୧୫ ଜଣଙ୍କ ଠାରେ ମୋତିଆବିନ୍ଦୁ ଚିହ୍ନଟ
ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ କୁମରଡା ଗ୍ରାମରେ ମାଗଣା ଚକ୍ଷୁପରଳ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ହିଞ୍ଜିଳିକାଟୁ ସମରଝୋଳସ୍ଥିତ ଶଙ୍କର ଚକ୍ଷୁ ଚିକିତ୍ସାଳୟ ସହଯୋଗରେ ଆୟୋଜିତ ଶିବିରକୁ ଗ୍ରାମର ସାମାଜିକକର୍ମୀ ରବିନ୍ଦ୍ର ପ୍ରଧାନ ଓ ଅଜ୍ଞାନ ପ୍ରଧାନ…
ଛାତ୍ରୀଛାତ୍ରଙ୍କ ଦ୍ୱାରା ମଞ୍ଚସ୍ଥ ହେଲା ନାଟକ‘ସତ୍ୟ ମାଷ୍ଟ୍ରଙ୍କ ନୂଆ କାହାଣୀ’
ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଠାଗ୍ରାମସ୍ଥିତ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନଶିକ୍ଷକ ବରଦାକାନ୍ତ ପରିଡ଼ାଙ୍କ ସଭାପତିତ୍ୱରେ ଆୟୋଜିତ ଉତ୍ସବରେ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ତଥା ସରପଞ୍ଚ ସଂଘ…
ଛାତ୍ରୀଛାତ୍ରଙ୍କ ଦକ୍ଷତା ବୃଦ୍ଧି କରିବ ନିପୁଣ ଓଡ଼ିଶା କାର୍ଯ୍ୟକ୍ରମ
ଦିଗପହଣ୍ଡି,୧୬ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡା ପଞ୍ଚାୟତ ଚାଞ୍ଚଡ଼ାପଲ୍ଲୀ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସରରେ ବ୍ଲକସ୍ତରୀୟ ନିପୁଣ ଓଡ଼ିଶା ମେଳା-୨୦୨୫ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଭାରପ୍ରାପ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ବାଳା ମାଝୀଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ…
ଶିକ୍ଷକଙ୍କ ଅବସର ବୟସ ୬୨ କରିବାକୁ…..
ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଭଞ୍ଜନଗରଠାରେ ଓଡିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ, ଓଷ୍ଟାର ଡାକରାରେ ଓଡିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ବୟ ସମିତି, ଭଞ୍ଜନଗର ବ୍ଲକ ତରଫରୁ ଜିଲା ସଭାପତି ସନ୍ତୋଷ ଜେନାଙ୍କ ସଭାପତିତ୍ୱରେ ଏକ ଜରୁରୀ ବୈଠକ ଶନିବାର…
ଅଚାନକ ଆହାର କେନ୍ଦ୍ରରେ ପହଞ୍ଚିଲେ ଏନ୍ଏସି ଅଧ୍ୟକ୍ଷ
ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଭଞ୍ଜନଗର ଏନ୍ଏସି ଅଧ୍ୟକ୍ଷ ଗୋପବନ୍ଧୁ ମହାପାତ୍ର ଶନିବାର ଅଚାନକ ସ୍ଥାନୀୟ ଆହାର କେନ୍ଦ୍ର ବୁଲି ଦେଖିଥିଲେ। ସେଠାରେ କିଭଳି ଖାଦ୍ୟ ମିଳୁଛି ସେ ନେଇ ଲୋକଙ୍କୁ ପଚାରିଥିଲେ। ଏଥିସହ ଖାଦ୍ୟର ମାନ ଯାଞ୍ଚ କରିଥିଲେ। ଭଞ୍ଜନଗର ଆହାର କେନ୍ଦ୍ରରେ…
ଗାଲେରି ଅଞ୍ଚଳରେ କାଉ ମଡ଼କ
ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଗାଲେରି ଅଞ୍ଚଳରେ କିଛି ଦିନ ହେବ କାଉ ମଡକ ଦେଖାଦେଇଛି। ଗତ ୩ରୁ ୪ ଦିନ ମଧ୍ୟରେ ଶତାଧିକ କାଉଙ୍କର ମୃତ୍ୟୁ ହେଲାଣି। ଯାହାକୁ ନେଇ ଅଞ୍ଚଳବାସୀ ଆତଙ୍କିତ ଅବସ୍ଥାରେ ଅଛନ୍ତି। କାଉ ଗୁଡ଼ିକର…
କୀଟନାଶକ ପିଇ ତୋଟାରେ ଜୀବନ ହାରିଲେ ବ୍ୟକ୍ତି, ପାଖରୁ ପୋଲିସ ଜବତ କଲା…
ହିଞ୍ଜିଳିକାଟୁ,୧୫ା୨(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଖାଜିପଲ୍ଲୀ-ମୋହନାପଲ୍ଲୀ ମଧ୍ୟବର୍ତ୍ତୀ ଏକ ତୋଟାରେ ଶନିବାର ବ୍ୟକ୍ତି କୀଟନାଶକ ସେବନ କରି ଆତ୍ମହତ୍ୟା କରିଛନ୍ତି। ମୃତକ ଜଣଙ୍କ ହେଲେ ହିଞ୍ଜିଳିକାଟୁ ବ୍ଲକ ଦାରୁଭଦ୍ରା ପଞ୍ଚାୟତ ସାପୁଆପଲ୍ଲୀ ଗ୍ରାମର ଗୋବିନ୍ଦ ସେଠୀ (୪୦)। ଖବର…
କୁମ୍ଭମେଳା ଯାଇ ଆସିଲା ବେଳକୁ ଘରେ ଯାହା ଦେଖିଲେ…
ବ୍ରହ୍ମପୁର,୧୫ା୨(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ନିମଖଣ୍ଡି ଥାନା ଅନ୍ତର୍ଗତ ଗୋବିନ୍ଦ ବିହାର ୭ମ ଲାଇନ୍ରେ ଜଣେ ଘର ମାଲିକ ଓ ଭଡାଟିଆଙ୍କ ଘରୁ ୯ଲକ୍ଷ ଟଙ୍କାର ଗହଣା ଏବଂ ଟଙ୍କା ଏକ ଲୁଟେରା ଗ୍ୟାଙ୍ଗ ଲୁଟି ନେଇଛନ୍ତି। ଏ ନେଇ…
ପୁରୁଷୋତ୍ତମପୁରକୁ ଫେରୁଛନ୍ତି ଦବଙ୍ଗ ଅଧିକାରୀ, ଛାନିଆ ହେଲେଣି ଅପରାଧୀ-ମାଫିଆ
ପୁରୁଷୋତ୍ତମପୁର,୧୫ା୨(ସୀମାଞ୍ଚଳ ମିଶ୍ର): ଭୁବନେଶ୍ୱର ସ୍ପେଶାଲ ବ୍ରାଞ୍ଚ୍ରେ ଡିଏସ୍ପି ଭାବେ କାର୍ଯ୍ୟ କରୁଥିବା ଡଃ.ଦୀପକ କୁମାର ମିଶ୍ରଙ୍କୁ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏସ୍ଡିପିଓ ଭାବେ ବଦଳି ହୋଇଛି। ଏହାକୁ ନେଇ ଶୁକ୍ରବାର ସରକାରଙ୍କ ଗୃହବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ପୁରୁଷୋତ୍ତମପୁର…
ସାମ୍ବାଦିକଙ୍କୁ ସୁରକ୍ଷା, ପେନସନ ଦାବି: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଓୟୁଜେର ସ୍ମାରକପତ୍ର
ଛତ୍ରପୁର,୧୫।୨(ସନ୍ତୋଷ ପାଢ଼ୀ): ଓଡ଼ିଶା ସାମ୍ବାଦିକ ୟୁନିଅନ (ଓୟୁଜେ) ଗଞ୍ଜାମ ଜ଼ିଲା କମିଟି ପକ୍ଷରୁ ସାମ୍ବାଦିକମାନଙ୍କ ୩ ଦଫା ଦାଦି ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଅତିରିକ୍ତ ଜ଼ିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ କରାଯାଇଛି। ଦାବିଗୁଡିକ ମଧ୍ୟରେ ଅବସରପ୍ରାପ୍ତ ସାମ୍ବାଦିକମାନଙ୍କୁ ମାସିକ ଅନ୍ୟୁନ ୨୫ ହଜାର…
‘ସେନା ବାହିନୀରେ ଯୋଗ ଦେବା ଲାଗି ପର୍ଯ୍ୟାପ୍ତ ସୁଯୋଗ ଆଣେ NCC’
ପୁରୁଷୋତ୍ତମପୁର,୧୫ା୨(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକର ପ୍ରତାପପୁର ରାଙ୍ଗାଭାଟଲା ତୁମ୍ବନାଥ ବିଦ୍ୟାପୀଠକୁ ଓଡ଼ିଶା ଏନ୍ସିସି ବାଟାଲିୟନ ବ୍ରହ୍ମପୁର କମାଣ୍ଡିଂ ଲେଫ୍ଟନେଣ୍ଟ କର୍ନେଲ ସମୀର କୁମାର କର ଆସି ଏନ୍ସ୍ସି ଓ୍ବିଙ୍ଗ୍କୁ ପରିଦର୍ଶନ କରିଛନ୍ତି। ପହଞ୍ଚିବା ପରେ ଏନ୍ସିସି କ୍ୟାଡେଟ୍ମାନେ ପ୍ରଥମେ…
ଲୋନ୍ ନାଁରେ ୭୫ ଲକ୍ଷ ଟଙ୍କା ଚଳୁ କରିଛନ୍ତି ପୂର୍ବତନ ମ୍ୟାନେଜର, ଥାନାରେ ମାମଲା
ଛତ୍ରପୁର,୧୫ା୨(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ବ୍ରହ୍ମପୁରର ବିସିସି ବ୍ୟାଙ୍କ (କେନ୍ଦ୍ରୀୟ ସମବାୟ ବ୍ୟାଙ୍କ)ର ଛତ୍ରପୁର ଶାଖାରେ ଲୋନ୍ ନାଁରେ ୭୫ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ଟଙ୍କା ପୂର୍ବତନ ମ୍ୟାନେଜର ଚଳୁ କରିଛନ୍ତି। ଏ ନେଇ ଛତ୍ରପୁର ଥାନା ଏକ ମାମଲା…
Archives


