ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…
ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ ରବିବାର ସ୍ଥାନୀୟ ଶିବ କୁମାର ପଟ୍ଟନାୟକ ରିଡିଂ ରୁମ୍ ପରିସରରେ ଏକ ସାଇବର…
କାନ୍ଥରୁ ଲିଭିନି ‘ଶୁଭ ବିବାହ: ଭାଇ ହାତରେ ରାଖୀ ବାନ୍ଧିବାକୁ ଚାହିଁ ରହିଥିଲା ଭଉଣୀ , ହେଲେ ବିଧିର ବିଧାନ କିଛି ଅଲଗା ଫେରୁଛି ଶବ
ଖଲ୍ଲିକୋଟ, ୨୩/୮ (ପ୍ରଶାନ୍ତ କୁମାର ମିଶ୍ର/ବିଦ୍ୟାଧର ସାହୁ): ଗଞ୍ଜାମରେ ସରୁନି ଦାଦନ ଦୁଃଖ। ଭଉଣୀ ହାତରେ ରହିଗଲା ରାଖୀ, ଦୁବାଇରୁ ଆସିଲା ଭାଇଙ୍କ ମୃତଦେହ। ସରକାର ବଦଳୁଛି, ପ୍ରତିଶ୍ରୁତିର ପାହାଡ଼ ଠିଆ ହେଉଛି, କିନ୍ତୁ ବଦଳୁନି ଗଞ୍ଜାମ ଜିଲାର ଦାଦନ ଶ୍ରମିକଙ୍କ…
ମୁଖ୍ୟମନ୍ତ୍ରୀ ବସ୍ ଧକ୍କାରେ ୨ ଭାଇ ଗୁରୁତର, ବସ୍କୁ ଜବତ କରି…
ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍ (ନଂ. ଓଡି ୦୭ ଏଟି – ୯୪୫୬) ଧକ୍କାରେ ଦୁଇ ଭାଇ ଗୁରୁତର…
ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ
ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଭଞ୍ଜନଗର ପୌରପାଳିକା ଅଧ୍ୟକ୍ଷ ଗୋପବନ୍ଧୁ ମହାପାତ୍ର ମୁଖ୍ୟ ଅତିଥି…
ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ପ୍ରସାର ପାଇଁ ଆହ୍ବାନ
ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଶନିବାର ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରମୋଦ ପଣ୍ଡାଙ୍କ ବାସଭବନରେ ଆୟୋଜିତ ସଭାରେ ପୁରୀ ଗୋବର୍ଦ୍ଧନ ପୀଠର ଜଗଦ୍ଗୁରୁ ଶଙ୍କରାଚାର୍ଯ୍ୟ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ବତୀ ମହାରାଜଙ୍କ କାର୍ଯ୍ୟକ୍ରମ ପ୍ରମୁଖ ପ୍ରେମଚନ୍ଦ୍ର…
ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ
ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୁଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ବେଳାଭୂମି…
ସାପ ନେଲା ଚାଷୀଙ୍କ ଜୀବନ
ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର ଅପରାହ୍ନରେ ବାସୁଦେବ ଜମିରେ ମାଟି ହାଣୁଥିବା ବେଳେ ଏକ ସାପ ତାଙ୍କୁ କାମୁଡି…
ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…
ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍ କରେଣ୍ଟ ଲାଗି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବିସ୍ମୟ ନାହାକ(୧୪)। ମିଳିଥିବା ସୂଚନା ମୁତାବକ,…
ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା
ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ ବିଭାଗ ମତ୍ସ୍ୟଜୀବୀଙ୍କ ପାଇଁ କଟକଣା ଜାରି କରିଛି। ଆସନ୍ତା ୨୨ ତାରିଖରୁ ୨୪…
ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ
ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏନ୍ଏସି ସଭାଗୃହ ପରିସରରେ ଆୟୋଜିତ ବୈଠକରେ ଏନଏସି…
ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…
ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ ପରିସରରେ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରଧାନଶିକ୍ଷକ ତ୍ରିପତି ପ୍ରଧାନଙ୍କ ସଭାପତିତ୍ୱରେ ଆୟୋଜିତ…
ବ୍ରହ୍ମପୁରରେ ଚାଞ୍ଚଲ୍ୟ, ରେଳଧାରଣରୁ ମିଳିଲା ୨ ମୃତଦେହ
ବ୍ରହ୍ମପୁର,୨୧।୮( ସୁବାସ ଚନ୍ଦ୍ର ପାଢ଼ୀ ): ଜିଆର୍ପି ପୋଲିସ ଗୋଶାଣିନୂଆଗାଁ ବ୍ରିଜ ତଳ ଦେଇ ଯାଇଥିବା ରେଳଧାରଣ ନିକଟରୁ ଶନିବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି। ହେଲେ ଯୁବକଙ୍କ ପରିଚୟ ମିଳିପାରିନାହିଁ। ଯୁବକଙ୍କ ବୟସ ଆନୁମାନିକ ୪୫ ବର୍ଷ ହେବ…

