ଗାଡ଼ି ଧକ୍କାରେ ଚାଲିଗଲା ୨ ଭାଇଙ୍କ ଜୀବନ
ଗୋପାଳପୁର,୨୪ା୧୨(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକ ସମ୍ମୁଖ ୧୬ନମ୍ବର ଜାତୀୟ ରାଜପଥରେ ଏକ ଗାଡ଼ି ଧକ୍କାରେ ଦୁଇ ଭାଇଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ଗୋଳନ୍ଥରା ଗ୍ରାମର କାହ୍ନୁ ଚରଣ ରାଉଳ ଓ ମନୋଜ କୁମାର ରାଉଳ। ମନୋଜ…
ଟ୍ୟାଙ୍କର ତଳେ ଚାପି ହୋଇ ହେଲ୍ପର ମୃତ, ଡ୍ରାଇଭର ଗୁରୁତର
ଛତ୍ରପୁର,୨୩।୧୨ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ମା’ ଉଜ୍ଜ୍ୱଳେଶ୍ୱରୀ ମନ୍ଦିର ନିକଟ ଜାତୀୟ ରାଜପଥରେ ଶନିବାର ଏକ ପାଣି ଟ୍ୟାଙ୍କର ଓଲଟି ପଡିଛି। ଫଳରେ ଟ୍ୟାଙ୍କର ତଳେ ଚାପି ହୋଇ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର…
ଅଲୋଡ଼ା ହେଲା ବିବେକାନନ୍ଦଙ୍କ ପ୍ରତିମୂର୍ତ୍ତି
ଗଞ୍ଜାମ,୨୩ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ସହର ବଡ଼ ବଜାରରେ ଦୀର୍ଘ ବର୍ଷ ହେଲା ରହିଥିବା ସ୍ବାମୀ ବିବେକାନନ୍ଦଙ୍କ ପ୍ରତିମୂର୍ତ୍ତି ଏବେ ଅଲୋଡ଼ା ହୋଇପଡିଛି। ମୂର୍ତ୍ତିଟିକୁ ଭଙ୍ଗାଯାଇଥିବା ଯୋଗୁ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେଉଁ କାରଣରୁ ମୂର୍ତ୍ତିଟିକୁ ଭଙ୍ଗାଯାଇଛି ତାହା ଜଣା…
ରାଜନୈତିକ ଶତ୍ରୁତାକୁ କେନ୍ଦ୍ର କରି ଜିଆରଏସ୍ଙ୍କୁ ହତ୍ୟା
ବୁଗୁଡ଼ା/ପୋଲସରା,୨୩ା୧୨(କାଳିଚରଣ ଦାଶ୍/ସୁବ୍ରତ ବେହେରା): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ଅର୍ନ୍ତଗତ ବାଲିପଦର ଫାଣ୍ଡି ଅଧିନସ୍ତ କଳମ୍ବ ଗ୍ରାମର ସ୍ବର୍ଗତ ଶ୍ରୀହରୀ ପାଣିଗ୍ରାହୀଙ୍କ ପୁଅ ସୁକାନ୍ତ କୁମାର ପାଣିଗ୍ରାହୀଙ୍କୁ ରାଜନୈତିକ ଶତ୍ରୁତାକୁ କେନ୍ଦ୍ର କରି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ…
୧୦୮ ଆମ୍ବୁଲାନ୍ସ କର୍ମଚାରୀଙ୍କ ବିକ୍ଷୋଭ: ରୋଗୀ ସେବା ବ୍ୟାହତ
ଛତ୍ରପୁର,୨୨।୧୧(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ସମସ୍ୟାର ସମାଧାନ ନେଇ ବାରମ୍ବାର ସରକାରଙ୍କୁ ଜଣାଇବା ପରେ ଶୁଣୁନାହାନ୍ତି । ଏନେଇ ଗଞ୍ଜାମ ଜିଲାର ୧୦୮ ଆମ୍ବୁଲାନ୍ସ କର୍ମଚାରୀ ଶୁକ୍ରବାର ବିକ୍ଷୋଭ ପ୍ରଦର୍ଶନ କରିବା ସହ ସରକାରଙ୍କୁ ଦାବି ପୂରଣ କରିବାକୁ ଚେତାବନୀ ଦେଇଛନ୍ତି। ଅନ୍ୟ…
ବେଆଇନ ମୋରମ ଚାଲାଣ ବେଳେ ଓଲଟିଲା ହାଇଓ୍ବା, ଚାପି ହୋଇଗଲେ ଡ୍ରାଇଭର
ପୁରୁଷୋତ୍ତମପୁର,୨୧ା୧୨(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଓ ତହସିଲ ଅନ୍ତର୍ଗତ ଭୂତସରସିଙ୍ଗି ପଞ୍ଚାୟତର ଝରଣ ପାହାଡ଼ରୁ ଗୁରୁବାର ବେଆଇନ ଭାବେ ମୋରମ ଚୋରା ଚଲାଣ ବେଳେ ଓଡି ୦୭ ଏ ଏଚ୍ ୩୩୨୭ ନମ୍ବର ବିଶିଷ୍ଟ ହାଇଓ୍ବାଟି ଓଲଟି ପଡ଼ିଛି।…
ଉତ୍ପାଦନ ବଢ଼ୁଥିଲେ ବି ଅଭାବ
ବ୍ରହ୍ମପୁର,୨୧ା୧୨(ଅଶୋକ କୁମାର ସାହୁ)ଗଞ୍ଜାମ ଜିଲାରେ ପୂର୍ବାପେକ୍ଷା ମାଛ ଉତ୍ପାଦନ ବଢ଼ିଛି। ଆନ୍ଧ୍ରପ୍ରଦେଶରୁ ମାଛ ଆମଦାନୀ କମିବାରେ ଲାଗିଛି। ଜିଲାର ଚାହିଦା ପୂରଣ କରିବାରେ ଗଞ୍ଜାମ ଆଉ କେଇ ପାଦ ପଛରେ ରହିଛି। ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗର ତଥ୍ୟ ଅନୁସାରେ…
ଦିଗପହଣ୍ଡିର ପ୍ରମୁଖ ସେଚ ପ୍ରକଳ୍ପର ସ୍ଥିତି ଦୟନୀୟ
ଦିଗପହଣ୍ଡି,୨୧ା୧୨(ଅଶେଷ ନାଥ ମିଶ୍ର)ଦିଗପହଣ୍ଡି ବ୍ଲକରେ ଥିବା ପ୍ରମୁଖ ସେଚ ପ୍ରକଳ୍ପର ସାମ୍ପ୍ରତିକ ସ୍ଥିତି ଅନୁଧ୍ୟାନ ପାଇଁ ରାଜ୍ୟ କଂଗ୍ରେସ କୃଷକ ସେଲ ଉପସଭାପତି ବୃନ୍ଦାବନ ଖଟେଇ ବୁଧବାର ସେଚାଞ୍ଚଳ ଗୁଡ଼ିକୁ ପରିଦର୍ଶନରେ ଯାଇଥିଲେ। ଘୋଡାହାଡ ଡ଼୍ୟାମ, କହ୍ନେଇନାଳ, ଗଣିଆନାଳ କ୍ଷୁଦ୍ରସେଚ ପ୍ରକଳ୍ପର…
ବିଭିନ୍ନ ସମସ୍ୟାର ସମାଧାନ ପାଇଁ ପ୍ରତିରକ୍ଷା ମନ୍ତ୍ରୀଙ୍କ ନିକଟରେ ଦାବି ଜଣାଇଲେ ବ୍ରହ୍ମପୁର ଏମ୍ପି
ଗୋପାଳପୁର,୨୦ା୧୨(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ଗୋଳାବନ୍ଧ ପଞ୍ଚାୟତର ବିଭିନ୍ନ ଗ୍ରାମରେ ଗୋଳାବନ୍ଧସ୍ଥିତ ସାମରିକ ବାହିନୀ ପକ୍ଷରୁ ରାସ୍ତା ପ୍ରଶସ୍ତିକରଣ ସହ ପାଚେରି ନିର୍ମାଣ ନେଇ ସ୍ଥାନୀୟ ଲୋକେ ବିଭିନ୍ନ ସମୟରେ ହଇରାଣ ହେଉଥିବା ନେଇ ବ୍ରହ୍ମପୁର ଏମ୍ପିଙ୍କୁ ଅବଗତ କରେଇଥିଲେ।…
ସାଇକେଲକୁ ମୁହାଁମୁହିଁ ଧକ୍କା ଦେଲା ବାଇକ୍: ଚାଲିଗଲା ୨ ଜୀବନ, ଜଣେ ଗୁରୁତର
ଛତ୍ରପୁର,୨୦ା୧୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅଧୀନ ପିଏଚ୍ଡି ରାସ୍ତା ଚାରିଛକଠାରେ ସାଇକେଲ ସହ ବାଇକ୍ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ଦୁଇ ଜଣଙ୍କର ଜୀବନ ଯାଇଥିବା ବେଳେ ଜଣେ ଗୁରୁତର ଅଛନ୍ତି। ମୃତକ ଦୁଇ ଜଣ ରୁକୁଣି ଗାଁର…
ଗୋଆରେ ଯୁବତୀଙ୍କୁ ପ୍ରତାରଣା: ହସ୍ପିଟାଲରୁ ଅଭିଯୁକ୍ତ ଗିରଫ
ବ୍ରହ୍ମପୁର, ୨୦।୧୨(ସୁବାସ ଚନ୍ଦ୍ର ପାଢ଼ୀ): ଗୋଆରୁ ଜଣେ ଯୁବତୀଙ୍କୁ ବ୍ରହ୍ମପୁର ଆଣି ମନ୍ଦିରରେ ବିବାହ ପରେ ପ୍ରତାରଣା କରିବା ଅଭିଯୋଗରେ ଫେରାର ଥିବା ଅଭିଯୁକ୍ତଙ୍କୁ ପୋଲିସ ୯ମାସ ପରେ ମଙ୍ଗଳବାର ଏକ ଘରୋଇ ହସ୍ପିଟାଲରୁ ଗିରଫ କରିଛି। ସେ ହେଲେ ଖଲ୍ଲିକୋଟ…
ଛାତ୍ରୀଙ୍କୁ ପ୍ରେମକରି ବନ୍ଧାହେଲେ ଶିକ୍ଷକ
ଶେରଗଡ,୧୮ା୧୨(ସୂର୍ଯ୍ୟନାରାୟଣ ଦାଶ): ଜଣେ ନାବାଳିକା ଛାତ୍ରୀଙ୍କୁ ପ୍ରେମ କରିବା ଅଭିଯୋଗରେ ସୋମବାର ଗଞ୍ଜାମ ଜିଲା ଶେରଗଡ ବ୍ଲକ ବି. ବ୍ରହ୍ମପୁର ଉଚ୍ଚ ବିଦ୍ୟାଳୟର ଜଣେ ଶିକ୍ଷକଙ୍କୁ ଗ୍ରାମବାସୀ ଖୁଣ୍ଟରେ ବାନ୍ଧି ପୋଲିସ ଜିମା ଦେଇଥିଲେ। ନାବାଳିକା ଛାତ୍ରୀଙ୍କ ବାପାଙ୍କ ଏତଲା କ୍ରମେ…
Archives


