ସାଇବର ଠକେଇର ଶିକାର ହେଲେ ନିଅନ୍ତୁ ଏମିତି ସାହାଯ୍ୟ
ଛତ୍ରପୁର,୧୬ା୩(ଦିଲ୍ଲୀପ ସାମଲ): ଲୋକଙ୍କ ସେବା ଯୋଗାଇବା ପାଇଁ ଗଞ୍ଜାମ ପୋଲିସ ଜିଲା ବେଶ୍ ସଜାଗ ହୋଇ ରହିଛି। ଦିନକୁ ଦିନ ଲୋକେ ସାଇବର ଠକେଇର ଶିକାର ହେଉଥିବାରୁ ଏହାର ପ୍ରତିକାର ପାଇଁ ଗଞ୍ଜାମ ପୋଲିସ ଜିଲା ପକ୍ଷରୁ ଏକ ହେଲ୍ପଲାଇନ ନମ୍ବର…
ଚା’ ଖଟିରେ ମେଣ୍ଟ ଚର୍ଚ୍ଚା: ଦୋଛକିରେ ନେତା କର୍ମୀ
ଗଞ୍ଜାମ,୧୬।୩(ବିଦ୍ୟାଧର ସାହୁ): ସାଧାରଣ ନିର୍ବାଚନକୁ ନେଇ ଗାଁଠୁ ସହର ସବୁଠି ଚର୍ଚ୍ଚା। ଏହା ଭିତରେ ନିର୍ବାଚନ ତାରିଖ ଘେଷଣା ହେବାକୁ ଯାଉଥିବା ବେଳେ ସବୁଠି ସେହି ଗୋଟିଏ ଚର୍ଚ୍ଚା ମେଣ୍ଟ ହେବ ନା ନାହିଁ l ବର୍ତ୍ତମାନ ଗଞ୍ଜାମ ସହରର ବିଭିନ୍ନ…
ଯୁବକକଙ୍କୁ ଗୋଡାଇ ହାଣିଲେ, ବାଇକ୍ ପୋଡ଼ି ଦେଲେ
ବ୍ରହ୍ମପୁର/ଗୋପାଳପୁର,(ନବୀନ ରାଜ ଆଚାରୀ)୧୬।୩: ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଧୀନ ରାଳବ ଗାଁରେ ଆତଙ୍କ ଖେଳାଇଛନ୍ତି ୫ରୁ ୬ଜଣ ଯୁବକ। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗାଁରେ ଖଣ୍ଡା ବୁଲିବା ସହ ଜଣେ ଯୁବକଙ୍କୁ ଗୋଡାଇ ଗୋଡାଇ ଆକ୍ରମଣ କରାଯାଇଛି। ଫଳରେ…
୫ ଟଙ୍କାରେ ବୋତଲ ପାଣି, ବିଶୁଦ୍ଧତାକୁ ନେଇ ପ୍ରଶ୍ନବାଚୀ
ବ୍ରହ୍ମପୁର,୧୫ା୩ (ସ୍ମୃତିରଞ୍ଜନ ମହାଲିକ): ମାର୍ଚ୍ଚ ଆରମ୍ଭରୁ ତାତି ବଢ଼ିଲାଣି। ମଧ୍ୟାହ୍ନ ବେଳକୁ ଅସମ୍ଭାଳ ଖରା। ଖରାରେ ଶୋଷ ମେଣ୍ଟାଇବାକୁ ଲୋକେ ବିଭିନ୍ନ ମୃଦ୍ୟୁ ପାନୀୟ ଉପରେ ନିର୍ଭର କରୁଛନ୍ତି। ଭଲ କମ୍ପାନୀର ପାଣି ବୋତଲ ଅଧିକ ଦରରେ ବିକ୍ରି ହେଉଥିବା ବେଳେ…
ମୁଖ୍ୟମନ୍ତ୍ରୀ ଯୋଗୀଙ୍କୁ କାଠରେ ଖୋଦେଇ ହନୁମାନ ଚାଳିଶା ପ୍ରଦାନ କଲେ ଓଡ଼ିଆ କାରିଗର
ହିଞ୍ଜିଳିକାଟୁ,୧୪।୩(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ କଣ୍ଟେଇକୋଳି ଗ୍ରାମର କାଠ କାରିଗର ଓ ଶିଳ୍ପୀ ଅରୁଣ କୁମାର ସାହୁ ଗୁରୁବାର ଉତ୍ତରପ୍ରଦେଶର ଅଯୋଧ୍ୟା ରାମମନ୍ଦିର ପରିସରରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଭେଟିଛନ୍ତି। ମୁଖ୍ୟମନ୍ତ୍ରୀ ଯୋଗୀଙ୍କୁ ଏକ କାଠ ତିଆରି ପ୍ରତିକୃତି…
ପଞ୍ଚାୟତ କର୍ମଚାରୀ ସଂଘ ପକ୍ଷରୁ ଜିଲାପାଳଙ୍କୁ ଦାବିପତ୍ର
ଛତ୍ରପୁର,୧୪ା୩(ଦିଲ୍ଲୀପ ସାମଲ): ସମାନ କାମକୁ ସମାନ ଦରମା ଓ ସ୍ଥାୟୀ କରିବା ଦାବି ନେଇ ଗୁରୁବାର ଓଡ଼ିଶା ପଞ୍ଚାୟତ କର୍ମଚାରୀ ସଂଘ ଗଞ୍ଜାମ ଜିଲା ଶାଖା ପକ୍ଷରୁ ଗଞ୍ଜାମ ଜିଲାପାଳଙ୍କ ଉଦ୍ଦେଶ୍ୟରେ ଏକ ଲିଖିତ ଦାବିପତ୍ର ଅତିରିକ୍ତ ଜିଲାପାଳ ପ୍ରମୋଦ କୁମାର…
ବିଜୁ ପଟ୍ଟନାୟକ ଇନ୍ଡୋର୍ ଷ୍ଟାଡିୟମ୍ର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଗୋପାଳପୁର/ବ୍ରହ୍ମପୁର,୧୩ା୩(ନବୀନ ରାଜ ଆଚାରୀ/ତନୁଶ୍ରୀ ନାହାକ): ବୁଧବାର ଅପରାହ୍ନରେ ଗଞ୍ଜାମ ଜିଲା ଗୋପାଳପୁର ଥାନାର ନିର୍ମିତ କୋଠା ଓ ବିଜୁପଟ୍ଟନାୟକ ବହୁମୁଖୀ ଇନ୍ଡୋର୍ ଷ୍ଟାଡିୟମ ମୁଖ୍ୟମନ୍ତ୍ରୀ ଭିଡିଓ କନ୍ଫରେନ୍ସିଂ ଜରିଆରେ ଲୋକାର୍ପଣ କରିଛନ୍ତି। ଏଥିରେ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଉପସ୍ଥିତ ଥିଲେ।…
ମହିଳାଙ୍କ ଅଶ୍ଳୀଳ ଫଟୋ ଭାଇରାଲ କରି ଟଙ୍କା ମାଗୁଥିଲେ ଯୁବକ, ଉଠାଇନେଲା ପୋଲିସ
ଗୋପାଳପୁର,୧୩ା୩(ନବୀନ ରାଜ ଆଚାରୀ): ମହିଳାଙ୍କର ସାମାଜିକ ଗଣମାଧ୍ୟମରେ ଅଶ୍ଳୀଳ ଫଟୋ ଭାଇରାଲ କରିବାକୁ କହି ଧମକ ଚମକ ଦେଇ ଟଙ୍କା ନେଇଥିବା ଅଭିଯୋଗରେ ବୁଧବାର ଗୋଳନ୍ଥରା ଥାନା ଅଞ୍ଚଳରୁ ଯୁବକକୁ ମୋଟାଙ୍ଗ ପୋଲିସ ଉଠାଇ ନେଇଥିବା ଜଣାପଡ଼ିଛି l ଯୁବକ ଜଣକ…
ଏସ୍ଡିପିଓ କାର୍ଯ୍ୟାଳୟ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ
ପୁରୁଷୋତ୍ତମପୁର,୧୩ା୩(ସିମାଞ୍ଚଳ ମିଶ୍ର): ଓଡ଼ିଶାର ଏକମାତ୍ର ଏସ୍ଡିପିଓ ଅଫିସ ଭାବେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏସ୍ଡିପିଓ କାର୍ଯ୍ୟାଳୟ ନୂତନ କୋଠାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମାଧ୍ୟମରେ ବୁଧବାର ଲୋକାର୍ପଣ କରିଛନ୍ତି। ଏହି ଅବସରରେ କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ, ଏନ୍ଏସି ଅଧ୍ୟକ୍ଷା…
୨ ଥାନା, ଏସ୍ଡିପିଓ, ଫାଣ୍ଡିର ନୂତନ କୋଠା ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ
ଛତ୍ରପୁର,୧୩ା୩(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ଗଞ୍ଜାମ ପୋଲିସ ଜିଲା ଅଧୀନ ଛତ୍ରପୁର ଓ ହିଞ୍ଜିଳି ଥାନା, ପୁରୁଷୋତ୍ତମପୁର ଏସ୍ଡିପିଓ ଓ ବାଲିପଦର ଆଉଟ୍ପୋଷ୍ଟ ନୂତନ ବିଲ୍ଡିଂ ଉଦ୍ଘାଟିତ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍ଫରେନ୍ସିଂ ମାଧ୍ୟମରେ ଏଗୁଡ଼ିକୁ ଲୋକାର୍ପିତ କରିଛନ୍ତି। ଏନେଇ…
ବିଜେଡିରେ ସାମିଲ ହେଲେ ଅନେକ ଭାଜପା କର୍ମୀ
ଗୋପାଳପୁର,୧୩।୩(ନବୀନ ରାଜ ଆଚାରୀ): ଗୋପାଳପୁର ନିର୍ବାଚନ ମଣ୍ଡଳୀରେ ବୁଧବାର ବିଜେଡି ପକ୍ଷ୍ୟରୁ ବନ୍ଧୁମିଳନ ଓ କର୍ମୀ ସମ୍ମିଳନୀ ଗୋପାଳପୁରଠାରେ ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ କାର୍ଯ୍ୟକ୍ରମରେ ଯୁବ ନେତା ଶିବ ରାମ ପାତ୍ର ଓ ରାମ ହରି ପାତ୍ର ନେତୃତ୍ୱରେରେ କର୍ମୀ ସମିଳନୀ…
ଆସୁଛି ନିର୍ବାଚନ: ବାର୍ଦ୍ଧକ୍ୟ, ଶଯ୍ୟାଶାୟୀଙ୍କ ଲାଗି ହେଲେ ସ୍ବତନ୍ତ୍ର ହୋମ-ଭୋଟିଂ ବ୍ୟବସ୍ଥା
ଛତ୍ରପୁର,୧୩।୩(ସନ୍ତୋଷ ପାଢ଼ୀ ): ୨୦୨୪ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ନିର୍ବାଚନ କମିଶନର କେତେଗୁଡ଼ିଏ ନୂତନ ବ୍ୟବସ୍ଥା କରିଛନ୍ତି। ଯାହାକି ପ୍ରଥମ ଥର ପାଇଁ ଲାଗୁ ହେବ ବୋଲି ଗଞ୍ଜାମ ଜିଲା ସଦର ମହାକୁମା ଛତ୍ରପୁରର ଜିଲାପରିଷଦ ଭବନ ଋଷିକୁଲ୍ୟା ସମ୍ମିଳନୀ…
Archives


