ଗଞ୍ଜାମ

ବୋମାମାଡ଼ ମାମଲା: ବନ୍ଧା ହେଲେ ୨ ପେଷାଦାର ଅପରାଧୀ

ବ୍ରହ୍ମପୁର,୧୮ା୮(ସୁବାସ ଚନ୍ଦ୍ର ପାଢ଼ୀ): ବଡବଜାର ଥାନା ଅଧୀନ କେନାଲ ସାହିରେ ଗତ ବୁଧବାର ଦୁଇ ଗୋଷ୍ଠୀ ମୁହାଁମୁହିଁ ହେବା ସହ ବୋମାମାଡ଼ ଘଟଣାରେ ପୋଲିସ ଗୋଟିଏ ଗୋଷ୍ଠୀର ୨ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ଗ୍ରାମଦେବତୀ ସାହିର ଅମିତ ନାୟକ ଓରଫ…

ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ କଂଗ୍ରେସର ଦାବିପତ୍ର

ପୁରୁଷୋତ୍ତମପୁର,୧୮।୮(ସୀମାଞ୍ଚଳ ମିଶ୍ର): ବିଭିନ୍ନ ଦାବିନେଇ କଂଗ୍ରେସ ପକ୍ଷରୁ ଶୁକ୍ରବାର ପୁରଷୋତ୍ତମପୁର ବ୍ଲକ କାର୍ଯାଳୟକୁ ଘେରାଉ କରାଯାଇଥିଲା। ପୁରୁଷୋତ୍ତମପୁର କାଳୀ ମନ୍ଦିର ଛକରୁ ନଗର କଂଗ୍ରେସ ସଭାପତି ମନୋରଞ୍ଜନ ଦାଶଙ୍କ ନେତୃତ୍ୱରେ କର୍ମୀମାନେ ଶୋଭାଯାତ୍ରାରେ ବାହାରି ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ…

ବଜ୍ରପାତରେ ଚାଲିଗଲା ଚାଷୀଙ୍କ ଜୀବନ

ବୁଗୁଡ଼ା,୧୭ା୮(କାଳିଚରଣ ଦାଶ): ବିଲରେ କାମ କରୁଥିବା ବେଳେ ବଜ୍ରପାତ ଘଟି ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ଏଭଳି ଏକ ଦୁଖଦଃ ଘଟଣା ଘଟିଛି ଗଞ୍ଜାମ ଜିଲା ବୁଗୁଡ଼ା ଥାନା ବାଲିପଦର ଫାଣ୍ଡି ଅନ୍ତର୍ଗତ ଗହଙ୍ଗୁ ଗ୍ରାମରେ। ମୃତ ଚାଷୀ ହେଲେ ସାନୁଜ…

ଗାଧୋଇବାକୁ ଯାଇ ନଦୀରେ ବୁଡ଼ିଗଲେ ବୃଦ୍ଧ

ପୋଲସରା,୧୬ା୮(ସୁବ୍ରତ ବେହେରା): ଗଞ୍ଜାମ ଜିଲା ପୋଲସରା ବ୍ଲକ ଅନ୍ତର୍ଗତ ବିରିପୁର ଗ୍ରାମ ବାଘୁଆ ନଦୀରେ ବୁଡ଼ି ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତ ବ୍ୟକ୍ତି ଜଣଙ୍କ ହେଲେ ବିରିପୁର ଗ୍ରାମର ହରିହର ପାତ୍ର (୮୦)। ସେ ବୁଧବାର ସନ୍ଧ୍ୟାରେ ଗ୍ରାମର…

ପୋତାଗଡ଼ରେ ୭୭ତମ ସ୍ବାଧୀନତା ଦିବସ ପାଳିତ

ଗଞ୍ଜାମ,୧୫।୮(ବିଦ୍ୟାଧର ସାହୁ )ଗଞ୍ଜାମ ସହର ସ୍ଥିତ ଐତିହାସିକ ପୋତାଗଡ଼ ଦୁର୍ଗରେ ୭୭ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଛି l ତହସିଲଦାର ଅରୁଣ କୁମାର ନାୟକ ଜାତୀୟ ପତାକା ଉତ୍ତୋଳନ କରିଥିଲେ l ଏନଏସି ଅଧକ୍ଷା ପ୍ରତିଭା ପାଢ଼ୀ, ଉପାଧ୍ୟାକ୍ଷ ସୁରେନ୍ଦ୍ର…

୭୭ତମ ସାଧୀନତା ଦିବସ ଉପଲକ୍ଷେ ଦି ଇକୋ ୱାରିୟର, ଗଞ୍ଜାମ ପକ୍ଷରୁ ମେଗା ରକ୍ତଦାନ ଶିବିର

ଗଞ୍ଜାମ,୧୫।୦୮: (ବିଦ୍ୟାଧର ସାହୁ ) ୭୭ତମ ସାଧୀନତା ଦିବସ ଉପଲକ୍ଷେ ଗଞ୍ଜାମ ସ୍ବେଛାସେବୀ ସଂଗଠନ ଇକୋ ୱାରିୟର ପରିବାର ପକ୍ଷରୁ ସ୍ଥାନୀୟ ଭାରତୀ ବିଦ୍ୟାପୀଠ ସଭା ଗୃହଠାରେ ମଙ୍ଗଳବାର ଏକ ସଚ୍ଛୋକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ…

ବନ୍ଧୁତାପୂର୍ଣ୍ଣ କ୍ରିକେଟ ମ୍ୟାଚ: ଛତ୍ରପୁର ପ୍ରେସ କ୍ଲବକୁ ହରାଇଲା ଜିଲ୍ଲା ପ୍ରଶାସନ

ଛତ୍ରପୁର ,୧୫।୮(ସନ୍ତୋଷ ପାଢ଼ୀ ): ୭୭ତମ ସ୍ବାଧୀନତା ଦିବସ ପାଳନ ଅବସରରେ ସ୍ଥାନୀୟ ଷ୍ଟାଡିୟମ ଠାରେ ଗଞ୍ଜାମ ଜିଲ୍ଲା ପ୍ରଶାସନ ସହ ଛତ୍ରପୁର ପ୍ରେସ କ୍ଲବ ମଧ୍ୟରେ ଏକ ଦିନିକିଆ ବନ୍ଧୁତ୍ୱପୂର୍ଣ୍ଣ କ୍ରିକେଟ ମ୍ୟାଚ ଅନୁଷ୍ଠିତ ହୋଇଯାଇଛି । ୧୨ ଓଭରକୁ…

ପୁରୁଷୋତ୍ତମପୁରରେ ଉଡ଼ିଲା ତ୍ରିରଙ୍ଗା

ପୁରୁଷୋତ୍ତମପୁର,୧୫।୮(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ସ୍ବାଧୀନତା ଦିବସ ସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ବିଚାର ବିଭାଗୀୟ ଅଦାଲତରେ ଆସିଷ୍ଟାଣ୍ଟ ସେସନ୍‌ ଜଜ ଶରତ କୁମାର ସାହୁ ପତାକା ଉତ୍ତୋଳନ କରିଥିବା ବେଳେ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ…

ତାରାତାରିଣୀ କଲେଜର ଗୌରବ: ବ୍ରହ୍ମପୁର ଆଇଜରରେ ସ୍ଥାନ ପାଇଲେ କଲ୍ୟାଣୀ

ପୁରୁଷୋତ୍ତମପୁର, ୧୫ା୮(ସିମାଞ୍ଚଳ ମିଶ୍ର): ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ଛାତ୍ରୀ କଲ୍ୟାଣି ଶୁଭଶ୍ରୀ ତ୍ରିପାଠୀ ପୁଣି ଥରେ କଲେଜ ଲାଗି ଗୌରବ ଆଣିଛନ୍ତି। କେବଳ ସେତିକି ନୁହେଁ ସେ ଓଡିଶାର ପ୍ରଥମ ଛାତ୍ରୀ ଭାବରେ ବ୍ରହ୍ମପୁର ଆଇଜରରେ ବାୟୋଲୋଜିକାଲ ସାଇନ୍ସ ବିଭାଗର ଆଇପିହେଚଡି…

ଗାଡ଼ିମୋଟର ଯାଞ୍ଚ କଡାକଡି କଲା ପୋଲିସ

ବୁଗୁଡା,୧୪ା୮(କାଳି ଚରଣ ଦାଶ): ବୁଗୁଡା ଥାନା ପୋଲିସ ପକ୍ଷରୁ ବିଭିନ୍ନ ଗାଡ଼ିମୋଟର ଯାଞ୍ଚ କରାଯାଇଛି। ଥାନା ଅଧିକାରୀ ଚିତ୍ତ ରଞ୍ଜନ ବେହେରାଙ୍କ ନିର୍ଦ୍ଦେଶକ୍ରମେ ଏସ୍‌ଆଇ ସମୀର କୁମାର ସେଠୀଙ୍କ ନେତୃତ୍ୱରେ ପୋଲିସ ସୋମବାର ବୁଗୁଡା ବସ୍‌ଷ୍ଟାଣ୍ଡଠାରେ ବସ୍‌, ଅଟୋରିକ୍ସା ଓ ସ୍କୁଲବସ୍‌…

ଛାତରୁ ନାବାଳକଙ୍କ ମୃତଦେହ ଜବତ ଘଟଣା: ୩ ମାସ ପରେ ବି ଅଭିଯୁକ୍ତ ଚିହ୍ନଟ ହେଲେନି

ବ୍ରହ୍ମପୁର,୧୪ା୮(ସୁବାସ ଚନ୍ଦ୍ର ପାଢ଼ୀ): ନିମଖଣ୍ଡି ଥାନା ଜଗଦଳପୁର ନିକଟ ବାଉରୀ କମାପଲ୍ଲୀ ଗ୍ରାମର ନାବାଳକ ଶିବ ଦାସ(୭)ଙ୍କ ମୃତଦେହ ତାଙ୍କ ଘର ଛାତ ଉପରୁ ଗତ ମେ ୧୫ ତାରିଖ ଅପରାହ୍ନରେ ମିଳିଥିଲା। ତାଙ୍କର ଏଭଳି ସନ୍ଦେହଜନକ ମୃତ୍ୟୁକୁ ନେଇ ତାଙ୍କୁ…

୩ ସହରକୁ ଜଗିବ ସିସିଟିଭି

ଗଞ୍ଜାମ,୧୪।୮(ବିଦ୍ୟାଧର ସାହୁ ): ଛତ୍ରପୁର, ଗଞ୍ଜାମ ଏବଂ ରମ୍ଭା ସହରର ବିଭିନ୍ନ ସ୍ଥାନରେ ସିସିଟିଭି ଲଗା ଯାଇଛି। ଏହା ତାହା ଖୁବ ଶୀଘ୍ର କାର୍ଯ୍ୟକ୍ଷମ ହେବ ବୋଲି ବ୍ରହ୍ମପୁର ଏମ୍‌ପି ଚନ୍ଦ୍ର ଶେଖର ସାହୁଙ୍କ ପକ୍ଷରୁ ସୂଚନା ମିଳିଛି। ଏମ୍‌ପିଙ୍କ ପାଣ୍ଠିରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri