ଗଞ୍ଜାମ

ଅପମୃତ୍ୟୁ ମାମଲା ବଢ଼ିଚାଲିଛି

ବ୍ରହ୍ମପୁର,୨୪।୧(ସୁବାସ ଚନ୍ଦ୍ର ପାଢ଼ୀ): ମହାରାଜା କୃଷ୍ଣଚନ୍ଦ୍ର ଗଜପତି (ଏମ୍‌କେସିଜି) ମେଡିକାଲ କଲେଜ  ଓ ହସପିଟାଲକୁ ଦକ୍ଷିଣ ଓଡ଼ିଶା ଓ  ଅନ୍ୟ ସ୍ଥାନରୁ ରୋଗୀ ରେଫର୍‌ ହୋଇ ଆସିଥାନ୍ତି। ସେହିପରି ଆନ୍ଧ୍ର ସୀମା ଅଞ୍ଚଳର ଲୋକ ବି ଏହି ମେଡିକାଲ ଉପରେ ନିର୍ଭରଶୀଳ।…

ଋଣ ଟଙ୍କା ଆଦାୟ କରିବାକୁ ଯାଇ ଫାଇନାନ୍ସ କର୍ମଚାରୀ ଆକ୍ରମଣର ଶିକାର, ଜଣେ ଗିରଫ

ହିଞ୍ଜିଳିକାଟୁ, ୨୩ା୧(ଦ୍ବିତୀକୃଷ୍ଣ ପଣ୍ଡା): ଋଣ ଟଙ୍କା ଆଦାୟ କରିବାକୁ ଯାଇ ଏକ ଘରୋଇ ଫାଇନାନ୍ସ କମ୍ପାନୀର ୨ଜଣ କର୍ମଚାରୀ ଆକ୍ରମଣର ଶିକାର ହୋଇଛନ୍ତି । ଋଣ ନେଇଥିବା ମହିଳାଙ୍କ ସ୍ବାମୀ ଫାଇନାନ୍ସ କମ୍ପାନୀର ୨ କର୍ମଚାରୀଙ୍କୁ କୋଡିରେ ଆକ୍ରମଣ କରିଥିବା ଅଭିଯୋଗ…

ଘରେ ଘରେ ଲାଗିଲା ଶଙ୍ଖ ଷ୍ଟିକର

ଛତ୍ରପୁର,୨୩ା୧(ଦିଲୀପ ସାମଲ): ଛତ୍ରପୁର ଏନ୍‌ଏସିରେ ମଙ୍ଗଳବାରଠାରୁ ଆରମ୍ଭ ହୋଇଛି ବିଜେଡିର ପରିବାର ସମ୍ପର୍କ ଅଭିଯାନ। ଛତ୍ରପୁର ଏନଏସିରେ ବିଧାୟକ ସୁବାଷ ଚନ୍ଦ୍ର ବେହେରାଙ୍କ ନେତୃତ୍ୱରେ ୧୧ ନଂ ୱାର୍ଡ କାଉନସିଲର ସନ୍ତୋଷୀ ସେଠୀଙ୍କ ସଂଯୋଜନାରେ ଏହି କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଏନ୍‌ଏସି…

ବଡ଼ଭାଇଙ୍କୁ କାଠ ଫାଳିଆରେ ମାରି ବନ୍ଧାହେଲେ ସାନ ଭାଇ

ହିଞ୍ଜିଳିକାଟୁ,୨୨।୧(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ପିତଳ ଗ୍ରାମରେ ପାରିବାରିକ କଳହ ଏବଂ ଶତ୍ରୁତାକୁ କେନ୍ଦ୍ର କରି ସାନ ଭାଇର କାଠ ଫାଳିଆ ମାଡ଼ରେ ବଡଭାଇ ଗୁରୁତର ଆହତ ହୋଇଛନ୍ତି। ପିତଳ ବଜାର ସାହି ଛକରେ ବଡ ଭାଇ ରବିନ୍ଦ୍ର…

ବାଇକ୍‌କୁ ଧକ୍କା ଦେଲା କାର୍‌, ଚାଲିଗଲା ଦମ୍ପତିଙ୍କ ଜୀବନ

ଖଲ୍ଲିକୋଟ,୨୨ା୧(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ୧୬ନମ୍ବର ଜାତୀୟ ରାଜପଥ ନାରାୟଣୀ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍‌କୁ କାର୍‌ ଧକ୍କା ଦେବାରୁ ବାଇକ୍‌ରେ ବସିଥିବା ସ୍ତ୍ରୀ ଏବଂ ସ୍ବାମୀଙ୍କର ଘଟଣାସ୍ଥଳରେ ମୃତ୍ୟୁ…

କାର୍‌-ଅଟୋ ଧକ୍କାରେ ମୃତ୍ୟୁ: ରାଜପଥରେ ମୃତଦେହ ରଖି ବିକ୍ଷୋଭ କଲେ ଗ୍ରାମବାସୀ

ହିଞ୍ଜିଳିକାଟୁ,୨୦ା୧(ଦ୍ୱିତୀକୃଷ୍ଣ ପଣ୍ଡା): ବ୍ରହ୍ମପୁର ସଦର ଥାନା କୁକୁଡ଼ାଖଣ୍ଡି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଶୁକ୍ରବାର ଏକ କାର୍‌ (ଓଡି୦୭ଏଜେ ୬୯୧୭)ସହ ଯାତ୍ରୀବାହୀ ଅଟୋ (ଓଡି୦୭ଏ ୫୭୧୮)ମୁହାଁମୁହିଁ ଧକ୍କା ହୋଇଥିଲା। ଦୁର୍ଘଟଣାରେ ଅଟୋ ଯାତ୍ରୀ ହିଞ୍ଜିଳି ଥାନା ଚୈତନ୍ୟପଡ଼ା ଗ୍ରାମର ପବନା ଦାସ(୨୬)ଙ୍କ ମୃତ୍ୟୁ…

ରାତ୍ର ଜଗୁଆଳ ଆକ୍ରମଣ ଘଟଣା: ଜଣେ କୋର୍ଟ ଚାଲାଣ

ହିଞ୍ଜିଳିକାଟୁ,୨୦ା୧(ଦ୍ୱିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଥାନା କୋଳିଦାସପୁର ଗ୍ରାମରେ ଗତ ବର୍ଷ ୧୯ ଜୁନ୍‌ରେ ସଂଘବଦ୍ଧ ଆକ୍ରମଣରେ ଇଟାଭାଟିରେ କାର୍ଯ୍ୟରତ ଜଣେ ରାତ୍ର ଜଗୁଆଳ ଗୁରୁତର ହୋଇଥିଲେ। ଗୁରୁତର ଜଣଙ୍କ କୋଳିଦାସପୁର ଗ୍ରାମର ପୀତାମ୍ବର ଦଳାଇ। ଘଟଣାର ଦୀର୍ଘ ୭ମାସ ପରେ ଘଟଣାର…

ଏମ୍‌କେସିଜିରେ ନାହିଁ ବର୍ନ କେୟାର ୟୁନିଟ୍‌

ବ୍ରହ୍ମପୁର,୨୦ା୧(ନରସିଂହ ସାହୁ): ଏମ୍‌କେସିଜି ମେଡିକାଲ କଲେଜ ହସ୍ପିଟାଲରେ ଦୀର୍ଘବର୍ଷର ଦାବି ବର୍ନ କେୟାର ୟୁନିଟ ଖୋଲାଯାଉ ନ ଥିବା ପ୍ରତିବାଦରେ ଭାଜପା ପକ୍ଷରୁ ଦକ୍ଷିଣାଞ୍ଚଳ ରାଜସ୍ବ କମିଶନର (ଆର୍‌ଡିସି)ଙ୍କ ବ୍ରହ୍ମପୁର ଅଫିସ ଆଗରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଗତ ଗୁରୁବାର ଟେଲିଫୋନ…

ଖଲ୍ଲିକୋଟରେ ଡବଲ ମର୍ଡର: ଦାଦାଙ୍କ ସହ ଭାଉଜଙ୍କୁ ହାଣିଦେଲେ

ଖଲ୍ଲିକୋଟ,୧୯।୧(ପ୍ରଶାନ୍ତ କୁମାର ମିଶ୍ର): ଦାଦାଙ୍କ ସହ ଭାଉଜଙ୍କୁ ହାଣିଦେଲେ ଯୁବକ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଖଲ୍ଲିକୋଟ ଥାନା ସାକିରି ଗ୍ରାମରେ। ଜମିବାଡି ବିବାଦକୁ କେନ୍ଦ୍ରକରି ଏଭଳି ବିଭତ୍ସ ହତ୍ୟାକାଣ୍ଡ ଘଟିଥିବା ଜଣାପଡ଼ିଛି। ମାରଣାସ୍ତ୍ରରେ ଉଭୟଙ୍କୁ ହତ୍ୟାକରାଯାଇଛି। ଖବର ପାଇ…

ପଥର ଖାଦାନ ତୁରନ୍ତ ବନ୍ଦ କରାଯାଉ

ଛତ୍ରପୁର,୧୯।୧(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା କୁକୁଡାଖଣ୍ଡି ତହସିଲ ଅଧୀନ ଏ. ରଘୁନାଥପୁର ମୌଜାରେ ଚାଲିଥିବା ପଥର ଖାଦାନକୁ ତୁରନ୍ତ ବନ୍ଦ କରିବାକୁ ଦାବି କରାଯାଇଛି। ଶୁକ୍ରବାର ଏ ରଘୁନାଥପୁର ଗ୍ରାମବାସୀ ଗଞ୍ଜାମ ଜିଲାପାଳଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ପଥର…

ବାଇକ୍‌-ସ୍କୁଟି ମୁହାଁମୁହିଁ: ଚାଲିଗଲା ୫ ଜୀବନ, ଜଣେ ଗୁରୁତର

ଗଞ୍ଜାମ,୧୯ା୧: ଗଞ୍ଜାମ ଜିଲା ସୋରଡ଼ା ଥାନା ନିକଟ କେଶରୀପାଟଣା ଗାଁ ଡ୍ରାପ୍‌ ନିକଟରେ ଗୁରୁବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବାଇକ୍‌ ଓ ସ୍କୁଟି ମୁହାଁମୁହିଁ ଧକ୍କା ହେବାରୁ ୫ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ…

ପ୍ରଦୂଷଣ ବଳୟରେ ନୂଆ ବସ୍‌ଷ୍ଟାଣ୍ଡ

ବ୍ରହ୍ମପୁର,୧୯ା୧(ଅଶୋକ କୁମାର ସାହୁ): ବ୍ରହ୍ମପୁର ଦକ୍ଷିଣ ଓଡ଼ିଶାର ମୁଖ୍ୟ ବ୍ୟବସାୟିକ ସ୍ଥଳ ହୋଇଥିବାରୁ ଏଠାକୁ ପର୍ଯ୍ୟାପ୍ତ ରେଳ ଓ ବସ ସୁବିଧା ରହିଛି। ସହରକୁ ପ୍ରତ୍ୟେହ ଲକ୍ଷାଧିକ ଲୋକଙ୍କ ଯାତାୟାତ ଲାଗି ରହିଛି। ଏହାକୁ ଦୃଷ୍ଟିରେ ରଖି ବ୍ରହ୍ମପୁର ଷ୍ଟାଡିୟମ ନିକଟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri