ଗଞ୍ଜାମ

ଅନୈତିକ ସମ୍ପର୍କକୁ ନେଇ ମହିଳାଙ୍କୁ ଖୁଣ୍ଟରେ ବାନ୍ଧି ପିଟିଥିଲେ, ୫ କୋର୍ଟଚାଲାଣ

ଖଲ୍ଲିକୋଟ,୧୦ା୨(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ତେନ୍ତୁଳି୍‌ଆପଲ୍ଲୀ ଗ୍ରାମରେ ଗାଁ ମଝିରେ ଜଣେ ମହିଳାଙ୍କୁ ଏକ ଖୁଣ୍ଟରେ ବାନ୍ଧି ପିଟିବା ଘଟଣାରେ ୫ ଜଣ ଗିରଫ ହୋଇ କୋର୍ଟଚାଲାଣ ହୋଇଛନ୍ତି। ତେନ୍ତୁଳିଆପଲ୍ଲୀ ଗ୍ରାମର ମଞ୍ଜରୀ ରାଉତ ନିଜ…

ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟକୁ ପୁରସ୍କୃତ କରିବେ ମୁଖ୍ୟମନ୍ତ୍ରୀ, ଚିଠି ଲେଖି ଜଣାଇଲେ…

ଛତ୍ରପୁର,୯।୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟକୁ ପୁରସ୍କୃତ କରିବେ ମୁଖ୍ୟମନ୍ତ୍ରୀ। ସ୍ବାସ୍ଥ୍ୟସେବା ଉଲ୍ଲେଖନୀୟ ପ୍ରଦର୍ଶନ ପାଇଁ ମୁଖ୍ୟମନ୍ତ୍ରୀ ପୁରସ୍କାର ଘୋଷଣା କରିଛନ୍ତି। ଆସନ୍ତା ୧୩ ତାରିଖରେ ଭୁବନେଶ୍ୱର ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀଙ୍କଠାରୁ ପୁରସ୍କାର ଗ୍ରହଣ କରିବା ପାଇଁ ସ୍ବାସ୍ଥ୍ୟ…

କୁକୁଡ଼ା ଅଣ୍ଡା, ମାଂସ ଉତ୍ପାଦନ ଏବେ ବାଧାପ୍ରାପ୍ତ

ଛତ୍ରପୁର,୯।୨(ସନ୍ତୋଷ ପାଢ଼ୀ): ପ୍ରାଣୀ ଚିକିତ୍ସକମାନଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଲାଗି କୁକୁଡ଼ା ଚାଷୀମାନେ ନାନା ଅସୁବିଧାର ସମ୍ମୁଖୀନ ହେବାରେ ଲାଗିଛନ୍ତି । ଏମାନଙ୍କ ସହ ଆଲୋଚନା କରି ଆନ୍ଦୋଳନ ବନ୍ଦ କରିବା ଲାଗି ପଦକ୍ଷେପ ନେବା ପାଇଁ ଗଞ୍ଜାମ ଜିଲା କୁକୁଡ଼ା…

ଜଗନ୍ନାଥ ମନ୍ଦିର ପରିଚାଳନା ଟ୍ରଷ୍ଟି ନିଯୁକ୍ତ

ପୁରୁଷୋତ୍ତମପୁର,୯ା୨(ସୀମାଞ୍ଚଳ ମିଶ୍ର): ପୁରୁଷୋତ୍ତମପୁର ରଥସାହି ଜଗନ୍ନାଥ ମନ୍ଦିର ପରିଚାଳନା ଟ୍ରଷ୍ଟି ଭାବେ ନାରାୟଣ ମହାପାତ୍ର ନିଯୁକ୍ତ ହୋଇଛନ୍ତି। ବ୍ରହ୍ମପୁର ଦେବୋତ୍ତର ବିଭାଗର ଅତିରିକ୍ତ ସହକାରୀ କମିଶନର ତାଙ୍କୁ ନିଯୁକ୍ତ କରିବା ସହ ମନ୍ଦିରର ସମସ୍ତ ଦାୟିତ୍ୱ ହସ୍ତାନ୍ତର କରିବା ଲାଗି ପୂର୍ବତନ…

ଆନ୍ଦୋଳନରେ ପ୍ରାଣୀ ଚିକିତ୍ସକ, କୁକୁଡ଼ାଚାଷ ପ୍ରଭାବିତ

ଛତ୍ରପୁର,୯ା୨(ଦିଲ୍ଲୀପ ସାମଲ): ବିଭିନ୍ନ ଦାବି ନେଇ ଦୀର୍ଘଦିନ ଧରି ପ୍ରାଣୀ ଚିକିତ୍ସକମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଫଳରେ ପଶୁ ସମ୍ପଦଙ୍କ ଚିକିତ୍ସା କରାଯାଇପାରୁନାହିଁ। ଯାହା ଫଳରେ କୁକୁଡ଼ାିମାନଙ୍କ ଖାଦ୍ୟ ଯୋଗାଣ ସଂସ୍ଥା, ଟିକା ଓ ଔଷଧ ସଂସ୍ଥା, ପରିବହନ ଓ ରିଟେଲ ବ୍ୟବସାୟ…

ପୋଲରେ ପିଟିହୋଇ ଓଲଟିଲା କାର, ଦୁଇ ଶିଶୁ ସମେତ ଚାରି ଆହତ

ପୁରୁଷୋତ୍ତମପୁର,୯/୨ (ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୂର୍ତ୍ତବିଭାଗିୟ ଡାକ ବଙ୍ଗଳା ନିକଟରେ ଶୁକ୍ରବାର ଭୋର ପ୍ରାୟ ୩ ଘଣ୍ଟ ସମୟରେ ଏକ କାର ନଂ ଓଡି ୩୩ ଏଏଲ ୮୨୩୭ ଭୁବନେଶ୍ୱରରୁ ହିଞ୍ଜିଳି ଯାଉଥିବା ବେଳେ ଭାରସାମ୍ଯ ହରାଇ ରାସ୍ତା…

ଦମ୍ପତିଙ୍କ ଉପରକୁ ବୋମାମାଡ଼

ବ୍ରହ୍ମପୁର,୮ା୨(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ବଡ଼ବଜାର ଥାନା ଅଧୀନ ଆସିକା ରୋଡ଼ ଶ୍ରୀରାମନଗର ନିକଟସ୍ଥ ଜଗନ୍ନାଥ ବିହାର ଚତୁର୍ଥ ଲାଇନ୍‌ରେ ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ବୋମାମାଡ଼ ହୋଇଛି। ଗୋଟିଏ ବାଇକ୍‌ରେ ୨ ଯୁବକ ଆସି ବୋମା ଫିଙ୍ଗିଥିଲେ। ଫଳରେ…

ରାସ୍ତା ବନ୍ଦ କରିଦେଲା ପୋଲିସ: ସମାଧାନ ନ ହେଲେ ରାଜରାସ୍ତାକୁ ଓହ୍ଲାଇବା ନେଇ ଚେତାବନୀ

ଛତ୍ରପୁର,୮।୨(ଦିଲ୍ଲୀପ ସାମଲ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଅଧୀନ ବିଞ୍ଚଣାପଲ୍ଲୀ, ପାଳିବନ୍ଧ, ପୁରୁଣାବନ୍ଧ ଏବଂ କୁଣ୍ଡାପୁଟୁ ଆଦି ୪ ଗ୍ରାମର ଶତାଧିକ ଲୋକେ ଛତ୍ରପୁର ଆସି ଜିଲାପାଳଙ୍କ ଅନୁପସ୍ଥିତିରେ ଅତିରିକ୍ତ ଜିଲାପାଳ ଏବଂ ଗଞ୍ଜାମ ଜିଲା ଏସ୍‌ପିଙ୍କୁ ଭେଟି ଗୁରୁବାର…

ଜମି କାରବାର ଲିଙ୍କ୍‌: ଜିଲାର ବିଭିନ୍ନ ସ୍ଥାନରେ ଇଡି ଚଢ଼ାଉ

ବ୍ରହ୍ମପୁର,୮ା୨(ସୁବାସ ପାଢ଼ୀ): ଜିଲାରେ ଜମି କାରବାର ଠକେଇର ଲିଙ୍କ୍‌ ମିଳିବା ପରେ ଗୁରୁବାର ଅର୍ଥନୈତିକ ଅପରାଧ ଶାଖା(ଇଡି)ର ୧୦ ଜଣିଆ ଟିମ୍‌ ଜିଲାର ବିଭିନ୍ନ ବିଲଡର ସଂସ୍ଥାରେ ଚଢ଼ାଉ କରିଛି। ବ୍ରହ୍ମପୁର ସହରର ଗୋଷାଣୀନୂଆଗାଁ, ଗାନ୍ଧିନଗର, ଡୁରା, ଦିଗପହଣ୍ଡି ଇତ୍ୟାଦି ଅଞ୍ଚଳରେ…

ବନ୍ଦ ହୋଇପଡ଼ିଛି ଏଣ୍ଡୋସ୍କୋପି ମେଶିନ

ବ୍ରହ୍ମପୁର,୮ା୨(ସୁବାସ ଚନ୍ଦ୍ର ପାଢ଼ୀ)ରୋଗୀଙ୍କ ଚିକିତ୍ସା ସେବା ନିମନ୍ତେ ରାଜ୍ୟ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ଏହାସତ୍ତ୍ୱେ ବି ଏମକେସିଜି ମେଡିକାଳ କଲେଜ ଓ ହସ୍ପିଟାଲରେ ରୋଗୀଙ୍କ ଚିକିତ୍ସା କ୍ଷେତ୍ରରେ ଅବହେଳା ପରିଲିଖିତ ହୋଇଛି। ଏହି ହସ୍ପିଟାଲରେ ଏଣ୍ଡୋସ୍କୋପି ପରୀକ୍ଷା…

ଅସ୍ତିତ୍ୱ ଖୋଜୁଛି ଅଟୋନଗର

ବ୍ରହ୍ମପୁର,୭।୨(ଅଶୋକ କୁମାର ସାହୁ):ଗଞ୍ଜାମ ଜିଲାର ଶିଳ୍ପାଞ୍ଚଳ ଭିତ୍ତିଭୂମିରେ ସାମିଲ ହୋଇଥିବା ରଙ୍ଗେଇଲୁଣ୍ଡା ବ୍ଲକ ହଳଦିଆପଦରସ୍ଥିତ ଅଟୋନଗର ସ୍ଥିତି ଦୟନୀୟ ହୋଇପଡ଼ିଛି। ଦୀର୍ଘ ୩୩ ବର୍ଷ ହେଲା ଏକ ଦୂଷିତ ପରିବେଶରେ ଥିବା ଏହି ଶିଳ୍ପାଞ୍ଚଳ ନିଜ ଅସ୍ତିତ୍ୱ ଖୋଜିବାରେ ଲାଗିଛି। ବହୁ…

କାନ୍ଥ ସୂଚନାରେ ସ୍ବଚ୍ଛତା ସୀମିତ, ଟୋଲ୍‌ ଫ୍ରି’ରୁ ଉତ୍ତର ମିଳୁନି

ବ୍ରହ୍ମପୁର,୭।୨ (ସ୍ମୃତି ରଞ୍ଜନ ମହାଲିକ): ସହରକୁ ସ୍ବଚ୍ଛ ଓ ସୁନ୍ଦର କରିବା ସମସ୍ତଙ୍କ କର୍ତ୍ତବ୍ୟ। ‘ଆମ ସହର, ଆମ ଗର୍ବ’ ଏଭଳି ବାର୍ତ୍ତା ନେଇ ବ୍ରହ୍ମପୁର ମହାନଗର ପକ୍ଷରୁ ସହରର ପ୍ରତି ୱାର୍ଡର କାନ୍ଥରେ ସୂଚନା ରହିଛି। ଉକ୍ତ ୱାର୍ଡର ସ୍ବଚ୍ଛସାଥୀ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri