୟିକାଣିପଲ୍ଲୀ ଗାଁରେ ଘଟିଛି ଏକ ଅଭାବନୀୟ ଘଟଣା। ନାତି ଚିତ୍ରସେନ ସ୍ବାଇଁ ଜେଜେ ମା’ଙ୍କୁ ପିଟିପିଟି ହତ୍ୟା କରିଛନ୍ତି। ମୃତକ ହେଲେ ଅନି ସ୍ବାଇଁ(୭୨)। ପାରିବାରିକ…

ଠାକୁରାଣୀ ଯାତ୍ରା: ଗାଁ ଉତ୍ସବ ମୁଖର

ଦିଗପହଣ୍ଡି,୫ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଜକର ଗ୍ରାମର ଅଧିଷ୍ଠାତ୍ରୀ ଦେବୀ ମା’ କାଳୁଆ ଠାକୁରାଣୀଙ୍କ ଯାତ୍ରା ନିମନ୍ତେ ସମଗ୍ର ଗାଁ ଉତ୍ସବ ମୁଖର ହୋଇଛି। ଦୂର ଦୂରାନ୍ତରେ ରହୁଥିବା ଲୋକମାନେ ଗାଁକୁ ପହଞ୍ଚିଛନ୍ତି। ଗ୍ରାମର ବଡ଼ସାହିସ୍ଥିତ ଅସ୍ଥାୟୀ…

ଗଞ୍ଜାମକୁ ୨୮,୦୮୪ କୋଟି ଟଙ୍କାର ଶିଳ୍ପ ପ୍ରକଳ୍ପ ଭେଟି ଦେଲେ ମୁଖ୍ୟମନ୍ତ୍ରୀ, ସୃଷ୍ଟି ହେବ ୧୫ ହଜାରରୁ ଅଧିକ ନିଯୁକ୍ତି ସୁଯୋଗ

ଛତ୍ରପୁର,୫ା୬(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ୨୮, ୦୮୪ କୋଟି ଟଙ୍କାର ପୁଞ୍ଜି ନିବେଶରେ ହେବାକୁ ଥିବା ୧୨ଟି ଶିଳ୍ପ ପ୍ରକଳ୍ପର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭିଭିପ୍ରସ୍ତର ସ୍ଥାପନ କରିଛନ୍ତି। ଏହାଦ୍ୱାରା ୧୫, ୪୫୫ରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି…

୪୧ ସଂଗ୍ରାମୀ ଓଡ଼ିଆ ବରପୁତ୍ରଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

ଛତ୍ରପୁର,୫ା୬(ସନ୍ତୋଷ ପାଢ଼ୀ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଗଞ୍ଜାମ ଜିଲା ଗସ୍ତରେ ଆସି ରମ୍ଭା ବାଳକ ବିଦ୍ୟାଳୟଠାରେ ପହଞ୍ଚି ସଂଗ୍ରାମୀ ସ୍ମାରକ କାର୍ଯ୍ୟକ୍ରମରେ ଯୋଗଦାନ କରି ୪୧ ଜଣ ସଂଗ୍ରାମୀ ଓଡ଼ିଆ ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କରିଛନ୍ତି।

ଶାଳୀଙ୍କୁ ଗାଁ ଦାଣ୍ଡରେ ହାଣିଲେ ଭିଣୋଇ, ବହୁଦିନ ହେବ ଉଭୟଙ୍କ ମଧ୍ୟରେ ଚାଲିଥିଲା…

ଭଞ୍ଜନଗର,୫ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଚଢ଼େୟାପଲ୍ଲୀ ଗ୍ରାମର ବିଜୟାଲକ୍ଷ୍ମୀ ତ୍ରିପାଠୀ (ଆଶା କର୍ମୀ)ଙ୍କୁ ଗୁରୁବାର ସକାଳେ ହତ୍ୟା କରାଯାଇଛ। ଜମିଜମା ବିବାଦରୁ ତାଙ୍କ ଭିଣୋଇ ହତ୍ୟା କରିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି ବୋଲି ଭଞ୍ଜନଗର ଏସ୍‌ଡିପିଓ ସୁଜିତ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?