ବାବା ବାଲିଲୋକନାଥ କ୍ରିକେଟ ଟୁର୍ନାମେଣ୍ଟ: ହୁମା ଚାମ୍ପିୟନ
ଗଞ୍ଜାମ,୨୭ା୫(ବିଦ୍ୟାଧର ସାହୁ)-ବାବା ବାଲି ଲୋକନାଥ କ୍ରିକେଟ କ୍ଲବ ପକ୍ଷରୁ ଆୟୋଜିତ ଫଟାଫଟ କ୍ରିକେଟ ଟୁର୍ନାମେଣ୍ଟ ମଙ୍ଗଳବାର ଫାଇନାଲ ମ୍ୟାଚ ଅନୁଷ୍ଠିତ ହୋଇଛି। ଏଥିରେ ହୁମା ଟିମ୍ ବିଜୟୀ ହୋ ଚାମ୍ପିୟନ ହୋଇଛି। ଏହି ଫାଇନାଲ ମ୍ୟାଚ ହୁମା ଓ ମାଳି ଜଗନାଥପୁର…
ଦିଗପହଣ୍ଡି ପଥ ବିକ୍ରେତା ସଂଘ ପକ୍ଷରୁ ବିକ୍ଷୋଭ, କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ସ୍ମାରକପତ୍ର ପ୍ରଦାନ
ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଆନ୍ତର୍ଜାତିକ ହକ୍କର ଦିବସ ଅବସରରେ ସୋମବାର ଦିଗପହଣ୍ଡି ପଥ ବିକ୍ରେତା ସଙ୍ଘ ମିଳିତ ହକ୍କର କାର୍ଯ୍ୟ ପ୍ରକ୍ରିୟା କମିଟି ପକ୍ଷରୁ ବିଭିନ୍ନ ଦାବି ନେଇ ସ୍ଥାନୀୟ ଏନ୍ଏସି କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଶ୍ରମିକ ସଙ୍ଗଠନ…
ଦୁର୍ଘଟଣାରେ ଚାଲିଗଲେ ସତ, ହେଲେ ଚକ୍ଷୁ ଦାନ କରି ଅମର ହୋଇଗଲେ ରାଜେନ୍ଦ୍ର
ଭଞ୍ଜନଗର,୨୭।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବେଲଗୁଣ୍ଠା ମୁଖ୍ୟ ରାସ୍ତାର ନୂଆଗାଁ ସେତୁ ଉପରେ ସୋମବାର ରାତିରେ ୩ଟି ପୃଥକ ବାଇକ୍ ଦୁର୍ଘଟଣା ହୋଇଥିଲା। ଏଥିରେ ୬ ଜଣ ଆହତ ହୋଇଥିଲେ। ସେଥିମଧ୍ୟରୁ ଜଣେ ଯୁବକଙ୍କର ବ୍ରହ୍ମପୁର ବଡ ମେଡ଼ିକାଲରେ ମୃତ୍ୟୁ…
କ୍ଲିନିକ ଖୋଲି କରୁଥିଲେ ଚିକିତ୍ସା: ଧରାପଡ଼ିଲେ ଦଶମ ଫେଲ ଡାକ୍ତର
ଛତ୍ରପୁର,୨୭।୫(ସନ୍ତୋଷ ପାଢ଼ୀ ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଆର୍ଯ୍ୟପଲି ପଞ୍ଚାୟତ ବଡ଼ ଆର୍ଯ୍ୟପଲି ଗାଁରୁ ଜଣେ ଦଶମ ଫେଲ କୁଆକ୍ ଡାକ୍ତର ଗିରଫ ହୋଇଛନ୍ତି। ସେ ହେଲେ ପଶ୍ଚିମବଙ୍ଗ ରାଜ୍ୟର ପ୍ରସନଜିତ ସରକାର। ତାଙ୍କୁ ଆର୍ଯ୍ୟପଲି ସାମୁଦ୍ରିକ ଥାନା ପୋଲିସ…
ଡେଙ୍ଗୁରେ ଆଖିବୁଜିଲେ ନାବାଳକ: ୮ ଆକ୍ରାନ୍ତ, ଚାଲିଛି ସର୍ଭେ ଯାଞ୍ଚ
ଛତ୍ରପୁର, ୨୭।୫(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜ଼ିଲା ଛତ୍ରପୁର ବ୍ଲକ ଆର୍ଯ୍ୟପଲି ପଂଚାୟତ ବଡ଼ ଆର୍ଯ୍ୟପଲି ଗାଁରେ ଡେଙ୍ଗୁ ବ୍ୟାପିବାରେ ଲାଗିଛି। ଏଥିରେ ବଡ଼ ଆର୍ଯ୍ୟପଲି ଗାଁ ଗୋଲା ସାହିର ମିନତୀ କୁମାରୀ ସାହୁଙ୍କ ୧୩ ବର୍ଷୀୟ ପୁଅ ମୋହିତ କୁମାର ସାହୁ…
ଅପରାଧ ମୁକ୍ତ ଭଞ୍ଜନଗର ଲକ୍ଷ୍ୟ:୫ ବନ୍ଧୁକ ସହ ୯ ଗିରଫ
ଭଞ୍ଜନଗର,୨୭।୫(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସକୁ ମଙ୍ଗଳବାର ଏକ ବଡ ସଫଳତା ମିଳିଛି। ଅପରାଧ ଭିଆଇବା ପାଇଁ ସଙ୍ଗଠିତ ହେଉଥିବା ଏକ ବଡ ଅପରାଧି ଗୋଷ୍ଠୀଙ୍କୁ ପୋଲିସ ଗିରଫ କରିଛି। ସେମାନଙ୍କ ଠାରୁ ପୋଲିସ ୫ ଟି ବନ୍ଧୁକ, ୨…
୩୦ ମିନିଟ ଭିତରେ ୩ ଦୁର୍ଘଟଣା: ୬ ଆହତ
ଭଞ୍ଜନଗର,୨୭।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବେଲଗୁଣ୍ଠା ମୁଖ୍ୟ ରାସ୍ତାର ନୂଆଗାଁ ସେତୁ ନିକଟରେ ସୋମବାର ରାତି ୯ରୁ ସାଢ଼େ ୯ଟା ମଧ୍ୟରେ ୩ ଟି ଦୁର୍ଘଟଣା ଘଟିଛି। ଏଥିରେ ୬ ଜଣ ଆହତ ହୋଇଛନ୍ତି। ସେଥିମଧ୍ୟରୁ ୨ ଜଣ ଗୁରୁତର ଭାବେ…
ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ; ପୀଡିତ ପରିବାରକୁ ଆକ୍ରମଣ ଉଦ୍ୟମ
ଦିଗପହଣ୍ଡି,୨୬।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁରେ ଜଣେ ୭ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ନାବାଳିକାଙ୍କ ମା’ ଏନେଇ ଦିଗପହଣ୍ଡି ଥାନାରେ ଏତଲା ଦେଇଛନ୍ତି। ଏତଲାକୁ ଭିତ୍ତିକରି ଆଇଆଇସି ତଥା…
୨୦ ଦିନରେ ଠାକୁରାଣୀ ଯାତ୍ରା: ଶାଶୁଘର ଯୋଗାଡ ଭାରରେ ମା’ କଲେ ସାବିତ୍ରୀ ବ୍ରତ
ପୁରୁଷୋତ୍ତମପୁର,୨୬।୫( ସିମାଞ୍ଚଳ ମିଶ୍ର): ବେଶ ଆଡ଼ମ୍ବର ସହକାରେ ଚାଲିଛି ଗଞ୍ଜାମ ଜିଲା ପୁରୁଷୋତ୍ତମପୁରର ପ୍ରଶିଦ୍ଧ ଐତିହାସିତ ପଞ୍ଚ ଠାକୁରାଣୀଙ୍କ ଦ୍ବିବାର୍ଷିକ ଯାତ୍ରା। ଆଜି ଅମବାସ୍ୟା ଯୋଗୁ ମା’ଙ୍କ ଅସ୍ଥାୟୀ ମନ୍ଦିରରେ ପ୍ରବଳ ଭିଡ ଜମିଛି। ଏଥିରେ ମା’ କନକା ଠାକୁରାଣୀ ତାଙ୍କ…
ସାବିତ୍ରୀରେ ଶ୍ୱଶୁର ଘରକୁ ଆସିବା ବେଳେ ବାଟରେ ହେଲା ବଡ଼ ଦୁର୍ଘଟଣା: ଚାଲିଗଲା ୨ ଜୀବନ
ଭଞ୍ଜନଗର,୨୬ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସୋରଡ଼ା ମୁଖ୍ୟ ରାସ୍ତାର ଲାଠିପଡ଼ା ନିକଟରେ ସୋମବାର ପୂର୍ବାହ୍ନରେ ଗୋଟିଏ ବୁଲେଟ୍ ଓ ବାଇକ୍ ମଧ୍ୟରେ ମୁହାମୁହିଁ ଧକ୍କା ହୋଇଛି। ଏଥିରେ ୨ ଜଣଙ୍କର ମୃତ୍ୟୁ ଘଟିଛି। ଜଣେ ମୃତକଙ୍କ ଘର ସୋରଡ଼ା ନିକଟବର୍ତ୍ତୀ…
ଅପହୃତା ନାବାଳିକା ୨ ବର୍ଷ ପରେ କୋଏମ୍ବାଟୁରରୁ ଉଦ୍ଧାର, ଜେଲ୍ ଗଲେ ଅଭିଯୁକ୍ତ
ଦିଗପହଣ୍ଡି,୨୫ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଅପହୃତା ନାବାଳିକାଙ୍କୁ ୨ ବର୍ଷ ପରେ ପାଟପୁର ପୋଲିସ ତାମିଲନାଡୁ କୋଏମ୍ବାଟୁରରୁ ଉଦ୍ଧାର କରିବାରେ ସମର୍ଥ ହୋଇଛନ୍ତି। ନାବାଳିକାଙ୍କୁ ଅପହରଣ କରିଥିବା ଅଭିଯୁକ୍ତ ଜଣକ ହେଲେ ଯାଜପୁର…
ATMରୁ ବାହାରୁଛି କାଗଜ ସିଲ୍ ଲଗା ନୋଟ୍, ଟଙ୍କା ଉଠାଇ…
ଗଞ୍ଜାମ,୨୫ା୫(ବିଦ୍ୟାଧର ସାହୁ): ହୁମ୍ମା ଷ୍ଟେଟ୍ ବ୍ୟାଙ୍କ ସମ୍ମୁଖରେ ଥିବା ATMରୁ ବାହାରୁଛି କାଗଜ ସିଲ୍ ଲଗା ଯାଇଥିବା ନୋଟ୍। ଗତ ଶୁକ୍ରବାର ବାଲିବଗଡ଼ ଗ୍ରାମର ରଜନୀ କାନ୍ତ ସ୍ବାଇଁ ଏଟିଏମ୍ରୁ ଟଙ୍କା ବାହାର କରିଥିଲେ। ୫୦୦ ଟଙ୍କିଆ ନୋଟ୍ଗୁଡ଼ିକରେ କାଗଜ ସିଲ୍…

