ମୃତ୍ୟୁ ଖବର ପାଇ ତବଲା ବାଦକଙ୍କ ଘରେ ପହଞ୍ଚିଲେ ଭାଜପା ଜିଲା ସଭାପତି
ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ବିଶିଷ୍ଟ ତବଲା ମାଷ୍ଟର ଲକ୍ଷ୍ମଣ କୁମାର ତରାଇଙ୍କ ବିୟୋଗ ଘଟିଛି । ଖବର ପାଇ ଭାଜପା ଜିଲା ସଭାପତି ସରୋଜ ସାବତ ମୃତ ତବଲା ବାଦକ ଲକ୍ଷ୍ମଣ ମାଷ୍ଟରଙ୍କ ପରିବାର…
ସକାଳୁ ସକାଳୁ ଭଞ୍ଜନଗରରେ ଘଟିଛି ଏମିତି କିଛି ଅଘଟଣ: ଜଣଙ୍କୁ ହାଣିଲେ, ଆଉ ଜଣଙ୍କୁ…
ଭଞ୍ଜନଗର,୨୯ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ କୋକଲବା ନିକଟରେ ଜଣେ ଯୁବକଙ୍କୁ ରବିବାର ପ୍ରତ୍ୟୁଷରେ ଲୋକେ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଚିକିତ୍ସା ପାଇଁ ଭଞ୍ଜନଗର ହସ୍ପିଟାଲରେ ଭର୍ତ୍ତି କରିଥିଲେ। ମେଡିକାଲରେ ଡାକ୍ତର ଯୁବକଙ୍କୁ ମୃତ ଘୋଷଣା କରିଛନ୍ତି।…
ମିଳୁନି ଗ୍ୟାସ: ଚୁଲି ମୁହାଁ ଲୋକେ
ଭଞ୍ଜନଗର,୨୯।୩(ବାବୁଲା ପ୍ରଧାନ): ଇରାନ, ଇସ୍ରାଏଲ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧର ପ୍ରଭାବ ରୋଷେଇ ଘର ଉପରେ ମଧ୍ୟ ପଡିଛି। ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ରନ୍ଧନ ଗ୍ୟାସ ଘୋର ଅଭାବ ଦେଖାଦେଇଛି। ତେଣୁ ଉପଭୋକ୍ତାମାନେ ପୁଣି ଜାଳେଣି ପାଇଁ କାଠ…
୧୦୦ ତମ ଭଞ୍ଜ ସଙ୍ଗୀତ ଆସର: ପ୍ରଚାର, ପ୍ରସାର ଲକ୍ଷ୍ୟ ନେଇ…
ଭଞ୍ଜନଗର, ୨୯।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଆନନ୍ଦ ସଙ୍ଗୀତାୟନ ପକ୍ଷରୁ ଭଞ୍ଜ ସଙ୍ଗୀତର ପ୍ରଚାର ପ୍ରସାର ଲକ୍ଷ୍ୟ ନେଇ ଆଜକୁ କିଛି ବର୍ଷ ହେବ ମାସକୁ ଥରେ ଭଞ୍ଜ ସଙ୍ଗୀତ ଆସର ହେଉଛି। ଶନିବାର ତାହା ୧୦୦ ତମରେ ପହଞ୍ଚିଛି।…
ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ
ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି ସାହୁ ରହିଛନ୍ତି। ସ୍ବାମୀ ପରିତ୍ୟକ୍ତା ସୁମନ୍ତିଙ୍କ ପୁଅ ଅଭିଜିତ (୧୫) ଏବଂ ଝିଅ…
ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ
ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ ହୋଇଥିବା ବେଳେ ଶନିବାର ଘଟଣାରେ ସମ୍ପୃକ୍ତ ଅନ୍ୟଜଣେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ସେ…
ଶୈବପୀଠ ନିକଟରେ ଅଘଟଣ, ବଜ୍ରପାତରେ ଚାଲିଗଲା ଯୁବତୀଙ୍କ ଜୀବନ, ହଠାତ ଘରୁ…
ଦିଗପହଣ୍ଡି, ୨୮।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଚାଞ୍ଚଡାପଲ୍ଲୀ ଗ୍ରାମର ଜଣେ ଯୁବତୀଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ମୃତ ଯୁବତୀଜଣକ ହେଲେ ବାପିନି ଗୌଡ଼ଙ୍କ କନ୍ୟା ରେଶ୍ମା ଗୌଡ଼ (୨୩)। ଶନିବାର ଦିଗପହଣ୍ଡି ପୋଲିସ ବ୍ରହ୍ମପୁର…
ସରିଲା ଛତ୍ରପୁର ଓକିଲ ସଂଘର ନିର୍ବାଚନ: ଏଲ. ଗୋପାଳ ସଭାପତି ଏବଂ ସମ୍ପାଦକ ହେଲେ…
ଛତ୍ରପୁର,୨୮।୩(ଦିଲ୍ଲୀପ ସାମଲ): ଛତ୍ରପୁର ଓକିଲ ସଂଘର ବିଭିନ୍ନ କର୍ମକର୍ତ୍ତା ନିମନ୍ତେ ଶନିବାର ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି । ସଂଘର ବିଭିନ୍ନ ପଦ ପଦବୀ ନିମନ୍ତେ ନିର୍ବାଚନ ନିମନ୍ତେ ମତଦାନ ହେବା ସହିତ ଫଳାଫଳ ଘୋଷାଣ ହୋଇଯାଇଛି । ଓକିଲ ସଂଘର ସଭାପତି…
ବେଆଇନ ଭାବେ ଚାଲିଥିଲା ଚିକିତ୍ସା-ଅପରେସନ: ସାହାରା ନର୍ସିଂ ହୋମ ସିଲ, ପୁଣି ଜେଲ ଗଲେ…
ଦିଗପହଣ୍ଡି, ୨୮।୩ (ଅଶେଷ ନାଥ ମିଶ୍ର):ବିନା ଲାଇସେନ୍ସରେ ବେଆଇନ ଭାବେ ନର୍ସିଂ ହୋମ ଚଳାଇ ରୋଗୀଙ୍କ ଜୀବନ ସହ ଖେଳୁଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଏକ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ସ୍ଥିତ ‘ସାହାରା ନର୍ସିଂ…
ଜନଗଣନା ତାଲିମ ବେଳେ ଚେତାଶୂନ୍ୟ ହୋଇପଡ଼ିଲେ ଶିକ୍ଷୟିତ୍ରୀ, ଆଉ ତା’ପରେ…
ହିଞ୍ଜିଳିକାଟୁ, ୨୮।୩( ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ପିଏମଶ୍ରୀ ସରକାରୀ ବୃନ୍ଦାବନ ବିଦ୍ୟାଳୟରେ ଚାଲିଥିବା ଜନଗଣନା ତାଲିମର ତୃତୀୟ ପର୍ଯ୍ୟାୟରେ ତାଲିମ ବେଳେ ଶନିବାର କେନ୍ଦ୍ରରେ ଜଣେ ଶିକ୍ଷୟିତ୍ରୀ ଅସୁସ୍ଥ ହୋଇଡିଛନ୍ତି। ସେ ହେଲେ ବୁରୁପଡା ଭଗବତୀ ବିଦ୍ୟାଳୟର ଶିକ୍ଷୟିତ୍ରୀ ମିନତି କୁମାରୀ…
ଭଞ୍ଜନଗର ବାର୍ ଆସୋସିଏଶନ ନିର୍ବାଚନ: ସଭାପତି ଭାବେ ନିର୍ବାଚିତ ହେଲେ ସନ୍ତୋଷ ନାୟକ, ଧୀରେନ ସ୍ବାଇଁ…
ଭଞ୍ଜନଗର,୨୮।୩(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏସନ ନିର୍ବାଚନ ଶନିବାର ସରିଛି। ଏଥିରେ ସଭାପତି ଭାବେ ସନ୍ତୋଷ ନାୟକ ନିର୍ବାଚିତ ହୋଇଛନ୍ତି । ଏଥିସହ ସାଧାରଣ ସମ୍ପାଦକ ଭାବେ ଧୀରେନ ସ୍ବାଇଁ ଓ ଉପ ସଭାପତି ଭାବେ ରଜତ ଦାସ ର୍ନିବାଚିତ…
ବାଣଫୁଟାଇ ମିଠାଖୁଆଇ ବିଜୟ ଉତ୍ସବ ପାଳିଲେ ପ୍ରକାଶ-ରବୀନ୍ଦ୍ର
ପୁରୁଷୋତ୍ତମପୁର,୨୮ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଏଥିରେ ସଭାପତି ଭାବେ ପ୍ରକାଶ ଚନ୍ଦ୍ର ତ୍ରିପାଠୀ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ ସ୍ବରାଜ ପାଣିଗ୍ରାହୀଙ୍କୁ ପରାସ୍ତ କରି ସଭାପତି ରୂପେ ବିଜୟୀ ହୋଇଛନ୍ତି। ସେହିପରି ଉପସଭାପତି…
Archives


