ଗଞ୍ଜାମ

ଦୋକାନ ଆଗରେ ରଖିଥିଲେ ଗାଡ଼ି,ଆସି ଦେଖିଲା ବେଳକୁ

ଗଞ୍ଜାମ,୧୪ା୧୦(ବିଦ୍ୟାଧର ସାହୁ/ଅଖିଳ ତରାଇ): ଗଞ୍ଜାମ ଥାନା ଅନ୍ତର୍ଗତ ପୁଇଁତୋଳା ସ୍ଥିତ ଏକ ଦୋକାନ ନିକଟ ଏବଂ ଲକ୍ଷ୍ମୀପୁର ଗ୍ରାମରୁ ରାତିରେ ୨ଟି ବାଇକ୍‌ ଚୋରି ହୋଇଛି। ଏନେଇ ଗଞ୍ଜାମ ଥାନାରେ ଅଭିଯୋଗ ପରେ ପୋଲିସ ତଦନ୍ତ ଚଳାଇଛି। ଦାମଦରପୁର ଗ୍ରାମର...

ସନ୍ଧ୍ୟା ହେଲେ ଆତଙ୍କ ଖେଳାଉଛନ୍ତି ହାତୀପଲ, କାହାର ଘର ଭାଙ୍ଗୁଛନ୍ତି ତ କାହାର…

ଭଞ୍ଜନଗର,୧୪ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ବିଗତ କିଛି ଦିନ ହେବ ହାତୀ ଆତଙ୍କ ଦେଖାଦେଇଛି। ହାତୀମାନେ ସନ୍ଧ୍ୟା ହେଲେ ଜଙ୍ଗଲରୁ ବାହାରି ବ୍ୟାପକ କ୍ଷତି ଘଟାଉଛନ୍ତି। କେତେକ ସ୍ଥାନରେ ଘର ଦ୍ୱାର ଭାଙ୍ଗିବା ସହ...

ଏମ୍‌କେସିଜିରେ ଇଣ୍ଟର ମେଡିସ ପ୍ରତିଯୋଗିତା: ଆକ୍ରମଣ ପରେ କଟକ ମେଡିକାଲ ଛାତ୍ର ଫେରିଗଲେ

ବ୍ରହ୍ମପୁର,୧୪।୧୦(ସୁବାସ ଚନ୍ଦ୍ର ପାଢ଼ୀ): ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମକେସିଜି) ମେଡିକାଲ କଲେଜରେ ସୋମବାର ବିଳମ୍ବିତ ରାତିରେ କଟକ ମେଡିକାଲ ଛତ୍ରଙ୍କୁ ଆକ୍ରମଣ ହୋଇଛି। ଚିକିତ୍ସିତ ହୋଇ ସେମାନେ କଟକ ଫେରି ଯାଇଛନ୍ତି। ଏଭଳି ଘଟଣା ଘଟିବା ପରେ  ଏମକେସିଜି ମେଡିକାଲ କଲେଜ...

ମେଗା ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟ ଅଧପନ୍ତରିଆ, ଗ୍ରାମବାସୀଙ୍କ ମଧ୍ୟରେ ତେଜୁଛି ଅସନ୍ତୋଷ

ବୁଗୁଡ଼ା,୧୪।୧୦(କାଳିଚରଣଦାଶ): ବୁଗୁଡ଼ା ବ୍ଲକର ଗୋଲିଆ ଗ୍ରାମରେ ଏବେ ମେଗା ଜଳଯୋଗାଣ ପ୍ରକଳ୍ପ କାର୍ଯ୍ୟ ଚାଲିଛି। ତେବେ ଏଲ ଏଣ୍ଡ ଟି ଠିକା ସଂସ୍ଥା ଦାରା ଏହି ପ୍ରକଳ୍ପ କାର୍ଯ୍ୟ ଅବ୍ୟବସ୍ଥିତ ଢଙ୍ଗରେ ଚାଲିଥିବା ନେଇ ଗ୍ରାମବାସୀଙ୍କ ପକ୍ଷରୁ ଅଭିଯୋଗ ହେଉଛି...

ଜିଲା ପୋଲିସ ପ୍ରଶାସନ ପକ୍ଷରୁ ଅଭିଯୋଗ ଶୁଣାଣି: ୪୮୫ ଅଭିଯୋଗ …

ଦିଗପହଣ୍ଡି/ପାଟପୁର, ୧୩/୧୦(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପରିସରରେ ସୋମବାର ଗଞ୍ଜାମ ଜିଲା ପୋଲିସ ଓ ପ୍ରଶାସନ ପକ୍ଷରୁ ମିଳିତ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଥିଲା। ସାନଖେମୁଣ୍ଡି ବିଡ଼ିଓ ଜୀତେନ୍ଦ୍ର କୁମାର ମିଶ୍ରଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ...

୨୫ରେ ଖୋଲିପାରେ କଳିଙ୍ଗା ଘାଟି ରାସ୍ତା: ୧୭ରେ ବିଧାୟକ,ଉପଜିଲାପାଳ କରିବେ ବାଇପାସ୍‌ ରାସ୍ତା ଅନୁଧ୍ୟାନ

ଭଞ୍ଜନଗର,୧୩ା୧୦(ବାବୁଲା ପ୍ରଧାନ)- ଆଜିକୁ ୩୦ ଦିନ ହେବ ଗମନା ଗମନ ପାଇଁ ବନ୍ଦ ଥିବା କଳିଙ୍ଗା ଘାଟି ଜାତୀୟ ରାଜପଥ ରାସ୍ତାକୁ ଆସନ୍ତା ୨୫ ତାରିଖରେ ପରୀକ୍ଷାମୂଳକ ଭାବେ ଖୋଲିବା ଲାଗି ଯୋଜନା କରାଯାଇଛି। ବର୍ଷା ଯଦି ନ ହୁଏ...

ବାସୁଦେବପୁର ପଞ୍ଚାୟତରେ ମିଳିତଅଭିଯୋଗ ଶୁଣାଣି

ଦିଗପହଣ୍ଡି,୧୩।୧୦(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଳକ ବାସୁଦେବପୁର ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ପ୍ରଶାସନ ପକ୍ଷରୁ ସୋମବାର ପଞ୍ଚାୟତ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି ତହସିଲଦାର ସନ୍ତୋଷ କୁମାର ସାହୁ, ଅତିରିକ୍ତ ବିଡିଓ ଉମେଶ କୁମାର...

ଠେଙ୍ଗାରେ ମରଣାନ୍ତକ ଆକ୍ରମଣ:ଜେଲଗଲେ ମା , ପୁଅ

ଦିଗପହଣ୍ଡି,୧୩।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ନରେନ୍ଦ୍ରପୁର ଗ୍ରାମର ମାର୍କଣ୍ଡ ସେଠୀ(୬୭) ନାମକ ଜଣେ ବୃଦ୍ଧଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ଦିଗପହଣ୍ଡି ପୋଲିସ ସୋମବାର ନରେନ୍ଦ୍ରପୁର ଗ୍ରାମର ପି. କୁରି ରେଡ୍ଡୀ ଏବଂ...

ରାସ୍ତା ନିର୍ମାଣ ନକରି ଅର୍ଥ ଆତ୍ମସାତ ଅଭିଯୋଗ, ସ୍ମାରକପତ୍ର ଦେବା ପରେ ବିଡିଓ କହିଲେ…

ଦିଗପହଣ୍ଡି,୧୩।୧୦(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ପଞ୍ଚାୟତ ଚାଞ୍ଚଡାପଲ୍ଲି ଗ୍ରାମ ଖାରି ପୋଖରୀ ଓ କୁମୁଟି ପୋଖରୀ ରାସ୍ତା ନିର୍ମାଣ କରାନଯାଇ ଏମଜିଏନଆରଜିଏସ ଯୋଜନାରେ ୨ ଲକ୍ଷ ୯୬ ହଜାର ଟଙ୍କା ଆତ୍ମସାତ କରାଯାଇଥିବା ଅଭିଯୋଗ ହୋଇଛି। ଅଭିଯୋଗର...

ଶିକ୍ଷା କ୍ଷେତ୍ରରେ ପରିବର୍ତ୍ତନ ଲୋଡା: ଶିକ୍ଷା ଲାଭରୁ ବଞ୍ଚିତ ଛାତ୍ରୀଛାତ୍ର

ଭଞ୍ଜନଗର,୧୩।୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ରାଧାକୃଷ୍ଣ ପାଠାଗାରରେ ରବିବାର ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ନିରଞ୍ଜନ ପ୍ରଧାନଙ୍କ ସଭାପତିତ୍ୱରେ “ସାଧାରଣ ଶିକ୍ଷା ବ୍ୟବସ୍ଥା: ସ୍ଥିତି ଓ ଭବିଷ୍ୟତ” ସଂପର୍କିତ ଏକ...

ଜିଲାସ୍ତରୀୟ ଖୋ ଖୋ ପ୍ରତିଯୋଗିତା ସ୍ଥଗିତ: ଏହି ଦିନ ହେବା ପାଇଁ ନିଷ୍ପତ୍ତି ନେଲା…

ଗଞ୍ଜାମ,୧୩।୧୦ (ବିଦ୍ୟାଧର ସାହୁ ): ଗଞ୍ଜାମ ସହର ବଡ଼ ବଜାର ସ୍ଥିତ ଭାରତୀ ବିଦ୍ୟାପୀଠ ମିନି ଷ୍ଟାଡିଅମଠାରେ ମଙ୍ଗଳବାର ହେବାକୁ ଥିବା ଜିଲାସ୍ତରୀୟ ଖୋ ଖୋ ଚମ୍ପିୟନସିପ ଆସନ୍ତା ୧୬ ତାରିଖରେ ଅନୁଷ୍ଠିତ ହେବ । ଲଗାଣ ବର୍ଷା ଯୋଗୁ...

ଭାଜପାର ଆତ୍ମ ନିର୍ଭର ଭାରତ ସଂକଳ୍ପ ଅଭିଯାନ: ଯୋଗ ଦେଇ ବିଧାୟକ ସିଦ୍ଧାନ୍ତ ମହାପାତ୍ର କହିଲେ…

ଦିଗପହଣ୍ଡି,୧୩।୧୦(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ କବିସୂର୍ଯ୍ୟ ବଳଦେବ ରଥ କଲ୍ୟାଣ ମଣ୍ଡପ ପରିସରରେ ସୋମବାର ଭାରତୀୟ ଜନତା ପାର୍ଟି ଭାଜପା ପକ୍ଷରୁ ମଣ୍ଡଳସ୍ତରୀୟ ଆତ୍ମ ନିର୍ଭର ଭାରତ ସଂକଳ୍ପ ଅଭିଯାନ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ସଂକଳ୍ପ ଅଭିଯାନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri