ଗଞ୍ଜାମ

ଭାଜପାରେ ମିଶିବେ ବିଜେଡି-କଂଗ୍ରେସର ୩୮ ବିଧାୟକ! ସାଂଘାତିକ ଖୁଲାସା କଲେ ଭାଜପା ବିଧାୟକ

ଭଞ୍ଜନଗର,୧୭।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ନିର୍ବାଚନମଣ୍ଡଳୀ ଭାଜପାର ସକ୍ରିୟ କାର୍ଯ୍ୟକର୍ତ୍ତା ସମ୍ମିଳନୀ ଗୁରୁବାର ଭଞ୍ଜନଗରରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଭାଜପା ଘୁମୁସର ସାଂଗଠନିକ ଜିଲା ସଭାପତି ନୀଳମାଧବ ପାତ୍ର ଅଧ୍ୟକ୍ଷତା କରି ଦଳର ନୀତି, ଆଦର୍ଶ ଓ ଶୃଙ୍ଖଳା ସମ୍ପର୍କରେ ପାଠ…

ଏନଏସି ବିଜେଡି ପକ୍ଷରୁ ବିଜୁବାବୁଙ୍କ ଶ୍ରାଦ୍ଧ ଦିବସ

ଗଞ୍ଜାମ,୧୭।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ବିଜୁ ଜନତା ଦଳ ପକ୍ଷରୁ ସ୍ବର୍ଗତ ବିଜୁ ବାବୁଙ୍କ ଶ୍ରାଦ୍ଧ ଦିବସ ଗୁରୁବାର ପାଳିତ ହୋଇଛି । ବିଜେଡି ଏନଏସି ଯୁବ ସଭାପତି ସୁଧୀର କୁମାର ପାଢ଼ୀଙ୍କ ନେତୃତ୍ୱରେ ଜିଲା ପରିଷଦ ସଭ୍ୟ ସନାତନ…

ଗଞ୍ଜାମ ସ୍ବାସ୍ଥ୍ୟକେନ୍ଦ୍ରରେ ମିଳୁନି ଜରୁରୀ ମେଡିଶିନ, ନିରାଶ ହୋଇ ଫେରୁଛନ୍ତି…

ଗଞ୍ଜାମ,୧୭।୪(ବିଦ୍ୟାଧର ସାହୁ): ରାଜ୍ୟ ସରକାରଙ୍କ ପକ୍ଷରୁ ସରକାରୀ ମେଡିକାଲ ଗୁଡିକୁ ମାଗଣା ଔଷଧ ପ୍ରଦାନ କରାଯାଉଛି । କିନ୍ତୁ ଗଞ୍ଜାମ ସ୍ବାସ୍ଥ୍ୟକେନ୍ଦ୍ରରେ ଉଚ୍ଚ ରକ୍ତଚାପ (ବ୍ଲଡ଼ ପ୍ରେସର) ଔଷଧ ମିଳୁ ନ ଥିବା ଅଭିଯୋଗ ହୋଇଛି l ଉକ୍ତ ମେଡିଶିନକୁ ନିୟମିତ…

ପୈତୃକ ଗ୍ରାମରେ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ ପାଳିତ

ଭଞ୍ଜନଗର,୧୭।୪(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ଅନ୍ତର୍ଗତ ନୂଆଗାଁ ହେଉଛି ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ପୈତୃକ ଗ୍ରାମ। ତେଣୁ ଗୁରୁବାର ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ ଅବସରରେ ତାଙ୍କ ପୈତୃକ ବାସଭବନରେ ଶ୍ରାଦ୍ଧ ଦିବସ ପାଳିତ ହୋଇଯାଇଛି। ବିଜୁ ବାବୁଙ୍କ…

କିନ୍ନରଙ୍କ ସନ୍ଦେହଜନକ ମୃତ୍ୟୁ: ଜେଲ ଗଲେ ପୁରୁଷବନ୍ଧୁ, ଥାନା ଘେରାଉ କଲେ କିନ୍ନର ସଂଘ  

ଦିଗପହଣ୍ଡି,୧୬ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ଗ୍ରାମର ବୁଲୁ ବିଷୋୟୀଙ୍କ ଘରୁ ଗତ ଶନିବାର ସକାଳେ ଦିଗପହଣ୍ଡି ସ୍ଥିତ ମା’ ଗୌରୀ ଶଙ୍କର ଦଣ୍ଡକାଳୀ ନାଟ୍ୟ ସଂସ୍ଥା ରେ ନୃତ୍ୟ ପରିବେଷଣ କରୁଥିବା କୋଟିନଡା ଗ୍ରାମର କିନ୍ନର…

ପୋଲ କାମ ବେଳେ ପଥର ବିସ୍ଫୋରଣ, ଚାଲିଗଲା ଶ୍ରମିକଙ୍କ ଜୀବନ

ବେଲଗୁଣ୍ଠା,୧୬ା୪(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ୍‌ ଜାଲଖାଇ ବ୍ରିଜ୍‌ କାମ ବେଳେ ପଥର ବିସ୍ଫୋରଣରେ ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ସେ ହେଲେ ପଡ଼ୋଶୀ ଆନ୍ଧ୍ରପ୍ରଦେଶର ଡ଼କ୍ଟର୍‌ ଆମ୍ବେଡକର କନସିମା ଜିଲା ଉପଲଗୁସ୍ତମ୍‌ ଥାନା ଅନ୍ତର୍ଗତ ଚଲବେରୁ ଗ୍ରାମର…

ନକଲି ସୁନା ବନ୍ଧକ ରଖିବା ଆଳରେ ୫ ଜଣଙ୍କଠାରୁ ଠକିଥିଲେ ଲକ୍ଷାଧିକ ଟଙ୍କା, ମହିଳାଙ୍କୁ ବାନ୍ଧିଲା ଭଞ୍ଜନଗର ପୋଲିସ

ଭଞ୍ଜନଗର,୧୬।୪(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ନକଲି ସୁନା ବନ୍ଧକ ରଖି ୫ ମହିଳାଙ୍କଠାରୁ ଲକ୍ଷାଧିକ ଟଙ୍କା ଠକି ନେଇଥିବା ଅଭିଯୋଗରେ ଜଣେ ମହିଳାଙ୍କୁ ପୋଲିସ ବୁଧବାର ଗିରଫ କରିଛି। ସେ ହେଲେ ଭଞ୍ଜନଗର ଥାନା ଅନ୍ତର୍ଗତ ସମାପଲ୍ଲୀ…

ଭାଜପାର ସକ୍ରିୟ ସଦସ୍ୟତା ବୈଠକ, ଦଳକୁ ସୁଦୃଢ଼ କରିବାକୁ ଆହ୍ବାନ ଦେଲେ ନେତା

ବେଗୁନିଆପଡା,୧୬।୪(ସୁଶାନ୍ତ ପଟ୍ଟନାୟକ): ଗଞ୍ଜାମ ଜିଲା କୋଦଳା କଲ୍ୟାଣ ମଣ୍ଡପଠାରେ ବୁଧବାର ଭାରତୀୟ ଜନତା ପାର୍ଟି(ଭାଜପା)ର ସକ୍ରିୟ ସଦସ୍ୟତା ବୈଠକ ଅନୁଷ୍ଠିତ ହୋଇଯାଇଛି। କବିସୂର୍ଯ୍ୟନଗର ନିର୍ବାଚନମଣ୍ଡଳୀର ବୁଥ ସ୍ତରୀୟ ସକ୍ରିୟ ସଦସ୍ୟ, ମଣ୍ଡଳ ସଭାପତି, ବିଭିନ୍ନ କର୍ମକର୍ତ୍ତାମାନଙ୍କୁ ନେଇ ଏହି ବୈଠକ ଅନୁଷ୍ଠିତ…

ନୌସେନା କର୍ମଚାରୀଙ୍କ ଶ୍ରାଦ୍ଧବାର୍ଷିକୀରେ କ୍ୟାଣ୍ଡେଲ ଶୋଭାଯାତ୍ରା, ସ୍ମୃତିଚାରଣ କଲେ ଯୁବଗୋଷ୍ଠୀ

ବେଲଗୁଣ୍ଠା,୧୬।୪(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ ଗୋବରା ପଞ୍ଚାୟତ ଅନ୍ତର୍ଗତ ବାସୁଦେବପୁର ଗ୍ରାମର ନୌସେନା କର୍ମଚାରୀ ସ୍ବର୍ଗତ କୃଷ୍ଣ ଚନ୍ଦ୍ର ଗୌଡ଼ଙ୍କ ତୃତୀୟ ଶ୍ରାଦ୍ଧବାର୍ଷିକୀ ପାଳିତ ହୋଇଯାଇଛି। ଏହି ଅବସରରେ ବୁଧବାର ଗ୍ରାମର ଯୁବଗୋଷ୍ଠୀ କ୍ୟାଣ୍ଡେଲ ଶୋଭାଯାତ୍ରାରେ ଗ୍ରାମ…

କୋକଲୁଣ୍ଡା ରଙ୍ଗମଞ୍ଚରେ କଳାକାରଙ୍କୁ ସମ୍ବର୍ଦ୍ଧନା, ପ୍ରଶଂସା ସାଉଁଟିଲା ‘କିଏ କାନ୍ଦି ନାହଁ ହାତ ଟେକ’

ବେଲଗୁଣ୍ଠା,୧୬।୪( କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଚଳିତ ବର୍ଷ ଗଞ୍ଜାମ ପ୍ରସିଦ୍ଧ ଦଣ୍ଡନାଚ ଏହାର ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି। ଏହା ଭିନ୍ନ ଭିନ୍ନ ସମୟରେ ଆରମ୍ଭ ହୋଇଥିଲେ ମଧ୍ୟ ମାସନ୍ତ ମେରୁ ଓ ସଂକ୍ରାନ୍ତି ମେରୁ ଦୁଇଟି ପ୍ରଯ୍ୟାୟରେ ସମାପନ ହୋଇଥାଏ ।…

ବନ ବିହାରରେ ହେବ ଶହିଦ ସ୍ମୃତି ସ୍ତମ୍ଭ: ପ୍ରତିଶ୍ରୁତି ଦେଲେ ବିଧାୟକ

ଭଞ୍ଜନଗର,୧୬।୪(ବାବୁଲା ପ୍ରଧାନ): ଓଡ଼ିଶା ଅଣ ଗେଜେଟେଡ ବନ ସେବା ବ୍ରହ୍ମପୁର ସର୍କଲ ସଭାପତି ଅନୁପ କୁମାର ବିଷୋୟୀଙ୍କ ନେତୃତ୍ୱରେ ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡର କର୍ମକର୍ତ୍ତାମାନେ ମଙ୍ଗଳବାର ରାତିରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକଙ୍କୁ ଭେଟି ସଙ୍ଘର ବିଭିନ୍ନ ସମସ୍ୟା…

ଦାବି ପୂରଣ ନ ହେଲେ ଆନ୍ଦୋଳନ: ଚେତାବନୀ ଦେଲା କଂଗ୍ରେସ

ପୁରୁଷୋତ୍ତମପୁର,୧୬।୪(ସିମାଞ୍ଚଳ ମିଶ୍ର) ଗଞ୍ଜାମ ଜିଲା ଖଲ୍ଲିକୋଟ ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ପୁରୁଷୋତ୍ତମପୁର ଠାରେ କଂଗ୍ରେସ ପକ୍ଷରୁ ବିଧାୟକ ପ୍ରାର୍ଥୀ ଚିତ୍ରସେନ ବେହେରାଙ୍କ ନେତୃତ୍ୱରେ ଏକ ମଶାଲ ଶୋଭାଯାତ୍ରା ଅନୁଷ୍ଟିତ ହୋଇଥିଲା। ଦଳୀୟ କର୍ମୀମାନେ କାଳୀମନ୍ଦିର ଛକଠାରୁ ଶୋଭାଯାତ୍ରାରେ ମଶାଲ ଧରି ଭାଜପା ସରକାରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?