ଦମ୍ପତିଙ୍କଠାରୁ ଲୁଟ୍
ହିଞ୍ଜିଳିକାଟୁ,୧୬ା୯(ଦ୍ୱିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ବସ୍ଷ୍ଟାଣ୍ଡ ପରିସରରୁ ଶନିବାର ପୂର୍ବାହ୍ନରେ ଦମ୍ପତିଙ୍କଠାରୁ କିଛି ଦୁର୍ବୃତ୍ତ ବ୍ୟାଗ୍ ଝାମ୍ପି ନେଇଛନ୍ତି। ଲୁଟ୍ର ଶିକାର ହୋଇଥିବା ଦମ୍ପତି କୋରାପୁଟ ଅଞ୍ଚଳର ସୁରେନ୍ଦ୍ର ଦାଶ ଓ ସୁମିତ୍ରା ଦାଶ। ସେମାନେ ବିଶାଖାପାଟଣାଠାରେ ଏକ ମେଡ଼ିକାଲରୁ ଚିକିତ୍ସିତ ହୋଇ…
୧୨ ଦିନ ହେଲା ନୀରବ ପ୍ରତିବାଦ କରୁଛନ୍ତି ଅଧ୍ୟାପିକା-ଅଧ୍ୟାପକ
ସୋରଡ଼ା,୧୬ା୯(ଲମ୍ବୋଦର ପାଣିଗ୍ରାହୀ): ଗ୍ରେଡ୍ ପେ’ ବୃଦ୍ଧି ଦାବିରେ ଋଷିକୂଲ୍ୟା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଏସ୍ଏସ୍ବି ଅଧ୍ୟାପିକା, ଅଧ୍ୟାପକମାନେ ସେପ୍ଟେମ୍ବର ୫ରୁ ଦୀର୍ଘ ୧୨ଦିନ ଧରି ଶାନ୍ତିପୂର୍ଣ୍ଣ ଭାବେ କଳାବ୍ୟାଜ୍ ପିନ୍ଧି ନୀରବ ପ୍ରତିବାଦ ସହ ପ୍ରତିଦିନ ଗାନ୍ଧୀଙ୍କ ଫଟୋଚିତ୍ରରେ ପୁଷ୍ପ ଅର୍ପଣ…
ଜିଲାପାଳଙ୍କ ଅଫିସ ଆଗରେ ବ୍ୟାଙ୍କ ମିତ୍ରଙ୍କ ବିକ୍ଷୋଭ
ଛତ୍ରପୁର,୧୬।୯(ସନ୍ତୋଷ ପାଢୀ): ଗଞ୍ଜାମ ଜିଲା ଏସବିଆଇ ବ୍ୟାଙ୍କମିତ୍ର ଆସୋସିଏଶନ ପକ୍ଷରୁ ଶନିବାର ଛତ୍ରପୁରସ୍ଥିତ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ସରକାରଙ୍କ ସିଏସ୍ପି ପ୍ଲସ ଯୋଜନାରେ ଏସବିଆଇ ସିଏସ୍ପିମାନଙ୍କୁ ସାମିଲ କରିବା ଦାବିରେ ଏହି ଆନ୍ଦୋଳନ ହୋଇଥିଲା ।…
ଅଲିଭ୍ରିଡ୍ଲେ କଇଁଛଙ୍କ ସୁରକ୍ଷା ଚିନ୍ତା: ସଫେଇ ହେଲା ବେଳାଭୂମି
ଗଞ୍ଜାମ/ଛତ୍ରପୁର,୧୬।୯(ବିଦ୍ୟାଧର ସାହୁ/ଦିଲୀପ ସାମଲ): ଗଞ୍ଜାମ ଜିଲା ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ କଣ୍ଟିଆଗଡ଼ସ୍ଥିତ ଐତିହାସିକ ବଟେଶ୍ୱର ମନ୍ଦିର ନିକଟ ବଟେଶ୍ୱର ବେଳାଭୂମିରେ ବିରଳ ଅଲିଭ୍ରିଡ୍ଲେ କଇଁଛଙ୍କ ସୁରକ୍ଷା ପାଇଁ ସମୁଦ୍ର ତଟ ସୁରକ୍ଷା ବାହିନୀ (ଇଣ୍ଡିଆନ୍ କୋଷ୍ଟ ଗାର୍ଡ) ଏବଂ ଟାଟା…
ବାପାଙ୍କୁ ହତ୍ୟା କରି ପୁଅ ଗିରଫ
ବ୍ରହ୍ମପୁର,୧୬।୯(ସୁବାସ ଚନ୍ଦ୍ର ପାଢ଼ୀ): ସାମାନ୍ୟ କିଛି ଟଙ୍କା ପାଇଁ ବାପାଙ୍କୁ ହତ୍ୟା କଲେ ପୁଅ। ଏଭଳି ଘଟଣା ଘଟଛି ଗଞ୍ଜାମ ଜିଲା କୁକୁ ବ୍ଲକ ସଦର ଥାନା ଅନ୍ତର୍ଗତ କୁମାରପୁରରେ। ପୋଲିସ ମୃତ ରମେଶ ପ୍ରଧାନଙ୍କ ଝିଅଙ୍କ ଅଭିଯୋଗ ଅନୁଯାୟୀ ଶନିବାର…
ଅଟୋ ତଳେ ଚାପିହୋଇ ଚାଲିଗଲା ବାପାଙ୍କ ଜୀବନ, ପୁଅ ଗୁରୁତର
ଆସିକା,୧୫ା୯ (ସୁରେନ୍ଦ୍ର ନାଥ ସାହୁ): ଗଞ୍ଜାମ ଜିଲା କୋଟିନଡା ଥାନା ଅନ୍ତର୍ଗତ ଭେଟନଈ-ଭେଜିପୁଟ ରାସ୍ତାରେ ଏକ ଅଟୋ ରିକ୍ସା ଓଲଟି ପଡିଥିଲା। ଏଥିରେ ଅଟୋ ଚାଳକ ଯୁଧିଷ୍ଠିର ପାତ୍ର (୫୮)ଙ୍କ ମୃତ୍ୟୁ ଘଟିଥିବା ବେଳେ ତାଙ୍କ ପୁଅ ରାକେଶ କୁମାର ପାତ୍ର…
୧୩ ପରିବାରଙ୍କୁ ଗ୍ରାମରୁ ବାସନ୍ଦ, ଗଞ୍ଜାମ ଏସପିଙ୍କ ଦ୍ୱାରସ୍ଥ ହେଲେ ଗ୍ରାମବାସୀ
ଛତ୍ରପୁର,୧୫।୯(ଦିଲ୍ଲୀପ ସାମଲ): ସରକାର ଓ ଜିଲା ପ୍ରଶାସନ ବିଭିନ୍ନ ସଚେତନତା ସତ୍ତ୍ୱେ ହଟୁନାହିଁ ଗାଁରୁ ବାସନ୍ଦ ପ୍ରଥା । ଗଞ୍ଜାମ ଜିଲାରେ ଦୈନିକ ଏଭଳି ଘଟଣା ଦେଖିବାକୁ ମିଳୁଛି। ପ୍ରଶାସନ ଅଧିକାରୀ ଓ ପୋଲିସର ଦ୍ୱାରସ୍ଥ ସତ୍ତ୍ୱେ ସମସ୍ୟାର ସମାଧାନ ହୋଇପାରୁ…
ପୂର୍ବ ଶତ୍ରୁତାରୁ ଆକ୍ରମଣ
ହିଞ୍ଜିଳିକାଟୁ,୧୫ା୯(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅଧୀନ ପୌରାଞ୍ଚଳ ରେଗିଡି ସାହି ଛକ ନିକଟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ସେ ହେଲେ ମୋହନ କଲୋନୀର ସାଗର ସ୍ବାଇଁ । ତାଙ୍କୁ…
ଆମ ହସ୍ପିଟାଲ କାର୍ଯ୍ୟର ଅନୁଧ୍ୟାନ କଲେ ଜିଲାପାଳ
ଛତ୍ରପୁର,୧୫।୯(ସନ୍ତୋଷ ପାଢୀ): ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା ଶୁକ୍ରବାର ଛତ୍ରପୁର ହସ୍ପିଟାଲ ପରିଦର୍ଶନ କରି ଆମ ହସ୍ପିଟାଲ ଯୋଜନାରେ ଚାଲିଥିବା ୫-ଟି ରୁପାନ୍ତରୀକରଣ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ଅନୁଧ୍ୟାନ କରିଛନ୍ତି। ଏପରିକି ନିର୍ଦ୍ଧାରିତ ସମୟରେ କାମ ସାରିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି।…
ଶିଶୁ ଅପହରଣ, ହତ୍ୟା ମାମଲାର ରାୟ ପ୍ରକାଶ: ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ
ବ୍ରହ୍ମପୁର,୧୫।୯(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଓ ଦୌରା ଜଜ୍-୧ ଡ. ଇନ୍ଦୁ ଶର୍ମା ଶୁକ୍ରବାର ବହୁଚର୍ଚ୍ଚିତ ୧ ବର୍ଷର ଶିଶୁ ଅପହରଣ ଏବଂ ହତ୍ୟା ମାମଲାର ୯ ବର୍ଷ ପରେ ଚୂଡାନ୍ତ ରାୟ ପ୍ରକାଶ କରିଛନ୍ତି। ଉପଯୁକ୍ତ ପ୍ରମାଣକୁ…
ବିିଜେଡିରେ ଯୋଗଦେଲେ ୪ ସ୍ବାଧୀନ କାଉନସିଲର
ହିଞ୍ଜିଳିକାଟୁ, ୧୪ା୯( ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ପୌର ନିର୍ବାଚନରେ ବିଜୟୀ ହୋଇଥିବା ୪ ସ୍ବାଧୀନ କାଉନସିଲର ଓ ପରାଜିତ ୨ ସ୍ବାଧୀନ କାଉନସିଲର ପ୍ରାର୍ଥୀ ସମର୍ଥକଙ୍କ ସହ ଗୁରୁବାର ବିଜୁ ଜନତା ଦଳରେ ଯୋଗ ଦେଇଛନ୍ତି। ଏମପିସି ପରିସରରେ ଆୟୋଜିତ ନଗର…
ଆହତଙ୍କୁ ମେଡିକାଲ ନେଲେ ବିଧାୟକ
ଗଞ୍ଜାମ,୧୪ା୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅଧୀନ ଝାରେଡି ରାଧା ଗୋବିନ୍ଦପୁର ପଞ୍ଚାୟତ ସିପକୁଦା ଗ୍ରାମର ସଦାନନ୍ଦ ନାହାକ ବାଇକରେ ଯାଉଥିବାବେଳେ ଦୁର୍ଘଟଣାଗ୍ରସ୍ତ ହୋଇ ରାସ୍ତାରେ ପଡି ରହିଥିଲେ। ଏହି ସମୟରେ ଉକ୍ତ ରାସ୍ତା ଦେଇ ଯାଉଥିବା ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର…
Archives


