ଗଞ୍ଜାମ

ପିପୁଲ୍ସ କଲେଜରେ ଚାଲିଥିଲା ରେଡ୍‌କ୍ରସ୍‌ ଦିବସ ପାଳନ: ଏହି ସମୟରେ ପଶିଗଲା ନାଗ, ଆଉ ତା’ ପରେ…

ଭଞ୍ଜନଗର/ବୁଗୁଡ଼ା,୮ା୫(ବାବୁଲା ପ୍ରଧାନ/କାଳୀ ଚରଣ ଦାସ): ଗ୍ରୀଷ୍ମ ଛୁଟି ଯୋଗୁ କଲେଜ ଏବଂ ସ୍କୁଲଗୁଡ଼ିକ ବର୍ତ୍ତମାନ ବନ୍ଦ ଅଛି। ଅଧ୍ୟାପକ ଏବଂ ଶିକ୍ଷକମାନେ ରୋଷ୍ଟର ଡ୍ୟୁଟିରେ ଯାଇ ଅଫିସ କିମ୍ବା କମନ ରୁମ୍‌ରେ ବସୁଛନ୍ତି। ଶ୍ରେଣୀଗୁଡ଼ିକ ବନ୍ଦ ଯୋଗୁ କେଉଁଠି କ୍ଲାସ ରୁମ୍‌…

ଘୁମୁସର ବନଖଣ୍ଡରେ ୯୭ ହାତୀ: ଗାଁରେ ପଶିଗଲେ ୨ ଦନ୍ତା

ଭଞ୍ଜନଗର,୮ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ଏବଂ ଦକ୍ଷିଣ ଘୁମୁସର ବନଖଣ୍ଡ ବିଗତ କିଛିବର୍ଷ ହେବ ହାତୀମାନଙ୍କ ସୁରକ୍ଷିତ ବାସସ୍ଥଳୀ ପାଲଟିଯାଇଛି। ପଡ଼ୋଶୀ ବନଖଣ୍ଡ ଅପେକ୍ଷା ଏହି ଦୁଇ ବନଖଣ୍ଡରେ ହାତୀମାନଙ୍କ ରହଣି ପାଇଁ ଉପଯୁକ୍ତ ବାସସ୍ଥଳୀ…

ଆରମ୍ଭହେଲା ପୁରୁଷୋତ୍ତମପୁର ଠାକୁରାଣୀ ଯାତ୍ରା, ଅସ୍ଥାୟୀ ମନ୍ଦିରରେ ବିଜେ କଲେ ପଞ୍ଚ ଠାକୁରାଣୀ

ପୁରୁଷୋତ୍ତମପୁର,୮।୫(ସିମାଞ୍ଚଳ ମିଶ୍ର)ଗଞ୍ଜାମ ଜିଲା ପୁରୁଷୋତ୍ତମପୁରର ଐତିହାସିକ ପଞ୍ଚଠାକୁରାଣୀଙ୍କ ଯାତ୍ରା ବୁଧବାରଠାରୁ ଆରମ୍ଭ ହୋଇଛି। ମା’ କନକା ଠାକୁରାଣୀଙ୍କସମେତ କାଳୁଆ, ତାରାତାରିଣୀ,କାଳୀ ଓ ଫୁଲସୁନ୍ଦରୀ ଠାକୁରାଣୀ ଅସ୍ଥାୟୀ ମଣ୍ଡପରେ ବିଜେ କରାଇ ପୂଜାର୍ଚ୍ଚନାକରିଛନ୍ତି । ଯାତ୍ରା ଅଧିକାରୀ ରମାକାନ୍ତ ଦାଶଙ୍କ ତତ୍ତ୍ୱାବଧାନରେ ପରମ୍ପରା…

ଘରେ ପଶି ୨୫ ଭରି ସୁନା ଅଳଙ୍କାର ସହ ନଗଦ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ଗୋପାଳପୁର,୭ା୫(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅନ୍ତର୍ଗତ ଦାନପୁର ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ଘରର ବାଡ଼ିପଟ କବାଟ ଭାଙ୍ଗି ଲକ୍ଷ୍ୟଧିକ ଟଙ୍କା ସୁନା ଅଳଙ୍କାର ଓ ୪୦ ହଜାର ଟଙ୍କା ଲୁଟି ନେଇଥିବା ନେଇ ବୁଧବାର ଗୋଳନ୍ଥରା ଥାନାରେ…

ବିବାଦରେ ପଡ଼ିଲା ପୂର୍ଣ୍ଣଚ୍ଛେଦ, ମତ୍ସ୍ୟ ବିଭାଗ ଅଧୀନରେ ହୁମା ଶୁଖୁଆ ହାଟ

ଗଞ୍ଜାମ,୭ା୫(ବିଦ୍ୟାଧର ସାହୁ): ଦୁଇ ସପ୍ତାହ ଧରି ପଞ୍ଚାୟତ ଜନପ୍ରତିନିଧି ଓ ପଞ୍ଚୁଦୋଳ ଯାତ୍ରା ପରିଚାଳନା କମିଟି ମଧ୍ୟରେ ଲାଗି ରହିଥିବା ବିବାଦ ବୁଧବାର ସମାଧାନ ହୋଇଛି। ଏସିଆ ମହାଦେଶର ସର୍ବ ବୃହତ ପ୍ରସିଦ୍ଧ ହୁମା ଶୁଖୁଆ ହାଟ ମତ୍ସ୍ୟ ବିଭାଗ ଅଧୀନକୁ…

ରାତି ପାହିଥିଲେ ପଡ଼ିଥାନ୍ତା ହାତଗଣ୍ଠି, ପହଞ୍ଚିଗଲା ପ୍ରଶାସନ, ଆଉ ତା’ ପରେ…

ଦିଗପହଣ୍ଡି,୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବୋମକେଇ ପଞ୍ଚାୟତ ଅଧୀନ ଏକ ଗ୍ରାମରେ ଗୁରୁବାର ଅନୁଷ୍ଠିତ ହେବାକୁ ଥିବା ଏକ ବାଲ୍ୟ ବିବାହକୁ ସ୍ଥାନୀୟ ପ୍ରଶାସନ ବୁଧବାର ବନ୍ଦ କରିଥିବା ଜଣାପଡ଼ିଛି। ଗ୍ରାମର ଜଣେ ୧୫ ବର୍ଷୀୟା ନାବାଳିକାଙ୍କର…

କଠୋର ହେଲା ବନ୍ୟପ୍ରାଣୀ ଆଇନ: ଏଣିକି ଲେଖା ହେବ କେସ ଡାଏରୀ

ଭଞ୍ଜନଗର,୭ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ବୁଧବାର ତମାମ ବନ୍ୟପ୍ରାଣୀ ଏବଂ ଜଙ୍ଗଲ ଆଇନ ଉପରେ ଏକ ତାଲିମ ଶିବିର ଅନୁଷ୍ଠିତ ହୋଇଥିଲା। କର୍ମଚାରୀମାନେ ମାମଲାଗୁଡ଼ିକୁ କିଭଳି ପରିଚାଳନା କରିବେ ଶିବିରର ମୂଳ…

ସେଞ୍ଚୁରିଆନ ହଷ୍ଟେଲ ଛାତ୍ରଙ୍କ ମୃତ୍ୟୁ: ହସ୍ପିଟାଲରେ ମୃତଦେହ ଛାଡ଼ି ଚାଲିଗଲେ କର୍ତ୍ତୃପକ୍ଷ, ଏତଲା ଦେଲେ ମା’

ଛତ୍ରପୁର,୭ା୫(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧୀନ ଆଇଆରଇଏଲ ଛକ ନିକଟ ସେଞ୍ଚୁରିଆନ ୟୁନିଭର୍ସିଟିିର ଜଣେ ହଷ୍ଟେଲ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତ ଛାତ୍ର ଜଣଙ୍କ ହେଲେ ଛତ୍ରପୁର ବ୍ଲକ ଲକ୍ଷ୍ମୀପୁର ଗାଁର ଡି.ପୁରୁଷୋତ୍ତମ ରେଡ୍ଡୀ। ସେ ଉକ୍ତ…

କିଛି ସମୟ ପରେ ବାଜିବ ଯୁଦ୍ଧ ସାଇରନ

ଛତ୍ରପୁର,୭ା୫(ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ପକ୍ଷରୁ ଜାରି କରାଯାଇଥିବା ନିର୍ଦ୍ଦେଶ ମୁତାବକ ଓଡ଼ିଶା ସରକାର ପକ୍ଷରୁ ସମଗ୍ର ଓଡ଼ିଶାବାସୀଙ୍କ ଜନଜୀବନ ସୁରକ୍ଷା ଦିଗରେ ପଦକ୍ଷେପ ଗ୍ରହଣ କରିଛନ୍ତି। ଆଉ କିଛି ସମୟ ପରେ ଗଞ୍ଜାମ ଜିଲାର ଗୋପାଳପୁର ବିଜ୍ଞାପିତ ଅଞ୍ଚଳ, ରଙ୍ଗେଇଲୁଣ୍ଡା…

ଆରପାରିରେ ପୁରୁଷୋତ୍ତମପୁର ଏନ୍‌ଏସି ଭାଜପା ମଣ୍ଡଳ ସଭାପତି: ଜଣେ ଦକ୍ଷ ଯୁବସଂଗଠକକୁ ହରାଇଲା ଭାଜପା

ପୁରୁଷୋତ୍ତମପୁର,୭।୮(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସି ଭାଜପାର ମଣ୍ଡଳ ସଭାପତି ତଥା ଯୁବସଂଗଠକ ସୂର୍ଯ୍ୟନାରାୟଣ ମହାରଣା ଓରଫ କଳିଆ (୩୭)ଙ୍କ ମଙ୍ଗଳବାର ରାତିରେ ପରଲୋକ ହୋଇଛି। ଭୂବନେଶ୍ବରରେ ଏକ ହସ୍ପିଟାଲରେ ସେ ଶେଷ ନିଃଶ୍ୱସ ତ୍ୟାଗ କରିଛନ୍ତି। ପରିବାର ପ୍ରତିପୋଷଣ…

ବିଶ୍ୱଶାନ୍ତି ମହାଯଜ୍ଞ ଶୁଭାରମ୍ଭ: କଳଶ ଯାତ୍ରାରେ ହଜାର ହଜାର ଶ୍ରଦ୍ଧାଳୁ  

ଦିଗପହଣ୍ଡି,୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମସ୍ଥିତ ଶ୍ରୀ ମଲ୍ଲିକେଶ୍ୱର ଶୈବ ପୀଠରେ ବୈଶାଖ ଶୁକ୍ଳ ନବମୀ ତିଥି ମଙ୍ଗଳବାରଠାରୁ ଶ୍ରୀରାମତାରକ ବିଶ୍ୱଶାନ୍ତି ମହାଯଜ୍ଞ ଓ ଶ୍ରୀ ମହାବୀର ହନୁମାନଙ୍କ ବିଗ୍ରହ ପ୍ରତିଷ୍ଠା ଉତ୍ସବ…

୧୩ ଘଣ୍ଟା  ଅନ୍ଧାର ରହିଲା ଭଞ୍ଜନଗର: ବଢ଼ୁଛି ଅସନ୍ତୋଷ

ଭଞ୍ଜନଗର,୬।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହର ଏବଂ ବ୍ଲକ ଅଞ୍ଚଳରେ ସୋମବାର ଅପରାହ୍ନ ୪ଟାରୁ ମଙ୍ଗଳବାର ଅପରାହ୍ନ ୪ଟା ଯାଏ ୧୩ ଘଣ୍ଟା ବିଦ୍ୟୁତ୍‌ ସେବା ବନ୍ଦ ରହଥିଲା। ସୋମବାର ଅପରାହ୍ନ ୪ ଟାରୁ ରାତି ୧ଟା ପର୍ଯ୍ୟନ୍ତ ପ୍ରଥମେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?