ବନ୍ଦ ହୋଇପଡ଼ିଛି ଏଣ୍ଡୋସ୍କୋପି ମେଶିନ
ବ୍ରହ୍ମପୁର,୮ା୨(ସୁବାସ ଚନ୍ଦ୍ର ପାଢ଼ୀ)ରୋଗୀଙ୍କ ଚିକିତ୍ସା ସେବା ନିମନ୍ତେ ରାଜ୍ୟ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ଏହାସତ୍ତ୍ୱେ ବି ଏମକେସିଜି ମେଡିକାଳ କଲେଜ ଓ ହସ୍ପିଟାଲରେ ରୋଗୀଙ୍କ ଚିକିତ୍ସା କ୍ଷେତ୍ରରେ ଅବହେଳା ପରିଲିଖିତ ହୋଇଛି। ଏହି ହସ୍ପିଟାଲରେ ଏଣ୍ଡୋସ୍କୋପି ପରୀକ୍ଷା…
ଅସ୍ତିତ୍ୱ ଖୋଜୁଛି ଅଟୋନଗର
ବ୍ରହ୍ମପୁର,୭।୨(ଅଶୋକ କୁମାର ସାହୁ):ଗଞ୍ଜାମ ଜିଲାର ଶିଳ୍ପାଞ୍ଚଳ ଭିତ୍ତିଭୂମିରେ ସାମିଲ ହୋଇଥିବା ରଙ୍ଗେଇଲୁଣ୍ଡା ବ୍ଲକ ହଳଦିଆପଦରସ୍ଥିତ ଅଟୋନଗର ସ୍ଥିତି ଦୟନୀୟ ହୋଇପଡ଼ିଛି। ଦୀର୍ଘ ୩୩ ବର୍ଷ ହେଲା ଏକ ଦୂଷିତ ପରିବେଶରେ ଥିବା ଏହି ଶିଳ୍ପାଞ୍ଚଳ ନିଜ ଅସ୍ତିତ୍ୱ ଖୋଜିବାରେ ଲାଗିଛି। ବହୁ…
କାନ୍ଥ ସୂଚନାରେ ସ୍ବଚ୍ଛତା ସୀମିତ, ଟୋଲ୍ ଫ୍ରି’ରୁ ଉତ୍ତର ମିଳୁନି
ବ୍ରହ୍ମପୁର,୭।୨ (ସ୍ମୃତି ରଞ୍ଜନ ମହାଲିକ): ସହରକୁ ସ୍ବଚ୍ଛ ଓ ସୁନ୍ଦର କରିବା ସମସ୍ତଙ୍କ କର୍ତ୍ତବ୍ୟ। ‘ଆମ ସହର, ଆମ ଗର୍ବ’ ଏଭଳି ବାର୍ତ୍ତା ନେଇ ବ୍ରହ୍ମପୁର ମହାନଗର ପକ୍ଷରୁ ସହରର ପ୍ରତି ୱାର୍ଡର କାନ୍ଥରେ ସୂଚନା ରହିଛି। ଉକ୍ତ ୱାର୍ଡର ସ୍ବଚ୍ଛସାଥୀ,…
ଆଙ୍କୁଲି ଶିଳ୍ପାଞ୍ଚଳ ଭିତ୍ତିଭୂମି ବଦଳୁଛି
ବ୍ରହ୍ମପୁର,୫ା୨(ଅଶୋକ କୁମାର ସାହୁ): ଦୀର୍ଘ ୪୧ ବର୍ଷ ପୂର୍ବରୁ ନିର୍ମାଣ ହୋଇଥିବା ଆଙ୍କୁଲି ଶିଳ୍ପାଞ୍ଚଳର ଭିତ୍ତିଭୂମି ଏବେ ବଦଳିବାରେ ଲାଗିଛି। ଇଡକୋ ହାତକୁ ନେବା ପରେ ବିକାଶର କଳେବର ବୃଦ୍ଧି କରିବାକୁ ଯୋଜନା କରାଯାଉଛି। ଭିତ୍ତିଭୂମି ସମ୍ପୂର୍ଣ୍ଣ ବଦଳାଯିବ ଓ ସେହି…
ଭୋଜି ଖାଉଥିବା ବେଳେ ହୃଦଘାତରେ ଉଡ଼ିଗଲା ଯୁବ ଅଧ୍ୟାପକଙ୍କ ପ୍ରାଣବାୟୁ
ଭଞ୍ଜନଗର,୪ା୨(ବାବୁଲା ପ୍ରଧାନ): ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଅର୍ଥନୀତି ବିଭାଗର ବିଭାଗୀୟ ମୁଖ୍ୟ ଅଧ୍ୟାପକ ଡ. ଆମାସ ପାଟମାଝୀ(୩୪) ରବିବାର ଅପରାହ୍ନରେ ହୃଦଘାତରେ ପରଲୋକ ହୋଇଯାଇଛି। ତାଙ୍କ ଘର ଗଜପତି ଜିଲା ମୋହନା ବ୍ଲକ ପାନିଗଣ୍ଡା ପଞ୍ଚାୟତ ଅଧୀନ…
ଡିଭାଇଡରରେ ପିଟିହେଲା କାର୍
ଛତ୍ରପୁର,୩।୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଭାଗ୍ୟଲକ୍ଷ୍ମୀନଗର ନିକଟ ଜାତୀୟ ରାଜପଥରେ ଶନିବାର ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଡିିଭାଇଡରରେ ପିଟିହେଲା କାର। ଏଥିରେ ଡ୍ରାଇଭରଙ୍କ ସମେତ ୪ ଜଣ ଆହତ ହୋଇ ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି ।…
ସ୍ତ୍ରୀଙ୍କୁ ଆକ୍ରମଣ କରି ସ୍ବାମୀ ଗିରଫ
ବ୍ରହ୍ମପୁର,୨ା୨(ସୁବାସ ଚନ୍ଦ୍ର ପାଢ଼ୀ): ସ୍ତ୍ରୀଙ୍କୁ ଆକ୍ରମଣ ଅଭିଯୋଗରେ ମହିଳା ଥାନା ପୋଲିସ ଅଭିଯୁକ୍ତ ସ୍ବାମୀଙ୍କୁ ଗିରଫ କରିଛି। ସେ ହେଲେ ଲାଞ୍ଜିପଲ୍ଲୀ ଦୀପସାହିର ନରସିଂହ ଶବର। ତାଙ୍କୁ ଗୁରୁବାର କୋର୍ଟ ଚାଲାଣ କରାଯାଇଛି। ନରସିଂହ ୩ବର୍ଷ ପୂର୍ବେ ଗୋଷାଣି ନୂଆଁଗାଁ ଥାନା…
୨ ସ୍କୁଲ ଗାଡ଼ି ଧକ୍କା, ୨୦ରୁ ଊର୍ଦ୍ଧ୍ବ ଛାତ୍ରୀଛାତ୍ର ଆହତ
ହିଞ୍ଜିଳିକାଟୁ,୨ା୨(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ସୋମପୁର ଛକ ନିକଟରେ ଶୁକ୍ରବାର ୨ଟି ସ୍କୁଲ ବସ୍ ମଧ୍ୟରେ ଧକ୍କା ହେବାରୁ ୨୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଆହତ ହୋଇଛନ୍ତି। ଲୋକେ ଆହତମାନଙ୍କୁ ଉଦ୍ଧାର କରି ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି…
ଦର ବଢ଼ିବାରୁ କମିଛି ବେପାର
ବ୍ରହ୍ମପୁର,୨ା୨(ଅଶୋକ କୁମାର ସାହୁ): ବ୍ରହ୍ମପୁର ବଜାରରେ ରସୁଣର ମୂଲ୍ୟ ଅହେତୁକ ବୃଦ୍ଧି ପାଇଛି। ଏହାକୁ ନେଇ ଖାଉଟି ଚିନ୍ତିତ ହୋଇଛନ୍ତି। ସେପଟେ ଦର ଅଧିକ ଥିବାରୁ ରିଟେଲ ବେପାର ବି କମିଯାଇଛି। ଓଡ଼ିଶାରେ ଯଥେଷ୍ଟ ରସୁଣ ଆଦାୟ ହେଉ ନ ଥିବାରୁ…
ମାତାଲ କାର୍ ଡ୍ରାଇଭରଙ୍କ ସିରିଜ୍ ଦୁର୍ଘଟଣା
ହିଞ୍ଜିଳିକାଟୁ,୧।୨(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ୫୯ ନମ୍ବର ଜାତୀୟ ରାଜପଥ ହିଞ୍ଜିଳି ଥାନା ଅନ୍ତର୍ଗତ ସମରଝୋଳ- ସାରୁ ରାସ୍ତାରେ ଜଣେ ମଦ୍ୟପ କାର୍ ଚାଳକ ସିରିଜ୍ ଦୁର୍ଘଟଣା ଘଟାଇଛନ୍ତି। ଦୁର୍ଘଟଣାରେ ବଡ଼ଧରଣର କ୍ଷୟକ୍ଷତି ଘଟି ନ ଥିଲେ ମଧ୍ୟ କାରଟି ଭାଙ୍ଗି…
ଉଦଘାଟନ ଲାଗି ନିର୍ବାହୀ ଅଧିକାରୀଙ୍କୁ ଜଗିରହିଲେ ବିଧାୟିକା
ପୁରୁଷୋତ୍ତମପୁର,୧।୨(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଗୁରବାର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ଉଦଘାଟନ ଓ ଶିଳାନ୍ୟାସ ହୋଇଛି। ମାତ୍ର ଏହାକୁ ଉଦଘାଟନ କରିବାକୁ ଆସିଥିବା ଖଲ୍ଲିକୋଟ ବିଧାୟିକା ସୂର୍ଯ୍ୟମଣି ବୈଦ୍ୟ ଏକ ପ୍ରକାର ନିରାଶ ହୋଇଛନ୍ତି। ଗତ ୨୦୦୪ରେ କଲେଜ…
ଅଳକାପୁରୀ ହତ୍ୟା ମାମଲା: ଦୋଷୀଙ୍କୁ ଆଜୀବନ କାରାଦଣ୍ଡ
ବ୍ରହ୍ମପୁର,୩୧ା୧(ସୁବାସ ଚନ୍ଦ୍ର ପାଢ଼ୀ): ସଦର ଥାନା ଅନ୍ତର୍ଗତ ଅଳକାପୁରୀରେ ରହୁଥିବା ସୁରଜ ବେହେରା (୫୫)ଙ୍କୁ ୨୦୨୨ ଫେବୃଆରୀ ୨୪ ସନ୍ଧ୍ୟାରେ ହତ୍ୟା କରାଯାଇଥିଲା। ବୁଧବାର ଅତିରିକ୍ତ ଜିଲା ଦୌରା ଜଜ୍(ଏଡିଜେ)- ୩ ରାଜକୁମାର ଦାଶ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରକାଶ କରିଛନ୍ତି।…
Archives


