ମୋରମ୍ ଖାଦାନରେ ଅଘଟଣ: ପଥର ତଳେ ଚାପି ହୋଇ ନାବାଳକ ମୃତ , ଅନ୍ୟ ଜଣେ ଗୁରୁତର
ଦିଗପହଣ୍ଡି,୨୯।୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ପଟିଗୁଡ଼ା ପଞ୍ଚାୟତ ଉସ୍ତପଲ୍ଲୀ ଗ୍ରାମ ନିକଟ ମୋରମ୍ ଖାଦାନରେ ଶନିବାର ସକାଳେ ମୋରମ୍ ଖୋଳୁଥିବା ବେଳେ ପଥର ତଳେ ଚାପି ହୋଇ ଜଣେ ନାବାଳକ ମୃତ୍ୟୁ ବରଣ କରିଛନ୍ତି। ସେହିପରି ସେଠାରେ…
ନିଶାଦ୍ରବ୍ୟ କବଳରେ ପଡ଼ି ଆଜିର ଯୁବସମାଜ ପଥଭ୍ରଷ୍ଟ, ଏଥିରୁ ମୁକୁଳିବା ପାଇଁ…
ଦିଗପହଣ୍ଡି,୨୯ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପକ୍ଷରୁ ପାଟପୁର ବିଶ୍ୱାସରାୟ ସାଇନ୍ସ କଲେଜ ପରିସରରେ ସାଇବର କ୍ରାଇମରୁ କିଭଳି ସୁରକ୍ଷିତ ରହିବା ଏବଂ ନିଶାମୁକ୍ତ ଓଡ଼ିଶା ସମ୍ପର୍କିତ ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ଅଶ୍ବିନୀ…
ଡିଜିଟାଲ ଆରେଷ୍ଟ, ସାଇବର କ୍ରାଇମ୍ ନେଇ ସଚେତନ
ପୁରୁଷୋତ୍ତମପୁର,୨୯ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସ ସବ୍ଡିଭିଜିନ ପକ୍ଷରୁ ବରିଷ୍ଠ ନାଗରିକଙ୍କୁ ଡିଜିଟାଲ ଆରେଷ୍ଟ ଓ ସାଇବର ଅପରାଧ ସମ୍ପର୍କରେ ସଚେତନତା କାର୍ଯ୍ୟକ୍ରମ ଏସ୍ଡିପିଓ ସୁଜିତ କୁମାର ନାୟକଙ୍କ ପୌରହିତ୍ୟରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପୁରୁଷୋତ୍ତମପୁର ଥାନା ଆଇଆଇସି…
କାର୍ ଶୋ’ ରୁମ୍ରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଗାଡ଼ି
ବ୍ରହ୍ମପୁର,୨୯ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଉପକଣ୍ଠ ହଳଦିଆ ପଦର ବସ୍ ଟର୍ମିନାଲ୍ସ ନିକଟରେ ଥିବା ଏକ କାର୍ ଶୋ’ ରୁମ୍ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଶୋ’ରୁମ୍ ଭିତରେ ଥିବା ୩୦ଟି ନୂଆ କାର୍, ୮ଟି ମରାମତି ପାଇଁ ଆସିଥିବା କାର୍ ଓ…
ଯୋଗ- ପ୍ରାଣାୟାମ ସାଙ୍ଗକୁ ବକ୍ତୃତା ପ୍ରତିଯୋଗିତା
ଦିଗପହଣ୍ଡି, ୨୮/୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ସ୍ମାର୍ଟ ପାର୍କ ପରିସରରେ ସ୍ଥାନୀୟ ଏନ୍ଏସି କାର୍ଯ୍ୟାଳୟ ପକ୍ଷରୁ ସ୍ୱାୟତ୍ତ ଶାସନ ସପ୍ତାହ ପାଳନ ଅବସରରେ ଶୁକ୍ରବାର ସାମୂହିକ ଯୋଗ ଓ ପ୍ରାଣାୟାମ ଶିବିର ଅନୁଷ୍ଠିତ ହୋଇଯାଇଛି। ଏନ୍ଏସି…
ଅନଲାଇନରେ ଠକେଇ ହେବାମାତ୍ରେ ଶୀଘ୍ର କରନ୍ତୁ ଏପରି: ପାଟପୁର ପୋଲିସ ପକ୍ଷରୁ…
ଦିଗପହଣ୍ଡି,୨୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପକ୍ଷରୁ ଶୁକ୍ରବାର ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ମାଧ୍ୟମିକ ବିଦ୍ୟାଳୟ ପରିସରରେ ସାଇବର କ୍ରାଇମ୍ ରୁ କିଭଳି ସୁରକ୍ଷିତ ରହିପାରିବା ଏବଂ ନିଶାମୁକ୍ତ ଓଡ଼ିଶା ସମ୍ପର୍କିତ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଅଧ୍ୟାପକ…
ଗଞ୍ଜାମର ୯ ଲକ୍ଷରୁ ଊର୍ଦ୍ଧ୍ୱ ମହିଳାଙ୍କ ଖାତାକୁ ଗଲା ୪୬୩ କୋଟି ୩୨ ଲକ୍ଷ ସୁଭଦ୍ରା ଟଙ୍କା, ବେବି-କବିତାଙ୍କ ସହ ମୁଖ୍ୟମନ୍ତ୍ରୀ କଥା ହୋଇ…
ଛତ୍ରପୁର,୨୮ା୮(ଦିଲ୍ଲୀପ ସାମଲ): ପବିତ୍ର ରାଖି ପୂର୍ଣ୍ଣିମା ଅବସରରେ ଛତ୍ରପୁରସ୍ଥିତ ଗଞ୍ଜାମ ଜିଲା ପରିଷଦର ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲାସ୍ତରୀୟ ସୁଭଦ୍ରା ଯୋଜନାର ୫ମ କିସ୍ତି ଅର୍ଥରାଶି ବଣ୍ଟନ କାର୍ଯ୍ୟକ୍ରମ ରାଜ୍ୟ ସରକାରଙ୍କ ତରଫରୁ ଆୟୋଜିତ ହୋଇଥିଲା। ଏଥିରେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର…
ପାର୍ବଣକୁ ନେଇ ପୁରୁଷୋତ୍ତମପୁର ପୋଲିସର କଡ଼ା ପଦକ୍ଷେପ: ମନଇଚ୍ଛା ହୋଇପାରିବନି ପୂଜା କି ଭସାଣି
ପୁରୁଷୋତ୍ତମପୁର,୨୮ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଶାନ୍ତି ବଜାୟ ରଖିବା ଲାଗି ପୂଜା, ପାର୍ବଣକୁ ଗୁରୁତ୍ୱ ଦେଇ ପୁରୁଷୋତ୍ତମପୁର ପୋଲିସ କଡ଼ା ପଦକ୍ଷେପ ନେଇଛି। ଯେପରି ଅସାମାଜିକ କାର୍ଯ୍ୟକଳାପକୁ ଦମନ କରାଯିବା ସହ ଚୋରି ଡକାୟତି ରାହାଜାନିକୁ ଦୃଷ୍ଟିରେ ରଖି…
ସମସ୍ୟା ଶୁଣି କାର୍ଯ୍ୟକ୍ରମ ଛାଡ଼ି ପଳାଇଲେ ମନ୍ତ୍ରୀ: ଏମ୍ପି-ମନ୍ତ୍ରୀ ମନୋମାଳିନ୍ୟ ଚର୍ଚ୍ଚା
ବ୍ରହ୍ମପୁର,୨୮ା୮(ସୁବାସ ଚନ୍ଦ୍ର ପାଢ଼ୀ):ବ୍ରହ୍ମପୁର ଏମ୍ପି ପ୍ରଦୀପ ପାଣିଗ୍ରାହୀ ଓ ବାଣିଜ୍ୟ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ମଧ୍ୟରେ ମନୋମାଳିନ୍ୟ ଥିବା ବିଷୟ ପଦାକୁ ଆସିଛି। ଗୁରୁବାର ଗୋପାଳପୁର ନିର୍ବାଚନମଣ୍ଡଳୀ ଗୋଳାବନ୍ଧରେ ବିସ୍ଥାପିତଙ୍କୁ ପୁନଃସ୍ଥାପନ ଏବଂ ପୁନର୍ବାସ ସହାୟତା ବଣ୍ଟନ କାର୍ଯ୍ୟକ୍ରମରେ…
କବାଟ ଖୋଲୁଥିବା ବେଳେ ଗୋଡ଼କୁ ଚୋଟ ମାରିଲା ସାପ, ଚାଲିଗଲା…
ଦିଗପହଣ୍ଡି,୨୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନଙ୍ଗପୁର ଗ୍ରାମର ବି. କନକ ରେଡ୍ଡୀ (୫୫) ନାମ୍ନୀ ଜଣେ ମହିଳାଙ୍କର ସର୍ପାଘାତରେ ମୃତ୍ୟୁ ଘଟିଛି। ଗୁରୁବାର ଭୋର ସମୟରେ ବ୍ରହ୍ମପୁର ବଡ଼ ଡାକ୍ତରଖାନାର ଆଇସିୟୁ (ICU)ରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର…
ଶାଶୁ, ନଣଦେଇଙ୍କ ନାଁରେ ଯୌତୁକ ନିର୍ଯାତନା ଅଭିଯୋଗ ଆଣିଲେ ବିଧବା ମହିଳା
ଛତ୍ରପୁର,୨୭।୮(ଦିଲ୍ଲୀପ ସାମଲ): ଜଣେ ବିଧବା ମହିଳା ନିଜ ଶାଶୁ ଓ ନଣଦେଇଙ୍କ ନାଁରେ ଯୌତୁକ ଏବଂ ଶାରୀରିକ ନିର୍ଯାତନା ଦେଉଥିବା ନେଇ ଛତ୍ରପୁର ଥାନାରେ ଏକ ଲିଖିତ ଅଭିଯୋଗ କରିଛନ୍ତି। ସୂଚନାଯୋଗ୍ୟ ଯେ, ୨୦୨୨ ସେପ୍ଟେମ୍ବର ୨୨ ତାରିଖରେ ଜଣେ ମହିଳା…
ବଡ଼ଖେମୁଣ୍ଡି ହାଇସ୍କୁଲରେ ଶିକ୍ଷକ ଅଭାବ; ସ୍ମାରକପତ୍ର ଦେଲେ ଛାତ୍ର
ଦିଗପହଣ୍ଡି,୨୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡ଼ଖେମୁଣ୍ଡି ହାଇସ୍କୁଲରେ ଦୀର୍ଘଦିନ ହେଲା ଆବଶ୍ୟକ ଶିକ୍ଷକ ପଦବୀ ଖାଲି ପଡ଼ିଛି । ଯାହାଫଳରେ ଛାତ୍ରଙ୍କ ପାଠପଢା ବାଧାପ୍ରାପ୍ତ ହେଉଛି। ବହୁସଂଖ୍ୟକ ଛାତ୍ର ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ ଭୋପେନ ମହାନ୍ତଙ୍କୁ ସାକ୍ଷାତ…

