ଗଞ୍ଜାମ

ସାନଖେମୁଣ୍ଡି ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି: ୧୦ ଲକ୍ଷରୁ ଊର୍ଦ୍ଧ୍ୱ ଶ୍ରମ ଦିବସ ସୃଷ୍ଟି, ବିନା ଗ୍ରାମସଭାରେ କାମକୁ ନେଇ ଅସନ୍ତୋଷ

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ମଙ୍ଗଳବାର ବ୍ଲକସ୍ତରୀୟ ସାମାଜିକ ସମୀକ୍ଷା ଓ ଜନଶୁଣାଣିର ୨୦୨୬-୨୭ ଆର୍ଥିକ ବର୍ଷ ପ୍ରଥମ ଚକ୍ର ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶା ସାମାଜିକ ସମୀକ୍ଷା ଉତ୍ତରଦାୟିତ୍ୱ ଓ ସ୍ୱଚ୍ଛତା ସମିତି (ଓସାଟ)…

ନିଶାମୁକ୍ତ ସମାଜ ଗଠନ ପାଇଁ ଆହ୍ୱାନ: ରମ୍ଭା ଥାନା ପକ୍ଷରୁ…

ରମ୍ଭା, ୨୫।୮ (ବିଦ୍ୟାଧର ସାହୁ): ସୁବଳୟା ସ୍ଥିତ ଗୋପାଳ କୃଷ୍ଣ ଉଚ୍ଚ ମାଧ୍ୟମିକ ମହାବିଦ୍ୟାଳୟରେ ରମ୍ଭା ପୋଲିସ ପକ୍ଷରୁ ସାଇବର୍ ଅପରାଧ ଓ ନିଶା ନିବାରଣ ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟ ଅଧ୍ୟକ୍ଷ ଡ. ସି.ଏଚ. ସୁଧାକରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ବାଳିକା ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ,ଉଦ୍ଦେଶ୍ୟ ସମ୍ପର୍କରେ…

ଭଞ୍ଜନଗର,୨୫।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ‘ଶକ୍ତିଶ୍ରୀ’ ଆନୁକୂଲ୍ୟରେ ଚାଲିଥିବା ବାଳିକା ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ମଙ୍ଗଳବାର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ ସମାରୋହ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ. ଦିଲ୍ଲୀପ କୁମାର ପ୍ରଧାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିଲା।…

ବିଦ୍ୟାର୍ଥୀଙ୍କୁ କ୍ୟାରିୟର ଚୟନ ନେଇ ମାର୍ଗଦର୍ଶନ: ଭଞ୍ଜନଗର କେଭିରେ ପ୍ରଥମଥର ପାଇଁ…

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଦଶମ ଓ ଏକାଦଶ ଶ୍ରେଣୀର ବିଜ୍ଞାନ ବିଭାଗର ଛାତ୍ରୀଛାତ୍ରଙ୍କୁ ନେଇ ପ୍ରଥମଥର ପାଇଁ କ୍ୟାରିୟର କାଉନସେଲିଂ କାର୍ଯ୍ୟକ୍ରମ ମଙ୍ଗଳବାର ଆୟୋଜିତ ହୋଇଛି। ବିଦ୍ୟାଳୟର ଅଧ୍ୟକ୍ଷ ପ୍ରଦୀପ କମାନୁଙ୍କ…

ନିଶାମୁକ୍ତ ଓଡିଶା ଅଭିଯାନ କାର୍ଯ୍ୟକ୍ରମ, ନିଶା ସେବନ ବିରୋଧରେ ଶପଥ ପାଠ କଲେ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଦିଗପହଣ୍ଡି ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ସୁନିଲ କୁମାର ମହାନ୍ତିଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ଏହି…

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି। ଏହି ଘଟଣାରେ ୮ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି। ଜବତ…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ହେଲେ ବଳରାମ ଗୌଡ (୩୫) । ସୂଚନା ଅନୁସାରେ, ବଳରାମ ତାଙ୍କର ଘର…

ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର: ଛାତ୍ରୀଛାତ୍ରଙ୍କ ମଧ୍ୟରେ ବୃଦ୍ଧି ପାଉଛି ଆଗ୍ରହ

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟ ଅଧ୍ୟକ୍ଷ ଡ. ଗଗନ ବିହାରୀ ପୁରୋହିତଙ୍କ ନିର୍ଦ୍ଦେଶକ୍ରମେ ଏନସିସି ସିଟିଓ…

ବିଧାୟକଙ୍କ ଉପସ୍ଥିତିରେ ଆପୋଷ ବୁଝାମଣାରେ ତୁଟିଲା ଉଠାଦୋକାନୀ ବିବାଦ

ଛତ୍ରପୁର,୨୫।୮(ଦିଲ୍ଲୀପ ସାମଲ): ଛତ୍ରପୁର ସହର ବାଳିକା ଉଚ୍ଚ ବିଦ୍ୟାଳୟ ନିକଟ ପରିବା ବଜାର ଉଠାଦୋକାନୀ ମଙ୍ଗଳବାର ବନ୍ଦ ଡାକରା ଦେଇଥିବା ବେଳେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକଙ୍କ ଉପସ୍ଥିତିରେ ପୌରପରିଷଦ ପ୍ରଶାସନ ଓ ଉଠାଦୋକାନୀ ବ୍ୟବସାୟୀଙ୍କ ମଧ୍ୟରେ ଏକ ବୈଠକ ଅନୁଷ୍ଠିତ…

ଗରିମା କନକ୍ଲେଭ୍‌, ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ

ଛତ୍ରପୁର,୨୫।୮( ଦିଲ୍ଲୀପ ସାମଲ): ଓଡ଼ିଶା ସରକାରଙ୍କ ‘ଗରିମା ଯୋଜନା’ର ସଫଳ ରୂପାୟନ ପାଇଁ ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ ପ୍ରଦାନ କରାଯାଇଛି । ଭୁବନେଶ୍ୱରସ୍ଥିତ ଲୋକସେବା ଭବନଠାରେ ଆୟୋଜିତ ରାଜ୍ୟସ୍ତରୀୟ ‘ଗରିମା କନକ୍ଲେଭ୍‌’ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଛତ୍ରପୁର ପୌରପରିଷଦକୁ…

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ ଓ ତାଙ୍କ ଦୁଇ ପୁଅ ଅମୂଲ୍ୟ ସାହୁ, ମୁନା ସାହୁଙ୍କୁ ଗିରଫ କରିଛନ୍ତି।…

ନିଖୋଜ ନାବାଳିକା ଉଦ୍ଧାର: ସିଡ଼ବ୍ଲ୍ୟୁସିରେ ହାଜର କଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକା ଗତ ଜୁଲାଇ ୪ ତାରିଖରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିଲେ। ପରିବାର ଲୋକେ ତାଙ୍କୁ ବହୁ ଖୋଜାଖୋଜି କରିବା ପରେ ମଧ୍ୟ ତାଙ୍କ ସନ୍ଧାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?