ଶ୍ମଶାନରେ ଚାରାରୋପଣ: ପରିବେଶ ସୁରକ୍ଷା ପାଇଁ ଆଗେଇ ଆସିଲେ ଭାଜପା ଭୀଷ୍ମଗିରି ମଣ୍ଡଳ କମିଟି
ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଭୀଷ୍ମଗିରି ଗ୍ରାମ ଶ୍ମଶାନରେ ସୋମବାର ଭାଜପା ଭୀଷ୍ମଗିରି ମଣ୍ଡଳ କମିଟି ପକ୍ଷରୁ ଚାରାରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ‘ଏକ ପେଡ ମା’କେ ନାମ’ ଅଭିଯାନ ୩.୦ କାର୍ଯ୍ୟକ୍ରମ ଅନୁଯାୟୀ, ଭାଜପା ମଣ୍ଡଳ…
ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ
ଦିଗପହଣ୍ଡି, ୨୪।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବଜାରସାହି ପୂଜା କମିଟି ପକ୍ଷରୁ ୪୬ତମ ଗଣେଶ ପୂଜା ମହୋତ୍ସବ ନିମନ୍ତେ ସୋମବାର ବଜାର ଗାନ୍ଧୀଛକସ୍ଥିତ ଅସ୍ଥାୟୀ ପୂଜାମଣ୍ଡପରେ ଶୁଭଖୁଣ୍ଟି ସ୍ଥାପନ କରାଯାଇଛି। ଏହି ଅବସରରେ ପୂଜା କମିଟିର…
ମଙ୍ଗଳବାର ପନିପରିବା ମାର୍କେଟ ବନ୍ଦ ଡାକରା ଦେଲା ଉଠାଦୋକାନୀ ସଂଘ: ସମସ୍ୟା ସମାଧାନ ଦାବି
ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ) : ଛତ୍ରପୁର ସହରର ସମସ୍ତ ପନିପରିବା ଦୋକାନ ମଙ୍ଗଳବାର ବନ୍ଦ ନିମନ୍ତେ ଡାକରା ଦିଆଯାଇଛି। ଛତ୍ରପୁର ଉଠାଦୋକାନୀ ସଂଘ ପକ୍ଷରୁ ଦୋକାନୀମାନଙ୍କ ସମସ୍ୟା ପୌରପରିଷଦ କର୍ତ୍ତୃପକ୍ଷ ସମାଧାନ କରିବା ନିମନ୍ତେ ବନ୍ଦ ଡକରା ଦେଲେ ପୂର୍ବତନ…
ନିଶାମୁକ୍ତ ଓଡ଼ିଶା ସହ ସାଇବର ସୁରକ୍ଷା: ଛାତ୍ରୀଛାତ୍ରଙ୍କୁ ପୋଲିସର…
ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ପ୍ରତିଭା ଆବାସିକ ବିଶ୍ୱବିଦ୍ୟାଳୟ ପରିସରରେ ସୋମବାର ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ସହ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ଗଞ୍ଜାମ ପୋଲିସ ଜିଲାର ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଚିନ୍ମୟ ନାୟକ,…
ଅଭିଯୋଗ ଶୁଣିଲେ ଗଞ୍ଜାମ ଜିଲାପାଳ, ବେଳାଭୂମି ଅବକ୍ଷୟ ରୋକିବାକୁ ଦାବିପତ୍ର
ଗଞ୍ଜାମ,୨୪ା୮(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ କନଫରେନ୍ସ ହଲ ଠାରେ ସୋମବାର ଜିଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଗଞ୍ଜାମ ଜିଲାପାଳ ଭି କୀର୍ତ୍ତି ଭାସନ, ଜିଲା ଆରକ୍ଷୀ ଅଧିକ୍ଷକ ହରିଶ ବିଶି, ଉପଜିଲାପାଳ ଶିବାଶିଷ ବରାଳ,…
ଗଞ୍ଜାମ ତହସିଲରେ କର୍ମଚାରୀ ଅଭାବ : ଏକାଥରକେ ୬ କର୍ମଚାରୀଙ୍କ ବଦଳି, କାର୍ଯ୍ୟ ବାଧାପ୍ରାପ୍ତ
ଗଞ୍ଜାମ, ୨୪।୮ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ଐତିହାସିକ ପୋତାଗଡ଼ ରାସ୍ତାରେ ଅବସ୍ଥିତ ଗଞ୍ଜାମ ତହସିଲ କାର୍ଯ୍ୟାଳୟରେ କର୍ମଚାରୀ ଅଭାବ ଯୋଗୁ ବିଭିନ୍ନ ସରକାରୀ କାର୍ଯ୍ୟ ବାଧାପ୍ରାପ୍ତ ହେଉଥିବା ଅଭିଯୋଗ ହୋଇଛି। ଏହି ତହସିଲ ଅଧୀନରେ ଗଞ୍ଜାମ ଓ ରମ୍ଭା ଏନ୍ଏସି…
ବିନା ଲାଇସେନ୍ସରେ ବିଭିନ୍ନ ବ୍ରାଣ୍ଡ୍ର ମଦ ବିକ୍ରି, ୩ ବ୍ୟବସାୟୀଙ୍କୁ ଗିରଫ କରି…
ଦିଗପହଣ୍ଡି,୨୪ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଚାନ୍ଦପୁର ଗ୍ରାମ ବଜାରରେ ଚିକିଟି ଏସ୍ଡିପିଓ ବିଶ୍ୱାମିତ୍ର ହରପାଲ, ଚିକିଟି ଫାଣ୍ଡି ଅଧିକାରୀ ଏସ୍ଆଇ ଗୌତମ ସାହୁ, ହାବିଲଦାର କିଶୋର ନାୟକ, କନଷ୍ଟେବଳ ବାବୁଲା ସାହୁ, ସତୀଶ କୁମାର…
ବଡ଼ଡୁମ୍ବୁଳା ଗାଁରେ ସିରିଜ ଚୋରି, ମନ୍ଦିର ହୁଣ୍ଡିକୁ ବି ଛାଡ଼ିଲେନି
ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମରେ ସିରିଜ ଚୋରି ହୋଇଛି। ରବିବାର ବିଳମ୍ବିତ ରାତିରେ ଗ୍ରାମର ନାଗେଶର ସୁବୁଦ୍ଧିଙ୍କ ଲୁଗାଦୋକାନ,ଦେବରାଜ ସାହୁଙ୍କ ରାସନ ଦୋକାନ, କୈଳାସ ସେଠୀଙ୍କ ପାନ ଦୋକାନ, ସୁଦାମ ଜେନାଙ୍କ ଚା ଦୋକାନ,ରବୀନ୍ଦ୍ର…
ବଢୁଛି କଙ୍ଗାରୁକୋର୍ଟ, ହଇରାଣ ହେଉଛନ୍ତି ଅସହାୟ ପରିବାର
ଗଞ୍ଜାମ,୨୪ା୮(ବିଦ୍ୟାଧର ସାହୁ): ଜାଣତରେ ହେଉ କିମ୍ବା ଅଜାଣତରେ କିଛି ଭୁଲ ହେଇଯାଏ। ତା’ହେଲେ ସଙ୍ଗେ ସଙ୍ଗେ ଗ୍ରାମ ସଭା ବସେ। ତା’ପରେ ଆରମ୍ଭ ହୁଏ ନିର୍ଯାତନା। ରମ୍ଭା ଓ ଗଞ୍ଜାମ ଥାନା ଅଞ୍ଚଳରେ ଏବେ କଙ୍ଗାରୁ କୋର୍ଟ ବସୁଛି। ପୋଲିସ ଅଛି,…
ସମ୍ଭାଗ ସ୍ତରୀୟ ସଂସ୍କୃତି ମହୋତ୍ସବ, ଭଞ୍ଜନଗର ବିଧାୟକ….
ଭଞ୍ଜନଗର,୨୩।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଡିହପଢାଳ ଠାରେ ସମ୍ଭାଗ ସ୍ତରୀୟ ସଂସ୍କୃତି ମହୋତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ଯୋଗ ଦେଇଥିଲେ ।…
ଅଗଷ୍ଟ ୩୦ରେ ମନ କି ବାତ୍ କାର୍ଯ୍ୟକ୍ରମ, ବୁଥ୍ସ୍ତରରେ କାର୍ଯ୍ୟକ୍ରମକୁ ସୁଦୃଢ଼ କରିବାକୁ ଗୁରୁତ୍ୱ
ଭଞ୍ଜନଗର,୨୩।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭାଜପା ଭଞ୍ଜନଗର ସାଂଗଠନିକ ଜିଲା ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲୋକପ୍ରିୟ ‘ମନ କି ବାତ’ କାର୍ଯ୍ୟକ୍ରମକୁ ନେଇ ଏକ କର୍ମଶାଳା ରବିବାର ସ୍ଥାନୀୟ ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଛି। କର୍ମଶାଳାରେ…
ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….
ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ ଚାଷୀ ହନ୍ତସନ୍ତ ହେଉଛନ୍ତି । ବହୁ ସଂଖ୍ୟକ ଚାଷୀ ଅନଲାଇନ୍ ପେମେଣ୍ଟ ସମ୍ପର୍କରେ…

