୧୦ମ ଶ୍ରେଣୀ ଛାତ୍ରୀଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର: ସୁଧାର ଗୃହକୁ ଗଲେ ଅଭିଯୁକ୍ତ
ଦିଗପହଣ୍ଡି,୬ା୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଅଞ୍ଚଳର ଜଣେ ୧୦ମ ଶ୍ରେଣୀ ଛାତ୍ରୀଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ଘଟଣାର ଅଭିଯୁକ୍ତଙ୍କୁ ସୋମବାର ବ୍ରହ୍ମପୁରସ୍ଥିତ ଜୁଭେନାଇଲ ଜଷ୍ଟିସ ବୋର୍ଡରେ ହାଜର କରାଯାଇଛି। ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ପୀଡ଼ିତା ଓ ଅଭିଯୁଙ୍କ ଡାକ୍ତରୀ…
‘ଛାତ୍ରୀମାନଙ୍କ ଆତ୍ମସୁରକ୍ଷା ପାଇଁ ତାଲିମ ପ୍ରଶିକ୍ଷଣ ଜରୁରୀ’
ପୁରୁଷୋତ୍ତମପୁର,୬ା୧(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜରେ ଆତ୍ମସୁରକ୍ଷା ଶିବିର ଅଧ୍ୟାପିକା ଶ୍ରାବଣୀ ଖଟେଇଙ୍କ ସଂଯୋଜନାରେ ସୋମବାର ଉଦ୍ଘାଟିତ ହୋଇଯାଇଛି। ଏହାକୁ କଲେଜର ଅଧ୍ୟକ୍ଷ ଡଃ ସୁରେନ୍ଦ୍ରନାଥ ପଣ୍ଡା ଉଦ୍ଘାଟନ କରିଥିବା ବେଳେ ମୁଖ୍ୟ ଅତିଥି ଭାବେ ପୁରୁଷୋତ୍ତମପୁର ସିଡିପିଓ…
ଜାରି ରହିବ ପରିବେଶ ସୁରକ୍ଷା ଅଭିଯାନ
ବ୍ରହ୍ମପୁର,୬ା୧(ଅଶୋକ କୁମାର ସାହୁ): ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡି ବ୍ଲକ ବନ୍ଥପଲ୍ଲୀ ପଞ୍ଚାୟତ ବନ୍ଥପଲ୍ଲୀ ଗ୍ରାମରେ ଜାତୀୟ ପକ୍ଷୀ ଦିବସ ଅବସରରେ ଘରଚଟିଆ ସଂରକ୍ଷଣ କାର୍ଯ୍ୟକ୍ରମ ରବିବାର ଅନୁଷ୍ଠିତ ହୋଇଯାଇଛି। ‘ଧରିତ୍ରୀ’ ସୌଜନ୍ୟରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଧରିତ୍ରୀ ଏବଂ ଓଡ଼ିଶା ପୋଷ୍ଟର…
ଡାୟାଲିସିସ୍ ସେବାର ଉଦ୍ଘାଟନ କଲେ ସ୍ବାସ୍ଥ୍ୟମନ୍ତ୍ରୀ
ଛତ୍ରପୁର,୫ା୧(ଦିଲୀପ ସାମଲ): ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ୪ଟି ଶଯ୍ୟା ବିଶିଷ୍ଟ ନିଃଶୁଳ୍କ ଡାୟାଲିସିସ ସେବାର ଶୁଭ ଉଦ୍ଘାଟନ ହୋଇଯାଇଛି। ଏହାକୁ ଓଡ଼ିଶା ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର ସୂଚନା ଓ ପ୍ରଯୁକ୍ତି ବିଦ୍ୟା ବିଭାଗୀୟ ମନ୍ତ୍ରୀ ଡା.ମୁକେଶ…
ଜେଜେ ମା’, ନାତୁଣୀଙ୍କୁ ଅପହରଣ କରି ସୁନା, ରୁପା ଲୁଟି ନେଲେ ଅଟୋ ଚାଳକ
ପୁରୁଷୋତ୍ତମପୁର,୫।୧(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରୁ ରବିବାର ଏକ ଅଭାବନୀୟ ଘଟଣା ଶନିବାର ସାମ୍ନାକୁ ଆସିଛି। ଏକ ଅଟୋ ଯୋଗେ ଘରକୁ ଫେରୁଥିବା ବେଳେ ଅଟୋ ଚାଳକ ଜଣେ ବୃଦ୍ଧାଙ୍କ ସହ ୬ ବର୍ଷର ଶିଶୁ କନ୍ୟାଙ୍କୁ ଅପହରଣ କରି…
‘ଭାଇଚାରା ସହ ସମାଜରେ ସମସ୍ତେ ମିଳିମିଶି ରହିବାକୁ ଆହ୍ବାନ’
ପୁରୁଷୋତ୍ତମପୁର,୫ା୧(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ରଥସାହି ଜଗନ୍ନାଥ ମନ୍ଦିର ପରିସରରେ ଗଞ୍ଜାମ ଜିଲା ବିଶ୍ବକର୍ମା ସମାଜର ବାର୍ଷିକ ଅଧିବେଶନ ରବିବାର ଅନୁଷ୍ଠିତ ହୋଇଯାଇଛି। ପୂର୍ବଖଣ୍ଡମୁଠା ଆନୁକୂଲ୍ୟରେ ରାଜଶ୍ରୀ କୃଷ୍ଣଚନ୍ଦ୍ର ମହାରଣାଙ୍କ ସଂଯୋଜନାରେ ଅନୁଷ୍ଠିତ ଅଧିବେଶନରେ ଜିଲା ସଭାପତି ଅଜୟ କୁମାର…
ରାଜ୍ୟ ସରକାରୀ କର୍ମଚାରୀ ସମନ୍ବୟ ସମିତି ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର
ଛତ୍ରପୁର,୪ା୧(ଦିଲ୍ଲୀପ ସାମଲ): ଓଡ଼ିଶା ରାଜ୍ୟ ସରକାରୀ କର୍ମଚାରୀ ସମନ୍ବୟ ସମିତିର ରାଜ୍ୟ ସାଧାରଣ ସମ୍ପାଦକ ସୁଜିତ କୁମାର ନାୟକଙ୍କ ବିରୋଧରେ ହୋଇଥିବା ଆକ୍ରୋଶମୂଳକ ମିଥ୍ୟା ବିଭାଗୀୟ କାର୍ଯ୍ୟାନୁଷ୍ଠାନ ପ୍ରତିବାଦରେ ଶନିବାର ଅଖିଳ ଭାରତ ରାଜ୍ୟ ସରକାରୀ କର୍ମଚାରୀ ମହାସଂଘ ଆହ୍ବାନରେ ଗଞ୍ଜାମ…
ହାତୀପଲ ଘରଭାଙ୍ଗି ଧାନ ଖାଇଲେ: ପରିବା ଚାଷ, ସୋଲାର ଲାଇଟ କଲେ ନଷ୍ଟ
ଭଞ୍ଜନଗର,୪।୧(ବାବୁଲା ପ୍ରଧାନ): ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ଅନ୍ତର୍ଗତ ମୁଜାଗଡ ବନାଞ୍ଚଳରେ କିଛିଦିନ ହେଲା ୨୫ ଟିକିଆ ହାତୀପଲ ଘୂରି ବୁଲୁଛନ୍ତି। ସନ୍ଧ୍ୟା ହେଲେ ଜଙ୍ଗଲରୁ ବାହାରି ଲୋକଙ୍କ ଫସଲ କ୍ଷତି କରୁଛନ୍ତି। ଶୁକ୍ରବାର ହାତୀପଲ ଚିଟିପଲ୍ଲୀ ଗ୍ରାମରେ ବ୍ୟାପକ ଫସଲ…
ହତ୍ୟା ଉଦ୍ୟମ ଘଟଣା: ବାପ,ପୁଅ ସମେତ ୩ ଅଭିଯୁକ୍ତ ଗଲେ ଜେଲ
ଦିଗପହଣ୍ଡି,୩ା୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଓଡ଼ାସିଙ୍ଗି ଗ୍ରାମର ଶ୍ରୀ ଗୋପୀନାଥ ପାଣି ପଞ୍ଚାୟତ କମିଟି ସଭାପତି ଏସ୍. ସହଦେବ ରେଡ୍ଡୀଙ୍କୁ ପୂର୍ବ ଶତ୍ରୁତାକୁ ନେଇ ଗୁରୁବାର ଅପରାହ୍ନ ପ୍ରାୟ ସାଢେ ୨ ଟାରେ ହତ୍ୟା ଉଦ୍ୟମ କରାଯାଇଥିଲା। ସହଦେବ ଏନେଇ…
ମଣ୍ଡିରେ ଚାଷୀ ଠକେଇର ଶିକାର ହେଲେ ହେବ କାର୍ଯ୍ୟାନୁଷ୍ଠାନ
ଭଞ୍ଜନଗର,୩ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଦୁଲିପଲ୍ଲୀ ମଣ୍ଡିରେ ଶୁକ୍ରବାର ଧାନକିଣା ଶୁଭାରମ୍ଭ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାର ଉଦ୍ଘାଟନ କରିଛନ୍ତି। ଏହି ଅବସରରେ ସେ କହିଥିଲେ ଯେ, ଆମ…
ହତ୍ୟାକାରୀ ଭାଇଙ୍କୁ ଆଜୀବନ କାରାଦଣ୍ଡ
ବ୍ରହ୍ମପୁର , ୩।୧(ସୁବାସ ଚନ୍ଦ୍ର ପାଢ଼ୀ): ୨୦୨୩ରେ ଘଟିଥିବା ଏକ ଜଘନ୍ୟ ହତ୍ୟାକାଣ୍ଡ ମାମଲାରେ ଗଞ୍ଜାମ ଜିଲା ଦୌରା ଜଜ୍ ରୂପଶ୍ରୀ ଚୌଧୁରୀ ରାୟ ଦେଇଛନ୍ତି। ସାନ ଭାଇଙ୍କୁ ହତ୍ୟା କରିଥିବା ମଝିଆ ଭାଇ ପୂର୍ଣ ବେହେରା(୩୭)ଙ୍କୁ ଦୋଷୀ ସାବ୍ୟସ୍ତ କରିବା…
କେମିତି ମଣ୍ଡିରେ ଦେବେ ଧାନ, ସୂଚନା ଦେଲେ ମନ୍ତ୍ରୀ
ଗୋପାଳପୁର,୩।୧(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ରଙ୍ଗେଈଲୁଣ୍ଡା ବ୍ଲକ ଅନ୍ତର୍ଗତ ଦାସପୁର ସେବା ସମବାୟ ସମିତିର କୋଳଥି ଗାଁରେ ଶୁକ୍ରବାର ଜିଲାସ୍ତରୀୟ ଧାନମଣ୍ଡି ଶୁଭ ଆରମ୍ଭ ହୋଇଛି l ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ରାଜ୍ୟ ଖଣି ଇସ୍ପାତ ଓ…
Archives


