ଗଞ୍ଜାମ

ବାଲ୍ୟ ବିବାହ ରୋକିଲା ପ୍ରଶାସନ

ଧରାକୋଟ,୨୪ା୬(ଡି.ଏନ.ଏ.)- ଧରାକୋଟ ବ୍ଲକ ଶରଧାପୁର ଗ୍ରାମର ଜଣେ ନବମ ଶ୍ରେଣୀ ଛାତ୍ରୀଙ୍କ ବିବାହ ବନ୍ଦ କରିଛି ପ୍ରଶାସନ। ଜୁନ୍‌ ୨୫ରେ ତାଙ୍କ ବିବାହ ଶେରଗଡ଼ ଅନ୍ତର୍ଗତ ପଲ୍ଲୀପଦ୍ମନାଭପୁରରେ ହୋଇଥାନ୍ତା। ଖବର ପାଇ ବ୍ରହ୍ମପୁର ଚାଇଲ୍ଡ ଲାଇନ କୋର୍ଡିନେଟର ସାଇ ପ୍ରସାଦ...

ଏସ୍‌ଏଚ୍‌ଜିଠାରୁ ଋଣ କିସ୍ତି ଆଦାୟ କରୁଛନ୍ତି ଫାଇନାନ୍ସ କମ୍ପାନୀ, ଋଣ ଛାଡ଼ ପାଇଁ ଆର୍‌ଡିସିଙ୍କୁ ଦାବିପତ୍ର

ବ୍ରହ୍ମଗିରି ଅଫିସ,୨୪ା୬: ରିଜର୍ଭବ୍ୟାଙ୍କ ଅଫ୍‌ ଇଣ୍ଡିଆ ଅଗଷ୍ଟ ୩୧ ପର୍ଯ୍ୟନ୍ତ ଫାଇନାନ୍ସ କମ୍ପାନୀଗୁଡିକର ଋଣ କିସ୍ତିି ଆଦାୟ ଛାଡ଼ କରିବାକୁ ଘୋଷଣା କରିଛନ୍ତି। ସେହିପରି ଓଡ଼ିଶା ହାଇକୋର୍ଟ ମଧ୍ୟ ସମସ୍ତ ଫାଇନାନ୍ସ କମ୍ପାନୀକୁ ଜୁଲାଇ ୧୫ ପର୍ଯ୍ୟନ୍ତ କିସ୍ତି ଆଦାୟ...

ଗଞ୍ଜାମର ଦୁର୍ଦ୍ଦାନ୍ତ ଅପରାଧୀ କୈଳାସଙ୍କ ନା’ରେ ଲାଗିଲା ଏନ୍‌ଏସ୍‌ଏ

ବ୍ରହ୍ମପୁର ଅଫିସ ,୨୪।୬- ଗଞ୍ଜାମ ଜିଲାର ଅନ୍ୟତମ ଦୁର୍ଦ୍ଦାନ୍ତ ଅପରାଧି ତଥା ବଡବଜାର ଥାନା ଅନ୍ତର୍ଗତ ସିତାଢ଼ିମ୍ବିରା ସାହିର କୈଳାସ ଘଡେଇଙ୍କ ନାମରେ ଜାତୀୟ ନିରାପତ୍ତା ଆଇନ( ଏନ୍‌ଏସ୍‌ଏ) ଲାଗିଛି। କୈଳାସଙ୍କ ନାମରେ ୨୦ ରୁ ଊର୍ଦ୍ଧ୍ୱ ହତ୍ୟା,ଡକାୟତି ଭଳି...

ପାରିବାରିକ କଳହର କରୁଣ ପରିଣତି: ସ୍ବାମୀଙ୍କ ମାଡ଼ରେ ସ୍ତ୍ରୀ ଲହୁ ଲୁହାଣ

ଦିଗପହଣ୍ଡି,୨୪।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଡ଼ା ପଞ୍ଚାୟତ ଓଡ଼ାସିଙ୍ଗି ଗ୍ରାମର ମୁଖ୍ୟରାସ୍ତା ପାର୍ଶ୍ୱରେ ଥିବା ଏକ ଘରମଧ୍ୟରୁ ଜଣେ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ସେ ହେଲେ କେ. କୋରା ରେଡ୍ଡୀ। ବୁଧବାର ପୂର୍ବାହ୍ନରେ ଦିଗପହଣ୍ଡି ପୋଲିସ...

ପୋଲିସ ମାଡ଼ ଅଭିଯୋଗ : ଏଏସ୍‌ପିଙ୍କୁ ଭେଟିଲେ ପରିବାର ସଦସ୍ୟ

ଛତ୍ରପୁର,୨୪।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ପୋଲିସ ମଙ୍ଗଳବାର ରାତିରେ ବଡ଼ମାଧପୁର ଗାଁର ଶଙ୍କର୍ଷଣ ସାହୁଙ୍କୁ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଶଙ୍କର୍ଷଣଙ୍କ ନତକଟରେ ମଦ ଥିବା ସନ୍ଦେହକରି ପୋଲିସ ତାଙ୍କ ସହ ପରିବାର ସଦସ୍ୟଙ୍କୁ ମାଡ଼ ମାରିଥିବା ସେ ଅଭିଯୋଗ...

ଗଞ୍ଜାମରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହଜାରେ ଟପିଲା

ଗଞ୍ଜାମ ଅଫିସ, ୨୪।୬: ଗଞ୍ଜାମ ଜିଲାରେ ବୁଧବାର ୭୬ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ଜିଲାରେ ମୋଟ ପଜିଟିଭ ସଂଖ୍ୟା ହଜାରେ ଟପିଛି। ବର୍ତ୍ତମାନ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୩୧। ଏମାନଙ୍କ ମଧ୍ୟରୁ ୧୪ଜଣ...

ବରିଷ୍ଠ ଅଧିକାରୀଙ୍କୁ କରୋନା: ଗଞ୍ଜାମ ସରକାରୀ ଅଫିସକୁ ଆସନ୍ତା ୧୦ ଦିନ ସର୍ବସାଧାରଣ ମନା

ଗଞ୍ଜାମ ଅଫିସ, ୨୪।୬: ଗଞ୍ଜାମରେ ଦ୍ରୁତଗତିରେ ବୃଦ୍ଧି ପାଇବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ବୁଧବାର ସୁଦ୍ଧା ଜିଲାରେ ସଂକ୍ରମିତଙ୍କ ସଂଖ୍ୟା ୧୦୩୧ରେ ପହଞ୍ଚି ସାରିଥିବା ବେଳେ କରୋନା ଯୋଗୁ ୮ ଜଣଙ୍କ ମୃତ୍ୟୁ ମଧ୍ୟ ହୋଇ ସାରିଲାଣି। ସଂକ୍ରମିତଙ୍କ...

ଜମି ବିବାଦକୁ ନେଇ ମାଲିକ-କିନ୍ନର ଗୋଷ୍ଠୀ ମୁହଁ।ମୁହିଁ

ବ୍ରହ୍ମପୁର ଅଫିସ,୨୪ା୬-ଗୋଷାଣୀନୂଆଗଁ। ରେ ଥାନା ନୀଳକଣ୍ଠନଗର ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ସମ୍ମୁଖରେ ଥିବା ଏକ ଜମି ବିବାଦ ଏବେ ଉଗ୍ରରୂପ ନେଇଛି। ଗୋଟିଏ ପଟେ ଜମି ମାଲିକ ନିଜ ଜାଗାରେ କାମ ଆରମ୍ଭ କରିଥିବା ବେଳେ ସେଠାରେ ରହୁଥିବା...

୧୨ଫୁଟ୍‌ର ଅହିରାଜ ଉଦ୍ଧାର

ପାତ୍ରପୁର, ୨୪ (ଡିଏନ.ଏ.)-ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଜଗଦେବପୁର ରାସ୍ତା କଡରେ ଥିବା ଗଛ ଉପରୁ ମଙ୍ଗଳବାର ରାତିରେ ଏକ ୧୨ଫୁଟର ଅହିରାଜ ସାପ ଉଦ୍ଧାର କରାଯାଇଛି। କେତେଜଣ ଲୋକ ଗ୍ରାମକୁ ଯାଉଥିବା ବେଳେ ସାପକୁ...

ଚିକିଟି ଏନ୍‌ଏସିର ୫ ଓ୍ବାର୍ଡ କଣ୍ଟେନ୍‌ମେଣ୍ଟ ଜୋନ୍‌

ଚିକିଟି,୨୪ା୬(ଡି.ଏନ.ଏ.)- ଚିକିଟି ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି)ର ୫ ଓ୍ବାର୍ଡକୁ ମଙ୍ଗଳବାର ଜିଲା ପ୍ରଶାସନ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା କରିଛି। ୧୨ ଓ୍ବାର୍ଡ ବିଶିଷ୍ଟ ଏନ୍‌ଏସିର ଅନ୍ୟ ଓ୍ବାର୍ଡର କେତେକ ସ୍ଥାନକୁ ବଫର ଜୋନ୍‌ ଘୋଷଣା କରାଯାଇଥିବା ତହସିଲଦାର ହରପ୍ରସାଦ...

ଅବକାରୀ କାର୍ଯ୍ୟାଳୟରୁ ସିଜ୍‌ ମଦ ଚୋରି

ଗୋପାଳପୁର,୨୪ା୬(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ଗୋଳନ୍ଥରା ଚଟିସ୍ଥିତ ଅବକାରୀ କାର୍ଯ୍ୟାଳୟରୁ ସିଜ୍‌ ହୋଇ ରଖାଯାଇଥିବା ବିଦେଶୀ ମଦ ସୋମବାର ସନ୍ଧ୍ୟାରେ ଚୋରି ହୋଇଛି। ଏନେଇ ଗୋଳନ୍ଥରା ପୋଲିସ ତଦନ୍ତ ଚଳାଇଥିବାବେଳେ ଖବର ଲେଖାହେବା ସୁଦ୍ଧା ଥାନାରେ ମାମଲା ରୁଜୁ ହୋଇ ନ...

ସଂକ୍ରମିତ କୋଭିଡ୍‌ ଯୋଦ୍ଧାଙ୍କୁ ନେଇ ଯାଉଥିବା ଆମ୍ବୁଲାନ୍ସ ଓଲଟିଲା

ଗୋପାଳପୁର,୨୩ା୬- ଗଞ୍ଜାମ ଜିଲା କନିଷି ବ୍ଲକର ଜଣେ କରୋନା ଯୋଦ୍ଧାଙ୍କ ଗତ ୧୮ ତାରିଖରେ ରିପୋର୍ଟ ପଜିଟିଭ ଆସିବା ପରେ ତାଙ୍କୁ ଶୀତଳାପଲ୍ଲୀସ୍ଥିତ କୋଭିଡ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସ୍ବାସ୍ଥ୍ୟାବସ୍ଥାରେ ସୁଧାର ନ ଆସିବାରୁ କଟକ ଅଶ୍ୱିନୀ ହସ୍ପିଟାଲ ସ୍ଥାନାନ୍ତର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri