ଖସୁଛି ପରିବା ଦର
ଗଞ୍ଜାମ,୨୨।୭(ବିଦ୍ୟାଧର ସାହୁ ): ଗଞ୍ଜାମ ସହରରେ ଶନିବାର ପନିପରିବା ଦର ସାମାନ୍ୟ ହ୍ରାସ ପାଇଥିବା ଜଣାପଡିଛି । ଯାହାକୁ ନେଇ ଗ୍ରାହାକ ବେଶ ଖୁସି ଅଛନ୍ତି। ପୂର୍ବରୁ ପୋଟଳ, କାଙ୍କଡ଼, ସଜନା ଛୁଇଁ ଆଦି କିଲୋ ପିଛା ୮୦ ଟଙ୍କାରେ ବିକ୍ରି…
ବନ୍ଧୁକ ଦେଖାଇ ୨ ଭାଇଙ୍କୁ ଉଠାଇନେଇଥିଲେ: ଆନ୍ଧ୍ରରେ ହେଲେ ଠାବ
ଗଞ୍ଜାମ,୨୨।୭(ବିଦ୍ୟାଧର ସାହୁ ): ଗଞ୍ଜାମ ଥାନା ଅଧିନ ପୁଇଁତୋଳା ଛକର ଏକ ଢ଼ାବା ନିକଟରେ ଚା’ପାନ ଦୋକାନ କରିଥିବା ୨ ଦୁଇଭାଇ କୃଷ୍ଣ ଚନ୍ଦ୍ର ସାହୁ ଏବଂ ପଞ୍ଚୁ ସାହୁଙ୍କୁ ଶୁକ୍ରବାର ରାତିରେ କେହି ଦୁର୍ବୃତ୍ତ ବନ୍ଧୁକ ଦେଖାଇ ଉଠାଇ ନେଇଥିଲେ।…
ବନ୍ଧୁକ ଦେଖାଇ ୨ ଭାଇଙ୍କୁ ଉଠାଇନେଲେ ଦୁର୍ବୃତ୍ତ
ଗଞ୍ଜାମ,୨୨।୭(ବିଦ୍ୟାଧର ସାହୁ )- ଗଞ୍ଜାମ ଥାନା ଅଧିନ ପୁଇଁତୋଳା ଛକର ଏକ ଢ଼ାବା ନିକଟରେ ଚା’ପାନ ଦୋକାନ କରିଥିବା ୨ ଦୁଇଭାଇ କୃଷ୍ଣ ଚନ୍ଦ୍ର ସାହୁ ଏବଂ ପଞ୍ଚୁ ସାହୁଙ୍କୁ ଶୁକ୍ରବାର ରାତିରେ କେହି ଦୁର୍ବୃତ୍ତ ବନ୍ଧୁକ ଦେଖାଇ ଉଠାଇ ନେଇଛନ୍ତି…
ବାଘ, ହରିଣ ଛାଲ ଜବତ : ଜଣେ ଗିରଫ
କଳାହାଣ୍ଡି,୨୨।୭: କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ଶ୍ରୀପଲ୍ଲୀ ଛକ ନିକଟରୁ ଏସ୍ଟିଏଫ୍ ଜଣେ ବାଘଛାଲ ବେପାରୀଙ୍କୁ ଗିରଫ କରିଥିବା ବେଳେ ତାଙ୍କ ଠାରୁ ୩ଟି କଲରାପତରିଆ ବାଘର ଛାଲ ଓ ୩ଟି ହରିଣ ଛାଲ ଜବତ କରିଛି। ଗିରଫ ଅଭିଯୁକ୍ତଙ୍କ…
ବସ୍କୁ ୪ ଲକ୍ଷ ୯୮ ହଜାର ଜରିମାନା
ପାଲଲହଡା,୨୨।୭(ଦିବ୍ୟଜ୍ୟୋତି ଦାସ): ପରିବହନ ଆକ୍ଟ ଉଲ୍ଲଂଘନ କରିବା ଅଭିଯୋଗରେ ଗୁରୁବାର ସିଂହ ବାହିନୀ ନାମକ ଏକ ବସ୍କୁ ତାଳଚେର ପରିବହନ ଅଧିକାରୀ ମୋଟ୍ ୪ ଲକ୍ଷ ୯୮ ହଜାର ଟଙ୍କା ଜରିମାନା କରିଛନ୍ତି। ବସ୍ଟିକୁ ପାଲଲହଡା ଥାନାର ଜିମା ଦିଆଯାଇଛି। ଦୀର୍ଘଦିନରୁ…
କୁମ୍ଭୀର ରହୁଥିବା ନଦୀ ଗଣ୍ଡ ପୋତିବାକୁ ସହମତି
ଦିଗପହଣ୍ଡି,୨୨ା୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଘୋଡାହଡ ଜଳଭଣ୍ଡାର ଏବଂ ଆଖପାଖ ନଦୀଗଣ୍ଡ ଗୁଡ଼ିକରେ ବାରମ୍ବାର କୁମ୍ଭୀର ଆକ୍ରମଣ ପରେ ଶୁକ୍ରବାର ଉଚ୍ଚସ୍ତରୀୟ ତଦନ୍ତ ନିମନ୍ତେ ଜଳସମ୍ପଦ ବିଭାଗୀୟ ଅଧିକାରୀବୃନ୍ଦ ଘଟଣାସ୍ଥଳ ପରିଦର୍ଶନ କରିଛନ୍ତି। ଏଥିସହ ବିଭିନ୍ନ ଗ୍ରାମର ବାସିନ୍ଦାଙ୍କ ସହ…
ଅନୁମୋଦନ ୬୬୯୨, ଖାଲିପଡ଼ିଛି ୫୦୨୮ ଅଣଶିକ୍ଷକ ପଦବୀ
ଭଞ୍ଜନଗର,୨୧।୭(ବାବୁଲା ପ୍ରଧାନ):ରାଜ୍ୟର ୪୮୮ ବର୍ଗ ବେସରକାରୀ ଅନୁଦାନପ୍ରାପ୍ତ କଲେଜ ଗୁଡ଼ିକରେ ୬୬୯୨ଟି ଅଣଶିକ୍ଷକ ପଦବୀ ବହୁବର୍ଷ ପୂର୍ବେ ଅନୁମୋଦନ ହୋଇଛି। କିନ୍ତୁ ଗତ ଡିସେମ୍ବର ୩୧ ସୁଦ୍ଧା ମାତ୍ର ୧୬୬୪ଜଣ କର୍ମଚାରୀ ଥିବା ସୋମବାର ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏଜି (ଅଡ଼ିଟ୍-୧)ଙ୍କୁ…
ଡାଳିମ୍ବପୁର-କେରାଣ୍ଡି ଅସ୍ଥାୟୀ ରାସ୍ତା ଧୋଇଗଲା
ପାରଳାଖେମୁଣ୍ଡି,୧୮ା୭ (ଗିରିଧାରୀ ପରିଛା): ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡି ସହର ଉପକଣ୍ଠସ୍ଥ ତଥା ଗୋଷାଣି ବ୍ଲକ କେରାଣ୍ଡି ପଞ୍ଚାୟତ ଅନ୍ତର୍ଗତ ଡାଳିମ୍ବପୁର-କେରାଣ୍ଡି ରାସ୍ତାରେ ଥିବା ଏକ ବଡ଼ ନାଳ ଉପରେ ପୋଲ ନିର୍ମାଣ ଆରମ୍ଭ ହୋଇଥିଲା। କାମ ଆରମ୍ଭରୁ ଏହି…
୨ ଜଣଙ୍କୁ ୧୦ ବର୍ଷ ସଶ୍ରମ କାରାଦଣ୍ଡ
ଭଞ୍ଜନଗର,୧୯।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଆସିଷ୍ଟାଣ୍ଟ ସେସନ୍ସ ଜଜ ସୋମାଲିନା ମିଶ୍ର ମଙ୍ଗଳବାର ସାରେ ୨୦୧୭ରେ ପୋଲିସକୁ ଗୁଳି କରି ହତ୍ୟା ଉଦ୍ୟମ ମାମଲାର ବିଚାର କରି ୨ଜଣ ଅଭିଯୁକ୍ତଙ୍କୁ ୧୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ ଶୁଣାଇଛନ୍ତି। ଅଭିଯୁକ୍ତ ଦ୍ୱୟ…
ଏମ୍କେସିଜି ମେଡିକାଲରେ ବିଚାରାଧୀନ ବନ୍ଦୀଙ୍କ ମୃତ୍ୟୁ
ବ୍ରହ୍ମପୁର,୧୮ା୭(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଏମ୍କେସିଜି ମେଡିକାଲରେ ଚିକିତ୍ସାଧୀନ ଥିବା ଜଣେ ବିଚାରାଧୀନ ବନ୍ଦୀଙ୍କ ମଙ୍ଗଳବାର ମୃତ୍ୟୁ ଘଟିଛି। ସେ ହେଲେ କନ୍ଧମାଳ ଜିଲା ଗୋଛାପଡ଼ା ଥାନା ଅନ୍ତର୍ଗତ କଦମପଙ୍କା ଗ୍ରାମର ରବୀନ୍ଦ୍ର କୁମାର ସାହୁ(୫୫)। ମେଡିକାଲ ଫାଣ୍ଡି ପୋଲିସ ମୃତଦେହ…
ଗଞ୍ଜାମର ୧୫୧ହାଇସ୍କୁଲ ହେବ ୫ଟି ରୂପାନ୍ତରିତ
ଛତ୍ରପୁର,୧୮।୭(ସନ୍ତୋଷ ପାଢ଼ୀ ): ଚତୁର୍ଥ ପର୍ଯ୍ୟାୟରେ ଗଞ୍ଜାମ ଜ଼ିଲାର ଆଉ ୧୫୧ଟି ହାଇସ୍କୁଲ ୫ଟି ଆଧାରରେ ରୂପାନ୍ତରିତ କରାଯିବ। ମଙ୍ଗଳବାର ୫ଟି ସଚିବ ଭି. କେ ପାଣ୍ଡିଆନ ଅନଲାଇନ ଜରିଆରେ ଏସମ୍ପର୍କରେ ଏକ ଆଲୋଚନା ବୈଠକ କରିଥିଲେ। ନିର୍ଦ୍ଧାରିତ ସମୟ ମଧ୍ୟରେ…
ଗଞ୍ଜାମ ଜିଲାକୁ “ଭୂମି ସମ୍ମାନ”ରେ ସମ୍ମାନିତ କଲେ ଭାରତ ସରକାର
ଛତ୍ରପୁର, ୧୮।୭(ସନ୍ତୋଷ ପାଢ଼ୀ )- ଭୂମି ସମ୍ମାନରେ ଜାତୀୟ ସ୍ତରରେ ସମ୍ମାନିତ ହେଲା ଗଞ୍ଜାମ ଜିଲା। ମଙ୍ଗଳବାର ନୂଆଦିଲ୍ଲୀ ସ୍ଥିତ ବିଜ୍ଞାନ ଭବନ ପରିସରରେ ଭାରତ ସରକାରଙ୍କ ଗ୍ରାମୀଣ ବିକାଶ ମନ୍ତ୍ରଣାଳୟ ତରଫରୁ ଗଞ୍ଜାମ ଜିଲ୍ଲାକୁ ଏହାର ଶ୍ରେଷ୍ଠ ପାରଦର୍ଶିତା ପାଇଁ…
Archives


