ସିଦ୍ଧ ବାଙ୍କେଶ୍ବରୀଙ୍କ ଡିମ୍ବୁଳା ଯାତ୍ରା ଆରମ୍ଭ, ଯାତ୍ରା ପୀଠ ଲୋକାରଣ୍ୟ
ଦିଗପହଣ୍ଡି,୧୩ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରମୁଖ ଶକ୍ତିପୀଠ ମଧ୍ୟରୁ ତତ୍କାଳୀନ ବଡଖେମୁଣ୍ଡି ଗଡ଼ ତଥା ଦିଗପହଣ୍ଡି ବ୍ଲକ ବଡଡିମ୍ବୁଳା ଗ୍ରାମରେ କେଉଁ ଆବହମାନ କାଳରୁ ପୂଜା ପାଇ ଆସୁଥିବା ମା’ ସିଦ୍ଧ ବାଙ୍କେଶ୍ବରୀଙ୍କ ଦୋଳଯାତ୍ରା ଗୁରୁବାର ରାତିରୁ ଆରମ୍ଭ ହୋଇଛି।…
ଓଡ଼ିଆ ଅସ୍ମିତା ପାଇଁ ଭାଜପା ୫୦ ବର୍ଷ ଶାସନ କରିବ: ଉପେନ୍ଦ୍ର ଭଞ୍ଜଙ୍କ ଜୟନ୍ତୀ ଉଦ୍ଯାପିତ ଅବସରରେ ଏମିତି କହିଲେ ବିଧାୟକ
ଭଞ୍ଜନଗର,୧୩।୩(ବାବୁଲା ପ୍ରଧାନ): କବି ସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ଜନ୍ମମାଟି ଭଞ୍ଜନଗର ନିକଟସ୍ଥ କୁଲାଡରେ ଦୁଇ ଦିନ ଧରି ଚାଲିଥିବା କବି ସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ଜୟନ୍ତୀ ଗୁରୁବାର ଉଦ୍ଯାପିତ ହୋଇଯାଇଛି। ଉଦଯାପନୀ ଉତ୍ସବରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ…
ବାଇକରେ ବ୍ରହ୍ମପୁର ଅଭିମୁଖେ ଦ୍ରୁତଗତିରେ ଯାଉଥିବାବେଳେ ଧରିଲା ପୋଲିସ, ଯାଞ୍ଚବେଳେ ମିଳିଲା…
ଦିଗପହଣ୍ଡି,୧୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଗୁରୁବାର ଗଞ୍ଜେଇ ଚୋରାଚାଲାଣ ଅଭିଯୋଗରେ ୨ ଜଣ ଯୁବକଙ୍କୁ ଗିରଫ କରି ବ୍ରହ୍ମପୁର ଜିଲା ଦୌରା ଜଜ୍ କୋର୍ଟକୁ ଚାଲାଣ କରିଛନ୍ତି। ଗିରଫ ଅଭିଯୁକ୍ତ ଦ୍ବୟ ହେଲେ ଗଜପତି ଜିଲା ଅଡବା…
ଗଞ୍ଜେଇ ସହ ଧରାପଡିବା ପରେ ମାରିଥିଲେ ଚମ୍ପଟ, ଗୋଡାଇ ଗୋଡାଇ ଧରିଲା ଅବକାରୀ
ଛତ୍ରପୁର, ୧୩।୩(ସନ୍ତୋଷ ପାଢ଼ୀ ): ଛତ୍ରପୁର ସ୍ଥିତ ଭ୍ରାମ୍ୟମାଣ ଅବକାରୀ ଟିମ ଗୁରୁବାର ଗଞ୍ଜାମ ବ୍ରିଜ ନିକଟରୁ ୮ କିଗ୍ରା ଗଞ୍ଜେଇ ସହ ଜଣଙ୍କୁ ଗିରଫ କରିଛନ୍ତି। ସେହେଲେ ଏସ.ଅଜୟ । ତାଙ୍କୁ କୋର୍ଟ ଚାଲାଣ କରିବାବେଳେ ସେ ଚମ୍ପଟ ମାରିଥିବା…
ବ୍ଳକସ୍ତରୀୟ ଶିଶୁ ବାଟିକା ‘ପ୍ରସ୍ତୁତି ’ ପ୍ରଶିକ୍ଷଣ ଶିବିର ଉଦ୍ଯାପିତ
ଦିଗପହଣ୍ଡି,୧୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଆନୁକୂଲ୍ୟରେ ଦିଗପହଣ୍ଡି ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ତରଫରୁ ଆୟୋଜିତ ବ୍ଳକସ୍ତରୀୟ ୫ ଦିବସୀୟ ଶିଶୁ ବାଟିକା ପ୍ରାଥମିକ ଶିକ୍ଷୟିତ୍ରୀ ଶିକ୍ଷକ ପ୍ରଶିକ୍ଷଣ ଶିବିର ପ୍ରସ୍ତୁତି ଗୁରୁବାର ଉଦ୍ଯାପିତ ହୋଇଯାଇଛି। ବ୍ଲକ ଭାରପ୍ରାପ୍ତ…
ମଧ୍ୟାହ୍ନଭୋଜନ ନ ମିଳିବାରୁ ରାଜରାସ୍ତାକୁ ଓହ୍ଲାଇଥିଲେ ଛାତ୍ରୀଛାତ୍ର: ପ୍ରଧାନ ଶିକ୍ଷୟିତ୍ରୀ ନିଲମ୍ବିତ
ପୁୁରୁଷୋତ୍ତମପୁୁର,୧୪।୩(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର କୁୁମାରୀ ଉଚ୍ଚପ୍ରାଥମିକ ବିଦ୍ୟାଳୟରେ ଗତ ୫ ତାରିଖରେ ଛାତ୍ରୀଛାତ୍ରଙ୍କୁ ମଧ୍ୟାହ୍ନ ଭୋଜନ ଖାଇବାକୁ ମିଳି ନ ଥିବା ପ୍ରତିବାଦ କରି ଛାତ୍ରୀଛାତ୍ରମାନେ ରାଜରାସ୍ତାକୁ ଓହ୍ଲାଇ ଖରାରେ ବସି ଆନ୍ଦୋଳନ କରିଥିଲେ। ଏହି ଘଟଣାରେ…
ପ୍ରାଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ: ଛାତ୍ରୀଛାତ୍ରଙ୍କ ଦ୍ବାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ
ଦିଗପହଣ୍ଡି,୧୩।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଳକ କଇଠଡା ପଞ୍ଚାୟତ ଗୁହାଳପୁର ଗ୍ରାମ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ପ୍ରଧାନଶିକ୍ଷକ ଇ. ଗଣେଶ ପାତ୍ରଙ୍କ ସଭାପତିତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ଜିଲା ପରିଷଦ ସଭ୍ୟା ସଂଯୁକ୍ତା କବି ମୁଖ୍ୟ ଅତିଥି…
ଘରେ ପଶି ନାବାଳିକାଙ୍କୁ ବଳାତ୍କାର
ବୁଗୁଡା,୧୩ା୩(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ଅଞ୍ଚଳର ଜନୈକ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ବାଲିପଦର ଫାଣ୍ଡି ଅଧିକାରୀ କେ. ନିଳାଦ୍ରୀ ରେଡ୍ଡୀ ଜଣେ ଯୁବକଙ୍କୁ ଗିରଫ କରି ଗୁରୁବାର କୋର୍ଟ ଚାଲାଣ କରିଛନ୍ତି। ସେ ହେଲେ ବୁଗୁଡା ଥାନା ଅଞ୍ଚଳର…
ଲୋକଙ୍କ ଅଭିଯୋଗ ଶୁଣ, ଜଳଛତ୍ର ଖୋଲ, କାର୍ଯ୍ୟରେ ଅବହେଳା କଲେ ହେବ କାର୍ଯ୍ୟାନୁଷ୍ଠାନ: ଆକ୍ସନରେ ଉପଜିଲାପାଳ
ଭଞ୍ଜନଗର,୧୩।୩(ବାବୁଲା ପ୍ରଧାନ): ଭଞ୍ଜନଗର ଉପଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଗୁରୁବାର ଆଗାମୀ ଗ୍ରୀଷ୍ମପ୍ରବାହ ମୁକାବିଲା ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଉପଜିଲାପାଳ ଉମାଶଙ୍କର ବେହେରା ବୈଠକରେ ଅଧକ୍ଷତା କରିଥିଲେ। ଏହି ଅବସରରେ ସେ କହିଛନ୍ତି, ଉପଖଣ୍ଡ ସ୍ତରରେ ଯେଉଁ ଜନବସତିରେ…
ଛତ୍ରପୁର ଓକିଲ ସଂଘ ନିର୍ବାଚନ: ସଭାପତି, ସମ୍ପାଦକ ପଦବୀ ଲାଗି ଦ୍ୱିମୁଖୀ ପ୍ରତିଦ୍ୱନ୍ଦିତା
ଛତ୍ରପୁର,୧୩।୩(ସନ୍ତୋଷ ପାଢୀ): ଛତ୍ରପୁର ଓକିଲ ସଂଘର କର୍ମକର୍ତ୍ତା ନିର୍ବାଚନ ଲାଗି ଚୂଡାନ୍ତ ପ୍ରାର୍ଥି ତାଲିକା ଗୁରୁବାର ପ୍ରକାଶ ପାଇଛି । ଉଭୟ ସଭାପତି ଓ ସମ୍ପାଦକ ପଦବୀ ଲାଗି ଦ୍ୱିମୁଖୀ ପ୍ରତିଦ୍ୱନ୍ଦିତା ହେଉଥିବା ବେଳେ ଉପସଭାପତି ପଦବୀ ପାଇଁ ତ୍ରିମୁଖୀ ପ୍ରତିଦ୍ୱନ୍ଦିତା…
ଜଙ୍ଗଲ ସୁରକ୍ଷିତ ରଖିବା ପାଇଁ ସହଯୋଗ ଲୋଡ଼ିଲେ ଡିଏଫ୍ଓ
ଭଞ୍ଜନଗର,୧୩ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ପକ୍ଷରୁ ଗୁରୁବାର ଜଙ୍ଗଲ ସୁରକ୍ଷା ବାର୍ତ୍ତା ନେଇ କଣ୍ଟେଇପଲ୍ଲୀ ଛକରୁ ଏକ ସାଇକେଲ ରାଲି ବାହାରିଥିଲା। ଉକ୍ତ ରାଲିକୁ ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ଅଧିକାରୀ ହିମାଂଶୁ…
ଖେମୁଣ୍ଡିି ଓକିଲ ସଂଘ ନିର୍ବାଚନ: କୋଷାଧ୍ୟକ୍ଷ ପ୍ରାର୍ଥୀଙ୍କ ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର
ଦିଗପହଣ୍ଡି,୧୩/୩(ଅଶେଷ ନାଥ ମିଶ୍ର):ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ କୋଷାଧ୍ୟକ୍ଷ ପଦବୀ ସକାଶେ ପ୍ରାର୍ଥୀପତ୍ର ଦାଖଲ କରିଥିବା ରସାନନ୍ଦ ରାଉତଙ୍କ ପ୍ରାର୍ଥୀପତ୍ର ନିର୍ବାଚନ ଅଧିକାରୀ ଚନ୍ଦ୍ରଧ୍ୱଜ ସିଂହ ପ୍ରତ୍ୟାହାର କରିଛନ୍ତି। ରସାନନ୍ଦ କୋଷାଧ୍ୟକ୍ଷ ପଦବୀ ପାଇଁ ଏକମାତ୍ର ପ୍ରାର୍ଥୀ…
Archives


