ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କଲା ସିପିଆଇ, ଏହି ସବୁ ଦାବି ପୂରଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…
ଦିଗପହଣ୍ଡି,୧୦।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ମଙ୍ଗଳବାର ଭାରତୀୟ କମ୍ୟୁନିଷ୍ଟ ପାର୍ଟି(ସିପିଆଇ) ପକ୍ଷରୁ ବିଭିନ୍ନ ଦାବି ପୂରଣ ପାଇଁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ବିକ୍ଷୋଭ ପୂର୍ବରୁ ବହୁ ସଂଖ୍ୟକ ଦଳୀୟକର୍ମୀ ଶୋଭାଯାତ୍ରାରେ ଆସି ବ୍ଲକ କାର୍ଯ୍ୟାଳୟ…
ହାତୀ ପାଇଁ ବିକଳ୍ପ ଚାଷ କରାଯାଉ: ଘୋଡା ନାଚ ମାଧ୍ୟମରେ ହାତୀ ସୁରକ୍ଷା ସଚେତନତା
ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ, ଟାଟା ପାୱାର ଏବଂ ସ୍ନେହା ସ୍ବେଚ୍ଛାସେବୀ ଅନୁଷ୍ଠାନର ମିଳିତ ସହଯୋଗରେ ଚାଲିଥିବା ହାତୀ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଉଦଯାପିତ ହୋଇଯାଇଛି। ଏହି ବନଖଣ୍ଡର ୬୬ଟି ଗ୍ରାମରେ ଘୋଡ଼ା ନାଚ ମାଧ୍ୟମରେ ଜଙ୍ଗଲ…
ବିଶ୍ୱଶାନ୍ତି ମହାଯଜ୍ଞ ଆରମ୍ଭ: କଳସ ଯାତ୍ରାରେ ସାମିଲ ହେଲେ ବିଧାୟକ, ଆସନ୍ତା ୨୦ରେ ହେବ…
ଗଞ୍ଜାମ,୯।୨(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଳକ ହୁମା ପଞ୍ଚାୟତ ଅନ୍ତର୍ଗତ ବୋରିଗାଁସ୍ଥିତ ରାଣୀବର ପାହାଡ଼ଠାରେ ଅବସ୍ଥିତ ବାବା ଝାଡେଶ୍ୱର ମନ୍ଦିର ଠାରେ ଦୀର୍ଘ ୧୧ ଦିନ ବ୍ୟାପି ହରି ହରାତ୍ମକ ବିଶ୍ୱଶାନ୍ତି ମହାଯଜ୍ଞ ଚାଲିବ। ଏହି ବିଶ୍ୱଶାନ୍ତି ମହାଯଜ୍ଞ ଅବସରରେ ସୋମବାର…
ଏବେଠୁ ଘାରିଲାଣି ଜଙ୍ଗଲ ନିଆଁ ନିୟନ୍ତ୍ରଣ ଚିନ୍ତା: ଘୁମୁସର ଉତ୍ତର ବନଖଣ୍ଡରେ…
ଭଞ୍ଜନଗର,୯।୨(ବାବୁଲା ପ୍ରଧାନ )-ରାଜ୍ୟର କେତେକ ବନଖଣ୍ଡରେ ବର୍ତ୍ତମାନ ଜଙ୍ଗଲ ନିଆଁ ଲାଗିଲାଣି। ଆଗକୁ ଅନ୍ୟ ବନଖଣ୍ଡ ଗୁଡ଼ିକରେ ମଧ୍ୟ ନିଆଁ ଲାଗିବା ସମ୍ଭାବନା ରହିଛି। ଏହାପୂର୍ବରୁ ରାଜ୍ୟ ସରକାରଙ୍କ ଜଙ୍ଗଲ ବିଭାଗ ପକ୍ଷରୁ ବର୍ତ୍ତମାନଧ୍ଠାରୁ ବିଭିନ୍ନ ପ୍ରକାର ଆଗୁଆ ପଦକ୍ଷେପ ନିଆଯାଇଛି।…
ତତ୍କ୍ଷଣାତ ୨୦ ସମସ୍ୟାର ସମାଧାନ କଲେ ଅତିରିକ୍ତ ଜିଲା ନିର୍ବାହୀ ଅଧିକାରୀ
ପୁରୁଷୋତ୍ତମପୁର,୯।୨ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ କେଏନପୁର ପଞ୍ଚାୟତରେ ଜନଶୁଣାଣି କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିରିକ୍ତ ଜିଲା କାର୍ଯ୍ୟନିର୍ବାହୀ ଅଧିକାରୀ ବିଜୟ କୁମାର ବେହେରା ଯୋଗଦେଇ ୮୫ ଗୋଟି ବିଭିନ୍ନ ପ୍ରକାର ଅଭିଯୋଗ ଓ ସମସ୍ୟାର…
ତାମିଲନାଡୁରେ ୩ ଓଡ଼ିଆ ଶ୍ରମିକଙ୍କୁ ଅଟକ ରଖି ନିର୍ଯାତନା, ଉଦ୍ଧାର ପାଇଁ ଗଲେ ଦିଗପହଣ୍ଡି ପୋଲିସ
ଦିଗପହଣ୍ଡି,୯।୨(ଅଶେଷ ନାଥ ମିଶ୍ର): ଓଡ଼ିଶାର ୩ଶ୍ରମିକଙ୍କୁ ତାମିଲନାଡୁରେ ନିର୍ଯାତନା ଅଭିଯୋଗ । ୩ ଶ୍ରମିକ ହେଲେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଲକ୍ଷ୍ମୀ ନାରାୟଣପୁର ଗାଁ ର ବି.ତବତ ରେଡ୍ଡୀଙ୍କ ପୁଅ ବି. ବୁଡୁ ରେଡ୍ଡୀ(୩୨), ବି.ଗଣେଶ…
ମହାଶିବରାତ୍ରି ପାଇଁ ଶୈବ ପୀଠ ଚଳଚଞ୍ଚଳ: ବିଭିନ୍ନ କାର୍ଯ୍ୟକ୍ରମ ପାଇଁ ଚାଲିଛି ପ୍ରସ୍ତୁତି
ଗଞ୍ଜାମ,୯।୨(ବିଦ୍ୟାଧର ସାହୁ): ଆସନ୍ତା ୧୫ରେ ମହାଶିବରାତ୍ରି। ଏଥିପାଇଁ ଗଞ୍ଜାମ ବ୍ଲକ ଅଞ୍ଚଳରେ ଥିବା ଶୈବପୀଠ ଗୁଡିକ ଚଳଚଞ୍ଚଳ ହୋଇ ଉଠିଥିବା ଦେଖିବାକୁ ମିଳିଛି l ବିଭିନ୍ନ ଶୈବ ପୀଠ ମଧ୍ୟରୁ ପ୍ରସିଦ୍ଧ ଶୈବପୀଠ ତଥା ବଟେଶ୍ୱର, ବାଲିଲୋକନାଥ, ଅଳେଶର, ସପ୍ନେଶର ଆଦି…
ମିଠା ପ୍ରସ୍ତୁତ ମେଶିନରେ ପଶିଗଲା ନାବାଳକଙ୍କ ହାତ, ଆଉ ତା’ ପରେ…
ଦିଗପହଣ୍ଡି,୯ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ରେଡ୍ଡୀ ସାହିରେ ରବିବାର ରାତିରେ ଏକ ଅଘଟଣ ଘଟିଛି। ରେଡ୍ଡୀ ସାହିରେ ଥିବା ସିଙ୍ଗପୁର ଗ୍ରାମର ମନୁ ସାହୁଙ୍କ ମା’ତାରାତାରିଣୀ ମିଠା ଦୋକାନରେ ମିଠା ପ୍ରସ୍ତୁତ ନିମନ୍ତେ ମେଶିନ ଦ୍ବାରା…
ଚେନ୍ନାଇରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ, ମୃତଦେହ ବ୍ୟବଚ୍ଛେଦ କରା ନ ଯିବାରୁ…
ଦିଗପହଣ୍ଡି,୯ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ଏସ.ସନ୍ତୋଷ ରେଡ୍ଡୀ(୩୨) ନାମକ ଜଣେ ଦାଦନ ଶ୍ରମିକଙ୍କ ଚେନ୍ନାଇରେ ସନ୍ଦେହଜନକ ମୃତ୍ୟୁ ଘଟିଛି। ରବିବାର ଅପରାହ୍ନରେ ଗାଁରେ ମୃତଦେହ ପହଞ୍ଚିବା ପରେ ଗ୍ରାମ ଶ୍ମଶାନରେ ତାଙ୍କ…
ସରକାରୀ ବସ୍ ଧକ୍କାରେ ଚାଲିଗଲା ବୃଦ୍ଧାଙ୍କ ଜୀବନ
ଦିଗପହଣ୍ଡି,୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଜାପଲ୍ଲୀ ଗାଁ ଛକ ନିକଟରେ ରବିବାର ଏକ ମୁଖ୍ୟମନ୍ତ୍ରୀ ସରକାରୀ ବସ୍(ନଂ. ଓଡ଼ି୩୨କେ -୧୮୦୯) ଧକ୍କାରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଦିଗପହଣ୍ଡି ବ୍ଲକ ଝରିପଦର ଗ୍ରାମର କେ.…
ରୋଗୀଙ୍କୁ ଚିକିତ୍ସା ପାଇଁ ନେଉଥିଲେ ବିଶାଖାପାଟଣା, ବାଟରେ ଘଟିଲା ବଡ଼ ଅଘଟଣ, ଚାଲିଗଲା ୨ ଜୀବନ
ପାତ୍ରପୁର/ଚିକିଟି,୮ା୨(ଉମାଚରଣ ନେପାକ/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଅନ୍ତର୍ଗତ ପାତିସୁନପୁର ଗ୍ରାମର ଗୋଟିଏ ପରିବାରର ୬ ଜଣ ବିଶାଖାପାଟଣା ଯାଉଥିବା ବେଳେ ରବିବାର ଅପରାହ୍ନରେ ଆନ୍ଧ୍ର ସୀମାନ୍ତ ପଲାସା ଓ ଟାକେଲି ମଧ୍ୟରେ ଥିବା ନନ୍ଦିଗାଁ ନିକଟରେ କାର୍-ଟ୍ରକ୍…
ବସ୍ ଇଞ୍ଜିନ୍ରୁ ବାହାରିଲା ନିଆଁ, ଡ୍ରାଇଭର ନେଲେ ଏମିତି ପଦକ୍ଷେପ
ଭଞ୍ଜନଗର,୮ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବସଷ୍ଟାଣ୍ଡରେ ରବିବାର ଅପରାହ୍ନରେ ଏକ ଘରୋଇ ବସ୍ରେ ହଠାତ୍ ଇଞ୍ଜିନରେ ନିଆଁ ଲାଗିଯାଇଥିଲା। ଫଳରେ ବସ୍ରେ ବସିଥିବା ଯାତ୍ରୀମାନେ ଭୟଭୀତ ହୋଇ ବସ୍ରୁ ଏଣେ ତେଣେ ବାହାରିବା ପାଇଁ ଚେଷ୍ଟା କରୁଥିଲେ। ସେଠାରେ ଉପସ୍ଥିତ…
Archives


