ଗଞ୍ଜାମ

୬ରେ ବ୍ରହ୍ମପୁର ଆସିବେ ପ୍ରଧାନମନ୍ତ୍ରୀ: ସଭାକୁ ଆସୁଥିବା ଲୋକଙ୍କ ଉପରେ ରହିବ କଡା ନଜର

ବ୍ରହ୍ମପୁର,୪ା୫(ସ୍ମୃତି ରଞ୍ଜନ ମହାଲିକ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୬ ତାରିଖରେ ବ୍ରହ୍ମପୁର ଆସି ଜାତୀୟ ରାଜପଥ ପାର୍ଶ୍ୱସ୍ଥ କନିିଷିଠାରେ ସାଧାରଣ ସଭାରେ ଯୋଗ ଦେବେ। ଏ ନେଇ ଜିଲା ପ୍ରଶାସନ ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ବ୍ରହ୍ମପୁର ମହାନଗର ନିଗମ…

ବିକାଶ ବିରୋଧୀଙ୍କୁ ଓଡ଼ିଶାବାସୀ ଜବାବ ଦେବେ: ପାଣ୍ଡିଆନ

ଭଞ୍ଜନଗର/ବୁଗୁଡ଼ା/ପାଟପୁର, ୪।୫(ବାବୁଲା ପ୍ରଧାନ/କାଳିଚରଣ ଦାସ/ସୀମାଞ୍ଚଳ ସାହୁ): ବରିଷ୍ଠ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଶୁକ୍ରବାର ଗଞ୍ଜାମ ଜିଲାକୁ ତୋଫାନୀ ଗସ୍ତରେ ଆସି ଭଞ୍ଜନଗର, ବୁଗୁଡ଼ା, ସାନଖେମୁଣ୍ଡି ନିକଟସ୍ଥ ପଳାସପୁର ଛକ ଏବଂ ସୋରଡ଼ାରେ ଦଳୀୟ ସଭାରେ ଯୋଗଦେଇ ବିରୋଧୀ ଦଳକୁ ଟାର୍ଗେଟ…

ହିଞ୍ଜିଳିରେ ରାଜନୈତିକ ଉଷ୍ମତା: ନବୀନଙ୍କ ଆଗରେ କଣ୍ଟା ବିଦ୍ରୋହୀ ସ୍ବାଧୀନ ପ୍ରାର୍ଥୀ

ହିଞ୍ଜିଳିକାଟୁ, ୩।୫(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ରାଜ୍ୟ ବିକାଶର ପ୍ରୟୋଗଶାଳା, ଦୁର୍ନୀତି, ଓଡ଼ିଆ ଅସ୍ମିତା, ସ୍ଥାନୀୟ ବାସିନ୍ଦା ତଥା ଅନ୍ୟାନ୍ୟ ଇସ୍ୟୁକୁ ନେଇ ହିଞ୍ଜିଳି ନିର୍ବାଚନ ମାହୋଲ ଉଷ୍ମତା ସୃଷ୍ଟି କରିଛି। ବିଜେଡ଼ି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଲଗାତାର ୬ଷ୍ଠ…

ମହିଳାଙ୍କ ଗୋଡ଼ରେ ଚଢ଼ିଗଲା ବସ୍‌ ଚକା

ହିଞ୍ଜିଳିକାଟୁ,୩।୫(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଥାନା ଶେରଗଡ଼ ବ୍ଲକ ଅଧୀନ ପିତଳ ଛକଠାରେ ଶୁକ୍ରବାର ଏକ ଅଘଟଣ ଘଟିଛି। ଏକ ଘରୋଇ ଯାତ୍ରୀବାହୀ ବସ୍‌ ଚକା ଜଣେ ମହିଳାଙ୍କ ଗୋଡ଼ ଉପରେ ଚଢି ଯାଇଥିଲା। ଫଳରେ ମହିଳା ଜଣକ ଗୁରୁତର ଆହତ ହୋଇଛନ୍ତି।…

ନାମାଙ୍କନ ଭରିଲେ ଭାଜପା ପ୍ରାର୍ଥୀ ଗୋକୁଳାନନ୍ଦ

ପୋଲସରା,୩।୫(ସୁବ୍ରତ ବେହେରା): ଗଞ୍ଜାମ ଜିଲା ପୋଲସରା ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ପ୍ରାର୍ଥୀ ଗୋକୁଳାନନ୍ଦ ମଲ୍ଲିକ ଶୁକ୍ରବାର ନାମାଙ୍କନ ଦାଖଲ କରିଛନ୍ତି। ଭାଜପା ବିଧାୟକ ପ୍ରାର୍ଥୀ ଗୋକୁଳାନନ୍ଦ ବୁଗୁଡ଼ା ମାଳିଝୋଳା ଠାକୁରାଣୀ ମନ୍ଦିରରେ ପୂଜାର୍ଚ୍ଚନା ପରେ ୧୦ ହଜାରରୁ ଊର୍ଦ୍ଧ୍ୱ ସମର୍ଥକଙ୍କ ସହ…

ଶେଷ ଦିନରେ ନାମାଙ୍କନ ଭରିଲେ ସୂର୍ଯ୍ୟମଣି

ଛତ୍ରପୁର,୩।୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ନାମାଙ୍କନପତ୍ର ଦାଖଲର ଶୁକ୍ରବାର ଶେଷ ଦିନରେ ଖଲିକୋଟ ବିଧାନସଭା ଆସନ ପାଇଁ ବିଜୁ ଜନତା ଦଳର ବିଧାୟିକା ପ୍ରାର୍ଥିନୀ ସୂର୍ଯ୍ୟମଣି ବୈଦ୍ୟ ନାମାଙ୍କନପତ୍ର ଦାଖଲ କରିଛନ୍ତି। ବିଧାୟିକା ପ୍ରାର୍ଥତ୍ନୀ ସୂର୍ଯ୍ୟମଣି…

ନାମାଙ୍କନପତ୍ର ଦାଖଲ କଲେ ବିଧାନସଭା ପ୍ରାର୍ଥିନୀ ଲତିକା ପ୍ରଧାନ

ଛତ୍ରପୁର,୩ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ନାମାଙ୍କନପତ୍ର ଦାଖଲର ଶେଷଦିନରେ କବିସୂର୍ଯ୍ୟନଗର ବିଧାନସଭା ଆସନ ନିମନ୍ତେ ବିଜୁ ଜନତା ଦଳର ବିଧାୟିକା ପ୍ରାର୍ଥିନୀ ଲତିକା ପ୍ରଧାନ ଶୁକ୍ରବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। ହଜାର ହଜାର ସମର୍ଥକଙ୍କ ସହ…

ଧାର ଟଙ୍କା ମାଗିବାରୁ ଆକ୍ରମଣ

ବ୍ରହ୍ମପୁର,ତା୨ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ସଦର ଥାନା ବାଳକୃଷ୍ଣପୁର ଗ୍ରାମରେ ଧାର ଟଙ୍କା ମାଗିବାରୁ ମମତା ପାତ୍ର ନାମ୍ନୀ ଜଣେ ମହିଳାଙ୍କୁ ଆକ୍ରମଣ କରାଯାଇଛି। ତାଙ୍କ ଅଭିଯୋଗକୁ ଭିତ୍ତି କରି ପୋଲିସ ଏକ ମାମଲା(ନଂ. ୧୭୯/୨୪) ରୁଜୁ କରିଛି। ମମତାଙ୍କଠାରୁ ଗ୍ରାମର…

ଆସିକା ଲୋକ ସଭା ଆସନ ପାଇଁ ନାମାଙ୍କନପତ୍ର ଦାଖଲ କଲେ ରଞ୍ଜିତା

ଛତ୍ରପୁର,୨ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ନାମାଙ୍କନପତ୍ର ଦାଖଲର ୫ମ ଦିନରେ ଆସିକା ଲୋକ ସଭା ଆସନ ନିମନ୍ତେ ବିଜୁ ଜନତା ଦଳର ଏମ୍‌ପି ପ୍ରାର୍ଥିନୀ ରଞ୍ଜିତା ସାହୁ ଗୁରୁବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। ହଜାର ହଜାର ସମର୍ଥକଙ୍କ ସହ ବିରାଟ ଶୋଭାଯାତ୍ରାରେ…

ବାଇକ୍‌ ସହ ପିଟିହେଲା ବାଇକ୍‌: ୨ ଜଣଙ୍କ ଜୀବନ ଗଲା, ୨ ଆହତ

ଛତ୍ରପୁର,୧ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅନ୍ତର୍ଗତ ବାଟ ଛତ୍ରପୁର ଗ୍ରାମ ନିକଟ କାଜୁ ଫ୍ୟାକ୍ଟରି ସମ୍ମୁଖ ରାଜପଥରେ ବାଇକ୍‌ ସହ ବାଇକ ଧକ୍କାରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ହେଲେ କଣମଣା ଗ୍ରାମର ଏସ୍‌. କ୍ରିଷ୍ଣା…

ଯୁବକଙ୍କୁ ହତ୍ୟା, ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

ବ୍ରହ୍ମପୁର,୧ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରାଜଜ୍‌ (ଏଡିଜେ-୧) ଡ. ଇନ୍ଦୁ ଶର୍ମା ବୁଧବାର ଏକ ହତ୍ୟା ମାମଲାର ୧୯ ବର୍ଷ ପରେ ଚୂଡ଼ାନ୍ତ ରାୟ ପ୍ରକାଶ କରିଛନ୍ତି। ଅଭିଯୁକ୍ତ ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ କରନ୍ଦାପଲିର ଏନ୍‌ ସୀମା ଓରଫ…

ଗାଡ଼ି ଚଳାଉଥିବା ବେଳେ ରାସ୍ତାରେ ହେଲା ହାର୍ଟ ଆଟାକ୍‌, ଚାଲିଗଲା ଜୀବନ

ବୁଗୁଡ଼ା,୧ା୫(କାଳିଚରଣ ଦାଶ): ଗାଡ଼ି ଚଳାଇ ଆସୁଥିବା ବେଳେ ଅଧା ରାସ୍ତାରେ ହୋଇଗଲା ହାର୍ଟ ଆଟାକ୍‌। ଆଉ ଗାଡ଼ି ଭିତରେ ହିଁ ଚାଲିଗଲା ଜୀବନ ଏମିତି ଏକ ଦୁଖଃଦ ଘଟଣା ଘଟିଛି ସଂକୁରୁ-ବୁଗୁଡ଼ା ରାସ୍ତାର ବେତାରସିଂ ଗ୍ରାମ ନିକଟରେ। ମୃତକ ହେଲେ ସଂକୁରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri