ଦାୟିତ୍ୱ ନେଲେ ପୋଲସରାର ନୂଆ ବିଡିଓ
ପୋଲସରା,୨୬ା୧୦(ସୁବ୍ରତ ବେହେରା): ଗଞ୍ଜାମ ଜିଲା ପୋଲସରା ବ୍ଲକ କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ଗୋଷ୍ଠୀ ଉନ୍ନୟନ ଅଧିକାରୀ ପଦବୀ ଖାଲି ରହିଥିବା ବେଳେ ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଧର୍ମରାଜ ପରିଡ଼ା ଦାୟିତ୍ୱ ନିର୍ବାହ କରି ଆସୁଥିଲେ। ଗୁରୁବାର ନୂତନ ଭାବେ କୁରେସ…
ମଦ ପିଇ ଚଳାଉଥିଲେ ଗାଡ଼ି, ୨୧ ଜଣଙ୍କୁ ବାନ୍ଧିଲା ପୋଲିସ
ଛତ୍ରପୁର,୨୬ା୧୦(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ମଦ୍ୟପାନ କରି ଗାଡ଼ି ଚଳାଉଥିବା ବ୍ୟକ୍ତିଙ୍କ ଉପରେ ଗଞ୍ଜାମ ପୋଲିସ ପକ୍ଷରୁ କଡ଼ା ନଜର ରଖାଯାଇଥିବା ବେଳେ ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ମଦ୍ୟପ ଚାଳକଙ୍କ ଉପରେ ସ୍ବତନ୍ତ୍ର ନଜର ରଖିଛି ପୋଲିସ। ଗଞ୍ଜାମ ଏସ୍ପି ଜଗମୋହନ…
କାର୍-ବାଇକ୍ ମୁହାଁମୁହିଁ ଧକ୍କା, ୨ ଗୁରୁତର
ଗଞ୍ଜାମ/ଛତ୍ରପୁର,୨୬ା୧୦(ବିଦ୍ୟାଧର ସାହୁ/ଦିଲ୍ଲୀପ ସାମଲ): ଗଞ୍ଜାମ ଥାନା ସମ୍ମୁଖ ବିଞ୍ଚଣାପଲି ଛକ ୧୬ ନମ୍ବର ଜାତୀୟ ରାଜପଥଠାରେ ଗୁରୁବାର ଏକ କାର୍ ଓ ବାଇକ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ୩ ଜଣ ଆହତ ହୋଇଥିବା ଜଣାପଡ଼ିଛି। ସେମାନଙ୍କୁ ଛତ୍ରପୁର ଉପଖଣ୍ଡ ଡାକ୍ତରଖାନାରେ…
ଭଗ୍ନ ଅବସ୍ଥାରେ ପରିବା ମାର୍କେଟ
ଛତ୍ରପୁର,୨୬ା୧୦(ଦିଲୀପ ସାମଲ)ଛତ୍ରପୁର ବାଳିକା ଉଚ୍ଚ ବିଦ୍ୟାଳୟ ସମ୍ମୁଖରେ ଥିବା ବହୁ ପୁରାତନ ମାର୍କେଟଟି ଦୀର୍ଘଦିନ ଧରି ଭଗ୍ନ ଅବସ୍ଥାରେ ପଡିରହିଛି। ଫଳରେ ପରିବା ବ୍ୟବସାୟୀମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବ୍ୟବସାୟୀମାନେ ଏ ନେଇ ବାରମ୍ବାର ଅଭିଯୋଗ କରୁଥିଲେ…
ସୋସିଆଲ୍ ମିଡିଆରେ ସ୍ବାମୀଙ୍କ ଫଟୋ ଛାଡି ବ୍ଲାକମେଲ କରୁଛନ୍ତି ସ୍ତ୍ରୀ
ବ୍ରହ୍ମପୁର,୨୫ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ଦାମ୍ପତ୍ୟ ଜୀବନରେ ଫାଟ ସୃଷ୍ଟି ହେବା ପରେ ସ୍ବାମୀଙ୍କ ପୁରୁଣା ଫଟୋ ସୋସିଆଲ୍ ମିଡିଆରେ ଛାଡି ସ୍ତ୍ରୀ ବ୍ଲାକ୍ମେଲ କରୁଥିବା ନେଇ ନିମଖଣ୍ଡି ଥାନାରେ ଅଭିଯୋଗ ହୋଇଛି। ଯୁବକ ଜଣଙ୍କ ଏତଲାରେ ଦର୍ଶାଇଛନ୍ତି, ତାଙ୍କ ସହ କେତେଜଣ…
୬ ଜୁଆଆଡ୍ଡାରୁ ୬୯ ହଜାର ୫୪୦ ଟଙ୍କା ଜବତ
ଛତ୍ରପୁର,୨୪।୧୦(ଦିଲ୍ଲୀପ ସାମଲ): ପାର୍ବଣକୁ ଦୃଷ୍ଟିରେ ରଖି ଗଞ୍ଜାମ ପୋଲିସ ପକ୍ଷରୁ କଡାକଡି ପାଟ୍ରୋଲିଂ କରାଯାଉଛି। ଗଞ୍ଜାମ ପୋଲିସ ଜିଲାର ବିଭିନ୍ନ ଥାନା ଅଞ୍ଚଳରେଥିବା ଜୁଆଆଡ୍ଡା ଉପରେ ଘନଘନ ଚଢ଼ାଉ କରୁଛି l ଏହି ପରିପ୍ରେକ୍ଷୀରେ ଗଞ୍ଜାମ ପୋଲିସ ଜିଲାର ହିଞ୍ଜିଳିକାଟୁ, ପାତ୍ରପୁର,…
କେ. ପଦ୍ମ ରେଡ୍ଡୀ ହତ୍ୟା ମାମଲା: ଧରାପଡ଼ିଲେ ୫ ଅଭିଯୁକ୍ତ
ଛତ୍ରପୁର,୨୪।୧୦(ଦିଲୀପ ସାମଲ): ଗଞ୍ଜାମ ଜିଲା ରମ୍ଭା ଥାନା ଅଧୀନ ବଡ଼ରାମପଲ୍ଲୀ ଗ୍ରାମ ନିକଟରେ କୋମଣ୍ଡ ଗ୍ରାମର କେ.ପଦ୍ମ ରେଡ୍ଡୀ ହତ୍ୟା ଘଟଣାରେ ପୋଲିସ ୫ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଏପରି କି ପୋଲିସ ହତ୍ୟାକାଣ୍ଡରେ ବ୍ୟବହୃତ ଗୋଟିଏ ଖଣ୍ଡା, ଛୁରି ଏବଂ…
ପାର୍ବଣରେ ପୋଲିସର ସ୍ବତନ୍ତ୍ର ନଜର: ୧ ଲକ୍ଷ ୪ ହଜାର ଟଙ୍କା ଜବତ, ୧୦ ଅଟକ ଛତ୍ରପୁର
୨୩।୧୦ (ଦିଲ୍ଲୀପ ସାମଲ): ପାର୍ବଣରେ ଜୁଆଆଡ୍ଡା ଉପରେ ଗଞ୍ଜାମ ପୋଲି ସ୍ବତନ୍ତ୍ର ନଜର ରଖିଛି। ଗଞ୍ଜାମ ଏସ୍ପି ଜଗମୋହନ ମିନାଙ୍କ ନିର୍ଦ୍ଦେଶ କ୍ରମେ ଗଞ୍ଜାମ ପୋଲିସ ଜିଲାର ବିଭିନ୍ନ ସ୍ଥାନରେ ଜୋରଦାର ଚଢ଼ାଉ କରିଛି। ଅନ୍ୟପକ୍ଷେ ଛତ୍ରପୁର ଥାନା ଅଞ୍ଚଳରେଥେିବା ବାଳକୃଷ୍ଣପୁର…
ମଦପିଇ ଚଳାଉଥିଲେ ଗାଡ଼ି, ରାତିକରେ ୧୮ ଜଣଙ୍କୁ ବାନ୍ଧିଲା ପୋଲିସ
ଛତ୍ରପୁର,୨୩।୧୦(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାାମଲ): ଗଞ୍ଜାମ ପୋଲିସ ଚଢ଼ାଉ କରି ମଦ୍ୟପାନ କରି ଗାଡ଼ି ଚଳାଉଥିବା ୧୮ ଜଣଙ୍କୁ ଗିରଫ କରିଛି। ସେମାନଙ୍କ ଗାଡ଼ି ମଧ୍ୟ ପୋଲିସ ଜବତ କରିଛି। ଏପରିକି ରମ୍ଭା ଅଞ୍ଚଳରେ ମଦ୍ୟ ପାନକରି ବସ୍ ଚଳାଉଥିବା ଚାଳକ ମଧ୍ୟ…
ରାତିକରେ ୫୭ ଜୁଆଡ଼ିଙ୍କୁ ବାନ୍ଧିଲା ପୋଲିସ
ଛତ୍ରପୁର,୨୩।୧୦(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାାମଲ): ଗଞ୍ଜାମ ପୋଲିସ ଜିଲାର ବିଭିନ୍ନ ଥାନା ଅଞ୍ଚଳରେ ଥିବା ୧୦ଟି ଜୁଆଆଡ୍ଡାରେ ଗୋଟିଏ ରାତିରେ ଚଢ଼ାଉ କରଛି। ଘଟଣାରେ ସମ୍ପୃକ୍ତ ୫୭ ଜଣଙ୍କୁ ଗିରଫ କରାଯାଇଛି। ସେମାନଙ୍କଠାରୁ ୧ ଲକ୍ଷ ୫୯ ହଜାର ୪୦୦ ଟଙ୍କା ଜବତ…
ଝିଅ, ପୁଅଙ୍କ ସହ ଶୋଇଥିଲେ ମା’: କାମୁଡ଼ି ଦେଲା ସାପ
ଭଞ୍ଜନଗର,୨୩।୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ତାରସିଂ ଥାନା ଅଧୀନ ବଦାଙ୍ଗୀ ଗାଁରେ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ରୁନା ନାଇକ(୪୦)। ମିଳିଥିବା ସୂଚନା ମୁତାବକ, ରବିବାର ରାତିରେ ରୁନା ତାଙ୍କ ଦୁଇ ପୁଅ ଏବଂ ଝିଅଙ୍କ…
୧୦ ମାସରେ ଗଡ଼ିଲାଣି ୮୭ ମୁଣ୍ଡ
ବ୍ରହ୍ମପୁର,୨୩ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲାରେ ଦିନକୁ ଦିନ ହତ୍ୟା ଘଟଣା ବଢ଼ିବାରେ ଲାଗିଛି। କେଉଁଠି ରାଜନୈତିକ ଶତ୍ରୁତା ତ ଆଉ କେଉଁଠି ପୂର୍ବ ଶତ୍ରୁତାରୁ ମୁଣ୍ଡ ଗଡ଼ୁଛି। ନିର୍ବାଚନ ପୂର୍ବରୁ ହିଂସାକାଣ୍ଡ ଘଟି ଲୋକଙ୍କ ଜୀବନ ଯାଇଥାଏ। ୨୦୨୪ ସାଧାରଣ…
Archives


