ଗଞ୍ଜାମ

ସୁରଟରୁ ଟ୍ରେନ୍‌ରେ ଫେରୁଥିବା ବେଳେ ଅଧାବାଟରେ ଯୁବକଙ୍କ ମୃତ୍ୟୁ

ଭଞ୍ଜନଗର,୨୭।୫(ଡି.ଏନ୍‌.ଏ.)- ବେଲଗୁଣ୍ଠା ବ୍ଲକ ମଙ୍ଗଳପୁରର ଗ୍ରାମର ଜଣେ ମଙ୍ଗଳବାର ସୁରଟରୁ ଟ୍ରେନ ଯୋଗେ ଫେରୁଥିଲେ। ବାଟରେ ମହାରାଷ୍ଟ୍ରର କର୍ଣ୍ଣୋର ଷ୍ଟେଶନ ଠାରେ ସେ ସଂଜ୍ଞାହୀନ ହୋଇ ପଡିଥିଲେ। ତାଙ୍କୁ ସାଙ୍ଗମାନେ ଉଦ୍ଧାର କରି ସ୍ଥାନୀୟ ମେଡ଼ିକାଲରେ ଭର୍ତ୍ତି କରିଥିଲେ। ବିଳମ୍ବିତ...

ସଙ୍ଗରୋଧ କେନ୍ଦ୍ରରେ ଅସନ୍ତୋଷ: ୨ ଅନ୍ତେବାସୀଙ୍କ ବିରୋଧରେ ଏତଲା ଦେଲେ ସରପଞ୍ଚ

ଭଞ୍ଜନଗର,୨୭।୫(ଡି.ଏନ.ଏ)-ତାରସିଂ ଥାନା ଗାଲେରୀ ସଙ୍ଗରୋଧ କେନ୍ଦ୍ରରେ ଅବ୍ୟବସ୍ଥା ନେଇ ଅନ୍ତେବାସୀମାନେ ବୁଧବାର ହୋହଲ୍ଲା କରିବା ସହ ଖାଦ୍ୟ ଗ୍ରହଣ କରିନଥିଲେ। ଏହାପରେ ପ୍ରଶାସନର ହସ୍ତକ୍ଷେପ ପରେ ସମସ୍ୟାର ସମାଧାନ ହୋଇଥିଲା। ମଙ୍ଗଳବାର ଗାଲେରୀ ସରପଞ୍ଚ ତାରସିଂ ଥାନାରେ ୨ଜଣ ଅନ୍ତେବାସୀଙ୍କ...

ଜେଲ ଫେରନ୍ତାଙ୍କ ଆତଙ୍କରାଜ୍‌, ରାସ୍ତାକୁ ଓହ୍ଲାଇଲେ ଗ୍ରାମବାସୀ

ଗଞ୍ଜାମ,୨୬ା୫(ଡି.ଏନ.ଏ.)- ରମ୍ଭା ଥାନା ଗଞ୍ଜାମ ବ୍ଲକ କାର୍ତ୍ତିକଢ଼ି ଗ୍ରାମରେ ଜଣେ ଜେଲ ଫେରନ୍ତା ଯୁବକଙ୍କ ଆତଙ୍କରାଜ ନେଇ ଶତାଧିକ ଗ୍ରାମବାସୀ ମଙ୍ଗଳବାର ରାସ୍ତାକୁ ଓହ୍ଲାଇଛନ୍ତି। ସରପଞ୍ଚ ଡି. ନିରଞ୍ଜନ ରେଡ୍ଡିଙ୍କ ନେତୃତ୍ୱରେ ହୁମ୍ମା-ପୁରୁଷୋତ୍ତମପୁର ମୁଖ୍ୟରାସ୍ତା ଅବରୋଧ କରି ତୁରନ୍ତ ଅଭିଯୁକ୍ତଙ୍କ...

ଗଞ୍ଜାମ ଷ୍ଟେଟ୍‌ ବ୍ୟାଙ୍କ ବାହାରେ ଗ୍ରାହକଙ୍କ ପ୍ରବଳ ଗହଳି,ରହୁନି ସାମାଜିକ ଦୂରତା

ଗଞ୍ଜାମ, ୨୬।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା କାୟା ବିସ୍ତାର କରିଚାଲିଛ। ଫଳରେ ଜିଲାରେ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି l ଏଥିପାଇଁ ଜିଲା ପ୍ରଶାସନ ପକ୍ଷରୁ ମାକ୍ସ ଓ ସାମାଜିକ ଦୂରତା ଅବଲମ୍ବନକୁ ଅଧିକ ଗୁରୁତ୍ୱ ଦିଆଯାଉଛି।...

ଜଗନ୍ନାଥପୁର ଷ୍ଟେଶନରେ ପହଞ୍ଚିଲା ସୁରଟ ଟ୍ରେନ: ଆସିଲେ ୯ ଜିଲାର ୧୭୩୪ ପ୍ରବାସୀ

ଛତ୍ରପୁର, ୨୬।୫(ଡି.ଏନ୍‌.ଏ.): ଦୀର୍ଘ ୯ ଦିନ ପରେ ମଙ୍ଗଳବାର ଗଞ୍ଜାମ ଜ଼ିଲା ଜଗନ୍ନାଥପୁର ଷ୍ଟେଶନରେ ସୁରଟରୁ ଆଉ ଏକ ଟ୍ରେନ ଆସି ପହଞ୍ଚିଛି। ଏଥିରେ ରାଜ୍ୟର ୯ଟି ଜିଲାର ୧୭୩୪ ଜଣ ପ୍ରବାସୀ ଆସିଛନ୍ତି। ସେଥିମଧ୍ୟରୁ ଗଞ୍ଜାମ ଜିଲାର ସର୍ବାଧିକ...

ଜ଼ିଲାପାଳଙ୍କ ଅଫିସ ଆଗରେ ଧାନ ରଖି ଆନ୍ଦୋଳନ କଲେ ଚାଷୀ

ଛତ୍ରପୁର, ୨୬।୫(ଡି.ଏନ.ଏ)-ଗଞ୍ଜାମ ଜିଲାରେ ଚାଷୀଙ୍କଠାରୁ ବଳକା ଧାନ କିଣିବା ଦାବି ନେଇ ଋଷିକୂଲ୍ୟା ରୟତ ମହାସଭା ନେତୃତ୍ୱରେ ଚାଷୀମାନେ ମଙ୍ଗଳବାର ଜ଼ିଲାପାଳଙ୍କ ଅଫିସ ଆଗରେ ଧାନ ବସ୍ତା ରଖି ଆନ୍ଦୋଳନ କରିଛନ୍ତି। ପରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ପ୍ରଦାନ...

କ୍ୱାରାଣ୍ଟାଇନ୍‌ କେନ୍ଦ୍ରରେ କାର୍ଯ୍ୟ କରୁଥିବା ଶିକ୍ଷକଙ୍କ ସୁରକ୍ଷାକୁ ନେଇ ବିଡ଼ିଓଙ୍କୁ ଭେଟିଲେ ଶିକ୍ଷକ ସଂଘ କର୍ମକର୍ତ୍ତା

ଶେରଗଡ଼,୨୬।୫(ଡି.ଏନ.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକର ଶିକ୍ଷକ ସଙ୍ଘର କର୍ମକର୍ତ୍ତାମାନେ ମଙ୍ଗଳବାର ଏକ ଦାବି ପତ୍ର ବିଡ଼ିଓ ସୁରଞ୍ଜନ କୁମାର ସାହୁ ଓ ବିଇଓ ଭାସ୍କର ଲେଙ୍କାଙ୍କୁ ଭେଟି ପ୍ରଦାନ କରିଛନ୍ତି। କରୋନା ମୁକାବିଲାରେ ଶିକ୍ଷକମାନେ ନିଜ ଜୀବନକୁ ପାଣି...

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ନବଦମ୍ପତିଙ୍କ ଅର୍ଥ ପ୍ରଦାନ

ଦିଗପହଣ୍ଡି,୨୬ା୫(ଡି.ଏନ.ଏ.)-କରୋନା ପ୍ରଭାବରେ ରାଜ୍ୟରେ ଲକ୍‌ଡାଉନ୍‌ କଟକଣା ଜାରି ରହିଛି। ରାଜ୍ୟ ସରକାରଙ୍କ ପକ୍ଷରୁ ସମସ୍ତ ପ୍ରକାର ଉତ୍ସବ ମହୋତ୍ସବ, ବାହାଘର ଓ ସଭାସମିତି ବନ୍ଦ କରାଯାଇଛି। ଏଭଳି ସ୍ଥିତିରେ ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମରେ ଅନୁଷ୍ଠିତ ହୋଇଛି ନିଆରା ବାହାଘର।...

ଅଧୁରା ରହିଲା ଘରବାହୁଡ଼ା : ଟ୍ରେନ୍‌ରେ ପ୍ରବାସୀ ଓଡ଼ିଆଙ୍କ ମୃତ୍ୟୁ

ଆସିକା,୨୬ା୫(ଡି.ଏନ.ଏ.)- ସୁରଟରୁ ସ୍ବତନ୍ତ୍ର ଶ୍ରମିକ ଟ୍ରେନରେ ଫେରୁଥିବା ଜଣେ ପ୍ରବାସୀ ଓଡ଼ିଆଙ୍କ ରବିବାର ସନ୍ଧ୍ୟାରେ ରାସ୍ତାରେ ମୃତ୍ୟୁ ଘଟିଛି। ସେ ହେଲେ ଗଞ୍ଜାମ ଜିଲା ଆସିକା ଥାନା ଅନ୍ତର୍ଗତ ପାଟଳିଗୁଡା ଗ୍ରାମର ପ୍ରଫୁଲ୍ଲ କୁମାର ସ୍ବାଇଁ (୪୫)। ୧୨ ବଷର୍ର୍ୀୟ...

ସ୍ବତନ୍ତ୍ର ରାଜ୍ୟ ପାହ୍ୟା ଦାବି ନେଇ ପଦଯାତ୍ରା:ବୁଲିଲେଣି ୫୦୦୦ରୁ ଊର୍ଦ୍ଧ୍ୱ କି.ମି.

ବ୍ରହ୍ମପୁର ଅଫିସ,୨୬।୪-ଡିଶାକୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ଦାବି ସହ ଲୋକଙ୍କୁ ସଚେତନ ନେଇ ଜଗତସିଂହପୁର ଜିଲା ବାଲିକୁଦା ବ୍ଲକ ଭାଗବନ ସିନ୍ଧଳା ଗ୍ରାମର ସତ୍ୟବ୍ରତ ଦାସ ପଦଯାତ୍ରାରେ ଓଡିଶା ଭ୍ରମଣରେ ବାହାରି ସୋମବାର ବ୍ରହ୍ମପୁରରେ ପହଞ୍ଚିଛନ୍ତି। ବ୍ରହ୍ମପୁରର ବିଭିନ୍ନ ଅଞ୍ଚଳ...

କ୍ୱାରାଣ୍ଟାଇନ୍‌ ଅବଧି ପରେ ପ୍ରବାସୀଙ୍କୁ ମିଳିବ କର୍ମନିଯୁକ୍ତି

ଛତ୍ରପୁର,୨୬ା୫(ଡି.ଏନ.ଏ.)-ଗଞ୍ଜାମ ଜିଲାକୁ ଅନ୍ୟ ରାଜ୍ୟରୁ ପ୍ରବାସୀଙ୍କ ଆସିବା ଜାରି ରହିଛ। ଜିଲାକୁ ଫେରିବାପରେ ସେମାନଙ୍କୁ ବିଭିନ୍ନ ପଞ୍ଚାୟତ ଓ ସହରାଞ୍ଚଳରେ ଥିବା କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରଖାଯାଉଛି। ଅପରପକ୍ଷରେ ଏମାନଙ୍କ କ୍ୱାରାଣ୍ଟାଇନ୍‌ ଅବଧି ସରିବାପରେ କର୍ମ ନିଯୁକ୍ତି ଚିନ୍ତା ରହିବ। ଏଥିଲାଗି...

ମହାରାଷ୍ଟ୍ର, ଗୁଜରାଟରୁ ୮ ବସ୍‌ରେ ଆସିଲେ ପ୍ରବାସୀ

ଭଞ୍ଜନଗର,୨୬।୫(ଡି.ଏନ.ଏ)-ଅନ୍ୟ ରାଜ୍ୟରୁ ଓଡ଼ିଶାକୁ ପ୍ରବାସୀଙ୍କୁ ନେଇ ସ୍ବତନ୍ତ୍ର ଟ୍ରେନ ଆସୁଥିଲେ ମଧ୍ୟ ଏବେ ବି ଗଞ୍ଜାମ ଜିଲାକୁ ବସ୍‌, କାର ଓ ବାଇକ୍‌ ଯୋଗେ ପ୍ରବାସୀ ଓଡ଼ିଆ ଫେରୁଥିବା ଦେଖାଯାଉଛି। ସୋମବାର ଗୁଜରାଟ ଓ ମହାରାଷ୍ଟ୍ରରୁ ୮ଟି ବସ୍‌ରେ ପ୍ରବାସୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri