ଗଞ୍ଜାମ

ବଜ୍ରାପାତରେ ଯୁବକ ଗୁରୁତର

ଦିଗପହଣ୍ଡି,୨୮ା୪(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ୍‌ ଛଣମେରି ପଞ୍ଚାୟତ ପେଣ୍ଡୁରାଖାଳି ଗ୍ରାମରେ ସୋମବାର ଅପରାହ୍ନରେ ବଜ୍ରାପାତରେ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ସେ ହେଲେ ବିଦେଶୀ ସେଠୀ। ବିଦେଶୀ ନିଜ ପରିବା ବାଡ଼କୁ ଯାଇଥିବା ବେଳେ ଅଚାନକ ଝଡବର୍ଷା ସହ…

ମା’ ବଡରାଉଳ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଝାଲିଆଗୋଛାକୁ ହରାଇ ଛେଦାଭୂମୀ ଚାମ୍ପିୟନ

ଭଞ୍ଜନଗର,୨୮।୪ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବ୍ରାହ୍ମଣପଦର ପଞ୍ଚାୟତ ଝାଲିଆଗୋଛା ଠାରେ ଚାଲିଥିବା ମା’ ବଡରାଉଳ କ୍ରିକେଟ୍‌ ଟୁର୍ଣ୍ଣାମେଣ୍ଟ ଫାଇନାଲ ମ୍ୟାଚ ସୋମବାର ଅନୁଷ୍ଠିତ ହୋଇଥିଲା। ଝାଲିଆଗୋଚ୍ଛା ପ୍ରଥମେ ଟସ ଜିତି ନିର୍ଦ୍ଧାରିତ ୧୨ ଓଭରରେ ୬ ଉଇକେଟ୍‌…

୨ ପରିବାର ମଧ୍ୟରେ ଗଣ୍ଡଗୋଳ, ୩ ଗୁରୁତର

ଧରାକୋଟ,୨୮ା୪ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ଥାନା ଜଗମୋହନ ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ୨ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଏଥିରେ ୩ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନେ ହେଲେ ଜଗମୋହନ ଗୋଲାସାହିର ଶିବ ପାତ୍ର,…

ପାରିବାରିକ କଳହ ହେଲା କାଳ: ବାପାଙ୍କୁ ପିଟିପିଟି ମାରିଦେଲେ ୨ପୁଅ

ପୁରୁଷୋତ୍ତମପୁର,୨୮।୪( ସିମାଞ୍ଚଳ ମିଶ୍ର) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଘଳା ପଞ୍ଚାୟତ କୁଷପୁର ଗ୍ରାମରେ ସୋମବାର ଏକ ଅଭାବନିୟ ଘଟଣା ଘଟିଛି। ନିଜ ଜନ୍ମକଲା ବାପାକୁ ଦୁଇପୁଅ ଅତି ନୃଶଂସ ଭାବରେ ପିଟିପିଟି ମାରିଦେଇଛନ୍ତି। ଏହି ଘଟଣା ଅଞ୍ଚଳରେ ଚର୍ଚ୍ଚାର…

ଅଜଣା ଗାଡି ଧକ୍କାରେ ଚାଲିଗଲା ଜଣଙ୍କ ଜୀବନ

ଛତ୍ରପୁର,୨୮।୪(ଦିଲ୍ଲୀପ ସାମଲ): ଚମାଖଣ୍ଡି ଥାନା ଅଧିନ ଟିଟାମିୟମ କମ୍ପାନୀ ଗେଟ ସମ୍ମୁଖରେ ଏକ ଅଜଣା ଗାଡି ଧକ୍କାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ପରିଚୟ ମିଳିପାରିନଥିବା ବେଳେ କିପରି ଦୁର୍ଘଟଣା ଘଟିଲା ତାହା ମଧ୍ୟ ଅସ୍ପଷ୍ଠ ରହିଛି ।…

ବିଭିନ୍ନ ସମସ୍ୟା ନେଇ ଆନ୍ଦୋଳନକୁ ଓହ୍ଲାଇଲା ଭାରତୀୟ କମ୍ୟୁନିଷ୍ଟ ପାର୍ଟି

ଛତ୍ରପୁର,୨୮।୪(ଦିଲ୍ଲୀପ ସାମଲ/ସନ୍ତୋଷ ପାଢ଼ୀ): ଜନ ସମସ୍ୟାର ସମାଧାନ ନେଇ ଆଜି ଆନ୍ଦୋଳନକୁ ଓହ୍ଲାଇଛି ଭାରତୀୟ କମ୍ୟୁନିଷ୍ଟ ପାର୍ଟି। ଚାଷୀ, କ୍ଷେତ-ମଜଦୂର, ଶ୍ରମିକ ଏବଂ ଗରିବ ଜନସାଧାରଣଙ୍କ ହକ ନିମନ୍ତେ ସ୍ବର ଉତ୍ତୋଳନ କରିଛି ଭାରତୀୟ କମ୍ୟୁନିଷ୍ଟ ପାର୍ଟି। ରାଜ୍ୟରେ ବହୁ ପ୍ରତୀକ୍ଷିତ…

‘ଧନ ଛାଡ଼ି ଜ୍ଞାନ ଅର୍ଜନ କଲେ ସମ୍ମାନ ମିଳିବ’

ଭଞ୍ଜନଗର,୨୮ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ପକ୍ଷରୁ ସୋମବାର ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ଅବସରରେ ଆଇନଜୀବୀ ଦିବସ ପାଳିତ ହୋଇଯାଇଛି। ଏଥିରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ କୋର୍ଟ…

ଆଇନଜୀବୀ ଦିବସ, ମଧୁବାବୁଙ୍କ ଜୟନ୍ତୀ ପାଳିତ

ଦିଗପହଣ୍ଡି,୨୮ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘ ପକ୍ଷରୁ ସୋମବାର ଆଇନଜୀବୀ ଦିବସ ଓ ମଧୁବାବୁ ଜୟନ୍ତୀ ପାଳିତ ହୋଇଯାଇଛି। ଓକିଲ ସଂଘ କାର୍ଯ୍ୟାଳୟ ପରିସରରେ ସଂଘ ସଭାପତି ହୃଦୟ ରଞ୍ଜନ ମେକାପଙ୍କ ସଂଯୋଜନାରେ ଆୟୋଜିତ ସଭାରେ…

ଭଞ୍ଜଙ୍କ କାବ୍ୟ, କବିତାର ସୁରକ୍ଷା କରାଯିବ: ବିଧାୟକ

ଭଞ୍ଜନଗର,୨୭।୪(ବାବୁଲା ପ୍ରଧାନ): ଶ୍ରୀବିଘ୍ନରାଜ ଚାରିଟେବୁଲ ଏବଂ ସମ୍ଭବ ସାହିତ୍ୟ ପରିବାର ପକ୍ଷରୁ ରାଜ୍ୟସ୍ତରୀୟ ଭଞ୍ଜ ସାହିତ୍ୟ ଆଲୋଚନାଚକ୍ର ଶନିବାର ଭୁବନେଶ୍ବରସ୍ଥିତ ବୁଦ୍ଧ ମନ୍ଦିରଠାରେ ଅନୁଷ୍ଠିତ ହୋଇଛି । ପ୍ରଥମ ଅଧିବେଶନରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ…

ପାହଡ଼ ଉପରୁ ମିଳିଲା ଯୁବକଙ୍କ ମୃତଦେହ: ପରିଚୟ ଖୋଜୁଛି ପୋଲିସ

ସୋରଡ଼ା,୨୭ା୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ବଡଗଡ ଥାନା ଏକଲପୁର ପଞ୍ଚାୟତ ହରିପୁର ଗ୍ରାମ ନିକଟ ପାହାଡରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ପୋଲିସ ଜବତ କରିଛି। ମୃତକଙ୍କ ପରିଚୟ ମିଳିପାରି ନାହିଁ। ମୃତକଙ୍କ ବୟସ ୨୫ ବର୍ଷ ହୋଇଥିବା ଅନୁମାନ କରାଯାଉଥିବା ବେଳେ…

ଶ୍ରୀରାମଚରିତ ମାନସ କଥାମୃତ ଉଦ୍‌ଯାପିତ

ଦିଗପହଣ୍ଡି,୨୭ା୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ରାଜବାଟି ସିଂହଦ୍ୱାର ସମ୍ମୁଖରେ ୧୮ ତାରିଖଠାରୁ ଆରମ୍ଭ ହୋଇଥିବା ଶ୍ରୀରାମ ଚରିତ ମାନସ ନବାହ୍ନ ପାରାୟଣ ଓ କଥାମୃତ କାର୍ଯ୍ୟକ୍ରମ ଉଦ୍‌ଯାପିତ ହୋଇଛି। ପଣ୍ଡିତ ସମ୍ଭବ ତ୍ରିପାଠୀ ଏବଂ ଲକ୍ଷ୍ମୀ ନାରାୟଣ ଦାସଙ୍କ ମିଳିତ ପୌରହିତ୍ୟରେ…

ମୃତ ଶିକ୍ଷକଙ୍କ ପରିବାରକୁ ଆର୍ଥିକ ସହାୟତା

ଦିଗପହଣ୍ଡି,୨୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗୋଷ୍ଠୀ ସମ୍ବଳ ଶିକ୍ଷକ ସର୍ବେଶ୍ୱର ସାହୁ କିଡନୀ ଜନିତ ରୋଗରେ ପୀଡିତ ହୋଇ ଗତ ମାର୍ଚ୍ଚ ୨୯ ତାରିଖରେ ଭୁବନେଶର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?