ଗଞ୍ଜାମ

ନବବଧୂଙ୍କ ମୃତ୍ୟୁ, ସ୍ବାମୀ ଥାନାରେ ଅଟକ

ହିଞ୍ଜିଳିକାଟୁ,୩୦।୩(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ପୌରାଞ୍ଚଳ ଆଙ୍କୋରଡ଼ା ଗ୍ରାମରେ ଜଣେ ନବବଧୂଙ୍କ ମୃତ୍ୟୁ ଘଟିଛି। କୋଳିଦାସପୁର ଗ୍ରାମର ଶଙ୍କର ଭଉଳଙ୍କ ଝିଅ ଦୀପିକା ଭଉଳ(୧୯)। ଦୀପିକାଙ୍କୁ ଶାଶୁ ଘର ଲୋକେ ଯୌତୁକ ନିର୍ଯାତନା ଦେଇଥିବାରୁ ଶନିବାର ରାତିରେ ଶାଶୁଘରେ ସେ…

ଭାଜପା କର୍ମୀଙ୍କୁ ଗୁଳି କରି ହତ୍ୟା

କବିସୂର୍ଯ୍ୟନଗର,୩୦ା୩(କୃପାସିନ୍ଧୁ ସ୍ବାଇଁ): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ପଥରାପଲ୍ଲୀ ଗାଁର ମୁଖ୍ୟ ସଡ଼କ ଉପରେ ରବିବାର ଗୁଳିମାଡ଼ରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଆଠଗଡପାଟଣା ଗ୍ରାମର ଲକ୍ଷ୍ମୀ ନାରାୟଣ ପାଇକରାୟ ଓରଫ କୁନା। କୁନା ଭାଜପାର ଜଣେ ସକ୍ରିୟ…

ଦଣ୍ଡନାଚ ପାଇଁ ଗଞ୍ଜାମ ଜିଲା ଉତ୍ସବମୁଖର, ଅଶ୍ଳିଳ ନୃତ୍ୟ ଉପରେ ପୋଲିସର କଡ଼ା ନଜର

ଭଞ୍ଜନଗର,୩୦ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଅଧିକାଂଶ ଦଣ୍ଡନାଚ ଉଠି ସାରିଲାଣି। ଆଉ କିଛି ଦଣ୍ଡନାଚ ୧ ତାରିଖ ସୁଧା ଉଠିବ। ବର୍ତ୍ତମାନ ଦଣ୍ଡନାଚ ପାଇଁ ଗଞ୍ଜାମ ଜିଲା ଉତ୍ସବମୁଖର ହୋଇପଡିଛି। ଜିଲାର ଦାଦନ ଶ୍ରମିକ ମାନେ ବର୍ତ୍ତମାନ ଦଣ୍ଡନାଚ ଦେଖିବା ପାଇଁ…

ଏଣିକି ଜିଲାଭିତ୍ତିକ ନିଯୁକ୍ତି ବ୍ୟବସ୍ଥା ହେବ: ମୁଖ୍ୟମନ୍ତ୍ରୀ

ଭଞ୍ଜନଗର,୩୦ା୩(ବାବୁଲା ପ୍ରଧାନ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭବାନୀପାଟଣାର ରିଶିଗାଁ ଠାରେ ରବିବାର ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କରିଛନ୍ତି। ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ରାଜ୍ୟର ଅଧିକାଂଶ ବ୍ଲକରେ ଏହି ଯୋଜନାର ଉଦ୍‌ଘାଟନ ହୋଇଥିଲା। ଏହି ଅବସରରେ ମୁଖ୍ୟମନ୍ତ୍ରୀ ବିରୋଧୀ ବିଜେଡିକୁ…

୩୫୪ଜଣଙ୍କୁ କାର୍ଯ୍ୟାଦେଶ ଦେଲେ ଭଞ୍ଜନଗର ବିଧାୟକ; ଯୋଗ୍ୟ ହିତାଧୀକାରୀ ବଞ୍ଚିତ ହେଲେ କାର୍ଯ୍ୟାନୁଷ୍ଠାନ

ଭଞ୍ଜନଗର,୩୦।୩(ବାବୁଲା ପ୍ରଧାନ)-ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭବାନୀପାଟଣାର ରିଶିଗାଁଠାରେ ରବିବାର ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କରିଛନ୍ତି। ଆଭାସି ମାଧ୍ୟମରେ ରାଜ୍ୟର ଅଧିକାଂଶ ବ୍ଲକରେ ଏହି ଯୋଜନାର ଉଦ୍‌ଘାଟନ ହୋଇଥିଲା। ଏହିଭଳି ଭଞ୍ଜନଗର ବ୍ଲକରେ ମଧ୍ୟ ରବିବାର ୩୫୪ ଜଣ ହିତାଧିକାରୀଙ୍କୁ…

ଗଞ୍ଜାମରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୪୦୫୪ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ

ଛତ୍ରପୁର, ୩୦।୩(ସନ୍ତୋଷ ପାଢ଼ୀ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦ୍ୱାରା କଳାହାଣ୍ତି ଭବାନୀପାଟଣା ରିସିଗାଁ ଶ୍ରୀକୃଷ୍ଣ ନଗର ପଡ଼ିଆଠାରେ ରବିବାର ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ ହୋଇଛି। ଏହି ପରିପ୍ରେକ୍ଷୀରେ ଗଞ୍ଜାମ ଜ଼ିଲା ଛତ୍ରପୁର ସ୍ଥିତ ଅନଶ୍ଲୋ ଖେଳ ପଡ଼ିଆଠାରେ ଜ଼ିଲାସ୍ତରୀୟ…

ଗଞ୍ଜେଇ ସିଗାରେଟ୍‌ ବିକ୍ରି କରି ଫଶିଲେ, ଜଣଙ୍କୁ ବାନ୍ଧିଲା ପୋଲିସ

ବ୍ରହ୍ମପୁର,୩୦।୩: ଗଞ୍ଜାମ ଜିଲା ବ୍ରହ୍ମପୁର ଷ୍ଟାଡିୟମ ନିକଟରେ ଗଞ୍ଜେଇ ସିଗାରେଟ ବିକ୍ରି କରୁଥିବା ଅଭିଯୋଗରେ ଟାଉନ ଥାନା ପୋଲିସ ଜଣେ ବ୍ୟକ୍ତିଙ୍କୁ ସାରେ ବାନ୍ଧିଛି। ଅଭିଯୁକ୍ତ ଜଣଙ୍କ ହେଲେ ହେଲେ ଲୋଚାପଡା କାଳୁଆନଗରର ମଣିକାନ୍ତ ବୋଷ(୫୦) । ତାଙ୍କ ନିକଟରୁ ପୋଲିସ…

୫ ବର୍ଷରେ ୩୫୧୬ ଅପମୃତ୍ୟୁ

ବ୍ରହ୍ମପୁର, ୩୦ା୩(ସୁବାସ ଚନ୍ଦ୍ର ପାଢ଼ୀ)ଦକ୍ଷିଣ ଓଡିଶାର ଏକମାତ୍ର ସରକାରୀ ରେଫରାଲ ହସ୍ପିଟାଲ ହେଉଛି ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମକେସିଜି) ମେଡିକାଲ। ଏଠାକୁ ଦକ୍ଷିଣ ଓଡିଶା ଓ ଖୋର୍ଦ୍ଧା ଜିଲାର ବିଭିନ୍ନ ମେଡିକାଲରୁ ରୋଗୀ ରେଫର୍‌ ହୋଇ ଆସିଥାନ୍ତି। ସେହିପରି ଆନ୍ଧ୍ର ସୀମାନ୍ତ ଅଞ୍ଚଳର…

ଗଞ୍ଜାମ ଓକିଲ ସଂଘ ନିର୍ବାଚନ: ମନୋଜ ସଭାପତି, ଭେଙ୍କଟ ସମ୍ପାଦକ

ବ୍ରହ୍ମପୁର, ୨୯।୩ : ଗଞ୍ଜାମ ଓକିଲ ସଂଘର ନିର୍ବାଚନ ୨୦୨୫-୨୬ ପାଇଁ ଶନିବାର ଭୋଟ ଗ୍ରହଣ ହୋଇଛି। ସଭାପତି ଭାବେ ବରିଷ୍ଠ ଆଇନଜୀବୀ ମନୋଜ ପଟ୍ଟନାୟକ ବିଜୟୀ ହୋଇଛନ୍ତି। ସେହିପରି ସମ୍ପାଦକ ଭାବେ ଆଇନଜୀବୀ ଟି. ଭେଙ୍କଟ ରାଓ ବିଜୟୀ ହୋଇଥିବା…

ଛତ୍ରପୁର ଓକିଲ ସଂଘ: ପ୍ରଦୀପ ଷଷ୍ଠ ଥର ପାଇଁ ସଭାପତି ନିର୍ବାଚିତ

ଛତ୍ରପୁର,୨୯ା୩(ସନ୍ତୋଷ ପାଢ଼ୀ/ ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଓକିଲ ସଂଘର କର୍ମକର୍ତ୍ତା ନିର୍ବାଚନ ଫଳାଫଳ ଘୋଷଣା ହୋଇଛି। ସଙ୍ଘର ସଭାପତି ଭାବେ ଷଷ୍ଠ ଥର ପାଇଁ ପୁଣି ପ୍ରଦୀପ ପାଢ଼ୀ ନିର୍ବାଚିତ ହୋଇଛନ୍ତି । ଉପସଭାପତି ଭାବେ ଚୈତନ୍ୟ ପ୍ରଧାନ…

ଖେମୁଣ୍ଡିି ଓକିଲ ସଂଘ ନିର୍ବାଚନ: ପ୍ରଦୀପ ସମ୍ପାଦକ ଭାବେ ନିର୍ବାଚିତ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କେବଳ ସମ୍ପାଦକ ପଦବୀ ପାଇଁ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଶନିବାର ଶାନ୍ତିଶୃଙ୍ଖଳାର ସହ ମତଦାନ ଶେଷ ହୋଇଛି। ଆଇନଜୀବୀମାନେ ନିଜ ମତଦାନ ସାବ୍ୟସ୍ତ କରିଥିଲେ। ଗଣତି ପରେ ପ୍ରଦୀପ କୁମାର…

ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ: କୃଷ୍ଣଚନ୍ଦ୍ର ସଭାପତି, ରବିନ୍ଦ୍ର ସମ୍ପାଦକ

ପୁରୁଷୋତ୍ତମପୁର,୨୯।୩ (ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଏଥିରେ ସଭାପତି ରୂପେ କୃଷ୍ଣଚନ୍ଦ୍ର ଗୌଡ ତାଙ୍କ ପ୍ରତିଦ୍ୱନ୍ଦ୍ୱି ସ୍ବରାଜ୍ୟ ପାଣିଗ୍ରାହୀଙ୍କୁ ପରାସ୍ତ କରି ସଭାପତି ରୂପେ ବିଜୟୀ ହୋଇଛନ୍ତି। ସେହିପରି ଉପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?