ଶୃଙ୍ଖଳା ହିଁ ସଫଳତାର ଚାବିକାଠି
ଦିଗପହଣ୍ଡି,୨୮।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଏମ୍. ବାସୁଦେବପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ଶୁକ୍ରବାର ପ୍ରଧାନଶିକ୍ଷକ ସୁଦାମ ଦାସଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟ ପରିଚାଳନା କମିଟି ସଭାନେତ୍ରୀ ଏଲ୍. ଉଷାରାଣୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ…
ବାୟୁସେନା ଅଧିକାରୀଙ୍କ ସମେତ ୫ ଅଭିଯୁକ୍ତ ନିର୍ଦ୍ଦୋଷରେ ଖଲାସ
ଦିଗପହଣ୍ଡି,୨୮।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମାଜିଷ୍ଟ୍ରେଟ ନିଳିମା ଷଡଙ୍ଗୀ ଶୁକ୍ରବାର ଏକ ଆକ୍ରମଣ ମାମଲାର ଚୂଡାନ୍ତ ରାୟ ପ୍ରକାଶ କରି ବାୟୁସେନାରେ କାର୍ଯ୍ୟରତ ଜଣେ ଅଧିକାରୀଙ୍କ ସମେତ ୫ ଜଣ ଅଭିଯୁକ୍ତଙ୍କୁ ପ୍ରମାଣ ଅଭାବରୁ ନିର୍ଦ୍ଦୋଶରେ ଖଲାସ କରିଛନ୍ତି।…
ଭଞ୍ଜନଗରରେ ବ୍ଲକସ୍ତରୀୟ ‘ଆମ କୁନି ପିଲା’ ତାଲିମ
ଭଞ୍ଜନଗର,୨୮।୩(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ସମନ୍ବିତ ଶିଶୁ ବିକାଶ ବିଭାଗ ପକ୍ଷରୁ ସ୍ଥାନୀୟ ଆର୍ଏମ୍ସି କାର୍ଯ୍ୟାଳୟ ନିକଟ କଲ୍ୟାଣମଣ୍ଡପଠାରେ ବ୍ଲକର ଅଙ୍ଗନବାଡି କର୍ମୀମାନଙ୍କୁ ନେଇ ଆମ କୁନି ପିଲା ବ୍ଲକ ସ୍ତରୀୟ ତାଲିମ କାର୍ଯ୍ୟକ୍ରମ ଗୁରୁବାର ଉଦ୍ଘାଟିତ ହୋଇଯାଇଛି। ତିନିଦିନିଆ…
ଭିନ୍ନକ୍ଷମ ନାବାଳିକାଙ୍କୁ କରିଥିଲେ ବଳାତ୍କାର; ୮୭ ବର୍ଷର ବୃଦ୍ଧଙ୍କୁ ମିଳିଲା ୭ ବର୍ଷ ଜେଲଦଣ୍ଡ
ବ୍ରହ୍ମପୁର, ୨୮।୩(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ସହକାରୀ ଦୌରା ଜଜ ତଥା ସ୍ବତନ୍ତ୍ର ଟ୍ରାକ କୋର୍ଟ ବିଚାରପତି ସୌଦାମିନି ସିଙ୍ଗ ଜନୈକା ୧୪ ବର୍ଷ ନାବାଳିକା ବଳାତ୍କାର ମାମଲାର ଶୁଣାଣି କରିଛନ୍ତି। ଉକ୍ତ ମାମଲାର ୧୮ ବର୍ଷ ପରେ ପ୍ରମାଣ ମିଳିଥିବାରୁ…
ଜାତୀୟ ସ୍କଚ ଆୱାର୍ଡ-୨୦୨୫ ପାଇବାକୁ ଗଞ୍ଜାମ ଜିଲା ମନୋନୀତ
ଛତ୍ରପୁର,୨୮ା୩(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲା ଅଭିନବ ନିରୀକ୍ଷଣ କାର୍ଯ୍ୟକ୍ରମରେ ଗର୍ଭବତୀଙ୍କ ସୁରକ୍ଷା ଓ ଠିକ ସମୟରେ ସ୍ବାସ୍ଥ୍ୟସେବା ଯୋଗାଇଥିବାରୁ ଜାତୀୟ ସ୍କଚ ଆୱାର୍ଡ-୨୦୨୫ ପାଇବାକୁ ମନୋନୀତ ହୋଇଛି। ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡା ୨୯ ତାରିଖରେ ନୂଆଦିଲ୍ଲୀସ୍ଥିତ ଇଣ୍ଡିଆ ହାବିଟାଟ ସେଣ୍ଟରରେ…
ଗଞ୍ଜାମରେ ପ୍ରସିଦ୍ଧ ଦଣ୍ଡଯାତ୍ରା ଆରମ୍ଭ
ବୁଗୁଡ଼ା,୨୮।୩(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଳକ ଅଧୀନ ପୋଚାଲୁଣ୍ଡି ଏବଂ ଭାମଶ୍ୟାଳି ଗ୍ରାମରେ ପ୍ରସିଦ୍ଧ ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଯାତ୍ରାର ପ୍ରଥମ ଦିନରେ ଦଣ୍ଡ ଉଠୁଥିବା କାଳୀ ମନ୍ଦିରରେ ପାରମ୍ପରିକ ରୀତିନୀତିରେ ପୂଜାର୍ଚ୍ଚନା ସହ ସମସ୍ତ କାର୍ଯ୍ୟ ଆରମ୍ଭ ହୋଇଥିଲା…
ବାର୍ ଆସୋସିଏସନ ନିର୍ବାଚନ: ସଭାପତି ପଦବୀ ପାଇଁ ୨ ପ୍ରତିଦ୍ୱନ୍ଦୀ
ଭଞ୍ଜନଗର,୨୮।୩(ବାବୁଲା ପ୍ରଧାନ)- ଶନିବାର ରାଜ୍ୟର ବିଭିନ୍ନ ବାର ଆସୋସିଏସନର ନିର୍ବାଚନ ହେଉଛି। ଏହିଭଳି ଭଞ୍ଜନଗର ବାର ଆସୋସିଏସନ ପାଇଁ ମଧ୍ୟ ଶନିବାର ନିର୍ବାଚନ ହେବ। ଏଥିପାଇଁ ସକାଳ ସାଢ଼େ ୭ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ମତଦାନ ହେବ। ଏହାପରେ ଫଳାଫଳ ଘୋଷଣା…
ଗଞ୍ଜାମ ଜ଼ିଲାକୁ ଜାତୀୟ ସ୍କଚ ଆୱାର୍ଡ-୨୦୨୫:ସ୍ବାସ୍ଥ୍ୟ ଟିମକୁ ଶ୍ରେୟ ଦେଲେ ଜିଲାପାଳ
ଛତ୍ରପୁର, ୨୮।୩(ସନ୍ତୋଷ ପାଢ଼ୀ ): ଗଞ୍ଜାମ ଜ଼ିଲାର ଅଭିନବ ନିରୀକ୍ଷଣ କାର୍ଯ୍ୟକ୍ରମରେ ଗର୍ଭବତୀଙ୍କ ସୁରକ୍ଷା ଓ ଠିକ ସମୟରେ ସ୍ବାସ୍ଥ୍ୟ ସେବା ଯୋଗାଇବାରେ ସଫଳତା ପାଇଛି। ଏହିପରି ପ୍ରେକ୍ଷୀରେ ଜାତୀୟ ସ୍କଚ ଆୱାର୍ଡସ୍-୨୦୨୫ ଗଞ୍ଜାମ ଜିଲା ପାଇବାକୁ ମନୋନୀତ ହୋଇଛି। ଗଞ୍ଜାମ…
୧୩ ମାସ ହେଲା ଅଙ୍ଗନଓ୍ବାଡ଼ି ଦରମା ବନ୍ଦ, ଜିଲାପାଳଙ୍କ ଅଫିସ ସମ୍ମୁଖରେ ବିକ୍ଷୋଭ
ଛତପୁର,୨୮ା୩(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ଗଞ୍ଜାମ ବ୍ଲଳ କୁଜିଢେପା ଗ୍ରାମରେ ଥିବା ଅଙ୍ଗନଓ୍ବାଡ଼ି କେନ୍ଦ୍ର ୧୩ ମାସ ହେଲା ବନ୍ଦ ରହିଛି। ଅପରପକ୍ଷରେ ଗ୍ରାମବାସୀଙ୍କ ପକ୍ଷରୁ ବାରମ୍ବାର ଆନ୍ଦୋଳନ ଓ ଜିଲାପାଳଙ୍କଠାରୁ ଆରମ୍ଭ କରି ଜିଲା ସମାଜମଙ୍ଗଳ ଅଧିକାରୀ, ସିଡିପିଓଙ୍କ ଦୃଷ୍ଟି ଆକର୍ଷଣ…
୨ରୁ ନୂଆ ପାଠପଢ଼ା: ଘରକୁ ଯାଇ ନିମନ୍ତ୍ରଣପତ୍ର ଦେଲେ ଗଞ୍ଜାମ ଜିଲାପାଳ
ଛତ୍ରପୁର,୨୮ା୩(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ନୂତନ ଜାତୀୟ ଶିକ୍ଷାନୀତି ୨୦୨୦ ଅନୁଯାୟୀ ୫ ବର୍ଷରୁ ଊର୍ଦ୍ଧ୍ୱ ପିଲାଙ୍କ ନାମଲେଖା ନିମନ୍ତେ ଘରକୁ ଘର ବୁଲି ଅଭିଭାବକଙ୍କୁ ସଚେତନ କରାଯାଉଛି। ଆଗାମୀ ଏପ୍ରିଲ ୨ରେ ବିଦ୍ୟାଳୟରେ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ ଆୟୋଜନ କରାଯିବାର…
ବାଇକ୍ ଆଗକୁ ଚାଲିଆସିଲା ବାର୍ହା: ବାପ ମୃତ, ପୁଅ ଆହତ
ଛତ୍ରପୁର,୨୭।୩(ଦିଲୀପ ସାମଲ/ସନ୍ତୋଷ ପାଢ଼ୀ): ବାଇକ୍ ଯୋଗେ ନିଜ ଗାଁରୁ ସହରକୁ ଆସୁଥିଲେ ବାପା ଓ ପୁଅ । ହଠାତ୍ ବାଇକ୍ ଆଗରେ ପଶିଗଲା ଏକ ବାର୍ହା । ଦୁର୍ଘଟଣାରେ ଚାଲିଗଲା ବାପାଙ୍କ ଜୀବନ। ହେଲେ ପୁଅ ଆହତ ହୋଇ ଚିକିତ୍ସିତ ହେଉଛନ୍ତି।…
ବିଦ୍ୟାଳୟର ସାମଗ୍ରୀକ ବିକାଶ ଜରୁରୀ: ପ୍ରଗତି ତାଲିମ ଶିବିର ଉଦଯାପିତ
ଦିଗପହଣ୍ଡି,୨୭।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ ଙ୍କ କାର୍ଯ୍ୟାଳୟ ପକ୍ଷରୁ ସ୍ଥାନୀୟ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପ୍ରାଙ୍ଗଣରେ ଆୟୋଜିତ ବ୍ଳକସ୍ତରୀୟ ପ୍ରଗତି ତାଲିମ ଶିବିର ଉଦଯାପିତ ହୋଇଯାଇଛି । ଭାରପ୍ରାପ୍ତ ଗୋଷ୍ଠୀ ଶିକ୍ଷାଧିକାରୀ କୋରେଶ…

