ଗଞ୍ଜାମ

କୋଭିଡ ନିୟମ ନ ମାନି ବାହାଘର ଭୋଜି, ୧୮ ହଜାର ଜରିମାନା ଆଦାୟ୍‌

ବୁଗୁଡ଼ା,୨୭ା୬(ଡି.ଏନ୍‌.ଏ.)- ବୁଗୁଡ଼ା ଥାନା ଅନ୍ତର୍ଗତ ୪ ସ୍ଥାନରେ କୋଭିଡ ନିୟମ ଉଲ୍ଲଂଘନ କରି ବାହାଘର ଭୋଜି ଚାଲିଥିବାବେଳେ ସେମାନଙ୍କ ଠାରୁ ୧୮ ହଜାର ଟଙ୍କା ଜରିମାନା ଆଦାୟ କରାଯାଇଛି। ଗୋଲିଆ ଗ୍ରାମର ୩ଟି ସ୍ଥାନରେ ଗୁରୁବାର ଲକ୍‌ଡାଉନ ତଥା କୋଭିଡ୍‌...

ବାରାକ୍‌ ସାହି କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା

ଛତ୍ରପୁର,୨୭ା୬(ଡି.ଏନ୍‌.ଏ.)-ଛତ୍ରପୁର ଏନ୍‌ଏସି ବାରାକ ସାହିରେ ୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ ଟ୍ରେସିଂ ପାଇଁ ବାରାକ୍‌ ସାହିକୁ ପ୍ରଶାସନ ପକ୍ଷରୁ ଶୁକ୍ରବାର ସନ୍ଧ୍ୟାରେ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରାଯାଇଛି। ସେହିପରି ଶଙ୍କରମଠ ସାହି, ରିକାପଲ୍ଲି...

ଗଞ୍ଜାମରେ କରୋନା ଯୋଦ୍ଧାଙ୍କ ପାଇଁ ଚିନ୍ତା: ୯ ଦିନରେ ସଂକ୍ରମିତ ହେଲେଣି ୯୪ ଜଣ

ଛତ୍ରପୁର, ୨୬।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାକୁ ବର୍ତ୍ତମାନ ପର୍ଯ୍ୟନ୍ତ ୨ ଲକ୍ଷ ୧୬ ହଜାର ୮୨୦ ଜଣ ପ୍ରବାସୀ ଫେରିଛନ୍ତି। ଏ ନେଇ ଜିଲାରେ କରୋନା ପଜିଟିଭଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୂର୍ବରୁ କେବଳ ପ୍ରବାସୀମାନେ ସଂକ୍ରମିତ...

ଟ୍ରକ୍‌କୁ ପଛରୁ ଧକ୍କା ଦେଇ ତଳକୁ ଖସିଲା ଟ୍ରକ୍‌: ଲାଗିଲା ନିଆଁ

ଛତ୍ରପୁର,୨୬।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧୀନ ଟାଟା ପ୍ରକଳ୍ପ ସମ୍ମୁଖ ଜାତୀୟ ରାଜପଥରେ ଶୁକ୍ରବାର ଏକ ଟ୍ରକ୍‌ ପଛରୁ ଅନ୍ୟ ଏକ ଟ୍ରକ୍‌ ଧକ୍କା ଦେଇଛି। ପଶ୍ଚିମବଙ୍ଗରୁ ଆନ୍ଧ୍ର ଯାଉଥିବା ଟ୍ରକ୍‌କୁ ଭୁବନେଶ୍ୱରରୁ ବ୍ରହ୍ମପୁର ଯାଉଥିବା ଏକ ଟ୍ରକ୍‌...

ଚାକିରି ଜୀବନ ଆରମ୍ଭ ନ ହେଉଣୁ ଜେଲ୍‌ ଗଲେ ଲାଞ୍ଚୁଆ ପୋଲିସ

ବ୍ରହ୍ମପୁର ଅଫିସ,୨୬।୬: ଚାକିରି ଜୀବନ ଆରମ୍ଭ ନ ହେଉଣୁ ଲାଞ୍ଚ ନେଇ ଗୁରୁବାର ଭିଜିଲାନ୍ସ ହାତରେ ଧରାପଡ଼ି ଗିରଫ ହୋଇଥିଲେ ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନାରେ ତାଲିମ ନେଉଥିବା ଏସ୍‌ଆଇ ସିଦ୍ଧାର୍ଥ କୁମାର ଗୌଡ଼। ତେବେ ଶୁକ୍ରବାର ଜାମିନ ଆବେଦନ...

ବ୍ରହ୍ମପୁରରେ ୪ ଦିନିଆ ଶଟ୍‌ଡାଉନ୍‌ ଘୋଷଣା: ଅତ୍ୟାବଶ୍ୟକୀୟ ସାମଗ୍ରୀ ନେବାକୁ ବଜାରରେ ଅସମ୍ଭାଳ ଭିଡ଼

ବ୍ରହ୍ମପୁର ଅଫିସ,୨୬ା୬: କରୋନା ସଂକ୍ରମଣ ରୋକିବା ଦୃଷ୍ଟିରୁ ଜିଲା ପ୍ରଶାସନ ପକ୍ଷରୁ ଶନିବାରଠାରୁ ୪ ଦିନ ପର୍ଯ୍ୟନ୍ତ ବ୍ରହ୍ମପୁର ସମ୍ପୂର୍ଣ୍ଣ ଶଟ୍‌ଡାଉନ୍‌ ଘୋଷଣା କରାଯାଇଛି। ଶୁକ୍ରବାର ସକାଳୁ ସହରର ପରିବା ମାର୍କେଟ,ଭେଣ୍ଡିଂ ଜୋନ୍‌ଗୁଡ଼ିକରେ ଲୋକମାନଙ୍କ ପ୍ରବଳ ଭିଡ଼ ଜମିଥିବାର ଦେଖିବାକୁ...

ନାବାଳିକାକୁ ବଳାତ୍କାର ପରେ ହତ୍ୟା ଘଟଣା: ଜେଲ ଗଲେ ଅଭିଯୁକ୍ତ ଯୁବକ

ବ୍ରହ୍ମପୁର ଅଫିସ ,୨୬।୬: ଗଞ୍ଜାମ ଜିଲା ସଦର ଥାନା ଅଞ୍ଚଳର ଜଣେ ନାବାଳିକାକୁ ଅପହରଣକରି ବଳତ୍କାର ଓ ପରେ ହତ୍ୟା ଘଟଣାରେ ପୋଲିସ ଶୁକ୍ରବାର ଅଭିଯୁକ୍ତଙ୍କୁ ଗିରଫକରି କୋର୍ଟଚାଲାଣ କରିଛି। ସେ ହେଲେ ଜରଡ଼ା ଥାନା ଅନ୍ତର୍ଗତ ଖରିଆଗୁଡାର ଆଲୋକ...

ଗଞ୍ଜାମରେ ପୁଣି ୫୦ କରୋନା ପଜିଟିଭ୍‌: ଆକ୍ରାନ୍ତଙ୍କ ସଂଖ୍ୟା ୧୧୩୮କୁ ବୃଦ୍ଧି

ଛତ୍ରପୁର,୨୬ା୬(ଡି.ଏନ୍‌.ଏ.) : ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଶୁକ୍ରବାର ଜିଲାରେ ଦିନକରେ ୫୦ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ଜିଲା ପ୍ରଶାସନ ସୂଚନା ଦେଇଛି। ଏହି ଆକ୍ରାନ୍ତଙ୍କ ମଧ୍ୟରେ...

ସଙ୍ଗରୋଧରେ ଗଲେ ଜଣେ ଇନ୍ସପେକ୍ଟରଙ୍କ ସମେତ ୮ କର୍ମଚାରୀ

ବ୍ରହ୍ମପୁର ଅଫିସ,୨୬ା୬- ବ୍ରହ୍ମପୁର ମଣ୍ଡଳ କାରାଗାରରେ ପୁଣି ଜଣେ ଅନ୍ତେବାସୀ କରୋନା ପଜିଟିଭ ହୋଇଛନ୍ତି। ତେଣୁ ଅଭିଯୁକ୍ତଙ୍କ ସଂସ୍ପର୍ଶରେ ଆସିଥିବା ବଡବଜାର ଥାନା ଇନ୍ସପେକ୍ଟରଙ୍କ ସମେତ ୮ ପୋଲିସ କର୍ମଚାରୀଙ୍କୁ ଗୃହ ସଙ୍ଗରୋଧରେ ରହିବାକୁ ବ୍ରହ୍ମପୁର ଏସ୍‌ପି ପିନାକ ମିଶ୍ର...

ପାର୍କିଂ ଫି ଆଦାୟ କରିବେ କିନ୍ନର, ଜୁଲାଇରେ ନେବେ ତାଲିମ

ବ୍ରହ୍ମପୁର ଅଫିସ,୨୬।୬- ବ୍ରହ୍ମପୁର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଚିହ୍ନଟ ପାର୍କିଂ ସ୍ଥଳରେ କିନ୍ନର ମାନେ ପାର୍କିଂ ଫି ଆଦାୟ କରିବେ। ଏନେଇ ଗୁରୁବାର ବିଏମ୍‌ସି ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଅଞ୍ଚଳରେ କିନ୍ନରଙ୍କୁ ନେଇ ଗଠିତ ୨ ସ୍ବୟଂ ସହାୟକ ଗୋଷ୍ଠୀ(ଏସ୍‌ଏଚ୍‌ଜି)କୁ...

୨୭ରୁ ବ୍ରହ୍ମପୁର ୪ଦିନିଆ ଶଟ୍‌ଡାଉନ୍‌

ଛତ୍ରପୁର,୨୬ା୬(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ବ୍ରହ୍ମପୁର ସହରରେ କରୋନା ପଜିଟିଭ ସଂଖ୍ୟା ବଢିବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଆସନ୍ତା ୨୭ରୁ ୩୦ ତାରିଖ (୪ଦିନ) ପର୍ଯ୍ୟନ୍ତ ବ୍ରହ୍ମପୁର ମହାନଗର ସମ୍ପୂର୍ଣ୍ଣ ଶଟ୍‌ଡାଉନ୍‌ ରହିବ। ଏହି ସମୟରେ କେବଳ ସ୍ବାସ୍ଥ୍ୟସେବା ଓ କ୍ଷୀର...

ବ୍ରହ୍ମପୁର ୪ ଦିନ ପାଇଁ ଶଟ୍‌ଡାଉନ୍‌

ଛତ୍ରପୁର,୨୫ା୬(ଡି.ଏନ୍‌.ଏ.)- ବ୍ରହ୍ମପୁର ମହାନଗରରେ ଦିନକୁ ଦିନ କରୋନା ପଜିଟିଭ ସଂଖ୍ୟା ବଢିବାରେ ଲାଗିଛି। ସହରରେ କରୋନା ସଂକ୍ରମଣ ଚେନ୍‌ ଭାଙ୍ଗିବା ପାଇଁ ଆସନ୍ତା ୨୭ରୁ ୩୦ ତାରିଖ (୪ଦିନ) ପର୍ଯ୍ୟନ୍ତ ବ୍ରହ୍ମପୁର ସମ୍ପୂର୍ଣ୍ଣ ଶଟ୍‌ଡାଉନ୍‌ ରହିବ। ଏହି ସମୟରେ କେବଳ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri