ସ୍ବଚ୍ଛତା ହିଁ ସେବା: ସୁସ୍ଥ ପରିବେଶ ଗଠନ ଲକ୍ଷ୍ୟ
ଭଞ୍ଜନଗର, ୨।୧୦ (ବାବୁଲା ପ୍ରଧାନ): ଗାନ୍ଧୀ ଜୟନ୍ତୀ ଅବସରରେ ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଉପଖଣ୍ଡ ହସ୍ପିଟାଲ ପରିସରରେ ‘ସ୍ବଚ୍ଛତା ହିଁ ସେବା’ ଅଭିଯାନ ପାଳିତ ହୋଇଯାଇଛି। ମେଡିକାଲ ସୁପରିଣ୍ଟେଣ୍ଡେଣ୍ଟ ଡା. ଗୋବିନ୍ଦ ଚନ୍ଦ୍ର ମହାପାତ୍ର ଏହି କାର୍ଯ୍ୟକ୍ରମକୁ ଉଦ୍ଘାଟନ କରି ସ୍ବଚ୍ଛତାର…
‘ବରିଷ୍ଠ ନାଗରିକ ହେଉଛନ୍ତି ସମାଜର ଦର୍ପଣ ସଦୃଶ’
ଗଞ୍ଜାମ,୨ା୧୦(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ କନ୍ଫରେନ୍ସ ହଲ୍ଠାରେ ସାମାଜିକ ସୁରକ୍ଷା ଓ ଭିନକ୍ଷମ ସଶକ୍ତିକରଣ ଓଡ଼ିଶା ସରକାରଙ୍କ ପରାମର୍ଶ କ୍ରମେ ବ୍ଲକ ସାମାଜିକ ସୁରକ୍ଷା ବିଭାଗ ପକ୍ଷରୁ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି। ବିଡିଓ ଅଚ୍ୟୁତାନନ୍ଦ ଯାନୀ, ବ୍ଲକ…
କୁକୁର ମୁହଁରୁ କୃଷ୍ଣସାର ମୃଗଛୁଆକୁ ଉଦ୍ଧାର କରି ଘରେ ରଖିଥିଲେ ବ୍ୟକ୍ତି, ବନ ବିଭାଗ କର୍ମଚାରୀ ପହଞ୍ଚି…
ଦିଗପହଣ୍ଡି,୨।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ବଜ୍ରଗୁମାରୁ ଏକ କୃଷ୍ଣସାର ମୃଗ ଛୁଆକୁ ବନ ବିଭାଗ କର୍ମଚାରୀମାନେ ଉଦ୍ଧାର କରିଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ଗତ ପ୍ରାୟ ଦେଢ଼ ମାସ ପୂର୍ବେ କୃଷ୍ଣସାର ମୃଗ…
ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ
ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍ରରେ ସର୍ଟସର୍କିଟ ଯୋଗୁଁ ନିଆଁ ଲାଗିଥିବା ଅନୁମାନ କରାଯାଉଛି। ନିଆଁରେ ଦୋକାନରେ ଥିବା ବିଭିନ୍ନ ସାମଗ୍ରୀ…
ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ
ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର ବରିଷ୍ଠ ନେତା ଓ କର୍ମୀମାନେ ଗତ ତିନି ଦିନ ଧରି ଭୁବନେଶ୍ୱରସ୍ଥିତ ନବୀନ…
ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ
ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି। ସଙ୍ଗଠନର ବରିଷ୍ଠ ସଦସ୍ୟ ଅର୍ଦ୍ଦୁ. ଘନଙ୍କ ଅଧ୍ୟକ୍ଷତାରେ…
ଯୁବକଙ୍କୁ ଆକ୍ରମଣ ପରେ ଛିନ ତାଇ ଘଟଣା: ଜଣେ ଅଭିଯୁକ୍ତ ଗଲେ ଜେଲ, ସମ୍ପୃକ୍ତ ୩ ନାବାଳକ ଗଲେ ବାଳ ସୁଧାର ଗୃହ
ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ଶ୍ରୀ ଗଣେଶ ମନ୍ଦିର ସମ୍ମୁଖ ୩୨୬ ନଂ ଜାତୀୟ ରାଜପଥରେ ବାଇକ ଅଟକାଇ ବୁଗୁଡ଼ା ଥାନା କଞ୍ଚୁରୁ ଗ୍ରାମର ଡି.ରଞ୍ଜିତ ପାତ୍ରଙ୍କ ଠାରୁ ମଙ୍ଗଳବାର ରାତି ପ୍ରାୟ ସାଢେ…
ମା’ ତାରାତାରିଣୀ ପୀଠରେ ଷୋଡ଼ଶ ପୂଜା ଲାଗି ପ୍ରସ୍ତୁତି ଆରମ୍ଭ, ଭକ୍ତଙ୍କ ଦର୍ଶନ, ସୁରକ୍ଷାକୁ ଗୁରୁତ୍ୱ
ପୁରୁଷୋତ୍ତମପୁର,୧।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଆସନ୍ତା ୩ ତାରିଖରୁ ଆରମ୍ଭ ହେବାକୁ ଥିବା ଷୋଡଶ ପୂଜାକୁ ନେଇ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ବୈଠକ ଗୁରବାର ଅନୁଷ୍ଟିତ ହୋଇଯାଇଛି। ଛତ୍ରପୁର ଉପଜିଲାପାଳ ଡଃ ଶିବାଶିସ…
‘ବରିଷ୍ଠ ନାଗରିକ ଦେଶର ଅମୂଲ୍ୟ ସମ୍ପଦ’
ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିଶନ ଶକ୍ତି ଭବନଠାରେ ଗୁରୁବାର ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି। ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ରଶ୍ମୀ ପ୍ରକାଶିନୀ ଜାନିଙ୍କ ସଂଯୋଜନାରେ ଅନୁଷ୍ଠିତ ସଭାରେ ଅତିରିକ୍ତ ବିଡ଼ିଓ ଉମେଶ ସେଠୀ…
ଗଞ୍ଜେଇ ଚାଲାଣ ବେଳେ ମାଡ଼ି ବସିଲା ଅବକାରୀ ବିଭାଗ: ମୋହନାରୁ ଯାଉଥିଲା ବ୍ରହ୍ମପୁର…
ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁ ଛକ ନିକଟରୁ ଗୁରୁବାର ଅବକାରୀ କର୍ମଚାରୀ ୨ଜଣ ଯୁବକଙ୍କ ନିକଟରୁ ୯ କେଜି ୪ ୧୦୦ ଗ୍ରାମ ଗଞ୍ଜେଇ ଜବତ କରିଛନ୍ତି। ଗିରଫ ଅଭିଯୁକ୍ତ ଦ୍ୱୟ ହେଲେ ଗଜପତି…
ସାନଖେମୁଣ୍ଡିରେ ବ୍ୟାପୁଛି ହଇଜା; ପୁଣି ଜଣେ ମୃତ, ଜିଲା ସ୍ବାସ୍ଥ୍ୟ ଟିମର ଅନୁଧ୍ୟାନ
ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର, ରାଜନାପଲ୍ଲୀ ଓ ଟି.ଗୋବିନ୍ଦପୁର ପଞ୍ଚାୟତ ଢିମିରାପଲ୍ଲୀ ଗାଁରେ ଗତ ୫ ଦିନ ହେଲା ହଇଜା, ଝାଡାବାନ୍ତି କାୟା ବିସ୍ତାର କରୁଛି । ବୁଧବାର ମଧ୍ୟାହ୍ନରେ ଗ୍ରାମର ସୁରେନ୍ଦ୍ର…
ଅଘୋଷିତ ବିଦ୍ୟୁତ୍ କାଟ: ଯନ୍ତ୍ରୀଙ୍କୁ ସ୍ମାରକପତ୍ର, ସୁଧାର ନ ଆସିଲେ ବଡ଼ ଆନ୍ଦୋଳନ ଚେତାବନୀ
ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମ ସମେତ ଆଖପାଖ ଅଞ୍ଚଳରେ ଲଗାତର ଅଘୋଷିତ ବିଦ୍ୟୁତ୍ ବିଭ୍ରାଟକୁ ନେଇ ଉପଭୋକ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ପୂର୍ବତନ ସରପଞ୍ଚ ପୀତାମ୍ବର ଗୌଡ଼ଙ୍କ ନେତୃତ୍ୱରେ ଏକ…

