କରୋନା ପରେ ନିମୋନିଆକୁ ନେଇ ବଢିଲା ଚିନ୍ତା
ବ୍ରହ୍ମପୁର,୨୭ା୧୧(ସୁବାସ ଚନ୍ଦ୍ର ପାଢ଼ୀ): କରୋନା ପରେ ଏବେ ଚୀନରେ ପିଲାମାନେ ନିମୋନିଆ ଆକ୍ରାନ୍ତ ହେଉଥିବାରୁ ଚାରିଆଡେ ଚିନ୍ତା ବଢିଛି। ଭାରତ ସରକାର ରାଜ୍ୟଗୁଡିକୁ ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ଦେଇଛନ୍ତି। ରାଜ୍ୟ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଏହାର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ…
ବିଜେଡିରେ ଯୋଗଦେବା ପରେ ମା’ ତାରାତାରିଣୀଙ୍କ ଆଶିଷ ନେଲେ ଭି.କେ ପାଣ୍ଡିଆନ
ପୁରୁଷୋତ୍ତମପୁର,୨୭।୧୧(ସିମାଞ୍ଚଳ ମିଶ୍ର): ଅବସରପ୍ରାପ୍ତ ଆଇଏଏସ ତଥା ୫ଟି-ନବୀନ ଓଡ଼ିଶାର ଅଧ୍ୟକ୍ଷ ଭି.କେ ପାଣ୍ଡିଆନ ସୋମବାର ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ବିଜଦରେ ସାମିଲ ହୋଇଛନ୍ତି। ବିଜେଡିରେ ଯୋଗ ଦେବା ପରେ ସେ ପ୍ରଥମକରି ଗଞ୍ଜାମ ଜିଲାର ପ୍ରତ୍ୟକ୍ଷ ଆରାଧ୍ୟ ଇଷ୍ଟଦେବୀ ମା’…
ଆବର୍ଜନା ଦୁର୍ଗନ୍ଧରେ ଅତିଷ୍ଠ ସହରବାସୀ
ବ୍ରହ୍ମପୁର,୨୭ା୧୧(ସ୍ମୃତି ରଞ୍ଜନ ମହାଲିକ): ବ୍ରହ୍ମପୁର ମହାନଗର ଚଳିତବର୍ଷ ନିଗମ ସ୍ବଚ୍ଛ ସର୍ବେକ୍ଷଣ ଦାୈଡରେ ସର୍ବାଧିକ ଜନମତ ସଂଗ୍ରହ କରିଛି। ସହରର ପରିମଳ ଦାୟିତ୍ୱ ବିଇଏମସିର ସାନିଟେସନ ବିଭାଗ ହାତରେ ରହିଛି। ମହାନଗରର ୪୨ ଓ୍ବାର୍ଡରେ ଘର ଘର ବୁଲି ଆବର୍ଜନା ସଂଗ୍ରହ…
ପାଠ ଛାଡ଼ି ଗାଈ ଚରାଉଛନ୍ତି ରାହୁଳ
ମୋହନା,୨୭ା୧୧(ମନ୍ମଥ ମିଶ୍ର): ଯେଉଁ ବୟସରେ ହାତରେ କଲମ ଧରି ପାଠ ପଢ଼ିବା କଥା, ସେହି ବୟସରେ ହାତରେ ଏବେ ବାଡ଼ି ଧରି ଗାଈ ଚରାଉଛନ୍ତି। ମା’ଙ୍କୁ ହତ୍ୟା କରି ବାପା ଏବେ ଜେଲ୍ର ଚାରି କାନ୍ଥ ଭିତରେ ସଜ୍ଜା କାଟୁଛନ୍ତି। ଏପଟେ…
ଭଉଣୀଙ୍କୁ ଶାଶୁଘର ଲୋକେ ନିର୍ଯାତନା ଦେଇ କରିଛନ୍ତି ହତ୍ୟା
ହିଞ୍ଜିଳିକାଟୁ,୨୬।୧୧(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ପିତଳ ଗ୍ରାମରେ ଜଣେ ମହିଳାଙ୍କ ବିଷକ୍ରିୟାରୁ ମୃତ୍ୟୁ ଘଟିଛି। ମୃତା ମହିଳା ଜଣକ ହେଲେ ପବିତ୍ର ସାହୁଙ୍କ ସ୍ତ୍ରୀ ସୁନିତା ସାହୁ(୨୮)। ସୁନିତା ବିଷ ଖାଇ ଆତ୍ମହତ୍ୟା କରିଥିବା ଶଶୁର ଘର ଲୋକେ…
ଲଜ୍ ଭିତରୁ ମହିଳାଙ୍କୁ ଗଳିତ ମୃତଦେହ ଜବତ, ସ୍ବାମୀ ଫେରାର
ବ୍ରହ୍ମପୁର,୨୬ା୧୧(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ବୈଦ୍ୟନାଥପୁର ଥାନା ଗୋଇଲୁଣ୍ଡି- କୋର୍ଟପେଟା ରାସ୍ତାରେ ଥିବା ଏକ ଲଜ୍ ଭିତରୁ ଜଣେ ମହିଳାଙ୍କ ମୃତଦେହ ଜବତ ହୋଇଛି। ମୃତକଙ୍କ ନାଁ ଅବଦୁଲ ପରିପାଲିପ ବୋଲି ଲଜର ରେଜିଷ୍ଟରରୁ ଜଣାପଡ଼ିଛି । ତାଙ୍କ ବୟସ ୩୫…
ହତ୍ୟା ଉଦ୍ୟମ କରି ଫେରାର ଥିଲେ, ଆଜି କୋର୍ଟ ଚାଲାଣ କଲା ପୋଲିସ
ଗୋପାଳପୁର,୨୫ା୧୧(ନବୀର ରାଜ ଆଚାରୀ): ହତ୍ୟା ଉଦ୍ୟମ ମାମଲାର ଫେରାର ଥିବା ଅନ୍ୟତମ ଅଭିଯୁକ୍ତଙ୍କୁ ଶନିବାର ସାରେ ଗିରଫ କରି ପୋଲିସ କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ରଣ୍ଢା ଗ୍ରାମ ହରିଜନ ସାହିର କାହ୍ନୁ ଦାସ (୧୯)। ଏହି…
ଝୁଲନ୍ତା ଅବସ୍ଥାରେ ମିଳିଲା ଯୁବକଙ୍କ ମୃତଦେହ
ଗୋପାଳପୁର,୨୫ା୧୧(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ଗୋପାଳପୁର ଥାନା ଅଞ୍ଚଳରେ ଶନିବାର ଏକ ଗଛରେ ଝୁଲନ୍ତା ଅବସ୍ଥାରେ ଜଣେ ଯୁବକଙ୍କ ମୃତଦେହକୁ ପୋଲିସ ଠାବ କରିଛି। ମୃତ ଯୁବକ ଜଣକ ଭଦ୍ରକ ଜିଲା ହରିପୁର ଗ୍ରାମର ପୂର୍ଣ୍ଣଚନ୍ଦ୍ର ବିଶ୍ୱାଳ (୨୭) ବୋଲି…
ବଡ଼ଓଷା ଦିନ ହରିପୁର ଗାଁରେ ଫୁଟିଲା ବୋମା
ଖଲ୍ଲିକୋଟ,୨୫।୧୧: କାର୍ତ୍ତିକ ମାସର ଆଜି ଶନିବାର ବଡ଼ଓଷା। ଏନେଇ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗିଥିବା ବେଳେ ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ହରିପୁର ଗାଁରେ ବୋମା ମାଡ଼ ହୋଇଛି। ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହୋଇଛି। ଏଥିରେ ୨ଜଣ…
ଉଜୁଡ଼ିଯାଇଛି କାଜୁ ଚାଷ
ବ୍ରହ୍ମପୁର,୨୫ା୧୧(ନରସିଂହ ସାହୁ): ଗଞ୍ଜାମ ଜିଲାରେ କାଜୁ ଚାଷ ଉଜୁଡ଼ିଯାଇଛି। ଅନ୍ୟପକ୍ଷରେ କ୍ରମଶଃ ହ୍ରାସ ପାଇବାରେ ଲାଗିଛି କାଜୁ ଜଙ୍ଗଲ। ଚାଷୀଙ୍କୁ ସରକାରୀ ପ୍ରୋତ୍ସାହନ ମିଳୁନି। ଫସଲ ସୁରକ୍ଷା ପ୍ରତି ଅଣଦେଖା ଆଉ ଏକ କାରଣ। ସୂଚନାଯୋଗ୍ୟ ବ୍ରହ୍ମପୁର ଉପଖଣ୍ଡର ରଙ୍ଗେଇଲୁଣ୍ଡା, ଚିକିଟି…
ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ପରିବା ବ୍ୟବସାୟୀଙ୍କ ଜୀବନ
ଗଞ୍ଜାମ,୨୪ା୧୧(ବିଦ୍ୟାଧର ସାହୁ/ଦିଲ୍ଲୀପ ସାମଲ, ପ୍ରଶାନ୍ତ ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଡଲିବାଟି ନିକଟସ୍ଥ ୧୬ନଂ ଜତୀୟ ରାଜପଥଠାରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ପରିବା ବ୍ୟବସାୟୀଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ମୃତ ବ୍ୟବସାୟୀ ଜଣକ ହେଲେ ରମ୍ଭା…
ଦମ୍ପତିଙ୍କୁ ମାରଣାସ୍ତ୍ର ଦେଖାଇ ଟଙ୍କା ଲୁଟ୍, ୪ ଜଣଙ୍କୁ ବାନ୍ଧିଲା ପୋଲିସ
ଛତ୍ରପୁର,୨୩ା୧୧(ଦିଲ୍ଲୀପ ସାମଲ): ମା’ ଉଜ୍ଜ୍ୱଳେଶ୍ୱରୀ ମନ୍ଦିର ନିକଟ ରାଜପଥରେ ଦମ୍ପତିଙ୍କୁ ମାରଣାସ୍ତ୍ର ଦେଖାଇ ଟଙ୍କା ଲୁଟ୍ କରିଥିବା ଘଟଣାରେ ୪ ଅଭିଯୁକ୍ତଙ୍କୁ ଧରିଛି ପୋଲିସ। ଅଭିଯୁକ୍ତଙ୍କଠାରୁ ଲୁଟ୍ ହୋଇଥିବା ଟଙ୍କା ପୋଲିସ ଏହି ଦମ୍ପତିଙ୍କୁ ଫେରାଇ ଦେଇଛି। ପୋଲିସ କହିବା ଅନୁସାରେ,…
Archives


